ସୁନ୍ଦରଗଡ଼

ମିଠା ଦୋକାନରେ ଅଗ୍ନିକାଣ୍ଡ: ଜଣେ ମୃତ,୨ ଗୁରୁତର

ରାଉରକେଲା ଅଫିସ, ୨୨।୧୦: ରାଉରକେଲା ପାନପୋଷ ଛକରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ମିଠା ଦୋକାନରେ ନିଆଁ ଲାଗି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେବେ ଦୋକାନରେ କେମିତି ନିଆଁ ଲାଗିଲା...

ଜିଲାପାଳଙ୍କ ଅଫିସ ଆଗରେ ଧାରଣା

ସୁନ୍ଦରଗଡ଼, ୨୨।୧୦(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରେ ଥିବା ଏକ ଘରୋଇ କମ୍ପାନୀର ଚୂନପଥର ଖଣି ସମ୍ପ୍ରସାରଣ ସକାଶେ ଆବଶ୍ୟକ ହେଉଥିବା ଜମି ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜମି ଅଧଗ୍ରହଣ ପ୍ରକ୍ରିୟା ଚାଲିଛି। ଏହାକୁ ବିରୋଧ କରି ଶୁକ୍ରବାର ସୁନ୍ଦରଗଡ...

ଅବସରପ୍ରାପ୍ତ କନଷ୍ଟେବଲଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

କୁଆଁରମୁଣ୍ଡା,୨୨।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଏବଗା ଥାନା ଅଧୀନ ଦଲକି ପଞ୍ଚାୟତ କଲୋନୀପଡ଼ା ବସ୍ତିରେ କଲେବର ପ୍ରଧାନ(୬୨) ନାମକ ଜଣେ ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେ କନଷ୍ଟେବଲ ଭାବେ କାର୍ଯ୍ୟ କରୁଥିଲେ। ପୋଲିସ ସୂଚନା ଅନୁଯାୟୀ...

ଜମି ଅଧିଗ୍ରହଣକୁ ବିରୋଧ: ୭୦ କିମି ପଦଯାତ୍ରାରେ ଆସି ଧାରଣା ଦେଲେ ଆଦିବାସୀ

ସୁନ୍ଦରଗଡ଼,୨୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରେ ଥିବା ଏକ ଘରୋଇ କମ୍ପାନୀର ଚୂନ ପଥର ଖଣି ସମ୍ପ୍ରସାରଣ ପାଇଁ ଜମି ଅଧଗ୍ରହଣ ପ୍ରକ୍ରିୟାକୁ ବିରୋଧ କରି ଆଦିବାସୀ ଶୁକ୍ରବାର ସୁନ୍ଦରଗଡ଼ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ୧୮ ତାରିଖରୁ...

ହାତୀ ଆକ୍ରମଣରେ ମହିଳା ମୃତ

ସୁନ୍ଦରଗଡ଼,୨୦।୧୦(ଡି.ଏନ୍‌.ଏ): ସୁନ୍ଦରଗଡ଼ ବନଖଣ୍ଡର ଉଜ୍ଜଳପୁର ବନାଞ୍ଚଳ ଅନ୍ତର୍ଗତ କୁଳବା ଗ୍ରାମରେ ଗୁରୁବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ସେହି ଗାଁର ରେଣୁକା ସାହୁ (୫୫)। ସେ ଭୋରରୁ ଶୌଚ ପାଇଁ ପାଖ ବିଲକୁ...

ସ୍କୁଲ ଗେଟ୍‌ରେ ତାଲା ପକାଇଲେ ଗ୍ରାମବାସୀ

ବଣାଇ, ୧୯।୧୦(ସ୍ବ.ପ୍ର.): ସ୍କୁଲକୁ ଶିକ୍ଷୟିତ୍ରୀ, ଶିକ୍ଷକ ଅଧିକାଂଶ ସମୟ ବିଳମ୍ବରେ ଆସୁଥିଲେ। ବିଳମ୍ବରେ ନ ଆସିବା ପାଇଁ ବାରମ୍ବାର ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ତାଗିଦ ସତ୍ତ୍ୱେ ମଙ୍ଗଳବାର ପୁଣି ସ୍କୁଲକୁ ବିଳମ୍ବରେ ଆସିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଗ୍ରାମବାସୀ ସ୍କୁଲ...

