ଆର୍ଏସ୍ପି ଭିତରକୁ ଦୁଇଟି ଗାଡ଼ିର ସନ୍ଦେହଜନକ ପ୍ରବେଶ
ରାଉରକେଲା ଅଫିସ, ୨୯। ୧୨-ରାଉରକେଲା ଇସ୍ପାତ କାରଖାନା ଭିତରକୁ ଶନିବାର ସନ୍ଦେହଜନକ ଭାବେ ପଶିଥିବା ଦୁଇଟି ଭାରିଯାନକୁ ଅଟକ ରଖାଯାଇଛି। ଏହା ସହ କାରଖାନା ସୁରକ୍ଷା ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି। ଦୁଇ ଗାଡ଼ି ନଂ. ଏନ୍ଏମ୍ ୦୨କ୍ୟୁ ୧୩୩୬ ଟ୍ରକ…
ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ
ସୁନ୍ଦରଗଡ,୨୯।୧୨ (ଡି.ଏନ୍.ଏ) -ସମସ୍ତଙ୍କ ମଧ୍ୟରେ ବହିପଢିବା ଅଭ୍ୟାସ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ରେ ‘ବହିପଢ’ ଅଭିଯାନ ଆରମ୍ଭ କରି ଅଭିନବ ପ୍ରୟାସ କରିଥିବା ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଶନିବାର ସ୍ଥାନୀୟ ଆସ୍ଥାଗୃହରେ ଅନ୍ତେବାସୀଙ୍କ ସହ ଏକାଠି ବସି ମଧ୍ୟାହ୍ନ ଭୋଜନ…
ଖସିଲା ପାରଦ: ସୁନ୍ଦରଗଡ଼ରେ ବରଫପାତ, ଜନଜୀବନ ଅସ୍ତବ୍ୟସ୍ତ
ସୁନ୍ଦରଗଡ଼,୨୮।୧୨(ଡି.ଏନ୍.ଏ.): ଅଦିନିଆ ବର୍ଷା ପରେ ସୁନ୍ଦରଗଡ଼ରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଏଠାରେ ଶନିବାର ପାରଦ ଆହୁରି ତଳକୁ ଖସିଛି। ବିଶେଷକରି କୋଇଡ଼ା, ଟେନ୍ସା ଆଦି ସ୍ଥାନରେ ବରଫପାତ ହୋଇଥିବା ଦେଖିବାକୁ ମିଳିଛି। ରାତିରେ ତାପମାତ୍ରା ୬ରୁ ୭ ଡିଗ୍ରୀକୁ ଖସି…
ରାଉରକେଲା ଷ୍ଟିଲ ପ୍ଲାଣ୍ଟ ପରିସରକୁ ବେଆଇନ ଭାବେ ପ୍ରବେଶ କଲା ୨ ଭାରୀଯାନ: ୪ ଯବାନ ନିଲମ୍ବିତ
ରାଉରକେଲା ଅଫିସ,୨୮।୧୨: ରାଉରକେଲା ଷ୍ଟିଲପ୍ଲାଣ୍ଟ ପରିସରକୁ ବିନା ଏଣ୍ଟ୍ରି ପାସ୍ରେ ୨ଟି ଭାରୀଯାନ ସନ୍ଦେହାତ୍ମକ ଭାବେ ପ୍ରବେଶ କରିବାକୁ ନେଇ ବିଭାଗୀୟ ଅଧିକାରୀ ଶନିବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଘଟଣାରେ ୪ ସିଆର୍ପିଏଫ୍ ଯବାନଙ୍କୁ ନିଲମ୍ବନ ସହ କାରଣ ଦର୍ଶାଅ…
ପ୍ରେମିକଙ୍କ ସହ ମିଶି ସୁପାରି ଦେଇ ସ୍ବାମୀଙ୍କୁ ହତ୍ୟା, ଅଭିଯୁକ୍ତ ସ୍ତ୍ରୀଙ୍କ ସହ ୪ ଗିରଫ
ବଣାଇ, ୨୭।୧୨ (ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ସଂଘଟିତ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଗତ ୧୯ ତାରିଖରେ ବଣାଇ ଅଞ୍ଚଳର ଅନିଲ ମୁଣ୍ଡାଙ୍କୁ କେନ୍ଦ୍ରୀକଳା ଜଙ୍ଗଲରେ ତଣ୍ଟି କାଟିବା ପରେ ପଥରରେ ଛେଚି ହତ୍ୟା…
ସୁନ୍ଦରଗଡ଼ ଜିଲାପାଳଙ୍କ ଅଭିନବ ପ୍ରୟାସ: ‘ବହିପଢ଼’ ଅଭିଯାନର ଶୁଭାରମ୍ଭ
ସୁନ୍ଦରଗଡ଼, ୨୭।୧୨ (ଡି.ଏନ୍.ଏ) – ସମ୍ପ୍ରତି ଇଣ୍ଟରନେଟ୍ର ବହୁଳ ବ୍ୟବହାର ଦ୍ୱାରା ପୁସ୍ତକ ପଠନ ଅଭ୍ୟାସ ହ୍ରାସ ପାଉଛି। ଛାତ୍ରୀ, ଛାତ୍ର, ଯୁବ ତଥା ସାଧାରଣବର୍ଗଙ୍କ ମଧ୍ୟରେ ପୁସ୍ତକ ପଠନ ଅଭ୍ୟାସ ପାଇଁ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଅଭିନବ…
ଉପାନ୍ତ ଅଞ୍ଚଳରେ ଡାକ୍ତର ଅଭାବ : ରୋଗୀଙ୍କ ଜୀବନ ସହିତ ଚାଲିଛି ଖେଳ
କୁଆଁରମୁଣ୍ଡା, ୨୭।୧୨(ଡି.ଏନ.ଏ.)-ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା, ଅଣ୍ଡାଳି-ଜାମବାହାଲ, କାଦୋବାହାଲ ଇତ୍ୟାଦି ଅଞ୍ଚଳରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନାହାନ୍ତି। ଫଳରେ ଏହି ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ଫାର୍ମାସିଷ୍ଟମାନେ ନିଜକୁ ଡାକ୍ତର ବୋଲାଇବା ସହ ଘରୋଇ କ୍ଲିନିକ ଖୋଲି ସାଧାରଣ ଲୋକଙ୍କୁ…
କଠିନ ବର୍ଜ୍ୟବସ୍ତୁ ପରିଚାଳନା
ମହାନଗର ରାଉରକେଲା ସ୍ମାର୍ଟ ସିଟି ମାନ୍ୟତା ପାଇବା ପରେ ବିଭିନ୍ନ ଦୃଷ୍ଟିରୁ ଏହାର ଗୁରୁତ୍ୱ ବଢିଛି। ନାନା ଯୋଜନା ମାଧ୍ୟମରେ ସହରକୁ ନୂଆ ରୂପ ଦେବାକୁ ଚେଷ୍ଟା ଜାରି ରହିଛି। ଆଧୁନିକତାର ସ୍ବାଦ କିପରି ଷ୍ଟିଲ ସିଟିର କୋଣ ଅନୁକୋଣରେ ପହଞ୍ଚତ୍ବ…
ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ
ବଡଗାଁ,୨୪।୧୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପଟୁଆବେଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବନମାଳୀ ନାୟକଙ୍କ ସ୍ତ୍ରୀ ଉର (୫୮)। ଉଭୟ ସ୍ବାମୀ ସ୍ତ୍ରୀ ସୋମବାର ଜଙ୍ଗଲ ପାଖ ବିଲକୁ ଧାନ କାଟିବାକୁ ଯାଇଥିଲେ।…
ଜିଲା ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ
ସୁନ୍ଦରଗଡ଼,୨୧।୧୨(ଡି.ଏନ୍.ଏ.) : ପଶ୍ଚିମ ଓଡ଼ିଶାର ସମ୍ବଲପୁରଠାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ଶନିବାର ପିକେଟିଂ କରାଯାଇ ସମସ୍ତ କାର୍ଯ୍ୟାଳୟ ବନ୍ଦ କରିଦିଆଯାଇଥିଲା। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ କୁମାର ନାଏକ, ଜିଲା ଓକିଲ…
ଯୁବକଙ୍କ ତଣ୍ଟି କାଟିବା ପରେ ପଥରରେ ଛେଚି ହତ୍ୟା
ବଣାଇଁ,୧୯।୧୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ଗୁରୁବାର ସକାଳେ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ମିଳିବା ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ମୃତ ଯୁବକ ହେଲେ ଅନିଲ ମୁଣ୍ଡା ଓ ତାଙ୍କ ଘର…
ଓ୍ବେସ୍କୋ ଡିଭିଜନ ଅଫିସ ସମ୍ମୁଖରେ ଗଣଧାରଣା
ସୁନ୍ଦରଗଡ,୧୭।୧୨(ଡି.ଏନ୍.ଏ.): ବେଆଇନ ନିଯୁକ୍ତି ବନ୍ଦ କରିବା, କାର୍ଯ୍ୟରତ କର୍ମଚାରୀଙ୍କୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପଦୋନ୍ନତି ଓ ଅନ୍ୟାନ୍ୟ ୫ ଦଫା ଦାବି ନେଇ ଓଡିଶା ରାଜ୍ୟ କର୍ମଚାରୀ ସଂଘ ରାଉରକେଲା-ସୁନ୍ଦରଗଡ ଶାଖା ତରଫରୁ ସୋମବାର ସ୍ଥାନୀୟ ଓ୍ବେସ୍କୋ ଡିଭିଜନ ଅଫିସ…
Archives


