ଦୀପକଙ୍କ ଘର ସମେତ ବହୁ ସ୍ଥାନରେ ଇଡି ଚଢ଼ାଉ
ବଡ଼ବିଲ(ଦେବପ୍ରିୟ ରଣା)/ ଯୋଡ଼ା (ମାନସ ରଞ୍ଜନ ମହାନ୍ତି)/ ରାଉରକେଲା, (ସଙ୍ଗୀତା ଜେନା)/ ଭୁବନେଶ୍ୱର, ୨।୩(ସତ୍ୟଜିତ୍ ରାଉତ): ବହୁଚର୍ଚ୍ଚିତ ୧୮ଶହ କୋଟିର ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ସକ୍ରିୟ ହୋଇଉଠିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ…
ବ୍ୟବସାୟୀଙ୍କ ଘରେ ଇଡି ଚଢ଼ାଉ
ରାଉରକେଲା,୧ା୩: ରାଉରକେଲାର ଜଣେ ବ୍ୟବସାୟୀଙ୍କ ଘରେ ଶୁକ୍ରବାର ଇଡି ଚଢ଼ାଉ ହୋଇଛି। ବ୍ୟବସାୟୀ ଜଣକ ହେଲେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଜୟ କଦମଓ୍ବାଲା। ଆଜି ସକାଳେ ଅଜୟଙ୍କ ଘର ସମେତ ୧୦ଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ ହୋଇଛି। ଅଜୟଙ୍କ ଘର, ଅଫିସ,…
୭ ମାଓବାଦୀ ବଙ୍କର ଠାବ
ରାଉରକେଲା,୨୯।୨(ସଙ୍ଗୀତା ଜେନା): ସୀମାନ୍ତ ଟୋଣ୍ଟୋ ଥାନା ବନଗ୍ରାମ ଜିମକି ଇକ୍ରୀ ନିକଟସ୍ଥ ଜଙ୍ଗଲ ଅଞ୍ଚଳରେ ଗୁରୁବାର ୭ଟି ମାଓବାଦୀ ବଙ୍କର ଠାବ କରାଯାଇଛି। ଏଥିରେ ପ୍ରାୟ ୭୦ରୁ ୮୦ ଜଣ ରହିବା ବ୍ୟବସ୍ଥା ରହିଛି। ଉକ୍ତ ବଙ୍କରରୁ ମାଓବାଦୀ ପୋଷାକ, ଫୁଲ…
ବରିଷ୍ଠ କିରାଣିଙ୍କୁ ଧରିଲା ଭିଜିଲାନ୍ସ, ଟଙ୍କା ନେଉଥିବାବେଳେ ରେଡ୍ ହ୍ୟାଣ୍ଡେଡ ଗିରଫ
ରାଉରକେଲା,୨୯।୨: ଭିଜିଲାନ୍ସ ଜାଲରେ ଇଏସଆଇ ମେଡିକାଲ ଡିସପେନସରୀ ବରିଷ୍ଠ କିରାଣି ଅଭିରାମ ସାହୁ। ଜେଲ୍ ରୋଡ୍ କିରାଣି ଧରାପଡିଛନ୍ତି। ବିଲ୍ ପାସ୍ କରିବାକୁ ୧୦ହଜାର ଟଙ୍କା ନେବାବଳେ ରେଡ୍ ହ୍ୟାଣ୍ଡେଡ ଧରା ପଡିଛନ୍ତି କିରାଣୀ ଅଭିରାମ। ସୂଚନାଥାଉ କି, ଗ୍ୟାସ ମେକାନିକ…
ମଝି ରାସ୍ତାରେ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଧକ୍କା ଦେଇ ମୁଣ୍ଡରେ ଚଢ଼ିଗଲା ଟ୍ରକ୍
ସୁନ୍ଦରଗଡ଼,୨୭।୨(ଜୟ ନାରାୟଣ ମେଣ୍ଡୁଳି): ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ୍। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼- ହେମଗିର ରାସ୍ତା ଚକ୍ରାମାଲ ନିକଟରେ। ବାଇକରେ ଯାଉଥିବା ଜଣେ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ (ଓଡି ୨୩…
ଆଶ୍ରୟ କେନ୍ଦ୍ରରୁ ୩ ଅନ୍ତେବାସୀ ଫେରାର
ରାଉରକେଲା,୨୬।୨(ସଙ୍ଗୀତା ଜେନା): ରାଉରକେଲା ଜେଲ୍ ରୋଡ୍ସ୍ଥିତ ସୁରକ୍ଷିତ ଆଶ୍ରୟ କେନ୍ଦ୍ରରୁ ସୋମବାର ୩ ଜଣ ଅନ୍ତେବାସୀ ନାବାଳକ ଫେରାର ହୋଇଯାଇଛନ୍ତି। ଏ ନେଇ କେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟ ଉମେଶ ସାବତ ରଘୁନାଥପାଲି ଥାନାରେ ଏତଲା ଦେଇଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି। ସୁପରିଣ୍ଟେଣ୍ଡେଣ୍ଟ…
ଅମୃତ ଭାରତ ଷ୍ଟେଶନ ଯୋଜନାରେ ପାନପୋଷ ସାମିଲ
ରାଉରକେଲା,୨୫।୨(ସଙ୍ଗୀତା ଜେନା): ରେଳବାଇକୁ ଅଧିକ ବିକଶିତ ଓ ଯାତ୍ରୀ ସୁରକ୍ଷା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଅମୃତ ଭାରତ ଷ୍ଟେଶନ ଯୋଜନା ଜରିଆରେ ୫୫୪ଟି ଷ୍ଟେଶନର ରୂପରେଖ ବଦଳିବ। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆଭାସୀ ଜରିଆରେ ଏହି ଯୋଜନା ଅଧୀନ…
ରେଲଓ୍ବେ ଟ୍ରାକରେ ପଡ଼ିଥିଲା ୪ ମୃତଦେହ: ତେନ୍ତୁଳି ଗଛ ଯୋଗୁ ହୋଇଥିଲା ହତ୍ୟା
ଟେନ୍ସା,୧୯।୨(ସମୀର କୁମାର ପାଢ଼ୀ): ରେଲଓ୍ବେ ଟ୍ରାକରୁ ୪ ମୃତଦେହ ମିଳିବା ଘଟଣାରେ ପୋଲିସ ରହସ୍ୟ ଉପରୁ ପରଦା ଉଠାଇଛି। ଝାଡଖଣ୍ଡ ପୋଲିସ ଦ୍ୱାରା ୫ ଅଭିଯୁକ୍ତ ଗିରଫ କରାଯାଇଛି। ହତ୍ୟା ପଛରେ ଘରୋଇ ବିବାଦ ଏବଂ ଏକ ତେନ୍ତୁଳି ଗଛ ଯୋଗୁ…
ଛାତରୁ ମିଳିଲା ଆଇଟିଆଇ ଛାତ୍ରଙ୍କ ମୃତଦେହ
ରାଉରକେଲା,୧୮।୨(ସଙ୍ଗୀତା ଜେନା): ଝିରପାଣି ଥାନା ଅଧୀନ ଜଗଦାସ୍ଥିତ ଏକ ଘରୋଇ ଆଇଟିଆଇରେ ପଢୁଥିବା ଜଣେ ଛାତ୍ରଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ ହାତୀବାରି ବାଂଶଯୋର ନୂଆଟୋଲିର ଅତୁଲିଅନ୍ ଯୋଯୋ(୧୯)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ…
ଛାତରୁ ପଡି ITI ଛାତ୍ରଙ୍କ ମୃତ୍ୟୁ
ରାଉରକେଲା,୧୮।୨: ହଷ୍ଟେଲ ଛାତରୁ ପଡି ITI ଛାତ୍ରଙ୍କ ମୃତ୍ୟୁ। ଘଟଣା ଘଟିଛି ଜଗଦାସ୍ଥିତ ଘରୋଇ ITI କଲେଜ। ମୃତ ଛାତ୍ରଙ୍କ ଘର ହତୀବାରି ବଂଶଯୋର ଗାଁରେ। କାହିଁକି ଓ କେଉଁ ପରିସ୍ଥିତିରେ ଛାତରୁ ପଡିଲେ କାରଣ ଅସ୍ପଷ୍ଟ ରହିଛି।
ରେଳଧାରଣାରେ ପଡ଼ିଛି ୪ ଖଣ୍ଡ ବିଖଣ୍ଡିତ ମୃତଦେହ
ଟେନ୍ସା,୧୭।୨(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ଜିଲା ଚକ୍ରଧରପୁର ରେଳ ବିଭାଗ ତାଲାବୁରୁ-କେନ୍ଦୋପୋସି ରେଳଷ୍ଟେଶନ ମଧ୍ୟରେ ଥିବା ରେଳଧାରଣାରୁ ୪ଜଣଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଜବତ କରିଛି। ଧାରଣା ଉପରେ ଜଣେ ଯୁବକ, ଜଣେ ମହିଳା ଏବଂ ଦୁଇ ଶିଶୁଙ୍କ…
ସରୁନି ସାଇନ୍ସ ପାର୍କ, ପ୍ଲାନେଟାରିୟମ କାର୍ଯ୍ୟ
ରାଉରକେଲା,୧୬।୨(ଦିନେଶ ମିଶ୍ର): ରାଉରକେଲା ସହର ସ୍ମାର୍ଟସିଟିର ମାନ୍ୟତା ପାଇବା ପରେ ବହୁ ଉନ୍ନତିମୂଳକ କାର୍ଯ୍ୟ ଚାଲିଛି। ସହରର କେଉଁଠି ଷ୍ଟାଚ୍ୟୁ ନିର୍ମାଣ କରାଯାଉଛି ତ ଆଉ କେଉଁଠି ପାର୍କ। ଏସବୁ ଭିତରେ ସହରରେ ଏଭଳି କିଛି ଉନ୍ନତିମୂଳକ ପ୍ରକଳ୍ପ ରହିଛି ଯାହା…
Archives


