ସୁନ୍ଦରଗଡ଼

୯୩୬ ଲିଟର ନକଲି ମଦ ଜବତ

ରାଉରକେଲା ଅଫିସ,୧୧।୧୨: ବିଶ୍ରା ଥାନା ଅଧୀନ ଫୁଲଝର ଅଞ୍ଚଳରେ ମଦ କାରବାର ହେଉଥିବା ବେଳେ ରାଉରକେଲା ଅବକାରୀ ପୋଲିସ ରବିବାର ଚଢାଉ କରିଛି। ଚଢାଉ ବେଳେ ୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ପବନ କୁମାର...

ମୃତ୍ତିକାରୁ ହିଁ ଖାଦ୍ୟର ସୃଷ୍ଟି

ସୁନ୍ଦରଗଡ଼,୬।୧୨(ଡି.ଏନ୍‌.ଏ.): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସୁନ୍ଦରଗଡ ଓ କୃଷି ବିଜ୍ଞାନ କେନ୍ଦ୍ର ସୁନ୍ଦରଗଡ-୧ କିରେଇର ମିଳିତ ଆନୁକୂଲ୍ୟରେ ସୋମବାର ଜିଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ସ୍ଥାନୀୟ ରାଣୀବଗିଚାସ୍ଥିତ ଜିଲା ମୃତ୍ତିକା ପରୀକ୍ଷାଗାର ସଭାଗୃହରେ ପାଳିତ ହୋଇଯାଇଛି। ଏହି...

ପ୍ରୋଜେକ୍ଟ ଦୃଷ୍ଟି ପାଇଁ ଡାଲମିଆ ସିମେଣ୍ଟର ବୁଝାମଣାପତ୍ର ସ୍ବାକ୍ଷରିତ

ରାଜଗାଙ୍ଗପୁର, ୨୯।୧୧(ଡି.ଏନ.ଏ.):ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରର ପାରିପାଶର୍‌ବିକ ଅଞ୍ଚଳରେ ବାସ କରୁଥିବା ଜନସାଧାରଣଙ୍କ ଜୀବନରେ ଉନ୍ନତି ଆଣିବା ନିମନ୍ତେ ଜାରି ରହିଥିବା ପ୍ରୟାସକୁ ଅଧିକ ତ୍ୱରାନ୍ବିତ କରି ଡାଲମିଆ ସିମେଣ୍ଟ (ଭାରତ) ଲିମିଟେଡ ପ୍ରୋଜେକ୍ଟ ଦୃଷ୍ଟି କାର୍ଯ୍ୟକାରିତା ନିମନ୍ତେ ଭୁବନେଶ୍ୱରସ୍ଥିତ ଏଲଭି...

ପ୍ରଦୂଷଣ ବଳୟରେ ସ୍ମାର୍ଟସିଟି

ରାଉରକେଲା ଅଫିସ,୨୯।୧୧:ଆଉ ମାସକ ପରେ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍‌ ଆୟୋଜିତ ହେବ। ଏଥିପାଇଁ ସହରରେ ବହୁ ଉନ୍ନତିମୂଳକ କାର୍ଯ୍ୟ ଆଗେଇ ଚାଲିଛି। ଏହା ଭିତରେ ଦିନକୁ ଦିନ ସ୍ମାର୍ଟସିଟିରେ ପ୍ରଦୂଷଣ ମାତ୍ରା ବଢିବାରେ ଲାଗିଛି। ଏଥିଯୋଗୁ ଜନସାଧାରଣ ଏବଂ...

ଟ୍ରକ୍‌ ପଛରେ ପିଟିଲା ପିକ୍‌ଅପ୍‌, ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବଣାଇ,୧୯ା୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ବିରତୋଳା ବଜାର ନିକଟରେ ଏକ ଟ୍ରକ୍‌ ପଛରେ ପିକ୍‌ଅପ୍‌ଟି ପିଟି ହୋଇଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ, ଓଡି ୧୪ ଏଏ...

ବାଦାମ ଲଡୁ କାରଖାନାରେ ଚଢ଼ାଉ

ରାଉରକେଲା ଅଫିସ,୧୯।୧୧: ରାଉରକେଲା ଉଦିତନଗର ଥାନା ଅନ୍ତର୍ଗତ ଓରାମପଡା ଅଞ୍ଚଳରେ ଦୀର୍ଘଦିନ ଧରି ଅସ୍ବାସ୍ଥ୍ୟକର ପରିବେଶରେ ଚିକି ଓ ବାଦାମ ଲଡୁ ତିଆରି କରୁଥିବା ଏକ କାରଖାନାରେ ଆରଏମ୍‌ସିର ସ୍ବାସ୍ଥ୍ୟ ବିଭାଗ ଶୁକ୍ରବାର ଚଢ଼ାଉ କରିଛି। ଚଢାଉ ସମୟରେ ବିଭାଗୀୟ...

ପ୍ରଶାସନର ଔଷଧ ବିକଳରେ ତାଟିଆ କାମୁଡ଼ା

ଲେଫ୍ରିପଡ଼ା,୧୮।୧୧(ଡ଼ି.ଏନ.ଏ. ): ଲେଫ୍ରିପଡ଼ା ବ୍ଲକର ବାଢୁନଝରିଆରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଘଟଣାରେ ବ୍ଲକ ପ୍ରଶାସନ ଔଷଧ ବିକଳରେ ତାଟିଆ କାମୁଡା ନୀତି ଅଲମ୍ବନ କରୁଥିବା ଅଭିଯୋଗ ହେଉଛି। ବାଢୁନଝରିଆ ମୁଖ୍ୟ କେନାଲଠାରୁ ମାଝୀ କୁଦର ରାସ୍ତାର ଉନ୍ନତିକରଣ ସହ ଗାର୍ଡୱାଲ ଏବଂ...

ଷ୍ଟିଲ ସିଟିରେ ନକଲି ସସ୍‌ ଫ୍ୟାକ୍‌ଟ୍ରି ଠାବ

ରାଉରକେଲା ଅଫିସ,୧୮ା୧୧:ଷ୍ଟିଲସିଟି ରାଉରକେଲାରେ ବହୁ ଦିନ ଧରି ନକଲି ସସ୍‌ କାରବାର କରୁଥିବା କେତେଜଣ ବ୍ୟବସାୟୀଙ୍କ ଉପରେ ରାଉରକେଲା ମହାନଗର ନିଗମ (ଆର୍‌ଏମ୍‌ସି)ର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି। ଏହି ଚଢାଉ ସମୟରେ ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା...

୩୦ ସୁଦ୍ଧା ହକି ଷ୍ଟାଡିୟମ, ବିମାନବନ୍ଦର କାର୍ଯ୍ୟ ଶେଷକର

ରାଉରକେଲା ଅଫିସ,୧୮ା୧୧:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ରାଉରକେଲାକୁ ଦିନିକିଆ ଗସ୍ତରେ ଆସି ବିପିୟୁଟି ପରିସରରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଓ ରାଉରକେଲା ବିମାନବନ୍ଦର ସହିତ ବିଭିନ୍ନ...

‘ବାପାଙ୍କ ସହ ଦିନେ’ କାର୍ଯ୍ୟକ୍ରମ

ଲହୁଣୀପଡା,୧୬।୧୧(ଡି.ଏନ.ଏ.):  ସୁନ୍ଦରଗଡ ଜିଲା ଲହୁଣୀପଡା ବ୍ଲକ ରାଜାମୁଣ୍ତା ପଞ୍ଚାୟତ ମିଶରପାଲିସ୍ଥିତ ଯୋଗମାୟା ଉଚ୍ଚ ମାଧ୍ୟମିକ ମହିଳା ବିଦ୍ୟାଳୟ ପରିସରରେ ରାଜାମୁଣ୍ଡା ବୋଲ ବମ୍‌ ସେବା ସଂଘ ତରଫରୁ ଏକ ନିଆରା କାର୍ଯ୍ୟକ୍ରମ ‘ବାପାଙ୍କ ସହ ଦିନେ’ ଅନୁଷ୍ଠିତ ହୋଇଯାଇଛି ା...

ଏସ୍‌ଏଚ୍‌ଜିରୁ ଏସ୍‌ଏମ୍‌ଇ ଲକ୍ଷ୍ୟ

ସୁନ୍ଦରଗଡ,୧୬।୧୧(ଡି.ଏନ.ଏ.): ମିଶନ ଶକ୍ତି ଅଧୀନରେ ପରିଚାଳିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଅଭିନବ ଦକ୍ଷତା ପ୍ରଦର୍ଶନ କରିଛନ୍ତି ା ସେମାନଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ଆଗାମୀ ଦିନରେ ‘ଏସଏଚଜି’ରୁ ‘ଏସଏମଇ’ ବା କ୍ଷୁଦ୍ର...

ଗଛରୁ ମିଳିଲା ଝୁଲନ୍ତା ମୃତଦେହ

ଲହୁଣୀପଡା,୧୪।୧୧(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ-୧୪୩ ନମ୍ବର ଜାତୀୟ ରାଜପଥର ଠିଆବେର୍ଣ୍ଣା ଛକର ବାମ ପଟ ଜଙ୍ଗଲରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଲହୁଣୀପଡା ପୋଲିସ ମୃତଦେହକୁ ଗଛରୁ ଝୁଲନ୍ତା ଅବସ୍ଥାରେ ଜବତ କରି ବଣାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri