ହାଇୱା – ଟ୍ରକ ମୁହାଁମୁହିଁ ଧକ୍କା: ୩ ଗୁରୁତର
କୁତ୍ରା, ୨୨।୮ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା କୁତ୍ରା ଦେଇ ଯାଇଥିବା ୧୦ନଂ. ରାଜ୍ୟ ରାଜପଥର କୁତ୍ରା ଥାନା ପାଖରେ ଗୁରୁବାର ଦୁର୍ଘଟଣା ଘଟିଛି। ଭୁଲ ପାର୍ଶ୍ୱରେ ଆସୁଥିବା ଏକ ହାଇୱା ନଂ. ଓଡି ୧୪ ସି- ୬୯୯୧ ସହ ଏକ ଟ୍ରକ…
ସଲଙ୍ଗାବାହାଲ ବଜାର ରାସ୍ତା ମରାମତି: ବିଭାଗ କଲାନି, ପୋଲିସ କର୍ମଚାରୀ କରାଇଲେ
କୁଆଁରମୁଣ୍ଡା,୨୨।୮(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର-ସଲଙ୍ଗାବାହାଲ ପୂର୍ତ୍ତ ବିଭାଗ ରାସ୍ତାର ସଲଙ୍ଗାବାହାଲ ବଜାର ନିକଟରେ ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଗତ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ହେଲା ରାସ୍ତା ମରଣଯନ୍ତା ପାଲଟି ଥିଲେ ମଧ୍ୟ ବିଭାଗ ପକ୍ଷରୁ ଏହାର ମରାମତି କାର୍ଯ୍ୟ କରାଯାଉ…
ଠେଲାପେଲା କରିବା ଯୋଗୁ ମହିଳାଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ: ସୁନ୍ଦରଗଡ଼ ଏସ୍ପିଙ୍କ ନାଁରେ ମାମଲା
ସୁନ୍ଦରଗଡ଼, ୧୮।୮ (ଡି.ଏନ୍.ଏ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କନିକା ଗ୍ରାମରେ ଜୁଲାଇ ୪ରେ ଏକ ଦୁର୍ଘଟଣାକୁ କେନ୍ଦ୍ରକରି ଗ୍ରାମବାସୀ ଓ ପୋଲିସ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ଧରୁନାହିଁ। ପୋଲିସ ସେତେବେଳେ ଫାଣ୍ଡି ଭଙ୍ଗାରୁଜା ଘଟଣାରେ…
ରାଉରକେଲା ଏନ୍ଆଇଟି କ୍ୱାଟର୍ସରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର
ରାଉରକେଲା ଅଫିସ, ୧୭।୮: ରାଉରକେଲାସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ(ଏନ୍ଆଇଟି) କ୍ୱାଟର୍ସରୁ ଶନିବାର ଏକ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ ଏନ୍ଆଇଟିର ସହକାରୀ ପ୍ରଫେସର ଆର୍. ଜୟବାଲାନ(୪୫) ଓ ସ୍ତ୍ରୀ ମାଳିନୀ। ଜୟ ବାଲାନ ଲାଇଫ ସାଇନ୍ସରେ ବୈଜ୍ଞାନିକ ଭାବେ…
ସାପ କାମୁଡ଼ାରେ ଭଉଣୀଭାଇଙ୍କ ମୃତ୍ୟୁ
ସୁନ୍ଦରଗଡ଼, ୧୨।୮ (ଡି.ଏନ.ଏ.) -ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସବ୍ଡେଗା ବ୍ଲକ ସୁବଲିୟା ନବରଙ୍ଗପୁର ବସ୍ତିରେ ସାପ କାମୁଡାରେ ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବର୍ଷା ଦଣ୍ଡସେନା (୧୩) ଓ ଅବିନାଶ ଦଣ୍ଡସେନା (୮)। ରବିବାର ରାତିରେ ଉଭୟ ଗୋଟିଏ…
ଜିଲା ଚିଠି ସୁନ୍ଦରଗଡ଼..ଅଧିକାର ପାଇଁ ଲଢ଼େଇ
ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କ ଜଙ୍ଗଲ ଜମି ଅଧିକାରକୁ ନେଇ ଏବେ ଜିଲାରେ ଆନ୍ଦୋଳନ ମୁଣ୍ଡ ଟେକିଛି। ଜଙ୍ଗଲ ଅଧିକାର ଆଇନ-୨୦୦୬ ଅନୁଯାୟୀ ଗ୍ରାମସଭା ଜରିଆରେ ମନୋନୀତ ହିତାଧିକାରୀମାନଙ୍କୁ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଜଙ୍ଗଲ ଜମି ପଟ୍ଟା ପ୍ରଦାନ ପାଇଁ ବ୍ୟବସ୍ଥା…
କନଷ୍ଟେବଳଙ୍କ ଘରୁ ଚୋରି ଉଦ୍ୟମ ବିଫଳ
ବଡ଼ଗାଁ,୯।୮(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ କୁରେଇବଗା ଗ୍ରାମରେ ଶୁକ୍ରବାର ଜଣେ କନେଷ୍ଟବଳଙ୍କ ଘରୁ ଚୋରି ଉଦ୍ୟମ ବିଫଳ ହୋଇଛି। ସୂଚନାଯୋଗ୍ୟ, ଲାଠିକଟା ଅଞ୍ଚଳର ଏକ ଥାନାରେ କାର୍ଯ୍ୟରତ କନଷ୍ଟେବଳ ଦିଗାମ୍ବର କାଲେ ଘରେ ନ ଥିବା ବେଳେ ତାଙ୍କ…
ଘର ଭାଙ୍ଗିଲା, ଫସଲ ଉଜାଡ଼ିଲା ହାତୀ
ବଡ଼ଗାଁ,୭।୮(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନ ଜଙ୍ଗଲକୁ ଆସିଥିବା ୧୪ଟି ହାତୀ ଶନିବାର ଉପଦ୍ରବ କରିଥିବା ବେଳେ ମଙ୍ଗଳବାର ରାତିରେ ଏମାନଙ୍କ ମଧ୍ୟରୁ ଗୋଟିଏ ହାତୀ କୁତ୍ରା ବ୍ଲକ ଅନ୍ତର୍ଗତ ସିଆଲଯୋର ଗ୍ରାମର ପବିତ୍ର ଭୋଇଙ୍କ ଘରକୁ ଭାଙ୍ଗି…
୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ : ୫ ଜୁଆଡ଼ି ଗିରଫ
ରାଉରକେଲା ଅଫିସ,୭।୮: ରାଉରକେଲା ଉଦିତନଗର ପୋଲିସ ବୁଧବାର ୫ ଜୁଆଡ଼ିଙ୍କୁ ଗିରଫ କରିଛି। ଏମାନେ ହେଲେ ନାଲ ରୋଡ୍ ବାସିନ୍ଦା ଉତ୍ତମ ଶର୍ମା, ବାସନ୍ତୀ କଲୋନୀର ଉମା ସିଂ, ପ୍ଲାଣ୍ଟ ସାଇଟ୍ ବାସିନ୍ଦା ରାଜୁ ଲୋଧି, ଗାନ୍ଧୀ ରୋଡ୍ର ମନପ୍ରୀତ ସିଂ,…
ହାତୀ ଉପଦ୍ରବ : ଫସଲ ଖାଇଲା, ଘର ଭାଙ୍ଗିଲା
ବଡ଼ଗାଁ,୪।୮(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ମାସେ ହେଲା ରହି ଆସୁଥିବା ହାତୀପଲ ମଧ୍ୟରୁ ଗୋଟିଏ ହାତୀ ଶନିବାର ରାତିରେ ଉପଦ୍ରବ ଘଟାଇଛି। ବିଳମ୍ବିତ ରାତିରେ କୁସୁମଡେଗୀ ନିକଟ ପାହାଡ଼ ଟୋଲିର ବିନୁ ଟପ୍ପୋ ଓ ଜନୁ ଟପ୍ପୋଙ୍କ…
ସ୍କୁଲ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ
ରାଉରକେଲା ଅଫିସ,୧।୮: ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ କୋଏଲନଗର ସି-ବ୍ଲକ ଛକରେ ଗୁରୁବାର ପୂର୍ବାହ୍ନରେ ଏକ ଘରୋଇ ସ୍କୁଲ ବସ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ସେକ୍ଟର-୨୦ ସୁଭଦ୍ରା ବସ୍ତିର ଜ୍ୟୋତି ମିଞ୍ଜ। ଏନେଇ…
ପଥରରେ ଛେଚି ଯୁବକଙ୍କୁ ହତ୍ୟା କରିବା ଘଟଣା: ୩ ଅଭିଯୁକ୍ତ ଗିରଫ
ସୁନ୍ଦରଗଡ଼,୩୧।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କାଲୋସିହିରିଆ ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ଗତ ଏପ୍ରିଲ ୧୪ତାରିଖରେ ଜଣେ ବ୍ୟକ୍ତିଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିଲା। ଏହି ଘଟଣାରେ ବୁଧବାର ୩ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ…

