ଶ୍ରୀଶ୍ରୀ କଦମ୍ବ କେଶରୀ ସାଂସ୍କୃତିକ କଳାପରିଷଦର ଲୋକ ମହୋତ୍ସବ
ବଣାଇ, ୨୭ା୯(ସ୍ବ.ପ୍ର.) : ସ୍ଥାନୀୟ ରାଜା ଧରଣୀଧର ଖେଳ ପଡିଆ ଠାରେ ଶ୍ରୀ ଶ୍ରୀ କଦମ୍ବ କେଶରୀ ସାଂସ୍କୃତିକ କଳାପରିଷଦର ନବମ ଲୋକ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଣାଇ ଉପଖଣ୍ଡର ୪ଟି ବ୍ଲକରୁ ୫ହଜାରରୁ ଊର୍ଦ୍ଧ୍ୱ ବିଭିନ୍ନ କଳାକାର…
୪୮୦ ବସ୍ତା ୟୁରିଆ ସାର ବାଟରୁ ଉଭାନ ଧରାପଡିଲା
ବଡ଼ଗାଁ, ୨୫।୯ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମସ୍ଥିତ ସମବାୟ ସମିତି (ଲ୍ୟାମ୍ପ୍ସ)ର କର୍ମଚାରୀମାନେ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା ଘଟଣା ଗୋଟିଏ ପରେ ଗୋଟିଏ ଲୋକ ଲୋଚନକୁ ଆସୁଛି। ଭୂତ କର୍ମଚାରୀ…
ହାଇସ୍କୁଲରେ ପାଠପଢାଇଲେ ମନ୍ତ୍ରୀ ପ୍ରତାପ ଜେନା
କୁଆଁରମୁଣ୍ଡା,୨୩।୯(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ କୁମଝରିଆ ହାଇସ୍କୁଲକୁ ପଞ୍ଚାୟତିରାଜ, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୋମବାର ଅଚାନକ ପରିଦର୍ଶନ କରିଥିଲେ। ଏହି ସମୟରେ ସ୍କୁଲର ପ୍ରବେଶପଥ ଠାରୁ ଆରମ୍ଭ କରି ରୋଷେଇଶାଳ, ବଗିଚା ଇତ୍ୟାଦି ପରିଦର୍ଶନ…
ସରପଗଡ ଡ୍ୟାମ୍ରେ ୨ଟି ଗେଟ୍ ଦ୍ୱାରା ଜଳ ନିଷ୍କାସିତ
ଲେଫ୍ରିପଡା,୧୨।୯(ଡି.ଏନ.ଏ) -ଲଘୁଚାପଜନିତ ବର୍ଷାରେ ଲେଫ୍ରିପଡା ବ୍ଲକ୍ ଅନ୍ତର୍ଗତ ସରପଗଡ ଡ୍ୟାମ୍ରେ ପାଣି ଭର୍ତ୍ତି ହୋଇଛି। ଫଳରେ ଗୁରୁବାର ସକାଳେ ଦୁଇଗୋଟି ଗେଟ୍ ଖୋଲାଯାଇ ଇଛାନଦୀ ଦ୍ୱାରା ଜଳ ନିଷ୍କାସନ କରାଯାଉଛି। ଡ୍ୟାମ୍ର ଜଳଧାରଣ କ୍ଷମତା ୩୦୭.୫୦ମିଟର ରହିଥିବା ବେଳେ ବର୍ତ୍ତମାନ ୩୦୭.୪୮ମିଟରରେ…
ଆହତ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ
ସୁନ୍ଦରଗଡ଼,୧୨।୯ (ଡି.ଏନ୍.ଏ): ଜଣେ ଗର୍ଭବତୀଙ୍କୁ ମାଡ଼ ମାରିଥିବା ନେଇ ଗତ କିଛିଦିନ ତଳେ ଚର୍ଚ୍ଚାରେ ଥିବା ସୁନ୍ଦରଗଡ଼ ଏସ୍ପି ସୌମ୍ୟା ମିଶ୍ରାଙ୍କୁ ମଙ୍ଗଳବାର ଏକ ଭିନ୍ନ ରୂପରେ ଦେଖିବାକୁ ମିଳିଥିଲା। ଦୁର୍ଘଟଣାରେ ଆହତ ଜଣେ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଇ…
କଳାସଂସ୍କୃତି ସଂଘ ପକ୍ଷରୁ ନୂଆଖାଇ ଭେଟ୍ଘାଟ୍
ଲେଫ୍ରିପଡା, ୧୧।୯(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ କଳାସଂସ୍କୃତି ସଂଘ ପକ୍ଷରୁ ନବମ ନୂଆଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା କାମିନୀ କାଲୋ, ସମିତି ସଭ୍ୟା ଜୟନ୍ତୀ ଗର୍ଡିଆ, ଅଲଇଣ୍ଡିଆ ରେଡିଓ ଷ୍ଟେଶନ୍ର ମ୍ୟୁଜିକ୍ ଡାଇରେକ୍ଟର…
