ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍
ରାଉରକେଲା ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ୍ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପାଳନର ପ୍ରଭାବ ରାଉରକେଲାରେ ପଡିଛି। ରେଳ, ବସ୍ ଏବଂ ଅଟୋ ସହ ଜାତୀୟ ରାଜପଥରେ…
ସୋସିଆଲ ମିଡ଼ିଆରେ ବନ୍ଧୁତ୍ୱ: ବନ୍ଧୁଙ୍କୁ ଭେଟିବା ଲାଗି କୋରିଆରୁ ସୁନ୍ଦରଗଡ଼
ସୁନ୍ଦରଗଡ଼, ୫।୧(ଡି.ଏନ୍.ଏ.) -ସବୁ ସମ୍ପର୍କ ମଧ୍ୟରେ ବନ୍ଧୁତ୍ୱ ଭାବ ନିଆରା । କେତେବେଳେ କାହା ସହିତ ଅନ୍ତରଙ୍ଗ ବନ୍ଧୁତ୍ୱ ସୃଷ୍ଟି ହୁଏ ତାହାର କୌଣସି ନିର୍ଦ୍ଦିଷ୍ଟ ସୀମା ନ ଥାଏ। ସେହିପରି ଏକ ନିଆରା ବନ୍ଧୁତ୍ୱ ସୋସିଆଲ ମିଡିଆ ଫେସ୍ବୁକର ଚାଟିଂ…
କୁକୁଡା ଲଢ଼େଇ ଦେଖି ଫେରୁଥିଲା ବେଳେ ଦୁର୍ଘଟଣା: ଟିପ୍ପର ଓଲଟି ୩ ମୃତ, ୧ ଗୁରୁତର
ଲହୁଣୀପଡା, ୪।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ଚୋରଧରା ପଞ୍ଚାୟତ କଲ୍ୟାଣ ମଣ୍ଡପ ପାଖରେ ଏକ ଟିପ୍ପର ଗୁରୁବାର ସନ୍ଧ୍ୟା ସାଢ଼େ ୬ଟା ବେଳେ ଓଲଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ହୋଇଥିବାବେଳେ ୬ ଅଳ୍ପକେ…
ସୁନ୍ଦରଗଡ଼ରେ ତୁଷାରପାତ
ସୁନ୍ଦରଗଡ଼,୨୯।୧୨(ଡି.ଏନ୍.ଏ.) – ସୁନ୍ଦରଗଡ଼ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାତିରେ ପାରଦ ଖସୁଥିବା ଯୋଗୁ ଶୀତ ବଢୁଛି। ଶୁକ୍ରବାର ରାତିରେ ଜିଲାର କୋଇଡା, ଟେନସା ଓ ସୁନ୍ଦରଗଡଠାରୁ ୫କି.ମି ଦୂର ସବ୍ଡେଗା ବ୍ଲକର କରମଡିହିଠାରେ ତୁଷାରପାତ ହୋଇଥିବାର ଦେଖିବାକୁ ମିଳିଛି।…
ଆର୍ଏସ୍ପି ଭିତରକୁ ଦୁଇଟି ଗାଡ଼ିର ସନ୍ଦେହଜନକ ପ୍ରବେଶ
ରାଉରକେଲା ଅଫିସ, ୨୯। ୧୨-ରାଉରକେଲା ଇସ୍ପାତ କାରଖାନା ଭିତରକୁ ଶନିବାର ସନ୍ଦେହଜନକ ଭାବେ ପଶିଥିବା ଦୁଇଟି ଭାରିଯାନକୁ ଅଟକ ରଖାଯାଇଛି। ଏହା ସହ କାରଖାନା ସୁରକ୍ଷା ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି। ଦୁଇ ଗାଡ଼ି ନଂ. ଏନ୍ଏମ୍ ୦୨କ୍ୟୁ ୧୩୩୬ ଟ୍ରକ…
ଆସ୍ଥାଗୃହ ଅନ୍ତେବାସୀଙ୍କ ସହ ଖାଇଲେ ଜିଲାପାଳ
ସୁନ୍ଦରଗଡ,୨୯।୧୨ (ଡି.ଏନ୍.ଏ) -ସମସ୍ତଙ୍କ ମଧ୍ୟରେ ବହିପଢିବା ଅଭ୍ୟାସ ସୃଷ୍ଟି କରିବା ପାଇଁ ସୁନ୍ଦରଗଡ଼ରେ ‘ବହିପଢ’ ଅଭିଯାନ ଆରମ୍ଭ କରି ଅଭିନବ ପ୍ରୟାସ କରିଥିବା ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଶନିବାର ସ୍ଥାନୀୟ ଆସ୍ଥାଗୃହରେ ଅନ୍ତେବାସୀଙ୍କ ସହ ଏକାଠି ବସି ମଧ୍ୟାହ୍ନ ଭୋଜନ…
ଖସିଲା ପାରଦ: ସୁନ୍ଦରଗଡ଼ରେ ବରଫପାତ, ଜନଜୀବନ ଅସ୍ତବ୍ୟସ୍ତ
ସୁନ୍ଦରଗଡ଼,୨୮।୧୨(ଡି.ଏନ୍.ଏ.): ଅଦିନିଆ ବର୍ଷା ପରେ ସୁନ୍ଦରଗଡ଼ରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଏଠାରେ ଶନିବାର ପାରଦ ଆହୁରି ତଳକୁ ଖସିଛି। ବିଶେଷକରି କୋଇଡ଼ା, ଟେନ୍ସା ଆଦି ସ୍ଥାନରେ ବରଫପାତ ହୋଇଥିବା ଦେଖିବାକୁ ମିଳିଛି। ରାତିରେ ତାପମାତ୍ରା ୬ରୁ ୭ ଡିଗ୍ରୀକୁ ଖସି…
ରାଉରକେଲା ଷ୍ଟିଲ ପ୍ଲାଣ୍ଟ ପରିସରକୁ ବେଆଇନ ଭାବେ ପ୍ରବେଶ କଲା ୨ ଭାରୀଯାନ: ୪ ଯବାନ ନିଲମ୍ବିତ
ରାଉରକେଲା ଅଫିସ,୨୮।୧୨: ରାଉରକେଲା ଷ୍ଟିଲପ୍ଲାଣ୍ଟ ପରିସରକୁ ବିନା ଏଣ୍ଟ୍ରି ପାସ୍ରେ ୨ଟି ଭାରୀଯାନ ସନ୍ଦେହାତ୍ମକ ଭାବେ ପ୍ରବେଶ କରିବାକୁ ନେଇ ବିଭାଗୀୟ ଅଧିକାରୀ ଶନିବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଘଟଣାରେ ୪ ସିଆର୍ପିଏଫ୍ ଯବାନଙ୍କୁ ନିଲମ୍ବନ ସହ କାରଣ ଦର୍ଶାଅ…
ପ୍ରେମିକଙ୍କ ସହ ମିଶି ସୁପାରି ଦେଇ ସ୍ବାମୀଙ୍କୁ ହତ୍ୟା, ଅଭିଯୁକ୍ତ ସ୍ତ୍ରୀଙ୍କ ସହ ୪ ଗିରଫ
ବଣାଇ, ୨୭।୧୨ (ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ସଂଘଟିତ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଗତ ୧୯ ତାରିଖରେ ବଣାଇ ଅଞ୍ଚଳର ଅନିଲ ମୁଣ୍ଡାଙ୍କୁ କେନ୍ଦ୍ରୀକଳା ଜଙ୍ଗଲରେ ତଣ୍ଟି କାଟିବା ପରେ ପଥରରେ ଛେଚି ହତ୍ୟା…
ସୁନ୍ଦରଗଡ଼ ଜିଲାପାଳଙ୍କ ଅଭିନବ ପ୍ରୟାସ: ‘ବହିପଢ଼’ ଅଭିଯାନର ଶୁଭାରମ୍ଭ
ସୁନ୍ଦରଗଡ଼, ୨୭।୧୨ (ଡି.ଏନ୍.ଏ) – ସମ୍ପ୍ରତି ଇଣ୍ଟରନେଟ୍ର ବହୁଳ ବ୍ୟବହାର ଦ୍ୱାରା ପୁସ୍ତକ ପଠନ ଅଭ୍ୟାସ ହ୍ରାସ ପାଉଛି। ଛାତ୍ରୀ, ଛାତ୍ର, ଯୁବ ତଥା ସାଧାରଣବର୍ଗଙ୍କ ମଧ୍ୟରେ ପୁସ୍ତକ ପଠନ ଅଭ୍ୟାସ ପାଇଁ ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଅଭିନବ…
ଉପାନ୍ତ ଅଞ୍ଚଳରେ ଡାକ୍ତର ଅଭାବ : ରୋଗୀଙ୍କ ଜୀବନ ସହିତ ଚାଲିଛି ଖେଳ
କୁଆଁରମୁଣ୍ଡା, ୨୭।୧୨(ଡି.ଏନ.ଏ.)-ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା, ଅଣ୍ଡାଳି-ଜାମବାହାଲ, କାଦୋବାହାଲ ଇତ୍ୟାଦି ଅଞ୍ଚଳରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନାହାନ୍ତି। ଫଳରେ ଏହି ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ଫାର୍ମାସିଷ୍ଟମାନେ ନିଜକୁ ଡାକ୍ତର ବୋଲାଇବା ସହ ଘରୋଇ କ୍ଲିନିକ ଖୋଲି ସାଧାରଣ ଲୋକଙ୍କୁ…
କଠିନ ବର୍ଜ୍ୟବସ୍ତୁ ପରିଚାଳନା
ମହାନଗର ରାଉରକେଲା ସ୍ମାର୍ଟ ସିଟି ମାନ୍ୟତା ପାଇବା ପରେ ବିଭିନ୍ନ ଦୃଷ୍ଟିରୁ ଏହାର ଗୁରୁତ୍ୱ ବଢିଛି। ନାନା ଯୋଜନା ମାଧ୍ୟମରେ ସହରକୁ ନୂଆ ରୂପ ଦେବାକୁ ଚେଷ୍ଟା ଜାରି ରହିଛି। ଆଧୁନିକତାର ସ୍ବାଦ କିପରି ଷ୍ଟିଲ ସିଟିର କୋଣ ଅନୁକୋଣରେ ପହଞ୍ଚତ୍ବ…

