ସୁନ୍ଦରଗଡ଼

୧୧ଲକ୍ଷ ୩୫ ହଜାର ଭତ୍ତା ଟଙ୍କା ଲୁଟ୍‌ ଘଟଣା: ୪ ଅଭିଯୁକ୍ତ ଗିରଫ, ୪ଲକ୍ଷ ଉଦ୍ଧାର

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୧୨।୧୨ (ଡି.ଏନ୍‌.ଏ.)- ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ୫ଟି ପଞ୍ଚାୟତର ୧୧ଲକ୍ଷ ୩୫ ହଜାର ଭତ୍ତା ଟଙ୍କା ଲୁଟ୍‌ ଘଟଣାରେ ପୋଲିସ ୭ ସପ୍ତାହ ପରେ ମଙ୍ଗଳବାର ରାତିରେ ପୁଣି ୪ଜଣଙ୍କୁ ଗିରଫ…

ଟ୍ରକ୍‌ ଧକ୍କାରେ ଛାତ୍ରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାସ୍ତାରୋକୋ: ପୋଲିସ ଉପସ୍ଥିତିରେ ଟ୍ରକକୁ ଜାଳିଲେ ଲୋକେ

ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥ ଦର୍ଜିଂଠାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟାରେ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ଜଣେ ଛାତ୍ର ବିର୍ସା ମୁଣ୍ଡା (୧୧)ଙ୍କ ମୃତ୍ୟୁକୁ କେନ୍ଦ୍ରକରି ଉତ୍ତେଜନା…

ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍‌: ଦୁଇ ଭାଇ ମୃତ

ବଡ଼ଗାଁ, ୬।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ କୁମ୍‌ବାହାଲ ଗ୍ରାମରେ ଗୁରୁବାର ରାତି ସାଢ଼େ ୮ଟାରେ ଏକ ଦୁର୍ଘଟଣା ଘଟିଛି। ଟ୍ରାକ୍ଟରକୁ ବାଇକ୍‌ ଧକ୍କା ଦେବାରୁ ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଯୋଗେଶ୍ୱର ସୁନ୍ୟାନୀ (୩୨)…

ନାବାଳିକା ଝିଆରୀକୁ ବଳାତ୍କାର: ଥାନାରେ ଅଭିଯୋଗ, ଅଭିଯୁକ୍ତ ମଉସା ଗିରଫ, ସହଯୋଗ କରିବା ଅଭିଯୋଗରେ ମାଉସୀ ବି ଗିରଫ

ରାଉରକେଲା ଅଫିସ, ୪।୧୨: ତମାମ ଦେଶରେ ବଳାତ୍କାରକୁ ନେଇ ତୁମ୍ବିତୋଫାନ ଚାଲିଥିବା ବେଳେ ବୁଧବାର ରାଉରକେଲାରେ ଘଟିଥିବା ଏକ ଲଜ୍ଜାଜନକ ଘଟଣା ବିଭିନ୍ନ ମହଲରେ ପ୍ରତିକ୍ରିୟା ସୃଷ୍ଟି କରିଛି। ପ୍ଲାଣ୍ଟସାଇଟ ଥାନା ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କ ସମ୍ପର୍କୀୟ ନାବାଳିକା ଝିଆରୀ…

ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଲହୁଣୀପଡା, ୪।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଟକରା ଗ୍ରାମରେ ସୋମବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ବାଇକ ଧକ୍କାରେ ସ୍ବାମୀ ମୃତ୍ୟୁବରଣ କରିଥିବାବେଳେ ସ୍ତ୍ରୀ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଟକରା ଗ୍ରାମର ପ୍ୟାରା ହରୋ (୫୫)…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ :ଭିନ୍ନକ୍ଷମଙ୍କ ସଶକ୍ତିକରଣ ପାଇଁ ସାମୂହିକ ପ୍ରଚେଷ୍ଟା ଆବଶ୍ୟକ

ସୁନ୍ଦରଗଡ଼, ୪।୧୨ (ଡି.ଏନ୍‌.ଏ) -ଜିଲା ପ୍ରଶାସନ, ସାମାଜିକ ସୁରକ୍ଷା ତଥା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ସ୍ଥାନୀୟ ମାଦ୍ରି କାଲୋ ଭବନଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସମାରୋହରେ ଜିଲାପାଳ…

