ସୁନ୍ଦରଗଡ଼

ନିର୍ବାଚନ ପୂର୍ବରୁ ସୁନ୍ଦରଗଡ଼ରୁ ଜବତ ହେଲା ୨ ଲକ୍ଷ ୪୨ ହଜାର ଟଙ୍କା

ସୁନ୍ଦରଗଡ଼,୧୮।୫: ସୁନ୍ଦରଗଡ଼ ଜିଲା ଭଷ୍ମା ଥାନା ଅଧୀନ କଇଁସରା ଗ୍ରାମରୁ ପୋଲିସ ୨ ଲକ୍ଷ ୪୨ ହଜାର ଟଙ୍କା ଜବତ କରିଛି। ଜବତ ଟଙ୍କା ସମ୍ପର୍କରେ କୌଣସି ସନ୍ତୋଷ ଉତ୍ତର ଦେଇ ନ ଥିବାରୁ ପୋଲିସ ୨ଜଣ ଯୁବକଙ୍କୁ ଗିରଫ କରିଛି।…

୨୫ ବର୍ଷ ଶାସନରେ ଓଡ଼ିଶା ୫୦ ବର୍ଷ ଖସିଛି: ଶାହା

ରାଉରକେଲା,୧୮ା୫(ବିପ୍ଲବ ରଞ୍ଜନ ଦାଶ): ଏଥର ସାରା ଓଡ଼ିଶାରେ ମଧ୍ୟ ପଦ୍ମ ଫୁଟିବ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଦେଶରେ ୩୦କୋଟି ଦିଦି ଲକ୍ଷପତି,୩କୋଟି ଗରିବଙ୍କୁ ଆବାସ ମିଳିବ। ତେଣୁ ଓଡ଼ିଶାରେ ବିଜେଡି ସରକାର ହଟାଇ ଦେଶ ଓ ରାଜ୍ୟର ବିକାଶର…

ଗର୍ଜିଲେ ଶାହା, କହିଲେ…

ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ଓଡ଼ିଶାରେ ଚାଷୀଙ୍କ ଆୟ ଦେଶରେ ସର୍ବନିମ୍ନ ରହିଛି। ଭାଜପା ସରକାର ଆସିଲେ…

ସମସ୍ତଙ୍କୁ ମିଳିବ ବିଜୁ ସ୍ବାସ୍ଥ୍ୟବୀମା କାର୍ଡ: ନବୀନ

ରାଉରକେଲା,୧୬ା୫(ଦିନେଶ ମିଶ୍ର)ରଘୁନାଥପାଲ୍ଲୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେକ୍ଟର-୧୩ ମେଲଣ ପଡ଼ିଆରେ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ବୁଧବାର ଜନସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସମସ୍ତଙ୍କୁ ବିଜୁ ସ୍ବାସ୍ଥ୍ୟବୀମା କାର୍ଡ ମିଳିବ ବୋଲି କହିଥିଲେ। ସ୍ବାସ୍ଥ୍ୟକ୍ଷେତ୍ରରେ…

ପାଣ୍ଡିଆନ କଲେ ବଡ଼ ଘୋଷଣା, ଜୁନ ୯ରୁ ମାଗଣା…

ଭୁବନେଶ୍ୱର,୧୧।୫: ସୁନ୍ଦରଗଡ଼ର ରଘୁନାଥପାଲ୍ଲୀରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଜୋରଦାର ପ୍ରଚାର କରିଛନ୍ତି । ଜନସଭାରେ ଯୋଗ ଦେଇ ବିକାଶମୂଳକ କାମର ହିସାବ ଦେବା ସହ ବିରୋଧୀ ଭାଜପାକୁ ତୁହାକୁ ତୁହା ଆକ୍ରମଣ କରି ଲହୁ ଲୁହାଣ କରିଛନ୍ତି ପାଣ୍ଡିଆନ ।…

ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଆପଣମାନଙ୍କୁ ୧୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣାରେ ବିଜୁଳି…

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା ବସ୍ତିବାସିନ୍ଦା ଅଭିଯୋଗ କରିଛନ୍ତି। ଜନବସତି ଅଞ୍ଚଳରେ କୁକୁଡ଼ା ଫାର୍ମ ଚାଲିବା ବିଧେୟ ନୁହେଁ। ଏନେଇ…

ତର୍କରା ଡ୍ୟାମ୍‌ରେ ଗାଧୋଇଲା ବେଳେ ଅଘଟଣ: ୨ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା,୪ା୫(ସଙ୍ଗୀତା ଜେନା): ରଘୁନାଥପାଲୀ ଥାନା ଜଲଦା ଫାଣ୍ଡି ଅନ୍ତର୍ଗତ ତର୍କରା ଡ୍ୟାମ୍‌ ଶନିବାର ଅପରାହ୍ନରେ ଗାଧୋଇବାକୁ ଯାଇ ୨ ଜଣ ଯୁବକଙ୍କ ସଲୀଲ ସମାଧୀ ଘଟିଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ପୋଲିସ, ରାଜ୍ୟ ଅଗ୍ନିଶମର ଦମକଳ ବାହିନୀ ଓ ଓଡ୍ରାଫ…

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିଲା ନାହିଁ। ଫଳରେ ସହରର ଡେଲି ମାର୍କେଟ, କୋଏଲନଗର, ଛେଣ୍ଡ,ପାନପୋଷ,ବାସନ୍ତୀ କଲୋନି ଏବଂ ଉଦିତ୍‌ନଗର,…

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି ଅବସରରେ ଜେଏମ୍‌ଏମ୍‌ ନେତା ଏବଂ କର୍ମୀ ତାଙ୍କୁ ସ୍ବାଗତ କରି ପାଛୋଟି ଆଣିଥିଲେ। ଜେଏମ୍‌ଏମ…

ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ଆସନ୍ତା ୨୦ ତାରିଖରେ ସୁନ୍ଦରଗଡ଼ ଜିଲାରେ ହେବ ଭୋଟ୍‌ ଗ୍ରହଣ। ଏଥି ନିମନ୍ତେ ବୁଧବାର ଥିବା ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସ। ଏହି ଦିବସରେ ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଜନାର୍ଦ୍ଦନ ଦେହୁରୀ ନିଜର…

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା ପଞ୍ଚାୟତର ଲୋକଡେଗା, ଭରତପୁର, ବଡ଼ବଙ୍ଗା, ମୁଣ୍ଡାପଡା, ଛୋଟବଙ୍ଗା, ନାକଡିହି, ଝାରବନ, ମହିକାନି, ଧରୁଆଡିହି, ବୁଦେଲକାନି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?