ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ହାତୀ
ସୁନ୍ଦରଗଡ଼,୨୪।୧୦(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ବଡଗାଁ ବନାଞ୍ଚଳ ଅନ୍ତର୍ଗତ ବିରତଲା ଗାଁ ନିକଟରେ ଥିବା ଏକ ପରିତ୍ୟକ୍ତ କୂଅ ଭିତରେ ଗୁରୁବାର ଏକ ହାତୀ ପଡିଯାଇଥିବାର ଦେଖିବାକୁ ମିଳିଛି। ଖବରପାଇ ସୁନ୍ଦରଗଡ଼ ସହକାରୀ ବନସଂରକ୍ଷକ (ଏସିଏଫ), ବଡଗାଁ ଭାରପ୍ରାପ୍ତ ରେଞ୍ଜ ଅଫିସର ରୁନେନ୍ଦ୍ର…
ଶ୍ରମିକଙ୍କ ଛଟେଇକୁ ନେଇ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ସୁନ୍ଦରଗଡ଼,୨୩।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରସ୍ଥିତ ଡାଲ୍ମିଆ ସିମେଣ୍ଟରେ କେତେକ ଶ୍ରମିକଙ୍କ ଛଟେଇକୁ ନେଇ ଅଶାନ୍ତ ଦେଖାଦେଇଛି। ଏ ନେଇ ବୁଧବାର ଶ୍ରମିକମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରି ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇଛନ୍ତି। ତେବେ ମଧ୍ୟାହ୍ନରେ କାରଖାନା କର୍ତ୍ତୃପକ୍ଷଙ୍କ ସହିତ ଶ୍ରମିକ…
ଭିଜିଲାନ୍ସ ଜାଲରେ ଇଏସ୍ଆଇ ଡାକ୍ତରଖାନାର ମୁଖ୍ୟ କିରାଣୀ
ସୁନ୍ଦରଗଡ, ୨୨।୧୦(ଡି.ଏନ୍.ଏ.): ସୁନ୍ଦରଗଡ ଜିଲା କାଂଶବାହାଲସ୍ଥିତ ଇଏସ୍ଆଇ ହସ୍ପିଟାଲର ମୁଖ୍ୟ କିରାଣୀ ବିଷ୍ଣୁଚରଣ ମଲ୍ଲିକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବିଷ୍ଣୁଚରଣ ଡାକ୍ତରଖାନାର ଆମ୍ବୁଲାନ୍ସ ଡ୍ରାଇଭର ବୈରାଗୀ ବେହେରାଙ୍କଠାରୁ ଜିପିଏଫ୍ ମଞ୍ଜୁର ପାଇଁ ୧ହଜାର ଟଙ୍କା ଲାଞ୍ଚ…
ତେଜୁଛି ଆନ୍ଦୋଳନ : ସିଡିଏମ୍ଓଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର
ସୁନ୍ଦରଗଡ଼,୧୮।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍ଓ) ଡା.ପଙ୍କଜ କୁମାର ପଟେଲଙ୍କ ବିରୋଧରେ ଅନ୍ୟାୟ ଭାବେ ହୋଇଥିବା ନିଲମ୍ବନ ଆଦେଶ ପ୍ରତ୍ୟାହାର ଦାବିରେ ଡାକ୍ତରମାନେ ଗତ ୧୫ ତାରିଖରୁ କଳାବ୍ୟାଜ୍ ପିନ୍ଧି ପ୍ରତୀକ ଧର୍ମଘଟ ଚଳାଇଆସୁଛନ୍ତି। ଗୁରୁବାର ସନ୍ଧ୍ୟାରେ କାର୍ଯ୍ୟରତ ଡାକ୍ତର,…
ସଂରକ୍ଷିତ ଜଙ୍ଗଲରେ ହାତୀ ଶାବକ ମୃତ
ନୂଆଗାଁ, ୧୭।୧୦ (ଡି.ଏନ୍.ଏ.)- ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବୀରମିତ୍ରପୁର ବନାଞ୍ଚଳ ଅନ୍ତର୍ଗତ ହାତୀବାରୀ ଧୁମାଗୁଡା ନିକଟସ୍ଥ ରାଣୀବଗିଚା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ହାତୀ ଶାବକର ମୃତ୍ୟୁ ଘଟିଛି। ଖବରପାଇ ବନବିଭାଗ କର୍ମଚାରୀ ପହଞ୍ଚତ୍ ହାତୀ ଶାବକର ମୃତଦେହ ଜବତ…
ଦୁମାଗୁଡ଼ା ନିକଟରେ ହାତୀ ଶାବକର ମୃତ୍ୟୁ
ନୂଆଗାଁ, ୧୭।୧୦ (ଡି.ଏନ୍.ଏ.)- ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ବୀରମିତ୍ରପୁର ବନାଞ୍ଚଳ ଅନ୍ତର୍ଗତ ହାତୀବାରୀ ଦୁମାଗୁଡା ନିକଟସ୍ଥ ରାଣୀବଗିଚା ଜବତି ଜଙ୍ଗଲରେ ଗୁରୁବାର ଏକ ହାତୀ ଶାବକର ମୃତ୍ୟୁ ଘଟିଛିା ଖବରପାଇ ବୀରମିତ୍ରପୁର ବନାଞ୍ଚଳ ଅଧିକାରୀ ଆର୍.କେ. ଦାଶ ଘଟଣାସ୍ଥଳରେ ପହଞ୍ଚି…
ବନ୍ଧୁକ ଦେଖାଇ ୧୧ ଲକ୍ଷ, ୩୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍
କୁଆଁରମୁଣ୍ଡା,୧୫।୧୦(ଡି.ଏନ.ଏ): ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କୁଆଁରମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରୁ ମଙ୍ଗଳବାର ସକାଳ ପ୍ରାୟ ୭ଟା୨୦ ମିନିଟରେ ସିକ୍ୟୁରିଟି ଏଜେନ୍ସି କ୍ୟାସ୍ ଭ୍ୟାନରୁ ବନ୍ଧୁକ ଦେଖାଇ ୧୧ ଲକ୍ଷ, ୩୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍ ହୋଇଛି। ରାଉରକେଲାସ୍ଥିତ…
ସିଡିଏମଓଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ଭାଜପାର ବନ୍ଦପାଳନ
ସୁନ୍ଦରଗଡ଼,୧୪।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ସୋମବାର ଜିଲା ଭାଜପା ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଫଳରେ ଏଠାରେ ଯାନବାହନ ଚଳାଚଳ ବନ୍ଦ ରହିଛି। ସମସ୍ତ ଦୋକାନ ବଜାର ବନ୍ଦ ଥିବାବେଳେ…
୫ଟି ସଚିବଙ୍କ ସୁନ୍ଦରଗଡ଼ ଗସ୍ତ : ଜିଲାପାଳଙ୍କୁ କୈଫିୟତ ତଲବ, ସିଡିଏମ୍ଓ ନିଲମ୍ବିତ
ସୁନ୍ଦରଗଡ଼,୧୩।୧୦(ଡି.ଏନ୍.ଏ.) : ମୋ’ ସରକାର କାର୍ଯ୍ୟକ୍ରମର ସ୍ଥିତି ପରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫ଟି ସଚିବ କେ ଭି ପାଣ୍ଡିଆନ ରବିବାର ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଚାନକ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ରୋଗୀମାନଙ୍କୁ ଠିକ୍ ଭାବେ…
ମୋ ସରକାର କାର୍ଯ୍ୟକ୍ରମରେ ଅବହେଳା ଅଭିଯୋଗ: ସୁନ୍ଦରଗଡ଼ ସିଡିଏମ୍ଓ ନିଲମ୍ବିତ
ସୁନ୍ଦରଗଡ଼/ଭୁବନେଶ୍ୱର,୧୩।୧୦(ଡି.ଏନ୍.ଏ./ବ୍ୟୁରୋ): ମୋ ସରକାର କାର୍ଯ୍ୟକ୍ରମରେ ଅବହେଳା ଅଭିଯୋଗରେ ସୁନ୍ଦରଗଡ଼ ଭାରପ୍ରାପ୍ତ ସିଡିଏମ୍ଓ ପଙ୍କଜ ପଟେଲଙ୍କୁ ରବିବାର ନିଲମ୍ବନ କରାଯାଇଛି। ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ତାଙ୍କୁ ନିଲମ୍ବିତ କରିବା ସହ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରିଛନ୍ତି।
ସୁନ୍ଦରଗଡ଼ ଜିଲାପାଳଙ୍କ ନାଁରେ ଫେକ୍ ଆକାଉଣ୍ଟ: ସ୍ପଷ୍ଟୀକରଣ ରଖିଲେ ଜିଲାପାଳ
ସୁନ୍ଦରଗଡ଼,୧୨।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣଙ୍କ ନାଁରେ ଫେସ୍ବୁକ୍ରେ ଫେକ୍ ଆକାଉଣ୍ଟ ଖୋଲାଯାଇ ଲାଞ୍ଚ ମଗାଯାଉଛି। ଏହା ମାଧ୍ୟମରେ ଦାମୀ ଉପହାର, ମୋବାଇଲ ଦେବାକୁ କୁହାଯାଉଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ସ୍ପଷ୍ଟୀକରଣ ରଖିଛନ୍ତି ଜିଲାପାଳ। ପ୍ରାପ୍ତ ସୂଚନାନୁଯାୟୀ,…
ଗୁଣି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ନିର୍ମମ ହତ୍ୟା, କୁଡ଼ିଆରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର
ବଣାଇଁ,୯।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଲହୁଣିପଡ଼ା ଥାନା କୁଳିପୋଷ ଗ୍ରାମ ସଲଗ୍ନ ଶାଗୁଳିହୁଡ଼ି, ଖଡ଼ିଆମୁଣ୍ଡା ଜଙ୍ଗଲରେ ରହୁଥିବା ଜଣେ ବୃଦ୍ଧଙ୍କୁ ମଙ୍ଗଳବାର ରାତିରେ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଖଇରୁ ନାୟକ ଓରଫ ନିଳାଦ୍ରୀ(୬୫)। ସେ ଝଡ଼ାଫୁଙ୍କା…
Archives