ପରିବେଶ ପର୍ଯ୍ୟଟନ ଗ୍ରାମ ବାଢୁନଝରିଆ ସରଫଗଡ : ରାଜ୍ୟ ବାହାର ପର୍ଯ୍ୟଟକଙ୍କ ଜମୁଛି ଗହଳି

ଲେଫ୍ରିପଡା, ୩।୧୨(ଡି.ଏନ.ଏ) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଅନ୍ତର୍ଗତ ଗିରିଙ୍ଗକେଲା ପଞ୍ଚାୟତର ବାଢୁନଝରିଆ ଗ୍ରାମରେ ରହିଛି ସରଫଗଡ ପରିବେଶ ପର୍ଯ୍ୟଟନ ସ୍ଥଳୀ। ସ୍ଥାନୀୟ ଜିଲା ପ୍ରଶାସନ ପକ୍ଷରୁ ଜିଲା ଖଣିଜ ପାଣ୍ଠିରୁ ଗତ ୨୦୧୬ ମସିହାରେ ଏହା ନିର୍ମାଣ ଆରମ୍ଭ କରାଯାଇ…

ଫୁଲଝରଠାରେ ଖୋଲିଲା ରାଜ୍ୟର ପ୍ରଥମ ମହିଳା ଶାଖା ଡାକଘର

ଲହୁଣୀପଡା, ୩।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଳକ ଅନ୍ତର୍ଗତ ଫୁଲଝରଠାରେ ଡାକ ବିଭାଗ ପକ୍ଷରୁ ଓଡ଼ିଶାର ପ୍ରଥମ ଥର ପାଇଁ ଏକ ମହିଳା ଶାଖା ଡାକଘର ଆନୁଷ୍ଠାନିକ ଭାବେ ଶନିବାର ଉଦ୍‌ଘାଟିତ ହୋଇଛି। ଏହାର ଉଦ୍‌ଘାଟନୀ ଉତ୍ସବରେ ରାଉରକେଲା ଡାକ…

ବଢ଼ୁଛି ବାର୍‌ହା ଶିକାର: ମାଂସ ଜବତ, ୭ ଗିରଫ

ହେମଗିର, ୩।୧୨ (ଡି.ଏନ.ଏ)- ଦିନକୁ ଦିନ ହେମଗିର ଜଙ୍ଗଲର ବାର୍‌ହା ଶିକାର ବୃଦ୍ଧି ପାଉଥିବାର ଦେଖାଯାଉଛି। ବନ ବିଭାଗ ଶିକାରୀମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସତ୍ତ୍ବେ ମଧ୍ୟ ବାର୍‌ହା ଶିକାର କରିବା କମୁ ନାହିଁ। ମାସେ ଭିତରେ ଅନେକ…

ଆଦିବାସୀ ସଂସ୍କୃତି ପରମ୍ପରା ଏବଂ କ୍ରୀଡା ସାମଗ୍ରୀ ବଣ୍ଟନ

ଲେଫ୍ରିପଡା,୨୯।୧୧(ଡି.ଏନ.ଏ) -ସୁନ୍ଦରଗଡ଼ ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ଲେଫ୍ରିପଡା ବ୍ଲକ୍‌ କାର୍ଯ୍ୟାଳୟଠାରେ ଆଦିବାସୀ ସଂସ୍କୃତି ପରମ୍ପରା ଏବଂ କ୍ରୀଡା ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ବିକାଶ ପରିଷଦର ଅଧ୍ୟକ୍ଷ ବିନୟ କୁମାର ଟପୋ ମୁଖ୍ୟଅତିଥି…

ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି ସମାଜ ଲୋକେ ମନାକଲେ: ଯୁବକମାନେ କଲେ ଶବ ସତ୍କାର

ବଡ଼ଗାଁ, ୨୯।୧୧ (ଡି.ଏନ.ଏ)- ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି ସମାଜର ଲୋକେ ଶବ ସତ୍କାର କରିବାକୁ ମନା କରିଦେଲେ। ଶବ ଘରେ ପଡିରହିଥିଲା। ଶେଷରେ ସ୍ବେଚ୍ଛାସେବୀ ଯୁବକମାନେ ସତ୍କାର କଲେ। ଏଭଳି ଏକ ଘଟଣା ଘଟିଛି ସୁନ୍ଦରଗଡ ଜିଲା ବଡଗାଁ…

୨ଜଣଙ୍କୁ କଚାଡ଼ି ମାରିଲା ହାତୀ

ସୁନ୍ଦରଗଡ଼,୨୯।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ସିଆଲଯୋର ଗ୍ରାମର ଚାଷୀ ଗୋବିନ୍ଦ ସା(୫୦) ଗୁରୁବାର ବିଳମ୍ବିତ ରାତିରେ ଧାନବିଲରୁ ହାତୀ ଘଉଡ଼ାଉ ଥିବାବେଳେ ହାତୀଟି ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଦେଇଛି। ସେହିପରି ବିଶ୍ରା ରେଞ୍ଜ ଅନ୍ତର୍ଗତ ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ଗେଟିଟାଙ୍ଗରଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri