ସୁନ୍ଦରଗଡ଼

ରାଉରକେଲାରେ ବ୍ୟାପୁଛି ଝାଡ଼ାବାନ୍ତି: ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧୨: ରାଉରକେଲା ସହର ସମେତ ଆଖପାଖ ଅଞ୍ଚଳରେ ଝାଡ଼ାବାନ୍ତି ଅଣାୟତ୍ତ ହେବାରେ ଲାଗିଛି। ଝାଡ଼ାବାନ୍ତିରେ ପୂର୍ବରୁ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୋମବାର ଏହି ତାଲିକାରେ ଆଉ ୨ଜଣଙ୍କ ନାଁ ଯୋଡି ହୋଇଥିଲା। ମୃତ୍ୟୁ ପଛରେ ହଇଜା ଜୀବାଣୁ ଚିହ୍ନଟ ହୋଇଥିବା…

ରାଉରକେଲାରେ ଝାଡ଼ାବାନ୍ତି ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ରାଉରକେଲା,୧୮।୧୨(ସଙ୍ଗୀତା ଜେନା): ରାଉରକେଲା ସହର ସମେତ ଆଖପାଖ ଅଞ୍ଚଳରେ ଝାଡ଼ାବାନ୍ତି ଅଣାୟତ୍ତ ହୋଇପଡିଛି। ଝାଡ଼ାବାନ୍ତିରେ ପୂର୍ବରୁ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୋମବାର ଏହି ତାଲିକାରେ ଆଉ ୨ଜଣଙ୍କ ନାଁ ଯୋଡି ହୋଇଛି। ଫଳରେ ଝାଡ଼ାବାନ୍ତି ମୃତକଙ୍କ ସଂଖ୍ୟା ୯ରେ ପହଞ୍ଚିଛି।…

ଝାଡ଼ାବାନ୍ତି: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ରାଉରକେଲା,୧୭।୧୨(ସଙ୍ଗୀତା ଜେନା): ରାଉରକେଲାରେ ଝାଡ଼ାବାନ୍ତି ପ୍ରକୋପ କ୍ରମଶଃ ବଢ଼ିବାରେ ଲାଗିଛି। ଝାଡ଼ାବାନ୍ତିରେ ପୂର୍ବରୁ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶନିବାର ପୁଣି ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ହୋଟେଲ ବ୍ୟବସାୟୀ ପ୍ରଣବ ସ୍ବାଇଁ, ଏମ୍‌ଡି. ଅସଲମ୍‌ ଏବଂ ଗାନ୍ଧୀରୋଡ୍‌ର…

ସୁନ୍ଦରଗଡ ସଡକ ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭/୧୨: ରବିବାର ସୁନ୍ଦରଗଡ ଜିଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ…

ସୁନ୍ଦରଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣା, ହାଇୱା ଧକ୍କାରେ ୫ମୃତ

ସୁନ୍ଦରଗଡ଼, ୧୭ା୧୨: ସୁନ୍ଦରଗଡ଼ ସଦର ଥାନା ତେଲେନଡିହିରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋ ଉପରେ ହାଇୱା ମାଡିଯିବାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଦୁଇ ଗୁରୁତରଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ…

ଝାଡ଼ାବାନ୍ତିରେ ଆଖି ବୁଜିଲେ ଆଉ ଜଣେ: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ରାଉରକେଲା,୧୭।୧୨: ରାଉରକେଲା ସହରରେ ଝାଡ଼ାବାନ୍ତି ବ୍ୟାପିଥିବା ବେଳେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ମୃତକ ଜଣେ ବୃଦ୍ଧ। ୩ ଦିନ ମଧ୍ୟରେ ସହରରେ ୫ ଜଣଙ୍କ ମୃତ୍ୟୁ ଚିନ୍ତାର କାରଣ ହୋଇଛି। ରାଉରକେଲା ସରକାରୀ…

ଗୋଟିଏ ଶ୍ରେଣୀରେ ପଢୁଛନ୍ତି ପ୍ରଥମରୁ ୫ମ ଶ୍ରେଣୀ ଛାତ୍ରୀଛାତ୍ର

ବିଶ୍ରା,୧୪ା୧୨( ବଟକୃଷ୍ଣ ସ୍ବାଇଁ): ସୁନ୍ଦରଗଡ ଜିଲା ସୀମାନ୍ତ ବିଶ୍ରା ବ୍ଲକ ଯରେଇକେଲା ପଞ୍ଚାୟତ କୁଣ୍ଡାପୋଷ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ୧୮ ଛାତ୍ରୀଛାତ୍ରରେ ୨ ଶିକ୍ଷକ ନିଯୁକ୍ତ ହୋଇଥିଲେ। ପିଲା ସଂଖ୍ୟା କମ ଯୋଗୁ ଏହି ବିଦ୍ୟାଳୟକୁ ଏର୍ଲା ମାଝି ଟୋଲି ବିଦ୍ୟାଳୟ…

ଗୋରୁ ବୋଝେଇ ଭ୍ୟାନ୍‌ ପୋଡ଼ି ଦେଲେ

ସୁନ୍ଦରଗଡ଼,୭ା୧୨(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିରି ଥାନା ଅଧୀନ ଜୁଲୁମବାହାଲ ଗ୍ରାମ ପଞ୍ଚାୟତର ବେହେରାମୁଣ୍ଡାଠାରେ ଏକ ଗୋରୁ ବୋଝେଇ ଭ୍ୟାନ୍‌କୁ ନିଆଁ ଲଗାଇ ପୋଡି ଦିଆଯାଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଓଡି ୧୬ ବି ୨୩୯୫ ନମ୍ବର ବିଶିଷ୍ଟ…

ଭେଣ୍ଡିଂ ଜୋନ୍‌ରେ ଅସାମାଜିକଙ୍କ ଆଡ୍ଡା

ରାଉରକେଲା,୪।୧୨(ଦିନେଶ ମିଶ୍ର): ରାସ୍ତାକଡ ଉଠା ବ୍ୟବସାୟୀମାନଙ୍କୁ ଥଇଥାନ କରିବା ପାଇଁ ଆରଏମ୍‌ସି ପକ୍ଷରୁ ବିଭିନ୍ନ ସ୍ଥାନରେ ଭେଣ୍ଡିଂ ଜୋନ ନିର୍ମାଣ କରାଯାଇଛି। ଏହି ଭେଣ୍ଡିଂ ଜୋନରେ ବ୍ୟବସାୟ କରି ବ୍ୟବସାୟୀ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ ସରକାରଙ୍କ ପକ୍ଷରୁ ସହାୟତା ଯୋଗାଇ…

ସରକାରୀ ଡାକ୍ତରଖାନାରେ ଅନ୍ଧାରରେ ରୋଗୀ ସେବା

ରାଉରକେଲା,୩।୧୨(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସରକାରୀ ଡାକ୍ତରଖାନା ଅନ୍ତଃବିଭାଗରେ ରବିବାର ପୂର୍ବାହ୍ନରେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ରୋଗୀସେବା ବ୍ୟାହତ ହୋଇଥିଲା। ବିଭାଗରେ କାର୍ଯ୍ୟରତ ନର୍ସ କକ୍ଷ ମଧ୍ୟ ଅନ୍ଧାର ରହିଥିଲା। ଏ ନେଇ ଆରଜିଏଚ୍‌ ନିର୍ଦ୍ଦେଶକ ଡାକ୍ତର…

ପୋଖରୀରେ ଫସିରହିଛି ହାତୀ

ସବଡେଗା,୩ା୧୨(ଅନନ୍ତ ପଟେଲ): ସୁନ୍ଦରଗଡ଼ ଜିଲା ସବଡେଗା ବ୍ଲକର ଡମକୁଡା ପଞ୍ଚାୟତର ଭଦ୍ରାପଡ଼ା ଗାଁମୁଣ୍ଡ ଜଙ୍ଗଲ ପାଖେ ଥିବା ଛୋଟ ପୋଖରୀରେ ଶନିବାର ରାତିରୁ ଏକ ହାତୀ ପଶିଯାଇ ବାହାରକୁ ବାହାରି ନ ପାରି ପୋଖରୀରେ ଫସି ରହିଛି। ଆଜି ସକାଳେ ଲୋକେ…

ସୁଆଁ ଚାଷ କରି ଦୃଷ୍ଟାନ୍ତ ସାଜିଛନ୍ତି ସରିତା

ସୁନ୍ଦରଗଡ,୩ା୧୨(ଜୟ ନାରାୟଣ ମେଣ୍ଡୁଳି)ଆବହମାନ କାଳରୁ ପୁଷ୍ଟିଶସ୍ୟ ବା ମିଲେଟ୍ସ ମଣିଷ ସଭ୍ୟତାର ମୁଖ୍ୟ ଓ ପ୍ରଥମ ଖାଦ୍ୟ ଥିଲା। ପ୍ରାମାଣିକ ତଥ୍ୟ ଅନୁସାରେ ମିଲେଟ୍ସ ଚାଷ ଧାନ ଚାଷଠାରୁ ମଧ୍ୟ ପ୍ରାଚୀନ। ସମୟର ପରିବର୍ତ୍ତନ ସଙ୍ଗେ ସଙ୍ଗେ ପରିବର୍ତ୍ତନ ହେଲା ଲୋକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri