୨୦,୦୦୦ ଟଙ୍କା ଲାଞ୍ଚ ନେଉଥିଲେ ଜିଏସଟି ଅଧିକାରୀ, ଜାଲ ବିଛାଇ ରେଡ୍ ହ୍ୟାଣ୍ଡେଡ ଧରିଲା ସିବିଆଇ
ସୁନ୍ଦରଗଡ଼,୨୫ା୧: ଗୁରୁବାର ରାଉରକେଲାରେ ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲା ବେଳେ ବରିଷ୍ଠ ବସ୍ତୁ ଓ ସେବା କର (ଜିଏସଟି) ଅଧିକାରୀଙ୍କୁ ରେଡ୍ ହ୍ୟାଣ୍ଡେଡ ଧରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)। ଅମର କାନ୍ତ କୁମାର ନାମକ ଅଧିକାରୀଙ୍କୁ ସିବିଆଇ ଗିରଫ କରିଥିବା…
ଚାଲାଣ କରୁଥିଲେ ଶୁଆ: ମାଡ଼ିବସିଲା ବନ ବିଭାଗ
ରାଉରକେଲା, ୨୩।୧: ରାଉରକେଲା ସହରର ନାଲା ରୋଡ଼ ଅଞ୍ଚଳରୁ ଏକ ଘରେ ବେଆଇନ ଶୁଆ ରଖି ବିଭିନ୍ନ ଜାଗାକୁ ବସ ଯୋଗେ ଚାଲାଣ ହେଉଥିବା ବେଳେ ବନ ବିଭାଗ ବହୁ ପରିମାଣର ଶୁଆ ଉଦ୍ଧାର କରିଛି । ଏହି ମାମଲାରେ ଦୁଇ…
ପୁଣି ଫେରିଲେ ୨ ଗୋଠଛଡ଼ା ଦନ୍ତା
ବଣାଇଁ, ୨୨ା୧ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ରେଞ୍ଜ ଅଧୀନ ଧରଣୀଧର ସେକ୍ସନରେ ଦୀର୍ଘଦିନ ଧରି ହାତୀ ଉପଦ୍ରବ ବୃଦ୍ଧି ପାଉଛି। ହାତୀ ବହୁ ଘର ଭାଙ୍ଗିବା ସହ ବ୍ୟାପକ ଧାନ, ଚାଉଳ ଖାଇ ନଷ୍ଟ କରିବା ଏକ ନିତି…
କୋମାରେ କୁକୁର ବନ୍ଧ୍ୟାକରଣ ଯୋଜନା
ରାଉରକେଲା,୨୧।୧(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହରରେ ବଢି ଚାଲିଛି ବୁଲା କୁକୁରଙ୍କ ସଂଖ୍ୟା। ସହର ରାସ୍ତାଘାଟରେ ଏଭଳି ମାଳ ମାଳ କୁକୁର ବୁଲୁଥିବା ଦେଖିବାକୁ ମିଳୁଛି। ସେହିପରି ନବଜାତ କୁକୁରଙ୍କ ମଧ୍ୟରୁ ଅନେକ ଦୁଇଚକିଆ ଚାରିଚକିଆ ଗାଡ଼ି ତଳେ ଜୀବନ ହାରୁଛନ୍ତି। ଫଳରେ…
ବ୍ୟବସାୟୀଙ୍କ ଘରେ ଆଇଟି ରେଡ୍
ସୁନ୍ଦରଗଡ଼,୧୯ା୧: ସୁନ୍ଦରଗଡ଼ର ଜଣେ କୋଇଲା ବ୍ୟବସାୟୀଙ୍କ ଘରେ ଶୁକ୍ରବାର ରେଡ୍ ଚାଲିଛି। ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଏହି ରେଡ୍ ଚାଲିଛି। ଏକକାଳୀନ ସୁନ୍ଦରଗଡ଼, ରାଉରକେଲା ଏବଂ ବରଗଡ଼ରେ ଚଢ଼ାଉ ଚାଲିଛି। ଏହା ବ୍ୟତୀତ ଘର ଅଫିସ ଏବଂ ଫ୍ୟାକ୍ଟ୍ରିରେ ମଧ୍ୟ…
ସୁନ୍ଦରଗଡ଼ ଜିଲାରେ ଏମ୍ସିଏଲ୍ ସହଯୋଗରେ ପ୍ରତିଷ୍ଠା ହେବ ୧୬ ଶହ ମେଗାୱାଟ୍ ତାପଜ ବିଦ୍ୟୁତ୍ କେନ୍ଦ୍ର
ସୁନ୍ଦରଗଡ଼,୧୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଇକ୍ୟୁଟି ନିବେଶ ଜରିଆରେ ଦୁଇଟି ତାପଜ ବିଦ୍ୟୁତ୍ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମଧ୍ୟପ୍ରଦେଶର ଅମରକଣ୍ଟକ ଏବଂ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାରେ…
ସ୍ମାର୍ଟସିଟିରେ ବଢୁଛି ଅନ୍ଲାଇନ୍ ଜୁଆଖେଳ, ୧ଟଙ୍କା ଲଗାଇଲେ ତିନିଗୁଣ ଟଙ୍କା ଜିତିବାର ପ୍ରଲୋଭନ
ରାଉରକେଲା,୧୮।୧(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସ୍ମାର୍ଟସିଟି ସହରରେ ଅନ୍ଲାଇନ ଆପ୍ଲିକେଶନ ମାଧ୍ୟମରେ ଜୁଆଖେଳ ବୃଦ୍ଧି ପାଇବାରେ ଲାଗିଛି। ତରୁଣରୁ ବୃଦ୍ଧ ଯାଏ ତିନିଗୁଣା ଟଙ୍କା ଜିତିବା ଲୋଭରେ ମୋବାଇଲରେ ଏହି ଜୁଆ ଖେଳୁଛନ୍ତି। ବିଭିନ୍ନ ଅନ୍ଲାଇନ ଆପ୍ଲିକେଶନରେ ୧ଟଙ୍କା ଲଗାଇଲେ ତିନିଗୁଣ…
ହକି ଷ୍ଟାଡିୟମ ପଛପଟେ ଡମ୍ପିଂ ୟାର୍ଡ
ରାଉରକେଲା,୧୪।୧(ଦିନେଶ ମିଶ୍ର)ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପଛପଟେ ରହିଛି ସହରର ପ୍ରମୁଖ ଡମ୍ପିଂୟାର୍ଡ। ଏହି ଡମ୍ପିଂ ୟାର୍ଡ ଯୋଗୁ ସ୍ଥାନୀୟ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଆରଏମ୍ସି କର୍ତ୍ତୃପକ୍ଷଙ୍କ ନିକଟରେ ସ୍ଥାନୀୟ ଲୋକେ…
ବିଜେଡିରେ ଭାଜପା ନେତା
ସୁନ୍ଦରଗଡ,୧୪।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡର ଯୁବନେତା, ପୂର୍ବତନ କାଉନସିଲର ତଥା ଭାଜପା ନେତା ଡ. ହିମାଂଶୁ ଷଡ଼ଙ୍ଗୀ ଶନିବାର ନିଜ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ଶଙ୍ଖ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ ଓ…
ମୁଣ୍ଡରେ ବନ୍ଧୁକ ଲଗାଇ ଗ୍ରାହକ ସେବାକେନ୍ଦ୍ରରୁ ଲୁଟିନେଲେ ଦୁର୍ବୃତ୍ତ
ସୁନ୍ଦରଗଡ଼,୮।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଧାରୁଆଡିହି ଥାନା ସାଲେପାଲି ଗାଁ ଅନିଲ କୁମାର ବାଗଙ୍କ ଏସ୍ବିଆଇ ଗ୍ରାହକ ସେବା କେନ୍ଦ୍ରରୁ ସୋମବାର ମଧ୍ୟାହ୍ନରେ ଲୁଟ ହୋଇଛି। ଦୁର୍ବୃତ୍ତମାନେ ଗ୍ରାହକ ସେବାକେନ୍ଦ୍ରରୁ ୩୦ ହଜାର ଟଙ୍କା ଲୁଟି ନେଇଥିବା ଜଣାପଡିଛି। ମିଳିଥିବା ସୂଚନା…
ଓଲଟିଲା ସଂକୀର୍ତ୍ତନ ଦଳ ପିକ୍ଅପ୍: ଜଣଙ୍କ ଜୀବନ ଗଲା, ୨୦ରୁ ଊର୍ଦ୍ଧ୍ୱ ଆହତ
ସୁନ୍ଦରଗଡ଼,୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଭଷ୍ମା ଥାନା ଅନ୍ତର୍ଗତ ଗୁଲଠାଠାରେ ଶୁକ୍ରବାର ମଧ୍ୟାହ୍ନରେ ଏକ ପିକ୍ଅପ୍ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ତେବେ ମୃତକ ଜଣକ ହେଲେ…
ଜିରୋ ନାଇଟ୍ ସେଲିବ୍ରେଶନ: ଜଲଓ୍ବା ଦେଖାଇଲେ ଇଣ୍ଡିଆନ ଆଇଡ଼ଲ
ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ‘ଜିରୋ ନାଇଟ୍’ ସେଲିବ୍ରେଶନ ଏବଂ ନବବର୍ଷ ୨୦୨୪ ପାଇଁ ଇସ୍ପାତ ସହର ରାଉରକେଲାରେ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ପାନପୋଷ ବ୍ରାହ୍ମଣୀ କ୍ଲବ, ସେକ୍ଟର-୨୦ ରାଉରକେଲା କ୍ଲବ, ସେକ୍ଟର-୨ ଜର୍ମାନୀ କ୍ଲବ ସମେତ ଛୋଟବଡ଼ ହୋଟେଲରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଥିଲା।…
Archives


