୧୨ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ:ଗାଡ଼ି ଚଳାଚଳ ପ୍ରଭାବିତ
ସୁନ୍ଦରଗଡ଼,୨୨।୧ (ଜୟନାରାୟଣ ମେଣ୍ଡୁଳି):ତାଲିମ ନାଁରେ ତାମିଲନାଡୁ ପଠା ଯାଇଥିବା ସୁନ୍ଦରଗଡର ଝିଅମାନଙ୍କୁ ଫେରାଇ ଆଣିବାରେ ପ୍ରଶାସନର ବିଫଳତା ଓ ସୁନ୍ଦରଗଡ ଝିଅଙ୍କ ସୁରକ୍ଷା, ସ୍ବାଭିମାନ ରକ୍ଷା ଦାବିରେ ବୁଧବାର ୧୨ଘଣ୍ଟିଆ ସୁନ୍ଦରଗଡ ବନ୍ଦ ଡାକରା ଦିଆଯାଇଛି। କୋଶଲ ସମାଜ ଓ...
ସ୍କୁଟିକୁ ଧକ୍କା ଦେଲା ଟ୍ରକ; ୨ ନାବାଳିକା ମୃତ, ଜଣେ ଗୁରୁତର
ବଣାଇଁ,୨୧।୧ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନା ରାଜମୁଣ୍ଡା ବାଇପାସରେ ମଙ୍ଗଳବାର ଅପରାହ୍ନ ସମୟରେ ଏକ ଟ୍ରକ ଧକ୍କାରେ ଦୁଇ ନାବାଳିକା ମୃତ୍ୟୁ ବରଣ କରିଛନ୍ତି। ସ୍କୁଟିରେ ଥିବା ତିନି ଜଣ ଆରୋହୀ ଗୁରୁତର ଆହତ ହୋଇ ପ୍ରଥମେ...
ଘରେ ପଶିଲେ ପରିବାର ଲୋକଙ୍କୁ ବାନ୍ଧିପକାଇଲେ, ଝିଅ ବାହାଘର ପାଇଁ ଥିବା ଦେଢ଼କେଜି ସୁନା ଟଙ୍କା ନେଇ ପଳାଇଲେ …
ହେମଗିର,୨୧।୧(ଚୈତନ୍ୟ ପଟେଲ/ ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନାସ୍ଥିତ ବରପାଲିଠାରେ ଜଣେ ବ୍ୟବସାୟୀଙ୍କ ଘରେ ରବିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ହାତ ଗୋଡ଼ ବାନ୍ଧି, ବନ୍ଧୁକ ଦେଖାଇ ପ୍ରାୟ ଏକ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର...
୪ ବର୍ଷର ଝିଅକୁ ମାରି ନାଳରେ ପିଙ୍ଗିଦେଲେ ପଡ଼ୋଶୀ
ବଣାଇ,୧୯ା୧: ୪ ବର୍ଷର ଝିଅକୁ ମାରି ନାଳରେ ପିଙ୍ଗିଦେଲେ ପଡ଼ୋଶୀ। ଏଭଳି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି ବଣାଇ ଅଞ୍ଚଳର ଗୁରୁଣ୍ଡିଆ ଥାନା ଜଡ଼ା ଗାଁରେ। ଏନେଇ ପରିବାର ପକ୍ଷରୁ ଏତଲା ଦିଆଯାଇଥିଲା ବେଳେ ହତ୍ୟା ସନ୍ଦେହରେ ପଡ଼ୋଶୀଙ୍କୁ ଅଟକ ରଖାଯାଇଛି।
ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା: ଭୁଶୁଡ଼ିଲା କୋଇଲା ହପର, ୩ ଶ୍ରମିକଙ୍କ ପତ୍ତା ମିଳୁନି
ସୁନ୍ଦରଗଡ଼/ରାଜଗାଙ୍ଗପୁର,୧୭ା୧(ଜୟ ନାରାୟଣ ମେଣ୍ଡୁଳି/ଅଶୋକ ପାଣି): ଜିଲା ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାର ଲାଇନ୍ ୨ ପ୍ଲାଣ୍ଟରେ ଗୁରୁବାର ସନ୍ଧ୍ୟାରେ କୋଲ୍ ହପର ଭୁଶୁଡ଼ି ପଡ଼ିଛି। ଫଳରେ ୩ ଶ୍ରମିକଙ୍କ ପତ୍ତା ମିଳୁନି। ଘଟଣାକୁ ନେଇ କାରଖାନା ବାହାରେ ଉତ୍ତେଜନା ପ୍ରକାଶ...
ନିଜକୁ ନିଜେ ଗୁଳି କଲେ ଯବାନ
ରାଉରକେଲା,୯।୧: ରାଉରକେଲାରେ ଗୁରୁବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ନିଜ ସର୍ଭିସ ରିଭଲଭରରେ ନିଜକୁ ଗୁଳି କରିଛନ୍ତି ଜଣେ ସିଆଇଏସ୍ଏଫ୍ ଯବାନ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଇଜିଏଚ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ...
୨ ଖଣି ଅଧିକାରୀଙ୍କ କ୍ୱାର୍ଟର୍ସରେ ସିବିଆଇର ବଡ଼ଧରଣର ଚଢ଼ାଉ
ସୁନ୍ଦରଗଡ଼,୮ା୧(ଜୟନାରାୟଣ ମେଣ୍ଡୁଳି): ଆଇରନ ମାଇନ୍ସର ୨ ବରିଷ୍ଠ ଅଧିକାରୀଙ୍କ କ୍ବାର୍ଟର୍ସରେ ବୁଧବାର ସିବିଆଇ ବଡ଼ଧରଣର ଚଢ଼ାଉ କରିଛି। ବରସୁଆଁ ସେଲ୍ ଆଇରନ ମାଇନ୍ସର ୨ ଉଚ୍ଚପଦସ୍ଥ ଅଧିକାରୀ ସରୋଜ ପଟ୍ଟନାୟକ ଏବଂ ସୁନନ୍ଦ ପରିଡ଼ାଙ୍କ କ୍ବାର୍ଟର୍ସରେ ଏହି ଚଢ଼ାଉ ଚାଲିଛି।...
ଦକ୍ଷଅଧିକାରୀ ଭାବେ ଧିରେନ୍ଦ୍ର ନାଏକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ଼,୫।୧(ଜୟ ନାରାୟଣ ମେଣ୍ଡୁଳି): ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରବିବାର ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍ଯାପନୀ ସମାରୋହରେ ଦକ୍ଷଅଧିକାରୀ ଭାବେ ସୁନ୍ଦରଗଡ କ୍ଷୁଦ୍ର ଜଳ ସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଧିରେନ୍ଦ୍ର କୁମାର ନାଏକ ସମ୍ବର୍ଦ୍ଧିତ ହୋଇଛନ୍ତି। ସର୍ବଶ୍ରେଷ୍ଠ ଜଳ...
ଚାନ୍ଦିପୋଷ ସଡ଼କ ଦୁର୍ଘଟଣା ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
ବଣାଇଁ,୩୦ା୧୨: ସୁନ୍ଦରଗଡ଼ ଜିଲା ଦେଇ ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥର ଚାନ୍ଦିପୋଷ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୪ ଜଣଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ଗତକାଲି ମୃତ୍ୟୁସଂଖ୍ୟା ଦୁଇ ଥିବାବେଳେ ଆଜି ପୁଣି ଜଣଙ୍କର...
ଉତ୍ପାତ ମଚାଉଛି ନରହନ୍ତା ଦନ୍ତା
ବଣାଇଁ,୩୦।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ବାଙ୍କୀ ରେଞ୍ଜ ଅଞ୍ଚଳରେ ଘୁରି ବୁଲୁଛି ରେଡିଓକଲାର ଲାଗିଥିବା ନରହନ୍ତା ଦନ୍ତା। ଦୁଇଦିନ ତଳେ ବଣାଇଁ ବନଖଣ୍ଡର ବରସୁଆଁ ରେଞ୍ଜରେ ଥିବା ଦନ୍ତା ରବିବାର କେ.ବଲାଙ୍ଗ ସେକ୍ସନର କରେଇଚୁଆଁ ଗାଁରେ ପଶି...
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୨ ଜୀବନ, ୩ ଗୁରୁତର
ବଣାଇଁ,୨୯।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଚାନ୍ଦିପୋଷ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ,...
ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ
ସୁନ୍ଦରଗଡ଼,୨୮।୧୨(ଜୟ ନାରାୟଣ ମେଣ୍ଡୁଳି): ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି ନବୋଦୟ ସ୍କୁଲ ନିକଟରେ। ଏକ ବିଲରେ ସ୍କୁଟି ସହିତ ଜନୈକ ବ୍ୟକ୍ତଙ୍କ ପୋଡା...
Archives