କବାଟ ଭାଙ୍ଗି ଟଙ୍କା, ସୁନା ଚୋରିକଲେ ଦୁର୍ବୃତ୍ତ
ବେଦବ୍ୟାସ,୧୦।୯(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲା ଅନ୍ତର୍ଗତ ବ୍ରାହ୍ମଣୀତରଙ୍ଗ ଥାନାର ଫାର୍ସାଟୋଲା ଗ୍ରାମର ଅନିଲ କୁମାର ଲୁଗୁନଙ୍କ ଘରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ଘର କବାଟ ଭାଙ୍ଗି ଆଲ୍ମିରାରେ ଥିବା ଟଙ୍କା ଓ ସୁନା ଗହଣା ଚୋରି କରି…
ମହିଳାଙ୍କ ଉନ୍ମତ୍ତକାଣ୍ଡ: ତଣ୍ଟିଚିପି ବୃଦ୍ଧାଙ୍କୁ ହତ୍ୟା
ନୂଆଗାଁ, ୯।୯(ଡି.ଏନ.ଏ) :ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅନ୍ତର୍ଗତ କୋକେରମା ପଞ୍ଚାୟତର କରଞ୍ଜିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଉକ୍ତ ଗ୍ରାମର ମହିଳା ସୁମିତ୍ରା ତୁରୀ (୨୫) ପଡ଼ୋଶୀ ବୃଦ୍ଧା ସୁଗନ ତୁରୀ…
ଘର ଭାଙ୍ଗିଲେ ହାତୀପଲ
ବଡ଼ଗାଁ,୭।୯(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜଙ୍ଗଲକୁ ଆସିଥିବା ୧୮ଟି ହାତୀପଲ କିଛିଦିନର ବ୍ୟବଧାନ ପରେ ପୁଣି ଉପଦ୍ରବ ଆରମ୍ଭ କରିଛନ୍ତି। ଏହି ହାତୀପଲ ଶୁକ୍ରବାର ରାତିରୁ ଜଙ୍ଗଲରୁ ଆସି ଶନିବାର ଭୋର୍ ସମୟରେ ଉଦାରମା ଗ୍ରାମର…
ପୋଲ ତଳକୁ ଖସିଲା କାର୍: ଜଣେ ମୃତ ୩ ଗୁରୁତର
ବଡଗାଁ,୪।୯(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ବାମରା ରାସ୍ତାରେ ବୁଧବାର ଅପରାହ୍ନରେ ଭାରସାମ୍ୟ ହରାଇ ପୋଲ ତଳକୁ କାର୍ ଖସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ହେଲେ ସର୍ଗୀଡ଼ିହ ଗ୍ରାମର ବିରେନ୍ଦ୍ର ନାୟକ(୪୦),…
ପଶ୍ଚିମ ଓଡ଼ିଶାରେ ନୂଆଁଖାଇ: ମା’ ସମଲେଇ, ଶିଖରବାସିନୀଙ୍କ ପାଖେ ନବାନ୍ନ ଲାଗି
ସୁନ୍ଦରଗଡ଼,୩।୯(ଡି.ଏନ୍.ଏ): ସୁନ୍ଦରଗଡ଼ର ପୁରପଲ୍ଲୀରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଛି । ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ଓ ରାଜପରିବାରର ଆରାଧ୍ୟା ଦେବୀ ମା’ ଶିଖରବାସିନୀଙ୍କଠାରେ ମଙ୍ଗଳବାର ଧାର୍ଯ୍ୟ ଲଗ୍ନ ଅନୁଯାୟୀ ନବାନ୍ନ ଲାଗି କରାଯାଇଛି।…
ସଡକ ଦୁର୍ଘଟଣାରେ ୨ ଏନଟିପିସି କର୍ମଚାରୀଙ୍କ ଜୀବନ ଗଲା
ସୁନ୍ଦରଗଡ଼, ୩।୯(ଡି.ଏନ.ଏ.): ସୁନ୍ଦରଗଡ଼ ବାଲିଯୋରୀ ଛକରେ ମଙ୍ଗଳବାର ଏକ ସଡକ ଦୁର୍ଘଟଣାରେ ଦୁଇଜଣ ଏନଟିପିସି କର୍ମଚାରୀଙ୍କ ମୃତ ଘଟିଛି। ସେମାନେ ହେଲେ ସସ୍ମିତା କବିରାଜ ଓ ସୂର୍ଯ୍ୟକାନ୍ତ। ଉଭୟ କର୍ମଚାରୀ ଏକ ସ୍କୁଟି ଯୋଗେ ସୁନ୍ଦରଗଡ଼ରୁ ଦର୍ଲିପାଲି ଫେରୁଥିବାବେଳେ ଏମସିଏଲରୁ ଆସୁଥିବା…
Archives


