ସୁନ୍ଦରଗଡ଼

ଝାଉଁଳି ଗଲାଣି ଦାମିକିଆ ଗଛ

ରାଉରକେଲା,୨୪।୬(ବିପ୍ଲବ ରଞ୍ଜନ ଦାଶ): ପୁରୁଷ ହକି ବିଶ୍ୱକପ୍‌ ସମୟରେ ରାଉରକେଲା ସହରର ସୌନ୍ଦଯ୍ୟ ବୃଦ୍ଧି ପାଇଁ ବ୍ୟାପକ ଯୋଜନା କାର୍ଯ୍ୟକାରୀ କରାଯାଇଥିଲା। ଏଥିରେ ବିଭିନ୍ନ ଛକରେ ଦାମିକିଆ ଗଛ ଲଗାଯାଇଥିଲା। ତେବେ ରକ୍ଷଣାବେକ୍ଷର ଅଭାବରୁ ସେହି ଗଛସବୁ ଝାଉଁଳି ଯାଇଥିବା...

ପାଣି ପାଇଁ ଡହଳବିକଳ

ରାଉରକେଲା,୨୪।୬(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା ଶିଳ୍ପାଞ୍ଚଳ ତଥା ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ଅଧୀନ ସେକ୍ଟର-୧ ଖରିଆବାହାଲ ବସ୍ତିରେ ପାଣି ସମସ୍ୟା ଉତ୍କଟ ହୋଇଛି। ଖରାଦିନ ଆରମ୍ଭ ହେଲେ ପାଣି ପାଇଁ ବସ୍ତିବାସିନ୍ଦା ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ...

ଅସୁବିଧା ଭୋଗୁଛନ୍ତି ବସ୍ତିବାସୀ

ରାଉରକେଲା,୨୩ା୬(ଦିନେଶ ମିଶ୍ର): ରାଉରକେଲା ମନାନଗର ନିଗମ ଅଧୀନ ଶୀତଳପଡା ବସ୍ତି ଅଞ୍ଚଳର ଲୋକମାନଙ୍କୁ ସରକାରଙ୍କ ସର୍ବନିମ୍ନ ସୁବିଧା ମିଳୁ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ବସ୍ତି ଅଞ୍ଚଳ କୌଣସି ପଞ୍ଚାୟତ କି ଆର୍‌ଏମ୍‌ସି ଅଧୀନରେ ଯାଉ ନ ଥିବାରୁ...

ମୁଖ୍ୟ ରାସ୍ତା ଚକାଚକ୍‌, ବସ୍ତିରେ ଆବଡ଼ାଖାବଡା

ରାଉରକେଲା,୨୩।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ବିଭିନ୍ନ ବସ୍ତି ଅଞ୍ଚଳ ରାସ୍ତା ଶୋଚନୀୟ ହୋଇପଡିଛି। ସହରର ମୁଖ୍ୟ ରାସ୍ତାଗୁଡିକ ଚକାଚକ୍‌ ହୋଇଥିବା ବେଳେ ଗଳିକନ୍ଦି ରାସ୍ତାକୁ ମରାମତି କରାଯାଉନାହିଁ। ଫଳରେ ବିଭିନ୍ନ ସମୟରେ ଛୋଟବଡ ଦୁର୍ଘଟଣା ଘଟୁଥିବା...

ଏକ୍ସପ୍ରେସ ଟ୍ରେନ୍‌ ବିଳମ୍ବ, ଯାତ୍ରୀ ହଇରାଣ

ରାଉରକେଲା,୨୩।୬(ସଙ୍ଗୀତା ଜେନା): ରାଉରକେଲା ଦେଇ ଚଳାଚଳ କରୁଥିବା ଅଧିକାଂଶ ଏକ୍ସପ୍ରେସ ଟ୍ରେନ୍‌ ଘଣ୍ଟା ଘଣ୍ଟା ଧରି ବିଳମ୍ବରେ ଚାଲୁଥିବାରୁ ଯାତ୍ରୀ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରାୟ ୬ ମାସରୁ ଅଧିକ ହେଲାଣି ଯାତ୍ରୀବାହୀ ଟ୍ରେନଗୁଡ଼ିକରେ ଏଭଳି ବ୍ୟତିକ୍ରମ ପରିଲକ୍ଷିତ ହୋଇଛି।...

ଅଢେଇ ବର୍ଷ ପରେ ବି ପୋଲିସ ହାତ ଖାଲି

ରାଉରକେଲା,୨୨ା୬(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଏସ୍‌ଟିଆଇ ଓଭରବ୍ରିଜ ଉପରେ ୨୦୨୦ ମସିହା ଡିସେମ୍ବର ୧୮ ତାରିଖ ରାତି ୯ଟା ୪୫ରେ ଘଟିଥିଲା ଗୁଳିକାଣ୍ଡ। ସରୋଜ ସାହୁ ନାମକ ଜନୈକ ଯୁବକଙ୍କ ଉପରକୁ ଗୁଳିକରି ଦୁର୍ବୃତ୍ତ ବାଇକ୍‌ରେ ଫେରାର ହୋଇଯାଇଥିଲେ। ସରୋଜଙ୍କ ଘର...

ଲାଞ୍ଚ ମାମଲାରେ ପ୍ରଧାନ ଶିକ୍ଷକଙ୍କୁ ୨ ବର୍ଷ ଜେଲ

ସୁନ୍ଦରଗଡ଼,୧୯।୬(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୋମବାର ଏକ ଲାଞ୍ଚ ମାମଲାର ଶୁଣାଣି କରି ବଡ଼ଗାଁ ସ୍କୁଲ ଇନ୍ସପେକ୍ଟରଙ୍କ ଅଫିସରେ କାର୍ଯ୍ୟରତ ତତ୍କାଳୀନ ଶିକ୍ଷକ ମହେଶ୍ବର ତାଣ୍ଡିଆଙ୍କୁ ୨ ବର୍ଷ ଜେଲ ଦଣ୍ଡ ସହ ୨ହଜାର ଟଙ୍କା ଜରିମାନା...

ଭିନ୍ନକ୍ଷମ ନାବାଳକଙ୍କୁ ମିଳୁନି ସରକାରୀ ସହାୟତା

ରାଉରକେଲା,୧୯ା୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ଆର୍‌ଏମ୍‌ସି ଅଧୀନ ୪ ନମ୍ବର ଓ୍ବାର୍ଡ ବାଲୁଘାଟ ତରେକେଲାର ଜଣେ ଆଜନ୍ମ ଭିନ୍ନକ୍ଷମ ନାବାଳକଙ୍କୁ ମିଳୁନି ସରକାରୀ ସହାୟତା। ନାବାଳକ ଜଣଙ୍କ ହେଲେ ଆଲୋକ ମିଞ୍ଜ(୯)। ପରିବାର କହିଲେ ତାଙ୍କ ବାପା ମିନ ମିଞ୍ଜ...

ବେଆଇନ ବାଲି ଚାଲାଣ,ପ୍ରଶାସନ ନୀରବ

ରାଉରକେଲା,୧୯।୬: (ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ତହସିଲ ଅଧୀନ ତୁମକେଲା ଓ ଲଇକେରା ଘାଟରୁ ପ୍ରତିଦିନ ଶହ ଶହ ଗାଡ଼ିରେ ବେଆଇନ ଭାବେ ବାଲି ଉଠାଯାଉଛି। ଫଳରେ ସରକାରଙ୍କ ବିପୁଳ ରାଜସ୍ବ ହାନି ହେଉଛି। ଏ ଦିଗରେ ବିଭାଗ ପକ୍ଷରୁ...

ଗଛମୂଳ, ରାସ୍ତା କଡ଼ରେ ଚାଲିଛି ଡ୍ୟୁଟି

ରାଉରକେଲା,୧୭ା୬(ଦିନେଶ ମିଶ୍ର) ସ୍ମାର୍ଟସିଟି ରାଉରକେଲାରେ ଦିନକୁ ଦିନ ଜନସଂଖ୍ୟା ସାଙ୍ଗକୁ ଗାଡିମୋଟର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ମାର୍ଟସିଟି ପକ୍ଷରୁ ବହୁ ଉନ୍ନୟନମୂଳକ କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଟ୍ରାଫିକକୁ ଅଣଦେଖା କରାଯାଉଛି। ସହରରେ ଟ୍ରାଫିକ ନିୟନ୍ତ୍ରଣ...

ମଧ୍ୟପ୍ରଦେଶ, ଛତିଶଗଡ, ଉତ୍ତରାଖଣ୍ଡ, ଓଡ଼ିଶା, ମଣିପୁର ବିଜୟୀ

ରାଉରକେଲା,୧୭ା୬(ଦିନେଶ ମିଶ୍ର) ରାଉରକେଲା ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ତ୍ରୟୋଦଶ ଜାତୀୟ ଜୁନିୟର ପୁରୁଷ ହକି ଚାମ୍ପିୟନଶିପ୍‌ର ପଞ୍ଚମ ଦିନରେ ୬ଟି ମ୍ୟାଚ ଖେଳାଯାଇଥିଲା। ସେଥିମଧ୍ୟରୁ ପ୍ରଥମ ମ୍ୟାଚ ମଧ୍ୟପ୍ରଦେଶ ଓ କେରଳ ମଧ୍ୟରେ ହୋଇଥିଲା। ଏଥିରେ ମଧ୍ୟପ୍ରଦେଶ...

ଜାତୀୟ ରାଜପଥରେ ଖାଲଖମା

କୁଆଁରମୁଣ୍ଡା,୧୬ା୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଦେଇ ଝାଡ଼ଖଣ୍ଡକୁ ଯାଇଥିବା ୧୪୩ ନଂ ଜାତୀୟ ରାଜପଥର ଡାଏରୀ ଫାର୍ମ ନିକଟରୁ କୁଆଁରମୁଣ୍ଡା ଫାଣ୍ଡି ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଫଳରେ ସେହି ରାସ୍ତା ଦେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri