ସୁନ୍ଦରଗଡ଼

ନାବାଳିକା ଝିଆରୀକୁ ବଳାତ୍କାର: ଥାନାରେ ଅଭିଯୋଗ, ଅଭିଯୁକ୍ତ ମଉସା ଗିରଫ, ସହଯୋଗ କରିବା ଅଭିଯୋଗରେ ମାଉସୀ ବି ଗିରଫ

ରାଉରକେଲା ଅଫିସ, ୪।୧୨: ତମାମ ଦେଶରେ ବଳାତ୍କାରକୁ ନେଇ ତୁମ୍ବିତୋଫାନ ଚାଲିଥିବା ବେଳେ ବୁଧବାର ରାଉରକେଲାରେ ଘଟିଥିବା ଏକ ଲଜ୍ଜାଜନକ ଘଟଣା ବିଭିନ୍ନ ମହଲରେ ପ୍ରତିକ୍ରିୟା ସୃଷ୍ଟି କରିଛି। ପ୍ଲାଣ୍ଟସାଇଟ ଥାନା ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କ ସମ୍ପର୍କୀୟ ନାବାଳିକା ଝିଆରୀ…

ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଲହୁଣୀପଡା, ୪।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଟକରା ଗ୍ରାମରେ ସୋମବାର ସନ୍ଧ୍ୟାରେ ଦୁର୍ଘଟଣା ଘଟିଛି। ବାଇକ ଧକ୍କାରେ ସ୍ବାମୀ ମୃତ୍ୟୁବରଣ କରିଥିବାବେଳେ ସ୍ତ୍ରୀ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଟକରା ଗ୍ରାମର ପ୍ୟାରା ହରୋ (୫୫)…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ :ଭିନ୍ନକ୍ଷମଙ୍କ ସଶକ୍ତିକରଣ ପାଇଁ ସାମୂହିକ ପ୍ରଚେଷ୍ଟା ଆବଶ୍ୟକ

ସୁନ୍ଦରଗଡ଼, ୪।୧୨ (ଡି.ଏନ୍‌.ଏ) -ଜିଲା ପ୍ରଶାସନ, ସାମାଜିକ ସୁରକ୍ଷା ତଥା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ସମଗ୍ର ଶିକ୍ଷା ଆନୁକୂଲ୍ୟରେ ସ୍ଥାନୀୟ ମାଦ୍ରି କାଲୋ ଭବନଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସମାରୋହରେ ଜିଲାପାଳ…

ପରିବେଶ ପର୍ଯ୍ୟଟନ ଗ୍ରାମ ବାଢୁନଝରିଆ ସରଫଗଡ : ରାଜ୍ୟ ବାହାର ପର୍ଯ୍ୟଟକଙ୍କ ଜମୁଛି ଗହଳି

ଲେଫ୍ରିପଡା, ୩।୧୨(ଡି.ଏନ.ଏ) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଅନ୍ତର୍ଗତ ଗିରିଙ୍ଗକେଲା ପଞ୍ଚାୟତର ବାଢୁନଝରିଆ ଗ୍ରାମରେ ରହିଛି ସରଫଗଡ ପରିବେଶ ପର୍ଯ୍ୟଟନ ସ୍ଥଳୀ। ସ୍ଥାନୀୟ ଜିଲା ପ୍ରଶାସନ ପକ୍ଷରୁ ଜିଲା ଖଣିଜ ପାଣ୍ଠିରୁ ଗତ ୨୦୧୬ ମସିହାରେ ଏହା ନିର୍ମାଣ ଆରମ୍ଭ କରାଯାଇ…

ଫୁଲଝରଠାରେ ଖୋଲିଲା ରାଜ୍ୟର ପ୍ରଥମ ମହିଳା ଶାଖା ଡାକଘର

ଲହୁଣୀପଡା, ୩।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଳକ ଅନ୍ତର୍ଗତ ଫୁଲଝରଠାରେ ଡାକ ବିଭାଗ ପକ୍ଷରୁ ଓଡ଼ିଶାର ପ୍ରଥମ ଥର ପାଇଁ ଏକ ମହିଳା ଶାଖା ଡାକଘର ଆନୁଷ୍ଠାନିକ ଭାବେ ଶନିବାର ଉଦ୍‌ଘାଟିତ ହୋଇଛି। ଏହାର ଉଦ୍‌ଘାଟନୀ ଉତ୍ସବରେ ରାଉରକେଲା ଡାକ…

ବଢ଼ୁଛି ବାର୍‌ହା ଶିକାର: ମାଂସ ଜବତ, ୭ ଗିରଫ

ହେମଗିର, ୩।୧୨ (ଡି.ଏନ.ଏ)- ଦିନକୁ ଦିନ ହେମଗିର ଜଙ୍ଗଲର ବାର୍‌ହା ଶିକାର ବୃଦ୍ଧି ପାଉଥିବାର ଦେଖାଯାଉଛି। ବନ ବିଭାଗ ଶିକାରୀମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସତ୍ତ୍ବେ ମଧ୍ୟ ବାର୍‌ହା ଶିକାର କରିବା କମୁ ନାହିଁ। ମାସେ ଭିତରେ ଅନେକ…

ଆଦିବାସୀ ସଂସ୍କୃତି ପରମ୍ପରା ଏବଂ କ୍ରୀଡା ସାମଗ୍ରୀ ବଣ୍ଟନ

ଲେଫ୍ରିପଡା,୨୯।୧୧(ଡି.ଏନ.ଏ) -ସୁନ୍ଦରଗଡ଼ ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ଲେଫ୍ରିପଡା ବ୍ଲକ୍‌ କାର୍ଯ୍ୟାଳୟଠାରେ ଆଦିବାସୀ ସଂସ୍କୃତି ପରମ୍ପରା ଏବଂ କ୍ରୀଡା ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ବିକାଶ ପରିଷଦର ଅଧ୍ୟକ୍ଷ ବିନୟ କୁମାର ଟପୋ ମୁଖ୍ୟଅତିଥି…

ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି ସମାଜ ଲୋକେ ମନାକଲେ: ଯୁବକମାନେ କଲେ ଶବ ସତ୍କାର

ବଡ଼ଗାଁ, ୨୯।୧୧ (ଡି.ଏନ.ଏ)- ଅନ୍ୟ ଜାତିରେ ବିବାହ କରିଥିବାରୁ ଜାତି ସମାଜର ଲୋକେ ଶବ ସତ୍କାର କରିବାକୁ ମନା କରିଦେଲେ। ଶବ ଘରେ ପଡିରହିଥିଲା। ଶେଷରେ ସ୍ବେଚ୍ଛାସେବୀ ଯୁବକମାନେ ସତ୍କାର କଲେ। ଏଭଳି ଏକ ଘଟଣା ଘଟିଛି ସୁନ୍ଦରଗଡ ଜିଲା ବଡଗାଁ…

୨ଜଣଙ୍କୁ କଚାଡ଼ି ମାରିଲା ହାତୀ

ସୁନ୍ଦରଗଡ଼,୨୯।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ସିଆଲଯୋର ଗ୍ରାମର ଚାଷୀ ଗୋବିନ୍ଦ ସା(୫୦) ଗୁରୁବାର ବିଳମ୍ବିତ ରାତିରେ ଧାନବିଲରୁ ହାତୀ ଘଉଡ଼ାଉ ଥିବାବେଳେ ହାତୀଟି ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଦେଇଛି। ସେହିପରି ବିଶ୍ରା ରେଞ୍ଜ ଅନ୍ତର୍ଗତ ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ଗେଟିଟାଙ୍ଗରଠାରେ…

ଜୁଆ ଆଡ୍ଡାରେ ଚଢାଉ: ୮ କୋର୍ଟଚାଲାଣ

ସୁନ୍ଦରଗଡ଼,୨୪।୧୧(ଡି.ଏନ୍‌ଏ.): ସୁନ୍ଦରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ସୁବଲିଆ ଚକ୍ରାମାଲ ଗ୍ରାମରେ ଏକ ଜୁଆ ଆଡ୍ଡା ଉପରେ ଶୁକ୍ରବାର ଚଢାଉ କରଛି। ଏଥିରେ ସମ୍ପୃକ୍ତ ୮ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏଥିସହିତ ନଗଦ ୨୪ ହଜାର ୫୦୦…

ଚାଉଳ ଦୁର୍ନୀତି

ରାଉରକେଲାସ୍ଥିତ ଏଫ୍‌ସିଆଇ ଚାଉଳ ଗୋଦାମରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଯୋଗାଣ ବିଭାଗ ଓ ଏଫ୍‌ସିଆଇର କେତେଜଣ ଅସାଧୁ କର୍ମଚାରୀଙ୍କ ଭିତିରି ସମ୍ପର୍କ ଯୋଗୁ ଏହାର ଚେର ବଢ଼ିଥିଲା । ଏ କଥା ପଦାକୁ ଆସିବା ପରେ ନାନା ଚର୍ଚ୍ଚା ସାମନାକୁ…

୪୦ ଦିନ ପରେ ମା’ ଓ ଝିଅ ଉଦ୍ଧାର:  ସେବା ବାହାନାରେ ବନ୍ଧକ ରଖିଥିଲେ ଅଭିଯୁକ୍ତ

ରାଉରକେଲା ଅଫିସ, ୨୦।୧୧ ଉଦିତ ନଗର ଥାନା ଅର୍ନ୍ତଗତ ବାସନ୍ତୀ କଲୋନୀରେ ଜନୈକ ବ୍ୟକ୍ତି ସେବା କରିବାର ବାହାନା ଦେଖାଇ ୨ଜଣ ମହିଳାଙ୍କୁ ଦୀର୍ଘ ୪୦ଦିନ ଧରି ବନ୍ଧକ ରଖିବା ଘଟଣା ଇସ୍ପାତ ସହରରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?