ସୁନ୍ଦରଗଡ଼

ଦୁଇ ଗୋରୁ ବେପାରୀଙ୍କ ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼,୧୫ା୩(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା କୁତ୍ରା ନିକଟରେ ଶୁକ୍ରବାର ଏକ ପିକ୍‌ଅପ୍‌ ଉପରକୁ ଗୁଳିମାଡ ହୋଇଛି। ଏଥିରେ ଥିବା ଡ୍ରାଇଭର ଓ ଅନ୍ୟ ଜଣଙ୍କ ଦେହରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ସେମାନେ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

ବଢୁଛି କିଡ୍‌ନୀ ରୋଗୀଙ୍କ ସଂଖ୍ୟା

ରାଉରକେଲା,୧୫।୩(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟେକ ବର୍ଷ ୯ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ରୋଗର ଶିକାର ହେଉଥିବା ଜଣାପଡିଛି। ସେହିପରି ସମୁଦାୟ କିଡ୍‌ନୀ ରୋଗୀଙ୍କ ମଧ୍ୟରୁ ପ୍ରତିବର୍ଷ ୫ପ୍ରତିଶତ ରୋଗୀଙ୍କ ମୃତ୍ୟୁ…

ସୁନ୍ଦରଗଡ଼ ଜଙ୍ଗଲରେ କଳା ବାଘ, କ୍ୟାମେରାରେ ହେଲା କଏଦ

ସୁନ୍ଦରଗଡ଼,୧୪ା୩(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରରଡ଼ ବନଖଣ୍ଡ ଅନ୍ତର୍ଗତ ହେମଗିରି ବନାଞ୍ଚଳର ଗର୍ଜନ ପାହାଡ଼ ସଂରକ୍ଷିତ ଜଙ୍ଗଲରେ ବିରଳ କଳା ବାଘ(ବ୍ଲାକ୍‌ ପାନ୍ଥର)ଠାବ ହୋଇଛି। ଜଙ୍ଗଲରେ ଲାଗିଥିବା ବନ ବିଭାଗର କ୍ୟାମେରାରେ ଏହି ବିରଳ କଳା ବାଘ ପୁଣିଥରେ ଠାବ ହୋଇଥିବା ନେଇ ସୁନ୍ଦରଗଡ଼…

ଇବ୍‌ନଦୀରେ ଗୋଟିଏ ପରିବାରର ୩ଜଣ ନିଖୋଜ ଘଟଣା: ଦୁଇଭାଇଙ୍କ ସମେତ ୩ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼,୧୦।୩(ଜୟ ନାରାୟଣ ମେଣ୍ଡୁଳି): ପିକନିକ ହେଲା କାଳ। ସୁନ୍ଦରଗଡ ଇବ୍‌ ନଦୀର ସେମ ନା ଘାଟକୁ ପିକନିକ କରିବାକୁ ଯାଇ ନଦୀରେ ଗାଧୋଉଥିବାବେଳେ ୩ଜଣ ପାଣିରେ ବୁଡି ଯାଇଛନ୍ତି । ତେବେ ସେମାନଙ୍କର ମୃତଦେହ ଗତକାଲି ମିଳୁ ନ ଥିବାବେଳେ ଆଜି…

ମାଛବଂଶ ଲୋପ, ଚିନ୍ତାରେ ମତ୍ସ୍ୟଜୀବୀ

ରାଉରକେଲା,୧୦।୩(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହର ଦେଇ ପ୍ରବାହିତ ବ୍ରାହ୍ମଣୀ, କୋଏଲ ଏବଂ ଶଙ୍ଖ ନଦୀରେ ବିଷାକ୍ତ ରାସାୟନିକ ପଦାର୍ଥ ମିଶୁଥିବାରୁ ଏହି ୩ ନଦୀ କ୍ରମେ ପ୍ରଦୂଷିତ ହେବାରେ ଲାଗିଛି। ଏହା ନଦୀରେ ମାଛବଂଶ ବୃଦ୍ଧିରେ ବାଧକ ସାଜିବା ସହ ଏହାର…

ଇବ୍‌ ନଦୀରେ ଭାସିଗଲେ ୩ ନାବାଳକ

ସୁନ୍ଦରଗଡ଼,୯ା୩: ସୁନ୍ଦରଗଡ଼ ସହର ସେମିନାରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଇବ୍‌ ନଦୀରେ ଭାସି ଯାଇଛନ୍ତି ୩ ନାବାଳକ। ପରିବାର ସହ ଭୋଜି କରିବାକୁ ଆସି ଏହି ୩ ନାବାଳକ ଚୋରାବାଲିରେ ଫସି ଯାଇଥିବା ଅନୁମାନ କରାଯାଉଛି। ଖବର ପାଇ…

ଖତ ଖାଉଛି ଜବତ ଗାଡ଼ି

ରାଉରକେଲା,୮।୩(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରରେ ଜନସଂଖ୍ୟା ସହ ଯାନବାହନ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ୨୦୧୨ ପୂର୍ବରୁ ଏବଂ ୨୦୧୨ ମସିହା ପରବର୍ତ୍ତୀ ସମୟରେ ସହରରେ ଓଆର ଏବଂ ଓଡି ସିରିଜରେ ମୋଟ ୩.୧୮ଲକ୍ଷ ଯାନାବାହନ ପଞ୍ଜୀକୃତ ହୋଇଛି। ସେହିପରି…

ମହିଳାଙ୍କୁ ଶୁଣ୍ଢରେ ଟେକି କଚାଡି ଦେଲା ହାତୀ

ଟେନସା,୯।୩(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜଲା କୋଇଡ଼ା ରେଞ୍ଜ ଅଧୀନ କାଳଟା ପଞ୍ଚାୟତ ଅନ୍ତର୍ଗତ ଗାଁରେ ଏକ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ କୁଣ୍ଡୁପୋଖରୀ ଗାଁର ଅତୁଆରୀ ବୋଦ୍ରା(୩୮)। ମିଳିଥିବା ସୂଚନା ମୁତାବକ,…

ଓଡ଼ିଶା-ଝାଡଖଣ୍ଡ ସୀମାନ୍ତରୁ ମାଓବାଦୀ କ୍ୟାମ୍ପ ଠାବ

ରାଉରକେଲା, ୭ା୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡଖଣ୍ଡ ସୀମାନ୍ତ ଅଞ୍ଚଳରେ ମାଓବାଦୀ ଉପଦ୍ରବ ଜାରି ରହିଛି। ସୁରକ୍ଷାବଳଙ୍କୁ ଆକ୍ରମଣ କରିବା ଓ ବିସ୍ଫୋରକ ବିଛାଇବା ଆଦି ମାଓବାଦୀମାନେ କରୁଥିବା ବେଳେ ଗୁରୁବାର ସକାଳେ ସୀମାନ୍ତରୁ ଏକ ମାଓବାଦୀ କ୍ୟାମ୍ପ ଠାବ କରାଯାଇଛି। ଏଥିରେ ପ୍ରାୟ…

ପ୍ରେମରେ ଫସାଇ ମହିଳାଙ୍କୁ ଘରେ ଆଣି ରଖିଥିଲେ ବୃଦ୍ଧ, ପିଟିପିଟି କଲେ ହତ୍ୟା

କୁଆଁରମୁଣ୍ଡା,୨ା୩(ମହେନ୍ଦ୍ର କୁମାର ସାହୁ): ସ୍ତ୍ରୀଙ୍କ ମୃତ୍ୟୁ ପରେ ଅନ୍ୟ ଜଣେ ବିଧବା ମହିଳାଙ୍କୁ ଭଲ ପାଇ ଗତ ୧ ବର୍ଷ ହେଲା ନିଜ ଘରେ ରଖି ଆସୁଥିବା ଜଣେ ବ୍ୟକ୍ତି ଠେଙ୍ଗାରେ ପିଟି ପିଟି ମାରିଦେଇଛନ୍ତି। ଏହି ଘଟଣା ସୁନ୍ଦରଗଡ଼ ଜିଲା…

ସୁନ୍ଦରଗଡ଼ ସମେତ ରାଜ୍ୟର ୫ଟି ମେଡିକାଲ କଲେଜ ଓ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସୁନ୍ଦରଗଡ଼ ସମେତ ରାଜ୍ୟର ୫ଟି ମେଡିକାଲ କଲେଜ ଓ ହସ୍ପିଟାଲକୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଉଦ୍‌ଘାଟନୀ ସମାରୋହ…

ପଲିଥିନମୁକ୍ତ ସହର ଅଭିଯାନ ବାଟବଣା

ରାଉରକେଲା,୨।୩(ବିପ୍ଲବ ରନ ଦାଶ): ୨୦୦୮ରୁ ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାର ରୋକିବା ପାଇଁ ସରକାର ଆଇନଗତ କଟକଣା ସହ ବ୍ୟାପକ ସଚେତନତା ଅଭିଯାନ କରୁଛନ୍ତି। ୨୦୨୨ରେ ଦେଶରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଏବଂ ପଲିଥିନ ସମ୍ପୂର୍ଣ୍ଣ ଭାବେ ବ୍ୟାନ କରାଯାଇଛି। ଏହାସତ୍ତ୍ୱେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri