ସୁନ୍ଦରଗଡ଼

ଶିମିଳିପାଳ ଅଭୟାରଣ୍ୟ ଅଂଚଳରେ ହାଡ଼ ଭାଙ୍ଗୁଛି ଜାଡ, ତାପମାତ୍ରା ୧°C

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ରହିଛି । ଚାରି ଦିନ ଧରି ତାପମାତ୍ରା ୧ ଡିଗ୍ରୀରେ ଜାରି ରହିଛି । ଗୁଡୁଗୁଡିଆରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ…

ଏକତରଫା ପ୍ରେମର କରୁଣ ପରିଣତି, ପ୍ରେମିକାର ଘର ଆଗରେ ଝୁଲୁଛି…

ରାଜଗାଙ୍ଗପୁର,୧୬ା୧(ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକରେ ଗୁରୁବାର ଯୁବତୀଙ୍କ ଘର ଆଗରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି । ମୃତ ଯୁବକ ହେଲେ ରାଣିବନ୍ଧ ତଳପଡ଼ା ଅଞ୍ଚଳର ବିକାଶ ମହାନନ୍ଦିଆ (୨୫)। ଏନେଇ ରାଜଗାଙ୍ଗପୁର ପୋଲିସ ମୃତଦେହ…

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସହରର ସମସ୍ତ ସ୍କୁଲ, କଲେଜ ବନ୍ଦ

ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରେ ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ ପରେ ସ୍ଥିତି ଗମ୍ଭୀର ରହିଛି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଜାନୁଆରୀ ୧୬ ଅର୍ଥାତ୍ ଶୁକ୍ରବାର ସୁନ୍ଦରଗଡ଼ ମୁନିସିପାଲିଟି ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ…

ଗୋମାଂସ ବିକ୍ରିକୁ ନେଇ ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ, BNS ୧୬୩ ଜାରି

ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି):  ସୁନ୍ଦରଗଡ଼ ଟାଉନ୍ ଥାନା ରିଜେଣ୍ଟ ମାର୍କେଟରେ ଗୋଷ୍ଠୀ ସଂଘର୍ଷ । ଗୋମାଂସ ବିକ୍ରିକୁ ନେଇ ଏହି ଉତ୍ତେଜନା ହୋଇଥିବା ସୂଚନା ରହିଛି । ତେବେ ଗୋଷ୍ଠୀ ସଂଘର୍ଷ ପରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି । ପାରିପାର୍ଶ୍ବିକ ସ୍ଥିତିକୁ ଦେଖି…

ପୋଖରୀ ହୁଡ଼ାରେ ପଡ଼ିଛି ମହିଳାଙ୍କ ମୃତଦେହ, ପ୍ରାଥମିକ ତଦନ୍ତବେଳେ ପୋଲିସ ପାଇଲା …

ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନଥାନା ଅନ୍ତର୍ଗତ ଶଙ୍କରା ଗଉଡ଼ପଡ଼ାରେ ଜଣେ ଆଦିବାସୀ ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଉଛନ୍ତି ଗୁରୁବାରୀ ମାଝୀ(୬୫)। ଗୁରୁବାର ସକାଳେ ଗଉଡ଼ପଡ଼ା ପୋଖରୀ ହୁଡ଼ାରେ ଏହି ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖି…

ବଣାଇଁ ବନଖଣ୍ଡରେ ହାତୀ ଶାବକ ମୃତ୍ୟୁ: କାରଣ ଅସ୍ପଷ୍ଟ

ବଣାଇଁ, ୧୩।୧(ପ୍ରଦୀପ ତ୍ରିପାଠୀ): ଗତକାଲି ଅପରାହ୍ନରେ ବଣାଇଁ ବନଖଣ୍ଡ ଜର୍ଡା ବନାଞ୍ଚଳ ଅନ୍ତର୍ଗତ କେଲୋ ସଂରକ୍ଷିତ ଜଙ୍ଗଲରେ ଗୋଟିଏ ହାତୀ ଶାବକର ମୃତ୍ୟୁ ଘଟିଥିବା ସୂଚନା ବିଭାଗକୁ ମିଳିଥିଲା। ସୂଚନା ମିଳିବା ପରେ ବଣାଇଁ ଡିଏଫଓ ଦାୟିତ୍ୱରେ ଥିବା ଦେଓଗଡ଼ ଡିଏଫଓଙ୍କ…

ବିକ୍ରି ବେଳେ ମାଡିବସିଲେ ଅବକାରୀ ବିଭାଗ, ୧୫ଲକ୍ଷର ଗଞ୍ଜେଇ ଜବତ

ବଣାଇଁ, ୧୩ା୧(ପ୍ରଦୀପ ତ୍ରିପାଠୀ): ଜଙ୍ଗଲରେ ଗଞ୍ଜେଇ ଚାଷ କରି ବିକ୍ରି ବେଳେ ବିଶ୍ବସ୍ତ ସୁତ୍ରରୁ ଖବର ପାଇ ମାଡିବସିଲେ ଅବକାରୀ ବିଭାଗ । ଅବକାରୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ବଣାଇଁ ଓ ରାଉରକେଲା ଅବକାରୀଙ୍କୁ ନେଇ ଗଠିତ ଏକ ସ୍ଵତନ୍ତ୍ର ଟିମ…

ଗାଁରେ ମଦ ବିକ୍ରି ବନ୍ଦ କରାଯାଉ: ଜିଲାପାଳ, ପୋଲିସକୁ ଫେରାଦ ହେଲେ ଗ୍ରାମବାସୀ

ବଡ଼ଗାଁ,୧୨ା୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅଞ୍ଚଳରେ ମଦ ବିକ୍ରି ଦିନିକୁ ଦିନ ବଢ଼ିବାରେ ଲାଗିଛି। ଥାନା ଅଧୀନ ଅଧିକାଂଶ ଗାଁରେ ଅବାଧ ମଦ ବିକ୍ରି ଯୋଗୁ ଅଶାନ୍ତ ପରିବେଶ ସୃଷ୍ଟି ହେଉଛି। ଏପରିକି ଯୁବପିଢୀ ମଦ କବଳରେ ପଡ଼ି…

ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ସଚିବ ଉଷା ପାଢ଼ୀ

ରାଉରକେଲା,୧୧ା୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ପରିବହନ ସଚିବ ଉଷା ପାଢ଼ୀ। ଏହି ଦୁର୍ଘଟଣାର ତଦନ୍ତ କରିବ AAIB ଓ DGCA। କେମିତି ଦୁର୍ଘଟଣା ହେଲା ଏବଂ କାହିଁକି ଫୋର୍ସ ଲ୍ୟାଣ୍ଡିଂ କରାଗଲା ତାହାର ତଦନ୍ତ କରିବେ। ବରିଷ୍ଠ ଅଧିକାରୀଙ୍କ…

ସାମ୍ନାକୁ ଆସିଲା ଭୁବନେଶ୍ୱର-ରାଉରକେଲା ବିମାନ ଦୁର୍ଘଟଣାର ଭିଡିଓ, ଆହତଙ୍କ ଆରୋଗ୍ୟ କାମନା କରି ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର/ରାଉରକେଲା,୧୦ା୧: ଶନିବାର ଅପରାହ୍ନରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ଆସନ ବିଶିଷ୍ଟ ଇଣ୍ଡିଆ ଓ୍ବାନ ଏୟାର ବିମାନ ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବିମାନଟି ରାଉରକେଲାର ରଘୁନାଥପାଲି ଅଞ୍ଚଳରେ…

ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ କଲା ଜରୁରୀ ଅବତରଣ, ଭିତରେ ଥିଲେ…

ରାଉରକେଲା,୧୦ା୧(ସଙ୍ଗୀତା ଜେନା): ଶନିବାର ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ vtkss ଜଳଦା କଂସର ପଡ଼ିଆରେ ଅପରାହ୍ନ ୧.୪୦ ମିନିଟ୍‌ରେ ଜରୁରୀ ଅବତରଣ କରିଛି। ସେଥିରେ ମୃତାହତର କୌଣସି ସୂଚନା ମିଳିନାହିଁ। କିନ୍ତୁ କୋଲକାତା ଏଟିସି ପକ୍ଷରୁ ଏହାର ଚଳନ ନେଇ ଜିଲାପାଳଙ୍କୁ…

ଡାକ୍ତରଙ୍କ ଦୁଇ ଘଣ୍ଟିଆ ବହିର୍ବିଭାଗ ବନ୍ଦ ଆନ୍ଦୋଳନ: ଚିକିତ୍ସା ଅପେକ୍ଷାରେ ରୋଗୀଙ୍କ ଲମ୍ବା ଲାଇନ୍‌

ବଣାଇଁ,୮ା୧(ପ୍ରଦୀପ ତ୍ରିପାଠୀ): ସାରା ରାଜ୍ୟରେ ଡାକ୍ତରମାନେ ଏବେ ଆନ୍ଦୋଳନରତ। ପ୍ରତୀକାତ୍ମକ ଧାରଣା କ୍ରମେ ପ୍ରତ୍ୟେକ ଦିନ ସକାଳୁ ଦୁଇଘଣ୍ଟା ବହିର୍ବିଭାଗ ବା ଓପିଡିରେ ନ ବସି ବାହାରେ ଧାରଣା ଜାରି ରଖିଛନ୍ତି। ପରିଣାମ ସ୍ବରୂପ ଦୂରଦୂରାନ୍ତରୁ ଚିକିତ୍ସା ପାଇଁ ଆସୁଥିବା ରୋଗୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri