ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ
ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ…
ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ
ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ, ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍ ଟିମ୍ ପହଞ୍ଚି ନିଖୋଜ…
ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ…
ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି
କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି। କୁଆଁରମୁଣ୍ଡା ଦେଇ ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥର ବେଲଢିପା ନିକଟରେ ଅଣ୍ଟାଏ…
କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ
ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ ପ୍ରବଳ ବର୍ଷାରେ କୋଇଡା ବ୍ଲକରେ ସ୍ଥିତି ସଂଘାତିକ ହୋଇପଡ଼ିଛି । ଆଜି ସକାଳୁ…
ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…
ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର କରାଯାଇଛି। ଗୁରୁବାର ସକାଳେ ଏହି ଜଙ୍ଗଲ ଭିତରୁ ମାଈ ହାତୀର ନିରନ୍ତର ଚିତ୍କାର…
ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ
ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼ ରାଜ୍ୟର ତୁମଲା ଥାନା ଅନ୍ତର୍ଗତ ବରଡିହି ଗ୍ରାମର ଚମ୍ପା ତିର୍କୀ (୭୦), ଶୁଶିଲା…
ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ
କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ ଯେତେ ଦୁର୍ଘଟଣା କିମ୍ବା ଧନଜୀବନ କ୍ଷତି ହେଲେ ବି ବେପରୁଆ ହୋଇ ରହୁଛି।…
ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ
ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍ ତଳେ ଥିବା ଏକ କାର୍ ଉପରେ ଲୁହା ଏଙ୍ଗଲ୍ଗୁଡ଼ିକ ପଡ଼ିଯିବା ଯୋଗୁ ଜଣେ ମହିଳା ଆହତ ହୋଇଛନ୍ତି।…
ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ
ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ ଜଣେ ଯୁବକଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା ଉଦ୍ୟମ କରାଯାଇଥିବା…
ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ
ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ ଚାରିଜଣ ଦୁର୍ବୃତ୍ତ ଆସି ତାଙ୍କୁ ମାଡି ବସିଥିଲେ। ଜବରଦସ୍ତି ପେଟ୍ରୋଲ ପିଆଇବା ପରେ…

