Odisha Elections 2024

ସୁନ୍ଦରଗଡ଼

ମୁଖ୍ୟ ରାସ୍ତା ଚକାଚକ୍‌, ବସ୍ତିରେ ଆବଡ଼ାଖାବଡା

ରାଉରକେଲା,୨୩।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ବିଭିନ୍ନ ବସ୍ତି ଅଞ୍ଚଳ ରାସ୍ତା ଶୋଚନୀୟ ହୋଇପଡିଛି। ସହରର ମୁଖ୍ୟ ରାସ୍ତାଗୁଡିକ ଚକାଚକ୍‌ ହୋଇଥିବା ବେଳେ ଗଳିକନ୍ଦି ରାସ୍ତାକୁ ମରାମତି କରାଯାଉନାହିଁ। ଫଳରେ ବିଭିନ୍ନ ସମୟରେ ଛୋଟବଡ ଦୁର୍ଘଟଣା ଘଟୁଥିବା...

ଏକ୍ସପ୍ରେସ ଟ୍ରେନ୍‌ ବିଳମ୍ବ, ଯାତ୍ରୀ ହଇରାଣ

ରାଉରକେଲା,୨୩।୬(ସଙ୍ଗୀତା ଜେନା): ରାଉରକେଲା ଦେଇ ଚଳାଚଳ କରୁଥିବା ଅଧିକାଂଶ ଏକ୍ସପ୍ରେସ ଟ୍ରେନ୍‌ ଘଣ୍ଟା ଘଣ୍ଟା ଧରି ବିଳମ୍ବରେ ଚାଲୁଥିବାରୁ ଯାତ୍ରୀ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରାୟ ୬ ମାସରୁ ଅଧିକ ହେଲାଣି ଯାତ୍ରୀବାହୀ ଟ୍ରେନଗୁଡ଼ିକରେ ଏଭଳି ବ୍ୟତିକ୍ରମ ପରିଲକ୍ଷିତ ହୋଇଛି।...

ଅଢେଇ ବର୍ଷ ପରେ ବି ପୋଲିସ ହାତ ଖାଲି

ରାଉରକେଲା,୨୨ା୬(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଏସ୍‌ଟିଆଇ ଓଭରବ୍ରିଜ ଉପରେ ୨୦୨୦ ମସିହା ଡିସେମ୍ବର ୧୮ ତାରିଖ ରାତି ୯ଟା ୪୫ରେ ଘଟିଥିଲା ଗୁଳିକାଣ୍ଡ। ସରୋଜ ସାହୁ ନାମକ ଜନୈକ ଯୁବକଙ୍କ ଉପରକୁ ଗୁଳିକରି ଦୁର୍ବୃତ୍ତ ବାଇକ୍‌ରେ ଫେରାର ହୋଇଯାଇଥିଲେ। ସରୋଜଙ୍କ ଘର...

ଲାଞ୍ଚ ମାମଲାରେ ପ୍ରଧାନ ଶିକ୍ଷକଙ୍କୁ ୨ ବର୍ଷ ଜେଲ

ସୁନ୍ଦରଗଡ଼,୧୯।୬(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୋମବାର ଏକ ଲାଞ୍ଚ ମାମଲାର ଶୁଣାଣି କରି ବଡ଼ଗାଁ ସ୍କୁଲ ଇନ୍ସପେକ୍ଟରଙ୍କ ଅଫିସରେ କାର୍ଯ୍ୟରତ ତତ୍କାଳୀନ ଶିକ୍ଷକ ମହେଶ୍ବର ତାଣ୍ଡିଆଙ୍କୁ ୨ ବର୍ଷ ଜେଲ ଦଣ୍ଡ ସହ ୨ହଜାର ଟଙ୍କା ଜରିମାନା...

ଭିନ୍ନକ୍ଷମ ନାବାଳକଙ୍କୁ ମିଳୁନି ସରକାରୀ ସହାୟତା

ରାଉରକେଲା,୧୯ା୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ଆର୍‌ଏମ୍‌ସି ଅଧୀନ ୪ ନମ୍ବର ଓ୍ବାର୍ଡ ବାଲୁଘାଟ ତରେକେଲାର ଜଣେ ଆଜନ୍ମ ଭିନ୍ନକ୍ଷମ ନାବାଳକଙ୍କୁ ମିଳୁନି ସରକାରୀ ସହାୟତା। ନାବାଳକ ଜଣଙ୍କ ହେଲେ ଆଲୋକ ମିଞ୍ଜ(୯)। ପରିବାର କହିଲେ ତାଙ୍କ ବାପା ମିନ ମିଞ୍ଜ...

ବେଆଇନ ବାଲି ଚାଲାଣ,ପ୍ରଶାସନ ନୀରବ

ରାଉରକେଲା,୧୯।୬: (ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ତହସିଲ ଅଧୀନ ତୁମକେଲା ଓ ଲଇକେରା ଘାଟରୁ ପ୍ରତିଦିନ ଶହ ଶହ ଗାଡ଼ିରେ ବେଆଇନ ଭାବେ ବାଲି ଉଠାଯାଉଛି। ଫଳରେ ସରକାରଙ୍କ ବିପୁଳ ରାଜସ୍ବ ହାନି ହେଉଛି। ଏ ଦିଗରେ ବିଭାଗ ପକ୍ଷରୁ...