ସୀମାରେ ଅଟକିଛି ଶତାଧିକ କୋଇଲା ଟ୍ରକ୍‌

ଝାରସୁଗୁଡ଼ା ଅଫିସ/ସୁନ୍ଦରଗଡ଼/ହେମଗିର,୧୬ା୧୦(ଡି.ଏନ୍‌.ଏ.): କୋଇଲା ପରିବହନ ଭଡ଼ା ଓ ଲୋଡିଂ କ୍ଷେତ୍ରରେ ଛତିଶଗଡ଼ ରାୟଗଡ଼ ଅଞ୍ଚଳର କୋଇଲା ଟ୍ରକ୍‌ଗୁଡିକୁ ପାତରଅନ୍ତର କରାଯାଉଥିବା ଅଭିଯୋଗ କରାଯାଇଛି। ଏହି ପରିପ୍ରେକ୍ଷୀରେ ଛତିଶଗଡ଼ ରାୟଗଡ଼ର ଟ୍ରେଲର ଆସୋସିଏଶନ ତରଫରୁ ଗତ ଶୁକ୍ରବାର ମଧ୍ୟାହ୍ନ ୧୨ଟାରୁ ଓଡ଼ିଶା-ଛତିଶଗଡ଼...

ଘରେ ଛାଡ଼ି ଦେବା ନାଁରେ ନାବାଳିକାଙ୍କୁ କରିଥିଲେ ବଳାତ୍କାର, ଏବେ ଭୋଗିବେ ୮ ବର୍ଷ ଜେଲ୍‌ଦଣ୍ଡ

ସୁନ୍ଦରଗଡ଼,୧୫ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତର ପ୍ରିଜାଇଡିଂ ଅଫିସର ମହେନ୍ଦ୍ର କୁମାର ସୂତ୍ରଧର ଗତ ୨୦୧୬ରେ ଘଟିଥିବା ଏକ ନାବାଳିକା ବଳାତ୍କାର ମାମଲାର ଶନିବାର ଶୁଣାଣି କରି ବଣାଇ ବାଉଁରକେଲା ଗ୍ରାମର ଅଭିଯୁକ୍ତ ଅଲେଖ...

ପୋଖରୀ ହୁଡ଼ାରେ ବିଷ ପିଇ ଜୀବନ ହାରିଲେ ମହିଳା, ପୁରୁଷ

ଲହୁଣୀପଡ଼ା,୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ବଡପୁରୁଣାପାଣି ପଞ୍ଚାୟତ ନୂଆଗାଁରେ ଥିବା ଏକ ପୋଖରୀ ହୁଡ଼ାରୁ ମହିଳା ଓ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ନୂଆଗାଁର ଯୋଗେନ୍ଦ୍ର କିଷାନ(୪୮) ଓ ଗାୟିତ୍ରୀ କିଷାନ(୪୨)। ଯୋଗେନ୍ଦ୍ର...

ବଣାଇ ବନଖଣ୍ଡରେ ଥମୁନି ହାତୀ ଉପଦ୍ରବ

ବଣାଇ, ୧୪।୧୦ (ସ୍ବ.ପ୍ର.):ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଇ ଦେଇଛନ୍ତି। ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ...

ଘଉଡାଇବା ପାଇଁ ବାଟୁଳି, ଟେକା ପଥର ମାଡ଼: ବିପଦରେ ହାତୀଙ୍କ ଜୀବନ

ବଣାଇ,୧୩।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଉଛନ୍ତି। ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ ବନାଞ୍ଚଳରେ...

ବ୍ରାହ୍ମଣୀ ନଦୀକୁ ଡେଇଁଲେ ନାବାଳିକା

ଲହୁଣୀପଡ଼ା/ବଣାଁଇ,୧୩।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ରଜାମୁଣ୍ଡା ପଞ୍ଚାୟତ ୧୪୩ ନମ୍ବର ଜାତୀୟ ରାଜପଥର ନରେନ୍ଦ୍ର ପୋଲ ଉପରୁ ବ୍ରହ୍ମଣୀ ନଦୀକୁ ଡେଇଁ ଜନୈକା ନାବାଳିକା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଗ୍ନିଶମ କର୍ମଚାରୀ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri