ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା
ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦) ମଙ୍ଗଳବାର ବୁଲିବାକୁ ଯାଇ ଭଣଜା ହାତରେ ମୃତ୍ୟୁବରଣ କରିବା ଚର୍ଚ୍ଚାର ବିଷୟ ସାଜିଛି।...
ବ୍ରେକ୍ ଫେଲ୍ ହେବାରୁ ଟ୍ରକକୁ ଧକ୍କା ଦେଲା ଟ୍ରକ୍: ଚାଲିଗଲା ଜଣଙ୍କ ଜୀବନ
ବଣାଇଁ, ୧।୫ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା କେ ବଲାଙ୍ଗ ଥାନା ଚୁନାଘାଟିରେ ଏକ ଦୁର୍ଘଟଣା ଘଟିଛନ୍ତି। ଘଟଣାସ୍ଥଳରେ ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି l ଟ୍ରକରେ ଥିବା ହେଲପର ଆହତ ହୋଇଥିବା ସୂଚନା ରହିଥିଲେ ମଧ୍ୟ ତାଙ୍କ ଆବସ୍ଥା...
ପ୍ରାର୍ଥିପତ୍ର ଦାଖଲ କଲେ ପଦ୍ମଶ୍ରୀ ଦିଲୀପ ତିର୍କୀ,ଯୋଗେଶ ସିଂହ
ସୁନ୍ଦରଗଡ଼,୧ା୫(ଜୟ ନାରାୟଣ ମେଣ୍ଡୁଳି) ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ସୁନ୍ଦରଗଡ ଜିଲାରେ ନାମାଙ୍କନ ଦାଖଲର ୩ୟ ଦିନରେ ବିଧାନ ସଭା ଆସନ ପାଇଁ ୪ ଜଣ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ବେଳେ ଲୋକସଭା ଆସନ ପାଇଁ ଜଣେ ପ୍ରାର୍ଥୀ...
ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର
ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ ସିଧାସଳଖ ସହରବାସୀଙ୍କ ଉପରେ ପଡ଼ୁଛି। ଆଗକୁ ସହରର ନଦୀଗୁଡ଼ିକର ସୁରକ୍ଷା ପ୍ରତି ଯତ୍ନଶୀଳ...
ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍ଏମ୍
କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍ଏମ୍ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ନିହାର ସୁରିନଙ୍କୁ ଜେଏମ୍ଏମ୍ ଟିକେଟ୍ ଦେଇଛି। ପ୍ରାର୍ଥୀ ଘୋଷଣା ପରେ ନିହାର ରାଞ୍ଚିରୁ...
ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ
ରାଉରକେଲା,୨୮ା୪(ସଙ୍ଗୀତା ଜେନା)ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ରାଉରକେଲା ରେଳ ଷ୍ଟେଶନର ପ୍ରମୁଖତା ରହିଆସିଛି। ଦୂରଦୂରାନ୍ତକୁ ଯାତ୍ରା କରିବା ପାଇଁ ପ୍ରତିଦିନ ଏହି ଷ୍ଟେଶନକୁ ହଜାର ହଜାର ଯାତ୍ରୀ ଆସିଥାନ୍ତି। ହେଲେ ପ୍ଲାଟ୍ଫର୍ମରେ ସୁରକ୍ଷା ଅବହେଳା ଯୋଗୁ ଏହା ଦିନକୁ...
୩ ଜଣଙ୍କୁ ଚାପିଦେଲା ଟ୍ରକ୍
ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍ ୩ ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ଗୁରୁବାର...
ଖେଳିବା ବୟସରେ ହାତରେ ଭିକ୍ଷାଥାଳ
ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି ସେମାନଙ୍କ ନାଁ ନିକଟସ୍ଥ ସ୍କୁଲରେ ଲେଖା ରହିଛି। ଏମିତିକି ସରକାରୀ ସ୍କୁଲରୁ ବହି...
ଭାରସାମ୍ୟ ହରାଇ ଗଛରେ ପିଟିହେଲା ବୋଲେରୋ: ଚାଲିଗଲା ଡ୍ରାଇଭରଙ୍କ ଜୀବନ
ବଣାଇଁ, ୨୨।୪ (ପ୍ରଦୀପ ତ୍ରିପାଠୀ): ବଣାଇଁ ଥାନା ଅନ୍ତର୍ଗତ ଜକୈକଳା ଗ୍ରାମ ମୁଣ୍ଡରେ ବିଳମ୍ବିତ ରାତିରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ବାଡେଇ ହେବା ପରେ ଗାଡ଼ିଟି ଓଲଟି ପଡ଼ିବା କାରଣରୁ ଚାଳକର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।...
ବସ୍କୁ ପିଟିଲା ଟ୍ରକ୍, ୫ ଆହତ
ରାଉରକେଲା,୨୧ା୪: ସୁନ୍ଦରଗଡ଼ ଜିଲା ବଣାଇ ଲହୁଣିପଡ଼ା ରଜାମୁଣ୍ଡା ବାଇପାସ୍ ନିକଟରେ ରବିବାର ବସ୍କୁ ଏକ ଟ୍ରକ୍ ପିଟିବାରୁ ୫ ଜଣ ଆହତ ହୋଇଛନ୍ତି। ବସ୍ଟି ରାଉରକକେଲାରୁ ବଡ଼ବିଲ ଯାଉଥିଲା। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ରାଉରକେଲା...
ସ୍ବାସ୍ଥ୍ୟକେନ୍ଦ୍ରରେ ନାହିଁ ଆବଶ୍ୟକ ଔଷଧ
ରାଉରକେଲା,୨୧ା୪(ବିପ୍ଳବ ରଞ୍ଜନ ଦାଶ)ରାଜ୍ୟ ସରକାରଙ୍କ ସିଟି ହେଲ୍ଥ ମିଶନରେ ରାଉରକେଲା ଅର୍ବାନ ଅଞ୍ଚଳର ଲକ୍ଷାଧିକ ରୋଗୀ ବେଶ୍ ଉପକୃତ ହେଉଛନ୍ତି। ବସ୍ତିବାସିନ୍ଦାଙ୍କ ପାଇଁ ଗୋଟିଏ ଗୋଟିଏ ଉତ୍କୃଷ୍ଟ ମାନର ସମନ୍ବିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ଥାପନ ହୋଇଛି। ରାଉରକେଲା...
ସୁଧୁରୁନି ବସ୍ତି ଅଞ୍ଚଳର ଦୁରବସ୍ଥା
ରାଉରକେଲା,୨୧ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଅଧୀନରେ ରହିଛି ସମୁଦାୟ ୪୧ଟି ଓ୍ବାର୍ଡ। ପ୍ରତି ଓ୍ବାର୍ଡରେ ରହିଛି ମୋଟ ୧୩୨ ବସ୍ତି। ୬୦ଭାଗ ବସ୍ତିରେ ବିଜୁ ଆଦର୍ଶ କଲୋନୀ ଯୋଜନାରେ ବିପୁଳ ଅନୁଦାନ ମିଳୁଥିବାରୁ ରାସ୍ତାଘାଟ,ଡ୍ରେନେଜ ସହିତ ସମସ୍ତ ପ୍ରକାର...
Archives


