ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ ରେଡିଓକୋଲାର ଲାଗିଲେ….
ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ ପ୍ରାୟ ସାତମାସ ହେବ ଏକ ଗୋଠଛଡା ଦନ୍ତା ଦୁଇଶହରୁ ଊର୍ଦ୍ଧ୍ୱ ଘର ଭାଙ୍ଗି ସାରିଥିବା…
ବୋନସ ଦାବି ତେଜିଲା…
ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍ ଏମ୍ପ୍ଲୟିଜ୍ ଟ୍ରେଡ୍ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ୨୦୨୩ ଫେବୃଆରୀ ୮ରେ ହୋଇଥିବା ଇସ୍ପାତ ଶ୍ରମିକ ସ୍ବାର୍ଥ…
ଜଙ୍ଗଲକୁ ସ୍ବାମୀଙ୍କ ସହ କାଠ ଆଣିବାକୁ ଯାଇଥିଲେ, ଝଗଡା ହେବାରୁ କଲେ ଏଭଳି କାଣ୍ଡ
ଟେନସା,୨୦।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋମଣ୍ଡ ଗ୍ରାମରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମାଙ୍ଗରି ମୁଣ୍ଡା ବୋଲି ଜଣାପଡିଛି। ଖବରପାଇ କୋଇଡ଼ା ପୋଲିସ ଏବଂ ଓ଼ ରାଉଲକେଲା ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ…
ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…
ଟେନ୍ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ ହୋଇଛନ୍ତି। ଗୁରୁବାର ରାତିରେ ରେଞ୍ଜରା ରେଲଓ୍ବେ ସାଇଡିଂ ଷ୍ଟେଶନ ମାଷ୍ଟରଙ୍କୁ ଧମକ ଦେବା ସହ…
ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ
ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର ବିଷୟ ସାଜିଥିବା ବେଳେ ପ୍ରଥମରୁ ପୋଲିସ ଅଭିଯୋଗ ଗ୍ରହଣ କରି ଏପର୍ଯ୍ୟନ୍ତ ନୀରବ ରହିବା…
ଆତଙ୍କ ସୃଷ୍ଟି କରୁଥବା ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍, ରେଡିଓକୋଲାର ଲଗାଇଲା ବନ ବିଭାଗ
ଟେନ୍ସା,୧୮ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଓ ବରସୁଆଁ ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଗତ ୫ବର୍ଷ ଧରି ଆତଙ୍କ ଚଳାଉଥିଲା। ଦନ୍ତାହାତୀଟିକୁ ବନ ବିଭାଗ ଟ୍ରାଙ୍କୁଲାଇଜ କରି ରେଡିଓକୋଲାର ଲାଗାଇଥିବା ଜଣାପଡିଛି । ଟ୍ରାଙ୍କୁଲାଇଜ କରିବାରେ ସାତକୋଶିଆ ଟାଇଗର ରିଜର୍ଭ…
ଭାଟି ମ୍ୟାନେଜରଙ୍କୁ ମହିଳାଙ୍କ କଡ଼ା ଚେତାବନୀ
ବଡ଼ଗାଁ,୬ା୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତେଜୁଛି। ଗତ ୨ ସପ୍ତାହ ମଧ୍ୟରେ ଫୁଲବାରି ପଞ୍ଚାୟତର ଛାମୁଣ୍ଡା ଓ ଇତମା ପଞ୍ଚାୟତର ନକଟୀ ଗ୍ରାମର ମହିଳାମାନେ ଗାଁରେ ମଦ ବିକ୍ରି ବନ୍ଦ କରିବା ପାଇଁ…
ପୋଲିସକୁ ମିଳିଲା ବଡ଼ ସଫଳତା: ୩୦ ଚୋରା ବାଇକ୍ ଜବତ
ଟେନସା,୬।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡା ଏବଂ କେ ବଲାଙ୍ଗ ଥାନା ଅଞ୍ଚଳରୁ ପୋଲିସ ୩୦ ଚୋରା ବାଇକ୍ ଜବତ କରିବା ସହ ୭ ଜଣଙ୍କୁ ଗିରଫ କରିଛି। ଏନେଇ କୋଇଡା ଏବଂ କେ.ବଲାଙ୍ଗ ଥାନାରେ ପୃଥକ ପୃଥକ ୨ଟି…
ବରସୁଆଁ ଲୁହା ଖଣିରେ ସିବିଆଇ ଚଢାଉ
ବଣାଇଁ,୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟେନସାସ୍ଥିତ ସେଲ (SAIL) ଆର୍.ଏସ.ପି (Rourkela Steel Plant) ପରିଚାଳିତ ବରସୁଆଁ ଲୌହଖଣିରେ ସିବିଆଇ ଚଢ଼ାଉ ଜାରି ରହିଛି। ସୁଚନା ମୁତାବକ, ବିଗତ ଦୁଇ ତିନୋଟି ଆର୍ଥିକ ବର୍ଷରେ ସେଲ ଆର୍.ଏସ.ପି ପରିଚାଳିତ ବରସୁଆଁ ଲୌହ…
ହାତୀ ଘଉଡାଇବାକୁ ଯାଇ ଜୀବନ ହାରିଲେ ଯୁବକ
ବଣାଇଁ,୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ସରସରା ସେକସନ କୁଲୁକୁତାରେ ଏକ ଦୁଃଖଦ ଘଟଣା ଘଟିଛି। କୁଲୁକୁତା ଅଞ୍ଚଳରେ ପ୍ରାୟ ୭ ଦିନ ଧରି ଏକ ଗୋଠଛଡା ଦନ୍ତା ଘୁରି ବୁଲି ଆତଙ୍କ ସୃଷ୍ଟି କରୁଥିଲା l ଧନ ଜୀବନ…
୪ ମାସ ତଳେ କରିଥିଲେ ବିବାହ, ଆଜି ମିଳିଲା ମହିଳାଙ୍କ କଟା ମୁଣ୍ଡ
ସୁନ୍ଦରଗଡ,୨୨।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁଡୁକା କଲେଜ ପଛପାଖ ଦେଇ ଯାଇଥିବା ସରଡେଗା-ଝାରସୁଗୁଡା ରେଳପଥ ଧାରଣାରୁ ଗୁରୁବାର ସକାଳେ ଜଣେ ବିବାହିତା ମହିଳାଙ୍କ କଟା ମୁଣ୍ଡ ଉଦ୍ଧାର କରାଯାଇଛି। ଖୋଜାଖୋଜି ପରେ କିଛି ଦୂରରୁ ବିଖଣ୍ଡିତ…
ଟ୍ରେନ୍ରେ କଟି ଚାଲିଗଲା ହାତୀଛୁଆର ଜୀବନ, ଜଗି ବସିଛି ମା’
ଟେନ୍ସା,୧୮ା୮(ସମୀର କୁମାର ପାଢ଼ୀ): ଟ୍ରେନ୍ରେ କଟି ଏକ ହାତୀଛୁଆର ଜୀବନ ଚାଲିଯାଇଛି। ମାଆ ସାମ୍ନାରେ ଛଟପଟ ହୋଇ ବିଚରା ଛୁଆହାତୀଟି ମରିଯିବାରୁ ମା’ର ମନ ବୁଝୁନାହିଁ। ସେ ତା’ ଛୁଆର ପାଖ ଛାଡ଼ି ଯାଉନାହିଁ। ଖାଲି ଏତିକି ନୁହେଁ ପାଟି ସିନା…
Archives


