ସୁନ୍ଦରଗଡ଼

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ କାର୍‌ ଉପରେ ଲୁହା ଏଙ୍ଗଲ୍‌ଗୁଡ଼ିକ ପଡ଼ିଯିବା ଯୋଗୁ ଜଣେ ମହିଳା ଆହତ ହୋଇଛନ୍ତି।…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ ଜଣେ ଯୁବକଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା ଉଦ୍ୟମ କରାଯାଇଥିବା…

ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ

ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ ଚାରିଜଣ ଦୁର୍ବୃତ୍ତ ଆସି ତାଙ୍କୁ ମାଡି ବସିଥିଲେ। ଜବରଦସ୍ତି ପେଟ୍ରୋଲ ପିଆଇବା ପରେ…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି) ପ୍ରଦାନ କରିବା ପାଇଁ ୨୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର…

ରାଉରକେଲା ସିଭିଲ୍ ଟାଉନ୍‌ସିପ୍‌ରେ ସେକ୍ସ ରାକେଟ୍‌ ଠାବ, ପ୍ରଲୋଭନ ଦେଖାଇ…

ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍‌ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସିଭିଲ୍ ଟାଉନ୍‌ସିପ୍‌ର ଏଲ୍-ବ୍ଲକ୍ ସ୍ଥିତ ଏକ ଘରେ ଅତର୍କିତ ଚଢ଼ାଉ କରି…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼/ବଡ ଗାଁ,୩।୮(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ଷଡ଼ଙ୍ଗୀ) : ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ।ସୁନ୍ଦରଗଡ-ରାଉରକେଲା ରାସ୍ତାର ବଡ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା ଦେଖାଦେଇଛି। ଏହି ଲ୍ୟାମ୍ପସରେ ଏବେ କେହି ପରିଚାଳନା ନିର୍ଦ୍ଦେଶକ ନ ଥିବାରୁ କର୍ମଚାରୀମାନେ…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି ୧୪ ଏଏ ୧୦୪ କୋଇଡାରୁ ରାଉରକେଲା ଅଭିମୁଖେ ଯାଉଥିବା ବେଳେ ବୁଲାଣି ରାସ୍ତାରେ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦ ନଗଦ, ଗୋଟିଏ ଲୁହା ରଡ, ଗୋଟିଏ ମୋବାଇଲ ଫୋନ ଏବଂ ଦୁଇଟି କିପ୍ୟାଡ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା ଟାଙ୍କିରେ ପଡି ଦୁଇ ନିଷ୍ପାପ ଶିଶୁଙ୍କ ଜୀବନ ଚାଲିଯାଇଛି । ଏହାପରେ କାନ୍ଦ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ ହୋଇଛି । ଉପଖଣ୍ଡର ଗୁରୁଣ୍ଡିଆ ରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି। ସୂଚନା ଅନୁଯାୟୀ, ସ୍କୁଲର ଏକ କୋଠରୀରେ ଚାଉଳ, କାଠ ଆଦି ଜିନିଷ ରଖାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?