ସୁନ୍ଦରଗଡ଼

ପ୍ରଥମେ ମିଶି କି ରାତ୍ର ଭୋଜନ କଲେ, ପରେ ଟାଙ୍ଗିଆରେ ହାଣି ପୁତୁରାଙ୍କୁ ହତ୍ୟା କରିଦେଲେ ଦାଦା

କୁଆଁରମୁଣ୍ଡା,୨୧ା୧୦(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଜଲଙ୍ଗବିରା ପଞ୍ଚାୟତ ହାଡ୍ରାଟୋଲିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ ଦାଦା ଏକ ଟାଙ୍ଗିଆରେ ପୁତୁରାଙ୍କୁ ହତ୍ୟା କରିଛନ୍ତି। ଏ ନେଇ ବୁଧବାର…

ପାଣିରୁ ଫ୍ଲୋରାଇଡ୍‌ ବିଶୋଧନ କରିବ ପଣସ ଚୋପା

ରାଉରକେଲା, ୧୫।୧୦(ସଙ୍ଗୀତା ଜେନା): ପଣସ ଚୋପାରୁ ପ୍ରସ୍ତୁତ ସ୍ବଳ୍ପ ଖର୍ଚ୍ଚର ସାମଗ୍ରୀ ମାଧ୍ୟମରେ ପାନୀୟ ଜଳରୁ ୯୦ ପ୍ରତିଶତରୁ ଅଧିକ ଫ୍ଲୋରାଇଡ୍‌ ଦୂର କରିବାରେ ସଫଳ ହୋଇଛନ୍ତି ରାଉରକେଲା ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍‌ଆଇଟି)ର ଗବେଷକ। ଏହି ନୂତନ ଉଦ୍ଭାବନ ଜଳରେ…

ରାସ୍ତାକଡ଼ରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ: ବଢୁଛି ସନ୍ଦେହ

କୁତ୍ରା, ୧୪।୧୦(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନାଠାରୁ ମାତ୍ର ୨୦୦ ମିଟର ଦୂରରେ ଥିବା ଏକ ପେଟ୍ରୋଲ ପମ୍ପ ନିକଟ ରାସ୍ତାକଡ଼ରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ କରାଯାଇଛି। ଗତ ରାତିରେ କୌଣସି ଭାରୀଯାନ ତାଙ୍କ ଉପରେ ଚଢ଼ିଯିବା…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି ଦେଇଥିବା ବଳେ ହତ୍ୟାକାରୀ କୋଇଡା ଥାନାରେ ଆତ୍ମସମର୍ପଣ କରିଛନ୍ତି । ଥାନାରେ ପୋଲିସ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି ସନାତନ ମୁଣ୍ଡା (୪୫)କୁ ବିଭତ୍ସ ଭାବେ ହତ୍ୟା କରି ଦୁର୍ବୃତ୍ତମାନ ଫିଙ୍ଗିଦେଇଥିବା ଅଭିଯୋଗ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ମଝାପଡ଼ା ଗ୍ରାମର ଭବାନୀ ଖରସେଲ ଓ ଧୁମାମୁଣ୍ଡା ଗ୍ରାମର ସୁରେନ୍ଦ୍ର…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି) ପ୍ରସନ୍ନ କୁମାର ପାତ୍ରଙ୍କୁ ଶନିବାର ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ଏନେଇ ଶନିବାର…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ ପ୍ରାୟ ୩୦ ଜଣ ଯାତ୍ରୀ ଥିଲେ ଓ ଦୁର୍ଘଟଣାରେ ପ୍ରାୟ ୧୪ ଜଣ…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର ପାତ୍ରଙ୍କ ବାସଭବନରେ ରେଡ୍‌ ଜାରି ରହିଛି । ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ପକ୍ଷରୁ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ କରୁଛନ୍ତି । ପ୍ରକାଶ ଯେ, ସୁନ୍ଦରଗଡ ସହର…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏଥିରେ ସମ୍ପୃକ୍ତ କିରାଣିଙ୍କୁ ଗିରଫ କରାଯାଇ ଶନିବାର ପୋକ୍‌ସୋ କୋର୍ଟକୁ…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ବିଡିଓ ପୂର୍ଣ୍ଣଚନ୍ଦ୍ର ଭୋଇ, ତହସିଲଦାର ଝରଣା ପ୍ରଧାନ, ବିପିଏମ୍‌ ଗୀତାଞ୍ଜଳୀ ରାଉତରାୟ, ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?