ଗଛମୂଳ, ରାସ୍ତା କଡ଼ରେ ଚାଲିଛି ଡ୍ୟୁଟି

ରାଉରକେଲା,୧୭ା୬(ଦିନେଶ ମିଶ୍ର) ସ୍ମାର୍ଟସିଟି ରାଉରକେଲାରେ ଦିନକୁ ଦିନ ଜନସଂଖ୍ୟା ସାଙ୍ଗକୁ ଗାଡିମୋଟର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ମାର୍ଟସିଟି ପକ୍ଷରୁ ବହୁ ଉନ୍ନୟନମୂଳକ କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଟ୍ରାଫିକକୁ ଅଣଦେଖା କରାଯାଉଛି। ସହରରେ ଟ୍ରାଫିକ ନିୟନ୍ତ୍ରଣ...

ମଧ୍ୟପ୍ରଦେଶ, ଛତିଶଗଡ, ଉତ୍ତରାଖଣ୍ଡ, ଓଡ଼ିଶା, ମଣିପୁର ବିଜୟୀ

ରାଉରକେଲା,୧୭ା୬(ଦିନେଶ ମିଶ୍ର) ରାଉରକେଲା ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ତ୍ରୟୋଦଶ ଜାତୀୟ ଜୁନିୟର ପୁରୁଷ ହକି ଚାମ୍ପିୟନଶିପ୍‌ର ପଞ୍ଚମ ଦିନରେ ୬ଟି ମ୍ୟାଚ ଖେଳାଯାଇଥିଲା। ସେଥିମଧ୍ୟରୁ ପ୍ରଥମ ମ୍ୟାଚ ମଧ୍ୟପ୍ରଦେଶ ଓ କେରଳ ମଧ୍ୟରେ ହୋଇଥିଲା। ଏଥିରେ ମଧ୍ୟପ୍ରଦେଶ...

ଜାତୀୟ ରାଜପଥରେ ଖାଲଖମା

କୁଆଁରମୁଣ୍ଡା,୧୬ା୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଦେଇ ଝାଡ଼ଖଣ୍ଡକୁ ଯାଇଥିବା ୧୪୩ ନଂ ଜାତୀୟ ରାଜପଥର ଡାଏରୀ ଫାର୍ମ ନିକଟରୁ କୁଆଁରମୁଣ୍ଡା ଫାଣ୍ଡି ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଫଳରେ ସେହି ରାସ୍ତା ଦେଇ...

ଏସି ଅଚଳକୁ ନେଇ ହଙ୍ଗାମା: ୨ଘଣ୍ଟା ଟ୍ରେନ୍‌ ଅଟକ

ରାଉରକେଲା,୧୫।୬(ବିପ୍ଳବ ରଞ୍ଜନ ଦାଶ): କୋଏମ୍ବାଟୁର-ବଡୋନୀ (ନଂ-୦୩୩୫୮) ଟ୍ରେନ୍‌ର ଏ-୧ ବଗିର ଏସି କାମ ଦେଉ ନ ଥିବାରୁ ରାଉରକେଲା ରେଲଓ୍ବେ ଷ୍ଟେଶନରେ ଯାତ୍ରୀମାନେ ଗୁରୁବାର ଅପରାହ୍ନରେ ହଙ୍ଗାମା କରିଛନ୍ତି। ଫଳରେ ୨ଘଣ୍ଟା ଧରି ଟ୍ରେନ ଷ୍ଟେଶନରେ ଅଟକି ରହିବାରୁ ଯାତ୍ରୀମାନେ...

ଗଛ ତଳେ ପଲିଥିନ ବାନ୍ଧି କଟୁଛି ଜୀବନ

ରାଉରକେଲା, ୧୫।୬ (ଦିନେଶ ମିଶ୍ର) ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗରିବ ବାସହୀନ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏଥିପାଇଁ ସରକାରୀ ପାଣ୍ଠିରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ ରାଉରକେଲା ସ୍ମାର୍ଟସିଟିରେ ଏଭଳି...

କ୍ରିକେଟ ଖେଳ ବେଳେ ଗୁଳିକାଣ୍ଡ

ବିଶ୍ରା,୧୩।୬(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ବିଶ୍ରା ମିନି ଷ୍ଟାଡିୟମରେ କ୍ରିକେଟ ଖେଳକୁ ନେଇ ସୋମବାର ଗୁଳିକାଣ୍ଡ ହୋଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ବିଶ୍ରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତନାଘନା ଚଳାଇଛି। ସୂଚନା ଅନୁସାରେ, ସୋମବାର ସକାଳେ ବିଶ୍ରା ମିନି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri