ସୁନ୍ଦରଗଡ଼

ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼, ପିଠିରେ ବାଜିଲା

ରାଉରକେଲା,୪ା୧୧(ସଙ୍ଗୀତା ଜେନା): ପ୍ଲାଣ୍ଟ ସାଇଟ୍‌ ଥାନା ଅନ୍ତର୍ଗତ ଟ୍ରାଫିକ ଗେଟ୍‌ ନିକଟରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଗୁଳି ତାଙ୍କ ପିଠିରେ ଲାଗିଛି। ଯୁବକ ହେଉଛନ୍ତି ଅଟୋ ଚାଳକ ଅବେଶ ରାୟ। ତାଙ୍କୁ ପ୍ରଥମେ ରାଉରକେଲା ସରକାରୀ ଡାକ୍ତରଖାନା ଓ…

ରାଉରକେଲାରେ ଲଜ୍ଜାଜନକ ଘଟଣା: ନାବାଳିକା ଭଉଣୀକୁ ଗର୍ଭବତୀ କଲେ ନାବାଳକ ଭାଇ

ରାଉରକେଲା,୩।୧୧: ଅତ୍ୟନ୍ତ ଲଜ୍ଜାଜନକ ଘଟଣା। ରାଉରକେଲା ସହରରେ ଜଣେ ନାବାଳକ ନିଜର ସାନ ଭଉଣୀକୁ ବଳାତ୍କାର କରିଥିବା ଅଭିଯୋଗ ହେଉଛି। ଏହି ଘଟଣା ସାମ୍ନାକୁ ଆସିଥିଲା ଯେତେବେଳେ ଅଭିଯୁକ୍ତଙ୍କ ମା’ ଉଦିତ ନଗର ଥାନାରେ ଅଭିଯୋଗ କରିଥିଲେ। ସୂଚନା ଅନୁସାରେ, ଦିନ…

ଟ୍ରଲରକୁ ଧକ୍କା ଦେଲା ମାରୁତି ଭ୍ୟାନ୍‌: ୫ମୃତ, ୫ ଗୁରୁତର

ହେମଗିର,୨,୧୧(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ସ୍ଥିତ କନ୍ଦାଧୁଡା ଓ ଟପରିଆ ରାସ୍ତାରେ ଛିଡା ହୋଇଥିବା ଟ୍ରଲରକୁ ପଛରୁ ଧକ୍କା ଦେଲା ମାରୁତି ଇକୋ। ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ହେମଗିର…

ଯାଯାବର ପରିବାରର ୫ଜଣଙ୍କୁ ନିର୍ମମ ହତ୍ୟା: ଅନୁଗୋଳରୁ ୧୩ଜଣଙ୍କୁ ଉଠାଇ ଆଣିଲା ପୋଲିସ ଟିମ୍‌

ସୁନ୍ଦରଗଡ଼,୩୧।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ଥାନା ଅଧୀନ କରମଡିହି ଗୀତାପଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ଜଣ ମହିଳାଙ୍କ ସହ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ…

ସାଂଘାତିକ ଗୋଷ୍ଠୀ ସଂଘର୍ଷ:୩ ମହିଳା ସହ ୫ ଜଣଙ୍କୁ ନିର୍ମମ ହତ୍ୟା, ୪ ଗୁରୁତର

ସୁନ୍ଦରଗଡ,୩୦/୧୦(ଜୟ ନାରାୟଣ ମେଣ୍ଡୁଳି)ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗୀତାପଡାରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏହି ଘଟଣାରେ ତିନି ଜଣ ମହିଳାଙ୍କ ସହ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି ଓ ୪ ଜଣ ଆହତ…

ଲକ୍ଷ୍ମୀପୂଜା ଦେଖି ଫେରୁଥିଲେ: ହାତୀ ହାବୁଡ଼ରେ ପଡ଼ିଗଲେ ଦୁଇ ଯୁବକ

ସୁନ୍ଦରଗଡ଼,୨୦ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନାଞ୍ଚଳ ତଥା ହାତୀବାରି ଥାନା ଅଧୀନ କନ୍ଦରକେଲା ପଞ୍ଚାୟତ ବାଉଁଶଯୋର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ପ୍ରଦୀପ ବିଲାଙ୍ଗ(୨୪)। ଏଥିସହ ମହିପାଳ କିରୋ…

ରେଳ କର୍ମଚାରୀଙ୍କ ଘରେ ପଶିଲେ ଲୁଟେରା: ହାତଗୋଡ଼ ବାନ୍ଧି ସବୁ ଲୁଟିନେଲେ

ରାଉରକେଲା,୧୯।୧୦(ସଂଗୀତା ଜେନା): ରାଉରକେଲା ବନ୍ଧମୁଣ୍ଡାରେ ବଡ଼ ଧରଣର ଡକାୟତି ହୋଇଛି। ଫିଲ୍ମ ଷ୍ଟାଇଲରେ ଏହି ଡକାୟତି ହୋଇଥିବା ଜଣାପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାରଣାସ୍ତ୍ର ଦେଖାଇ ପରିବାରର ସମସ୍ତଙ୍କ ହାତ, ଗୋଡ଼ ବାନ୍ଧି ମୁହଁରେ କପଡା ବାନ୍ଧି ଡକାୟତମାନେ ଲୁଟ୍‌ କରିଥିଲେ।…

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ କରାଯାଇଥିବା ସୂଚନା ମିଳିଛି। ଅଳ୍ପ ଦୂରତା ବିଶିଷ୍ଟ ଯାତ୍ରୀବାହୀ ଟ୍ରେନ ବାତିଲ…

ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍‌କ୍ରିମ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍‌କ୍ରିମ୍‌ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍‌କ୍ରିମ୍‌ ପ୍ୟାକେଟ୍‌ ଉପରେ ବ୍ୟାଚ୍‌ ନମ୍ବର, ପ୍ରସ୍ତୁତ ତାରିଖ ଓ ବ୍ୟବହାର ତାରିଖ ଆଦି ଲେଖା ଯାଇ ନ ଥିଲା। ପ୍ରାୟ…

୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ ଆଶ୍ଚର୍ୟ୍ୟଜନକ ଘଟଣାରେ ଜଣେ ମହିଳା ତାଙ୍କ ୫ ବର୍ଷର ସାବତ ପୁଅକୁ ପଥରରେ ବାନ୍ଧି…

ହାତୀ ଘଉଡାଇବାବେଳେ ଅଘଟଣ: ମାଡ଼ିଗଲା ଟ୍ରେନ୍‌

ରାଉରକେଲା: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଟ୍ରେନ୍‌ ଲାଇନ୍‌ରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ବନ ବିଭାଗ ହାତୀପଲ ଘଉଡାଇବା ବେଳେ ଏକ ଟ୍ରେନ୍‌ ଧକ୍କାରେ ୨ ହାତୀ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ହାତୀ ଦ୍ୱୟ ଜଙ୍ଗଲକୁ ଯାଇ ନ ପାରି…

ରାବଣ ପୋଡିବେଳେ ବଡ଼ ଅଘଟଣ, ଯୁବକଙ୍କ ଛାତିରେ ପଡିଲା ନିଆଁ

ରାଉରକେଲା,୧୨।୧୦: ଇସ୍ପାତନଗରୀ ରାଉରକେଲାରେ ଶନିବାର ଦଶହରା ପାଳନବେଳେ ଘଟିଛି ବଡ଼ ଅଘଟଣ। ସେକ୍ଟର-୧୩ ମେଲଣ ପଡିଆ ଆୟୋଜିତ ରାବଣପୋଡି ସମୟରେ ଏକ ଅଘଟଣ ଘଟିଛି। ଜଣେ ଯୁବକଙ୍କ ଛାତିରେ ବାଣର ନିଆଁ ପଡି ସେ ଗୁରୁତର ଆହାତ ହୋଇଛନ୍ତି। ତାଙ୍କୁ ଉଦ୍ଧାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri