ସୁନ୍ଦରଗଡ଼

୨ଶହ ଟଙ୍କା ପାଇଁ ପୁଅର କାଠବେଣ୍ଟ ମାଡ଼ରେ ବାପ ମୃତ

ରାଉରକେଲା,୨୫।୪(ସଙ୍ଗୀତା ଜେନା): ଦକ୍ଷିଣ ରାଉରକେଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ ଆଇଡିଏଲ୍‌ ଗୋପବନ୍ଧୁନଗରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୨ଶହ ଟଙ୍କା ଦେବାକୁ ରାଜି ନ ହେବାରୁ ପୁଅର କାଠବେଣ୍ଟ ମାଡ଼ରେ ବାପାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋପବନ୍ଧୁନଗରର ଗଗନ…

ଡିକି ଭାଙ୍ଗି ଲୁଟି ନେଲେ ସାଢେ ୩ ଲକ୍ଷ ଟଙ୍କା: ସିସିଟିଭିରେ କଏଦ ହେଲା ଲୁଟର ଦୃଶ୍ୟ

ବଣାଇଁ,୨୪।୪(ପ୍ରଦୀପ ତ୍ରିପାଠୀ): ଜଣେ ଅବସରପ୍ରାପ୍ତ କର୍ମଚାରୀ ପୁଅ ବାହାଘର ପାଇଁ ଟଙ୍କା ରଖିଥିଲେ। ଗୁରୁବାର ବ୍ୟାଙ୍କରେ ରଖିଥିବା ସଞ୍ଚିତ ଟଙ୍କା ବାହାରି କରି ଏକ ବାଇକ୍‌ ଡିକରେ ରଖିଥିଲେ। ହେଲେ ଦୁର୍ବୃତ୍ତମାନେ ସ୍ପଷ୍ଟ ଦିବା ଲୋକରେ ଡିକି ଭାଙ୍ଗି ସାଢେ ଲକ୍ଷ…

ସାନଭାଇ ବାହାଘର ଦିନ ବଡ଼ଭାଇଙ୍କ ଆତ୍ମହତ୍ୟା

ବଡ଼ଗାଁ,୨୩।୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମଟିଆ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ସାନଭାଇଙ୍କ ବାହାଘର ଦିନ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଲାଲମଟିଆ ଗ୍ରାମର ରାଜେନ୍ଦ୍ର ମାଝୀ। ରାଜେନ୍ଦ୍ରଙ୍କ ସାନ ଭାଇ ବାହା ହୋଇ…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼,୨୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ସକାଳେ ପୀଡ଼ିତାଙ୍କ ପରିବାର ଲୋକେ ତଳସରା ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏହି…

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଏକମା ମହାକୁଲ ପଡ଼ାର ବିଷ୍ଣୁ ପୋଡ଼ (୫୫)। ଏନେଇ ବଡ଼ଗାଁ ଥାନାରେ…

ରେଳଲାଇନ୍‌ ନିର୍ମାଣକୁ ବିରୋଧ: ପୋଲିସ-ଜନତା ଖଣ୍ଡଯୁଦ୍ଧ

ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ଅନ୍ତର୍ଗତ ବନ୍ଧମୁଣ୍ଡା ପଞ୍ଚାୟତର ଡୁମେର୍ତ୍ତା ରେଳଷ୍ଟେଶନରୁ ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି) ଯାଏ ହେଉଥିବା ରେଳ ଲାଇନ୍‌ କାମକୁ ସ୍ଥାନୀୟ ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ଶନିବାର ପୂର୍ବାହ୍ନ ୧୧ଟାରେ ଏହି କାମ ଆରମ୍ଭବେଳେ ପୋଲିସ…

୧୪ ବର୍ଷ ପରେ ସ୍ବାମୀଙ୍କୁ ପାଇଲେ ବିଧବା ଭତ୍ତା ପାଉଥିବା ସ୍ତ୍ରୀ: ଗୋଆରେ ମାଛ ଧରିବା…

ବଡ଼ଗାଁ,୧୮ା୪(ଅଶୋକ ଷଡ଼ଙ୍ଗୀ): ଓଡ଼ିଆ କହିବା ଭୁଲି ଗଲେଣି। ଏଠି ସବୁକିଛି ଅଜଣା ଅଚିହ୍ନା ଭଳି ଲାଗୁଛି। ୧୪ ବର୍ଷ ପରେ ଗାଁ ମାଟିରେ ପାଦ ପଡ଼ିଲାପରେ ଏଭଳି ଅନୁଭବ କରିଥିଲେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତ ବରପାଲି…

ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠୁ ଲୁଟି ନେଲେ ୩ ଲକ୍ଷ

ସୁନ୍ଦରଗଡ଼,୧୭।୪: ସୁନ୍ଦରଗଡ଼ ଜିଲା ତେଲସରା ଥାନା ବଘିଆବେର୍ଣ୍ଣି ଗାଁ ନିକଟରେ ଗୁରୁବାର ଏକ ବଡ଼ ଧରଣର ଲୁଟ ହୋଇଛି। ୪ ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଛେଳି ବ୍ୟବସାୟୀଙ୍କଠାରୁ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏନେଇ ତଲସରା ଥାନାରେ ଏକ…

ରାଉରକେଲାରେ ହାଜତ ମୃତ୍ୟୁ

ଷ୍ଟିଲ୍‌ ସିଟି ରାଉରକେଲାରେ ଗତ ସପ୍ତାହକ ମଧ୍ୟରେ ୫ଟି ହତ୍ୟାକାଣ୍ଡ ଘଟିବା ପରେ ସହରରେ ଆଇନଶୃଙ୍ଖଳା ବ୍ୟବସ୍ଥା ବିଗିଡ଼ି ଯାଇଥିବା କୁହାଯାଉଥିବାବେଳେ ଏବେ ଅବକାରୀ ପୋଲିସ ମାଡ଼ରେ ଜଣେ ଗିରଫ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଗିରଫର ମାତ୍ର ୨୪ଘଣ୍ଟା…

ବାଇକ୍‌କୁ ଚାପିଦେଲା ଟ୍ରକ୍‌: ୩ ମୃତ

ବଡ଼ଗାଁ,୧୫।୪: ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ମରିଚିମୁଣ୍ଡା ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ୩ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ବିରତୁଲା ଗ୍ରାମର ବୋଲି ସୂଚନା ମିଳିଛି। ମିଳିଥିବା…

ଖଣିରେ ଏନ୍‌ଫୋର୍ସମେଣ୍ଟ ଟିମ୍‌ର ତନାଘନା

ଟେନସା,୧୪।୪(ସମୀର କୁମାର ପାଢୀ): ମାଙ୍ଗାନିଜ ଓ ଆଇରନ ଚୋରି ପାଇଁ ଗଠିତ ସ୍ପେଶାଲ ଏନଫୋର୍ସମେଣ୍ଟ ସ୍କାର୍ଡ ସୋମବାର କୋଇଡା ଖଣି ଅଞ୍ଚଳରେ ପହଞ୍ଚି ତନାଘନା ଆରମ୍ଭ କରିଛି। ବହୁମୂଲ୍ୟ ମାଙ୍ଗାନିଜ ଓ ଲୁହାପଥର ଚୋରା ଚାଲାଣର ତଦନ୍ତ କରିବ ଏଇ ଟିମ…

ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା (୫୫ ବର୍ଷ)ଙ୍କୁ ହତ୍ୟା କରିଛନ୍ତି। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?