ସୁନ୍ଦରଗଡ଼

ସକାଳୁ ସକାଳୁ ଏନ୍‌କାଉଣ୍ଟର: ଜଣେ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି

ରାଉରକେଲା,୨୩।୧୧(ସଂଗୀତା ଜେନା): ସକାଳୁ ସକାଳୁ ବଡ଼ ଧରଣର ଏନ୍‌କାଉଣ୍ଟର। ଜଣଙ୍କୁ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି। ଏଭଳି ଘଟଣା ଘଟିଛି ରାଉରକେଲା ଲାଠିକଟା ଥାନା ଓ ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁଚେଇତା ଓ ଲାମ୍ସୀ ନିକଟରେ।…

ରାଉରକେଲା NIT’ର କୃତିତ୍ୱ: ଲ୍ୟାଣ୍ଡ୍‌ ମ୍ୟାପିଂ ପାଇଁ ସ୍ବୟଂଚାଳିତ ଡ୍ରୋନ୍‌

ରାଉରକେଲା, ୨୧।୧୧(ସଙ୍ଗୀତା ଜେନା): ରାଉରକେଲାର ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍‌ଆଇଟି)ର କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଇଞ୍ଜିନିୟରିଂ ବିଭାଗ ପକ୍ଷରୁ ଭାରତର ପ୍ରଥମ ସ୍ବୟଂଚାଳିତ ଡ୍ରୋନ ସିଷ୍ଟମ ବିକଶିତ କରାଯାଇଛି, ଯାହା ନିର୍ଭୂଲ ଭାବେ ଲ୍ୟାଣ୍ଡ୍‌ ମ୍ୟାପିଂ (ଭୂମାନଚିତ୍ର) କରିପାରିବ। ଏହାର ପେଟେଣ୍ଟ…

ପୋଲିସକୁ ଡକାୟତଙ୍କ ଖୋଲା ଚ୍ୟାଲେଞ୍ଜ:ପୁଣି କୋଇଡା ଛାତି ଉପରୁ ସଶସ୍ତ୍ର ଲୁଟ , ବନ୍ଧୁକ ଦେଖାଇ…

ବଣାଇଁ,୨୦।୧୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ତଥା ବଣାଇଁ ଉପଖଣ୍ଡ ଖଣି ଅଞ୍ଚଳ କୋଇଡାରେ ପୁଣି ଗତ ରାତିରେ ଏକ ଘରୋଇ ପରିବହନ ସଂସ୍ଥା ମା ତାରିଣୀ ଟ୍ରାନ୍ସପୋର୍ଟରୁ ବନ୍ଧୁକ ମୁନରେ ଦୁର୍ବୃତ୍ତମାନେ ସାଢେ ତିନିଲକ୍ଷ ଟଙ୍କା ଲୁଟି ଫେରାର ମାରିଛନ୍ତି ।…

୨ ହାତୀ ଲଢେଇରେ ଚାଲିଗଲା ଯୁବକଙ୍କ ଜୀବନ

ରାଉରକେଲା,୧୬।୧୧(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଥାନା ଅଧୀନ ଏରଗେଡା ପଡ଼ିଆରେ ରବିବାର ୨ଟି ଦନ୍ତା ହାତୀଙ୍କ ଘମାଘୋଟ ଲଢେଇ ବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଏରଗେଡା ଗ୍ରାମର ମାଙ୍ଗରା କୁଜୁର(୪୦)। ଏ ନେଇ ମୃତକଙ୍କ ମା’…

ସର୍ବଭାରତୀୟ କ୍ରୀଡା ସମାରୋହ ଉଦ୍‌ଯାପିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ରାଉରକେଲା,୧୫।୧୧(ବିପ୍ଳବ ରଞ୍ଜନ ଦାଶ): ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଜନଜାତି ଶିକ୍ଷାର୍ଥୀମାନଙ୍କ ଅନୁଷ୍ଠାନ(ନେଷ୍ଟସ) ଏବଂ ଓଡିଶା ସରକାରଙ୍କ ଅନୁସୂଚିତ ଜନଜାତି ବିକାଶ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ଓଡିଶା ଆଦର୍ଶ ଜନଜାତି ଶିକ୍ଷା ବିଭାଗ (ଓଏମ୍‌ଟିଇଏସ୍‌) ମିଳିତ…

ଜନଜାତି ଗୌରବ ଦିବସ: ଶହୀଦ ବିର୍ସାମୁଣ୍ଡାଙ୍କୁ ମନେ ପକାଇଲା…

ରାଉରକେଲା,୧୫ା୧୧(ବିପ୍ଲବ ରଞ୍ଜନ ଦାଶ): ମୁଖ୍ୟମନ୍ତ୍ରୀ ମୋହନ ମାଝି ରାଉରକେଲା ଗସ୍ତକରି ଜନଜାତି ଗୈାରବ ଦିବସ-୨୦୨୫ ପାଳନ ସମାରୋହରେ ସାମିଲ ହୋଇଥିଲେ। ଏହି ସମୟରେ ସଭାସ୍ଥଳ ଲୋକାରଣ୍ୟ ହୋଇଥିଲା। ରାଉରକେଲା ସମେତ ବିଶ୍ରା, ଲାଠିକଟା, ନୂଆଗାଁ ଓ ବିଶ୍ରା ପ୍ରମୁଖ ୪ଟି ବ୍ଲକର…

ରାଉରକେଲାରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ, ବିଭିନ୍ନ ଜନଜାତି ମିଶି…

ରାଉରକେଲା,୧୫ା୧୧(ବିପ୍ଳବ ରଞ୍ଜନ ଦାଶ): ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ରାଉରକେଲାକୁ ଦ୍ୱିତୀୟ ଥର ଗସ୍ତ କରିଛନ୍ତି। ଅପରାହ୍ନ ୧ଟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଉରକେଲା ବିମାନ ବନ୍ଦରରେ ଅବତରଣ କରିବା ପରେ ସ୍ଥାନୀୟ ଭାଜପା ନେତା ଓ କର୍ମୀମାନେ…

ବନ୍ଧୁକ ମୁନରେ ଟ୍ରାନ୍ସପୋର୍ଟ ଅଫିସରୁ ଲୁଟ୍‌: ଲକ୍ଷାଧିକ ଟଙ୍କା…

ବଣାଇଁ, ୧୩.୧୧(ପ୍ରଦୀପ ତ୍ରିପାଠୀ): ବଣାଇଁ ଉପଖଣ୍ଡ ଲହୁଣୀପଡା ଥାନା ଅଧିନ ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ରେଳ ଷ୍ଟେଶନ ସାଇଡିଂ ନିକଟ ର ଥିବା ଏକ ଟ୍ରାନ୍ସପୋର୍ଟ ଅଫିସରୁ ଗତକାଲି ବିଳମ୍ବିତ ରାତିରେ ସ୍କର୍ପିଓ ଗାଡିରେ ଆସି ଦୁର୍ବୃତ୍ତମାନେ ବନ୍ଧୁକ ମୁନରେ…

ଫୁଲ ତୋଳିବାକୁ ଉଠିଥିଲେ ମହିଳା: ପଡିଗଲେ ହାତୀ ସମ୍ମୁଖରେ, ଆଉ ତା’ପରେ…

ରାଉରକେଲା,୧୧।୧୧(ସଂଗୀତା ଜେନା) ମଙ୍ଗଳବାର ଭୋର ସମୟରେ ରାଉରକେଲା କୋଏଲ ନଗର ଅଞ୍ଚଳରେ ଏକ ଗୋଠ ଛଡା ଦନ୍ତା ହାତୀ ପଶି ଜଣେ ମହିଳାଙ୍କୁ ଦଳି ଦେଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ମହିଳା ଜଣଙ୍କ ମୃତ୍ୟୁବରଣ କରିଛନ୍ତି। ମୃତକ ହେଉଛନ୍ତି କୋଏଲ ନଗର…

କାଠ ଫାଳିଆ ମାଡ଼ରେ ମା’, ବାପାଙ୍କୁ ମୃତ୍ୟୁ: ଧରାପଡ଼ିଲେ ଅଭିଯୁକ୍ତ ଝିଅ

କୁତ୍ରା,୬ା୧୧(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କିରିଙ୍ଗସେରା ପଞ୍ଚାୟତର ଭୋଗରା ଗ୍ରାମରେ ଗତ ୩ ତାରିଖ ରାତିରେ ଝିଅର କାଠ ଫାଳିଆ ମାଡ଼ରେ ମା’, ବାପାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ କୁତ୍ରା ପୋଲିସ ଅଭିଯୁକ୍ତ ଝିଅଙ୍କୁ ଗୁରୁବାର…

ନଦୀରେ ଓଲଟିଲା ଡଙ୍ଗା: ୨ ଦିନ ହେଲା ମିଳୁନି ନାବାଳକଙ୍କ ପତ୍ତା

ରାଉରକେଲା,୬।୧୧(ସଙ୍ଗୀତା ଜେନା): କୋଏଲ ନଦୀର ହମିରପୁର ପସରା ଘାଟରେ ଏକ ଡଙ୍ଗା ଓଲଟି ପଡିବାରୁ ଜଣେ ନାବାଳକ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ତାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ…

ଷ୍ଟେଶନରୁ ସ୍କୁଲ ବ୍ୟାଗରେ ଦିଲ୍ଲୀ ଚାଲାଣ ହେଉଥିଲା ଗଞ୍ଜେଇ, ଅଚାନକ ପହଞ୍ଚିଗଲା…

ରାଉରକେଲା,୩୦।୧୦(ସଂଗୀତା ଜେନା): ଷ୍ଟେଶନ ପାର୍ସଲ ଅଫିସରେ ରେଲୱେ ପୋଲିସ (GRP) ଚଢାଉ କରିଛି। ଦୁଇଟି ବଡ଼ ବ୍ୟାଗରେ ୫୦ ଲକ୍ଷରୁ ଅଧିକ ମୂଲ୍ୟର ଗଞ୍ଜେଇ ଚୋରାଚାଲାଣ ସନ୍ଦେହରେ ମାଜିଷ୍ଟ୍ରେଟ ବିକାଶ କୁମାର ଭୋଇଙ୍କ ଉପସ୍ଥିତିରେ ଖୋଲିଲା ୨ ସନ୍ଦିଗ୍ଧ ବ୍ୟାଗ। ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri