ରାଉରକେଲାରେ ଏସିଡ୍ ମାଡ଼: ଗୋଟିଏ ପରିବାରର ୪ ଆହତ; ଅଭିଯୁକ୍ତ ଗିରଫ
ରାଉରକେଲା ଅଫିସ,୬ା୨- ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ସେକ୍ଟର-ଏ ଅଞ୍ଚଳରେ ଏସିଡ୍ ମାଡ଼ରେ ଗୋଟିଏ ପରିବାରର ୪ଜଣ ଆହତ ହୋଇଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସନ୍ତୋଷ ସୋନି(୩୯)। ପୂର୍ବ ଶତ୍ରୁତାକୁ ନେଇ…
ଏମ୍ପି ଜୁଏଲ ଓରାମଙ୍କ ଝିଅ ବାହାଘରରେ ଯୋଗଦେଲେ ଦୁଇ ରାଜ୍ୟପାଳ
ଲହୁଣୀପଡ଼ା,୪।୨(ଡି.ଏନ.ଏ.): ସୁନ୍ଦରଗଡ଼ ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଜ୍ୟେଷ୍ଠା କନ୍ୟା ଇନ୍ଦୁମତୀଙ୍କ ସହ ବନ୍ଧମୁଣ୍ଡା ନିବାସୀ ସନ୍ତୋଷ ବାରୁୱାଙ୍କ ସୋମବାର ପାରମ୍ପାରିକ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଯାଇଛି। ଏନେଇ ଜୁଏଲଙ୍କ ପୈତୃକ ଗ୍ରାମ କେନ୍ଦୁଡିହି ଚଳଚଞ୍ଚଳ ହୋଇଉଠିଥିଲା। ଏହି…
ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀଙ୍କ ତୀବ୍ର ବିରୋଧ: ଘଟଣାସ୍ଥଳ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ
କୁଆଁରମୁଣ୍ଡା,୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ସରକାରୀ ଡାଏରି ଫାର୍ମର ୨୦ ଏକରରୁ ଊର୍ଦ୍ଧ୍ୱ ଜାଗାରେ ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରୁ ଏକ ଘରୋଇ କମ୍ପାନୀ…
ମଦଭାଟି ସ୍ଥାନାନ୍ତର ନେଇ କୃଷକ ନେତାଙ୍କ ଅନଶନ: ପାଣି ପିଆଇ ଅନଶନ ଭାଙ୍ଗିଲେ ଉପଜିଲାପାଳ
ବଡ଼ଗାଁ,୧।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଫିସ ସମ୍ମୁଖରେ ମଦଭାଟି ସ୍ଥାନାନ୍ତର ନେଇ ଗତ ୨୫ ତାରିଖରୁ କୃଷକ ନେତା ରବୀନ୍ଦ୍ର ପଟେଲ ଆମରଣ ଅନଶନରେ ବସିଥିଲେ। ଶନିବାର ପୂର୍ବାହ୍ନରେ ପଟେଲ ଅନଶନରୁ ଓହରିଛନ୍ତି। ମାର୍ଚ୍ଚ ମାସ ପରେ ମଦ ଭାଟି…
ଯତରାର ଦ୍ୱିତୀୟ ସନ୍ଧ୍ୟା :ରାଜସ୍ଥାନର ଭବାଇ ନୃତ୍ୟ, ପିପିଲିର ପଲ୍ଲୀନୃତ୍ୟ ମନମୋହିଲା
ସୁନ୍ଦରଗଡ଼,୨୯।୧ (ଡି.ଏନ୍.ଏ) -ସ୍ଥାନୀୟ ଭବାନୀ ଭବନ ପଡିଆରେ ଚାଲିଥିବା ଜିଲା ସାଂସ୍କୃତିକ ମହୋତ୍ସବ ଯତରା -୨୦୨୦ର ଦ୍ୱିତୀୟ ସନ୍ଧ୍ୟାରେ ମୁକ୍ତାକାଶ ରଙ୍ଗମଞ୍ଚରେ ରାଜ୍ୟ ତଥା ରାଜ୍ୟ ବାହାରର କଳାକାର ଓ ସାଂସ୍କୃତିକ ଦଳ ଦ୍ୱାରା ପାରମ୍ପରିକ ବିଭିନ୍ନ ଲୋକନୃତ୍ୟ ଓ ଲୋକସଙ୍ଗୀତରେ…
ଦନ୍ତାହାତୀ ଆକ୍ରମଣରେ ବୃଦ୍ଧ ମୃତ
ବାଲିଶଙ୍କରା, ୨୫।୧ (ଡି.ଏନ୍.ଏ.)- ସୁନ୍ଦରଗଡ଼ ଜିଲା ଉଜ୍ଜଳପୁର ରେଞ୍ଜ କିଞ୍ଜିରକେଲା ସେକ୍ସନ ଅଞ୍ଚଳରେ ଦନ୍ତାହାତୀ ଆକ୍ରମଣରେ ଶନିବାର ସକାଳ ୬ଟାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହିତ ଥିବା ସ୍ତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ ଆନନ୍ଦ ପ୍ରକାଶ…
ବିଲ ମଧ୍ୟରୁ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ
ସୁନ୍ଦରଗଡ଼,୨୩।୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କୁକୁରଭୁକା ଗ୍ରାମର ମୀନା ବାହାଲା(୩୦)। ସ୍ଥାନୀୟ ଗ୍ରାମବାସୀଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ…
ଭାରସାମ୍ୟ ହରାଇ ମହିଳା ଶ୍ରମିକଙ୍କ ଉପରେ ମାଡ଼ିଗଲା କାର୍, ୫ ମୃତ
ସୁନ୍ଦରଗଡ଼,୨୨।୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରମାବାହାଲ ବସଷ୍ଟାଣ୍ଡ ନିକଟ ବିଜୁ ଏକ୍ସପ୍ରେସ୍ ଓ୍ବେରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାଜଗାଙ୍ଗପୁରରୁ ରାଉରକେଲା ପଟକୁ ଯାଉଥିବା ଏକ କାର କୌଣସି କାରଣରୁ ଭାରସାମ୍ୟ ହରାଇ ଡିଭାଇଡର ଟପି ରାସ୍ତାର ଅପରପାର୍ଶ୍ୱରେ ଥିବା…
ବର୍ଷବର୍ଷ ଧରି ବାରଣ୍ଡାରେ ପଢୁଛନ୍ତି ୨ ଶ୍ରେଣୀର ଛାତ୍ରୀଛାତ୍ର
ଝରିଗାଁ, ୨୧।୧(ସ୍ବ.ପ୍ର.) – ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷା ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନି କେଉଁଠି ପିଲାଙ୍କ ତୁଳନାରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନାହାନ୍ତି। ସେହିଭଳି ଶ୍ରେଣୀଗୃହ ଅଭାବରୁ ଗୋଟିଏ…
ଡାହାଣୀ ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
ସୁନ୍ଦରଗଡ଼, ୧୭।୧ (ଡି.ଏନ୍.ଏ. )-ଆଦିବାସୀ ବହୁଳ ସୁନ୍ଦରଗଡ ଜିଲାରେ ଏବେ ମଧ୍ୟ ଗୁଣିଗାରେଡି ସନ୍ଦେହ ଲୋକଙ୍କ ମନରେ ବସାବାନ୍ଧିଛି। ଏହି କାରଣରୁ ଅନେକ ନିରୀହ ଜୀବନ ବଳି ପଡୁଛି। ବଣାଇ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମରେ ଗୁରୁବାର ଡାହାଣୀ ସନ୍ଦେହରେ ଜଣେ…
ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶିଶୁ ଗୁରୁତର
ବଣାଇଁ,୧୬।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ନୃଶଂସ ଭାବେ ହତ୍ୟା କରାଯାଇଛି। ମୃତ ମହିଳା ହେଲେ ଟିକାୟତପାଲି ଥାନା ଅନ୍ତର୍ଗତ ଚିକଟନାଲି ଗ୍ରାମର ବାନ୍ଦନି ଓରାମ (୫୨)। ସେହିଭଳି…
ଟ୍ରେନ୍ ଆଗକୁ ଡେଇଁ ରେଳ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ
ରାଉରକେଲା ଅଫିସ,୧୫।୧: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ରେଳ ଷ୍ଟେଶନରେ ଜଣେ ରେଳ କର୍ମଚାରୀ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଟ୍ରେନ୍ରେ ତାଙ୍କର ଗୋଟିଏ ଗୋଡ଼ କଟିଯାଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଇସ୍ପାତ…

