ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍କ୍ରିମ
ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍କ୍ରିମ୍ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍କ୍ରିମ୍ ପ୍ୟାକେଟ୍ ଉପରେ ବ୍ୟାଚ୍ ନମ୍ବର, ପ୍ରସ୍ତୁତ ତାରିଖ ଓ ବ୍ୟବହାର ତାରିଖ ଆଦି ଲେଖା ଯାଇ ନ ଥିଲା। ପ୍ରାୟ…
୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’
ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ ଆଶ୍ଚର୍ୟ୍ୟଜନକ ଘଟଣାରେ ଜଣେ ମହିଳା ତାଙ୍କ ୫ ବର୍ଷର ସାବତ ପୁଅକୁ ପଥରରେ ବାନ୍ଧି…
ହାତୀ ଘଉଡାଇବାବେଳେ ଅଘଟଣ: ମାଡ଼ିଗଲା ଟ୍ରେନ୍
ରାଉରକେଲା: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଟ୍ରେନ୍ ଲାଇନ୍ରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ବନ ବିଭାଗ ହାତୀପଲ ଘଉଡାଇବା ବେଳେ ଏକ ଟ୍ରେନ୍ ଧକ୍କାରେ ୨ ହାତୀ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ହାତୀ ଦ୍ୱୟ ଜଙ୍ଗଲକୁ ଯାଇ ନ ପାରି…
ରାବଣ ପୋଡିବେଳେ ବଡ଼ ଅଘଟଣ, ଯୁବକଙ୍କ ଛାତିରେ ପଡିଲା ନିଆଁ
ରାଉରକେଲା,୧୨।୧୦: ଇସ୍ପାତନଗରୀ ରାଉରକେଲାରେ ଶନିବାର ଦଶହରା ପାଳନବେଳେ ଘଟିଛି ବଡ଼ ଅଘଟଣ। ସେକ୍ଟର-୧୩ ମେଲଣ ପଡିଆ ଆୟୋଜିତ ରାବଣପୋଡି ସମୟରେ ଏକ ଅଘଟଣ ଘଟିଛି। ଜଣେ ଯୁବକଙ୍କ ଛାତିରେ ବାଣର ନିଆଁ ପଡି ସେ ଗୁରୁତର ଆହାତ ହୋଇଛନ୍ତି। ତାଙ୍କୁ ଉଦ୍ଧାର…
ହାଟରେ ଅଘଟଣ, ବସିଥିବା ପରିବା ଦୋକାନୀଙ୍କ ଉପରେ ଚଢିଗଲା କାର୍
ବଣାଇଁ, ୧୨।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଗମଲେଇ ସାପ୍ତାହିକ ହାଟରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ହାଟରେ ବ୍ୟବସାୟ ପାଇଁ ଆସିଥିବା ଜଣେ ପରିବା ଦୋକାନୀଙ୍କ ଉପରେ ଏକ କାର ଚଢିଯାଇଥିଲା। ଫଳରେ ଘଟଣାସ୍ଥଳରେ…
ରାମଦୋଳିରୁ ଖସିପଡ଼ିଲେ ଗୋଟିଏ ପରିବାରର ୪ ସଦସ୍ୟ
ରାଉରକେଲା,୧୧।୧୦(ସଙ୍ଗୀତା ଜେନା): ରାଉରକେଲା ଦୁର୍ଗାପୂଜାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ସେକ୍ଟର-୬ ଟେଲିଫୋନ ଭବନ ପକ୍ଷରୁ ଆୟୋଜିତ ଦୁର୍ଗାପୂଜା ମେଳାରେ ରାମଦୋଳିରୁ ଖସିପଡି ଗୋଟିଏ ପରିବାରର ୪ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ନାବାଳିକା…
ଗାଁ ଦାଣ୍ଡରେ ଯୁବକଙ୍କୁ ଛୁରି ଭୁସି ହତ୍ୟା
ସୁନ୍ଦରଗଡ଼,୭।୧୦(ଜୟନାରାୟଣ ମେଣ୍ଡୁଳି): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସୋମବାର ସୁନ୍ଦରଗଡ଼ ସଦରଥାନା ଅଧୀନ ରତନପୁର ଗ୍ରାମରେ। ମୃତ ଯୁବକ ହେଲେ ମନୋଜ…
ରାଉରକେଲାରୁ ୨୦ଲକ୍ଷ ଟଙ୍କାର ବାଣ ଜବତ
ରାଉରକେଲା,୬।୧୦: ଆଗକୁ ଆଲୋକର ପର୍ବ ଦୀପାବଳି। ଏନେଇ ବେଆଇନ ବାଣ ଗୋଦାମଗୁଡିକ ଖେଳିବା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲା ପ୍ଲାଣ୍ଟ ସାଇଟ ଥାନା ନିକଟ ଡେଲି ମାର୍କେଟରୁ ଏକ ବେଆଇନ ବାଣ ଗୋଦାମ ଠାବ ହୋଇଛି। ପୋଲିସ ଗୋଦାମରେ…
ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ
ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ ଛିଡାକୁଦର ଗ୍ରାମର ୨ ଭାଇଙ୍କୁ ଉଠାଇ ନେଇଥିଲା। ତେବେ ଉଭୟଙ୍କୁ ନିକଟସ୍ଥ ବିମଳାଗଡ ଷ୍ଟେଶନର…
ହେମଗିରରେ ପୁଣି ଠାବ ହେଲା କଳାବାଘ
ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍ ପାନ୍ଥର ବା କଳାବାଘ ଠାବ ହୋଇଛି। ଜଙ୍ଗଲ ବିଭାଗ ପକ୍ଷରୁ ଏହି ଜଙ୍ଗଲରେ ଲଗାଯାଇଥିବା ଟ୍ରାପ୍ କ୍ୟାମେରାରେ ଏହି ବିରଳ କଳାବାଘର…
କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ
ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପ୍ରକାଶ ଚନ୍ଦ୍ର ସାହୁ। ଶୁକ୍ରବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ କରାଯାିଛି।…
ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା
ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ ଘର ଭାଙ୍ଗିବା ସହିତ ଘରୁ ଦୌଡ଼ି ଜୀବନ ବଞ୍ଚାଇବାକୁ ଚେଷ୍ଟା କରୁଥିବା ସୋମା ମୁଣ୍ଡା(୫୬)ଙ୍କୁ…
Archives


