ସୁନ୍ଦରଗଡ଼

ବାଇକ୍‌ରେ ଆସିଲେ ୨ ଦୁର୍ବୃତ୍ତ, ଦୋକାନୀ-ଗ୍ରାହକଙ୍କୁ କଲେ ଗୁଳିମାଡ଼

ରାଉରକେଲା,୧୭ା୫(ସଙ୍ଗୀତା ଜେନା): ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ଜଣ ଗୁରୁତର ହୋଇଛନ୍ତି। ବାଇକରେ ଦୁଇ ଦୁର୍ବୃତ୍ତ ଆସି ଦୋକାନୀ ଏବଂ ଜଣେ ଗ୍ରାହକଙ୍କୁ ଗୁଳିମାଡ଼ କରିଛନ୍ତି। ଗୁରୁତର ଦୁଇ ଜଣଙ୍କୁ ଚିକିତ୍ସା ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜଣଙ୍କର ଛାତିରେ…

ରାଉରକେଲା ରେଳ ଷ୍ଟେସନରେ ବିଏସଏଫ ଯବାନଙ୍କ ରହସ୍ୟମୟ ମୃତ୍ୟୁ

ରାଉରକେଲା,୧୬।୫: ଓଡ଼ିଶାର ସୁନ୍ଦରଗଡ଼ ଜିଲା ଅନ୍ତର୍ଗତ ରାଉରକେଲା ରେଳ ଷ୍ଟେସନରେ ଜଣେ ବିଏସଏଫ ଯବାନଙ୍କର ରହସ୍ୟମୟ ମୃତ୍ୟୁ ଘଟିଛି। ମୃତ ଯବାନଙ୍କ ନାମ ସଞ୍ଜୟ ଦାସ (୩୯), ଯିଏ ଆସାମର ବାସିନ୍ଦା ଥିଲେ। ସେ ଛତିଶଗଡ଼ ବିଏସଏଫ କ୍ୟାମ୍ପରେ କାର୍ଯ୍ୟରତ ଥିଲେ।…

କାରଖାନାର ବିଷାକ୍ତ କଳାଧୂଆଁରେ ଅଞ୍ଚଳବାସୀ ଅତିଷ୍ଠ: କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

କୁଆଁରମୁଣ୍ଡା,୧।୫(ମହେନ୍ଦ୍ରକୁମାର ସାହୁ): ଗୁରୁବାର ସନ୍ଧ୍ୟା ପ୍ରାୟ ୫ଟା ୨୦ରେ କୁଆଁରମୁଣ୍ଡା ଅଞ୍ଚଳରେ ହଠାତ୍‌ କଳା ହାଣ୍ଡିଆ ବାଦଲ ଉଠାଇ ଥିଲା। ଏହାର ସୁଯୋଗ ନେଇ କୁଆଁରମୁଣ୍ଡା ବସ୍ତି ନିକଟସ୍ଥ ଏକ ଲୁହା ସ୍ପଞ୍ଜ କାରଖାନା ବାୟୁମଣ୍ଡଳକୁ ବିଷାକ୍ତ କଳା ଧୂଆଁ ଛାଡିଥିବା…

ରାଜଗାଙ୍ଗପୁରରେ ଗୁଳିକାଣ୍ଡ, ଯୁବକ ଆହତ ବନ୍ଧୁକ ଧରି ମଜାମସ୍ତି ବେଳେ ଫୁଟିଲା

ରାଜଗାଙ୍ଗପୁର,୨୯ା୪(ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବାଣ୍ଠୁପଡ଼ାଠାରେ ମଙ୍ଗଳବାର ଅପରାହ୍ନ ୩ଟାରେ ଗୁଳିକାଣ୍ଡ ଘଟି ଜଣେ ଯୁବକ ଆହତ ହୋଇଛନ୍ତି। ୫ଜଣ ସାଙ୍ଗ ବନ୍ଧୁକ ଧରି ମଜାମସ୍ତି କରୁଥିବା ବେଳେ ଗୁଳିଫୁଟି ଏଭଳି ଅଭାବନୀୟ ଘଟଣା ଘଟିଥିଲା। ଏଥିରେ ରାଜଗାଙ୍ଗପୁର ଇଦଗାହ…

୨ ଦିବସୀୟ ରାଉରକେଲା ଗସ୍ତରେ ଡିଜି ଖୁରାନିଆ

ରାଉରକେଲା ,୨୮।୪(ସଂଗୀତା ଜେନା): ରାଜ୍ୟରେ ୧୨ ଜଣ ପାକିସ୍ତାନୀ ଅଛନ୍ତି। ସମସ୍ତଙ୍କୁ ଲିଭ ଇଣ୍ଡିଆ ନୋଟିସ ଦିଆଯାଇଛି। କେତେ ଜଣେ ପାକିସ୍ତାନୀ ଯାଇ ସାରିଲେଣି। ଏବେ ପରବର୍ତ୍ତୀ ନିର୍ଦ୍ଦେଶନାମାକୁ ଅପେକ୍ଷା କରାଯାଇଛି। ଓଡ଼ିଶା ପୋଲିସ ଡିଜି ୟୋଗେସ ବାହାଦୁର ଖୁରାନିଆ ତାଙ୍କର…

କମ୍ପାନୀରୁ ଶ୍ରମିକଙ୍କୁ ଆଣି ଆସୁଥିବାବେଳେ ଓଲଟିଲା ବସ୍‌: ଜଣେ ମୃତ

ସୁନ୍ଦରଗଡ଼,୨୮ା୪(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଏନ୍‌ଟିପିସି ଡୁଲଙ୍ଗା କୋଇଲା ଖଣି ଭିତରେ ବସ୍‌ ଦୁର୍ଘଟଣା ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ରବିବାର ରାତିରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଉଦ୍ଧାର…

ମଦ ବିରୋଧରେ ତାତିଲେ ମହିଳା

କୁତ୍ରା,୨୭ା୪(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅଧୀନ ବୁଡାକଟା ଗ୍ରାମର ମହିଳାମାନେ ରବିବାର ମଦ ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ୫୦ରୁ ଊର୍ଦ୍ଧ୍ୱ ମହିଳା ବୁଡାକଟା ଗ୍ରାମରେ ସମ୍ପୂର୍ଣ୍ଣ ଭାବେ ମଦ ବନ୍ଦ କରିବା ପାଇଁ ନାରା ଦେଇଥିଲେ। ବୁଦ୍ଧିଜୀବୀ…

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ କହି ଠକେଇ; ଯୁବକ ଗିରଫ

ରାଉରକେଲା,୨୭ା୪: ରାଉରକେଲା ପୋଲିସ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ…

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼ ଜିଲା ରାଏବୋଗା ଥାନାର ହୋମ୍‌ଗାର୍ଡ ରଶ୍ମିରଞ୍ଜନ ସାହୁ ଗୁରୁତର ଆହତ ହୋଇ ରାଞ୍ଚତ୍ ଡାକ୍ତରଖାନାରେ…

ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବି କଲା ବିଭିନ୍ନ ସଙ୍ଗଠନ

ବଡ଼ଗାଁ,୨୫।୪(ଅଶୋକ ଷଡ଼ଙ୍ଗୀ): କଶ୍ମୀରର ପହଲଗାମ୍‌ରେ ହିନ୍ଦୁ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକର ବିଭିନ୍ନ ସଙ୍ଗଠନ ପକ୍ଷରୁ କ୍ଷୋଭ ପ୍ରକାଶ ପାଇଛି। ଏହି ଘଟଣାରେ ଆତଙ୍କବାଦୀଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରି ଶୁକ୍ରବାର ପୂର୍ବାହ୍ନରେ ରାଷ୍ଟ୍ରପତିଙ୍କ…

ଢାବା ମାଲିକଙ୍କ ଉପରେ ଗୁଳିମାଡ଼

ରାଉଲକେଲା,୨୫।୪(ସଂଗୀତା ଜେନା):ବିସ୍ରା ଥାନା ଅନ୍ତର୍ଗତ ସାରୁବାହଲରେ ଥିବା ଡୁଗ୍ରୁ ଢାବାରୁ ୭ ରୁ ୮ ଜଣ ବ୍ୟକ୍ତି ବନ୍ଧୁକ ମୁନରେ ଏବଂ ଛୁରି ଦେଖାଇ ଡକାୟତି କରିଥିଲେ। ସେମାନେ ୨୦୦୦୦ ଟଙ୍କା ନେଇ ପଳାଇ ଯାଇଥିଲେ ଏବଂ ଅପରାଧ କରୁଥିବା ସମୟରେ…

୨ଶହ ଟଙ୍କା ପାଇଁ ପୁଅର କାଠବେଣ୍ଟ ମାଡ଼ରେ ବାପ ମୃତ

ରାଉରକେଲା,୨୫।୪(ସଙ୍ଗୀତା ଜେନା): ଦକ୍ଷିଣ ରାଉରକେଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ ଆଇଡିଏଲ୍‌ ଗୋପବନ୍ଧୁନଗରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୨ଶହ ଟଙ୍କା ଦେବାକୁ ରାଜି ନ ହେବାରୁ ପୁଅର କାଠବେଣ୍ଟ ମାଡ଼ରେ ବାପାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋପବନ୍ଧୁନଗରର ଗଗନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri