ସୁନ୍ଦରଗଡ଼

ମାରାଥନବେଳେ ଫୁଟିଲା ଗୁଳି, ଯୁବକ ଗୁରୁତର

ରାଉରକେଲା,୨୨ା୧୨: ରବିବାର ମାରାଥନ କାର୍ଯ୍ୟକ୍ରମ ଚାଲିଥିବାବେଳେ ଗୁଳି ଫୁଟିଛି। ଫଳରେ ଏହି ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଯୁବକ ଜଣଙ୍କ ହେଲେ ସଲିଳ କୁମାର ସାହୁ। ଏପରି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ରାଉରକେଲା ସେକ୍ଟର-୩ ଥାନା ଅଞ୍ଚଳରେ।…

ଶୁଣ୍ଢରେ ଟେକି ନେଇ କଚାଡ଼ିଲା, ପରେ ପାଦରେ ଦଳି ମାରିଲା ଦନ୍ତା

ବଣାଇଁ,୨୨ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ଅନ୍ତର୍ଗତ ଜକୈକଳା ଗ୍ରାମରେ ରବିବାର ପୁଣି ଏକ ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକିନେଇ କଚାଡ଼ିବା ପରେ ପାଦରେ ଦଳି ଜଣଙ୍କୁ ମାରିଦେଇଛି। ମୃତକ ଜକୈକଳା ଗ୍ରାମର ଧରଣୀ ପାତ୍ର (୪୦)। ଆଜି ପ୍ରତ୍ୟୁଷରେ…

  ନାବାଳିକାଙ୍କୁ ପୁରୁଷ ବନ୍ଧୁଙ୍କ ସହ ୩ ଜଣ ଟେକିନେଇ ୩ ଦିନ କଲେ ଗଣବଳାତ୍କାର

ରାଉରକେଲା,୨୦।୧୨: ନାବାଳିକାଙ୍କୁ ରାସ୍ତାରୁ ଉଠାଇ ନେଇ ୩ ଧରି ଗଣବଳାତ୍କାର  ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି  ରାଉରକେଲାରେ । ନାବାଳିକାଙ୍କୁ ରାସ୍ତାରୁ ଉଠାଇ ନେଇ ଯୌନ ପିପାସୁ ଏଭଳି  ଘଟଣା ଘଟଣାଇଥିବା ବେଳେ ନାବାଳିକା ତାଙ୍କ  କବଳରୁ ଖସି…

ଡିଭାଇଡର ଉପରେ ଚଢ଼ିଗଲା ସ୍କୁଲ ବସ୍‌, ଏଥିରେ ଥିଲେ ୫୦ ଛାତ୍ରୀଛାତ୍ର

ରାଉରକେଲା,୨୦ା୧୨: ରାଉରକେଲାରେ ଶୁକ୍ରବାର ଏକ ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଡିଭାଇଡର ଉପରେ ବସ୍‌ଟି ଚଢ଼ିଯିବାରୁ ଏହି ଦୁର୍ଘଟଣା ଘଟିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୫୦ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେକ୍ଟର-୩ ଥାନା ରାଉରକେଲା ହାଉସ୍‌ ଛକ ନିକଟରେ…

ମାଲବାହୀ ଟ୍ରେନ୍ ଧକ୍କାରେ ୨ ମୃତ, ୨ ଗୁରୁତର

ରାଉରକେଲା,୧୭ା୧୨: ମାଲବାହୀ ଟ୍ରେନ୍ ଧକ୍କାରେ ୨ ମୃତ ୨ ଗୁରୁତର। ଏଭଳି ଏକ ଦୁଃଖଦ ଦୁର୍ଘଟଣା ଘଟିଛି ରାଉରକେଲାର କଲୁଙ୍ଗା ରେଲୱେ ଫାଟକ ନିକଟରେ। ରେଲୱେ ଟ୍ରାକ୍ ପାର୍ ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ୍ ଧକ୍କା ଦେବା ଫଳରେ ଏହି…

ଘରୁ ଟାଣିଆଣି ୨ ଶିଶୁଙ୍କୁ ଦଳିଦେଲା ଦନ୍ତା

ବଣାଇ,୧୫।୧୨: ଘରୁ ଟାଣିଆଣି ୨ ଶିଶୁଙ୍କୁ ଦଳିଦେଲା ଦନ୍ତା। ଏଭଳି ଅଭାନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ତାମଡ଼ା ରେଞ୍ଜ କଣ୍ଟାପାଲି ଗାଁ ମୁଣ୍ଡା ସାହିରେ । ପରିବାର ସହ ଶୋଇଥିବା ବେଳେ ଦନ୍ତା ଟାଣିନେଇ ଦଳିଦେଇଛନ୍ତି। ହାତୀକୁ ଦେଖି ଦୌଡି…

ଯୁବକଙ୍କୁ କଚାଡ଼ି ପାଦରେ ଦଳି ଦେଇଥିଲା ଦନ୍ତା

ବଣାଇଁ,୧୪ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ ସୋଲ ରେଞ୍ଚ ଅନ୍ତର୍ଗତ ଟୁକୁଡ଼ା ଗ୍ରାମରେ ଶନିବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଜେଶ ମୁଣ୍ଡା (୪୩)। ବନ ବିଭାଗ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ…

ଲୁଟେରା ନୁହେଁ, ସ୍ବାମୀ ହତ୍ୟାକାରୀ: ପରକୀୟା ପ୍ରୀତି ହେଲା କାଳ

ବଣାଇଁ,୧୪ା୧୨(ପ୍ରଦୀପ ତ୍ରିପାଠୀ):ଲୁଟ୍‌ ନୁହେଁ ବରଂ ପରକୀୟାପ୍ରୀତି ଯୋଗୁ ୭ମାସର ଗର୍ଭବତୀ ସ୍ତ୍ରୀଙ୍କୁ ସ୍ବାମୀ ଗୁଳିକରି ହତ୍ୟା କରିଛନ୍ତି। ଆଉ ଏଥିରେ ତାଙ୍କୁ ସହଯୋଗ କରିଛନ୍ତି ତାଙ୍କ ଭିଣୋଇ। ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ ସାମ୍ୟମୟୀ…

ଗର୍ଭବତୀଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ପୋଲିସ ଅଟକ!

ବଣାଇଁ,୧୩ା୧୨:ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ ବୁଧବାର ଜଣେ ୭ ମାସର ଗର୍ଭବତୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ମୃତା ମହିଳା ହେଲେ ସାମ୍ୟମୟୀ (୩୧)। ଏହି ଘଟଣାରେ ୪ ଜଣ ଅଟକ ରହିଥିବା ସୂଚନା ମିଳିଛି।…

ସୁନ୍ଦରଗଡରେ ଅମାନବୀୟ କାଣ୍ଡ: ମହିଳାଙ୍କୁ ଅସଦାଚରଣ, ୮ ବଙ୍ଗୀୟ ମିସ୍ତ୍ରୀଙ୍କୁ ଉଲଗ୍ନ କରି…

ସୁନ୍ଦରଗଡ,୧୨।୧୨(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡରେ ପୁଣି ଘଟିଛି ଅମାନବୀୟ ଘଟଣା। ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ପରେ ୮ବଙ୍ଗୀୟ ମିସ୍ତ୍ରୀଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଥାନାରେ ଜିମା ଦେଇଛନ୍ତି ଉତ୍ତ୍ୟକ୍ତ ଲୋକ। ଏପରି ଘଟଣା ଘଟିଛି ସୁନ୍ଦରଗଡର ଟାଉନଥାନା ମିଶନରୋଡ ନିକଟରେ।…

ସୁନ୍ଦରଗଡରେ ଚାଞ୍ଚଲ୍ୟ:ଗର୍ଭବତୀଙ୍କୁ ଗୁଳି ମାରିଦେଲେ

ବଣାଇଁ,୧୨।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇର ଟିକାୟତପାଲି ଥାନା ଝିର୍ଡାପାଲିରେ ଘଟିଯାଇଛି ଅଭାବନୀୟ ଘଟଣା। ସେଠାରେ ଜଣେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ତାଙ୍କୁ ଗୁଳି କରିଥିବା ଅଭିଯୋଗ ହୋଇଛି। ଘଟଣାକୁ ପ୍ରାରମ୍ଭିକ…

ପ୍ରେମିକାଙ୍କୁ ବୀଭତ୍ସ ହତ୍ୟା: ଗୋଟେ ଜାଗାରୁ ମିଳିଲା କଟା ହାତଗୋଡ଼, ଗୋଟେ ଜାଗାରୁ ମୁଣ୍ଡ

ରାଉରକେଲା,୧୧।୧୨: ବିଭତ୍ସ, ଭୟଙ୍କର ପ୍ରତିଶୋଧ ପରାୟଣ। ବଳାତ୍କାର ଅଭିଯୋଗର ପ୍ରତିଶୋଧ ନେଇ ସୁନ୍ଦରଗଡ ଜିଲାର ଜଣେ ଯୁବକ ପୂର୍ବତନ ପ୍ରେମିକାଙ୍କୁ ହତ୍ୟା କରିବା ସହ ଅଙ୍ଗପ୍ରତ୍ୟଙ୍ଗକୁ ଖଣ୍ଡଖଣ୍ଡ କରି ବିଭିନ୍ନ ସ୍ଥାନରେ ଫିଙ୍ଗି ଦେଇଛନ୍ତି। ଅଭିଯୁକ୍ତ କୁନୁ କିସାନଙ୍କୁ ପଚରାଉଚରା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri