ସୁନ୍ଦରଗଡ଼

ପ୍ରଦୂଷିତ ହେଉଛି ବ୍ରାହ୍ମଣୀ

ରାଉରକେଲା,୩।୯(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ ନଦୀ ଦିନକୁ ଦିନ ପ୍ରଦୂଷିତ ହେବାରେ ଲାଗିଛି। ରାଉରକେଲା ସହରର ୭ ହସ୍ପିଟାଲକୁ ଛାଡିଦେଲେ ଅନ୍ୟ କୌଣସି ସଂସ୍ଥା ଏବଂ ପ୍ରତିଷ୍ଠାନର ପରିତ୍ୟକ୍ତ ଜଳ ବିଶୁଦ୍ଧୀକରଣ ହେଉନାହିଁ। ଏହି ମଇଳା ପାଣି ସିଧାସଳଖ…

୬ ଦିନ ହେଲା ନିଖୋଜ ଥିଲେ: ଜଙ୍ଗଲରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଟେନ୍‌ସା,୨ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ମାଲଦା ପଞ୍ଚାୟତ କଳମଙ୍ଗ ଗ୍ରାମର ଦେବେନ୍ଦ୍ର ନାଏକଙ୍କ ସ୍ତ୍ରୀ ଗୁରା ନାଏକ(୪୫) ଗତ ୨୭ ତାରିଖରୁ ନିଖୋଜ ଥିଲେ। ବହୁ ଖୋଜାଖୋଜି ପରେ ମଧ୍ୟ ପରିବାର ଲୋକେ ତାଙ୍କର କୌଣସି ସନ୍ଧାନ…

ଅଭାବରେ ଚାଲିଛି ଅଗ୍ନିଶମ ସେବା

ରାଉରକେଲା,୧।୯(ସଙ୍ଗୀତା ଜେନା): ଝଡ଼ବତାସ, ଅଗ୍ନିକାଣ୍ଡ, ଜଙ୍ଗଲ ନିଆଁ, ବନ୍ୟା ଓ ଅନ୍ୟ ଆପାତକାଳୀନ ପରିସ୍ଥିତିରେ ଅଗ୍ନିଶମ ବା ଦମକଳ ବାହିନୀଙ୍କୁ ଖୋଜାପଡେ। ସେମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ କରିବା ସହ ପରିସ୍ଥିତିକୁ ଆୟତ୍ତ କରିଥାନ୍ତି। ଏପରିକି ଦମକଳ ବାହିନୀ…

କାର୍ଯ୍ୟକାରୀ ହେଉନି ଉନ୍ନୟନ ବିଭାଗ ନିୟମ

ରାଉରକେଲା,୩୧ା୮(ବିପ୍ଳବ ରଞ୍ଜନ ଦାଶ)ଆର୍‌ଡିଏ ପକ୍ଷରୁ ଛେଣ୍ଡ୍‌ ଅଞ୍ଚଳସ୍ଥିତ ଆର୍‌ଡିଏ କଲୋନୀଠାରେ ୫ହଜାରରୁ ଊର୍ଦ୍ଧ୍ୱ ରହିବା ପାଇଁ ଗୃହ ଓ ବାଣିଜ୍ୟ ବ୍ୟବସାୟ ନିମେନ୍ତ ଦୋକାନ ଗୃହ ଆବଣ୍ଟିତ ହୋଇଛି। ଗୃହ ଓ ଦୋକାନ ପରିଚାଳନା ପାଇଁ ସ୍ବତନ୍ତ୍ର ନିୟମ ଉନ୍ନୟନ ବିଭାଗ…

ଭଙ୍ଗା ବ୍ରିଜ୍‌, ଭୟରେ ଯାତାୟାତ

ରାଉରକେଲା,୨୮।୮(ଦିନେଶ ମିଶ୍ର): ରାଉରକେଲା ସହରର ବିଭିନ୍ନ ବସ୍ତି ଓ ତଳି ଅଞ୍ଚଳଗୁଡିକରେ ବହୁ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି। କେଉଁଠି ଗୋଷ୍ଠୀ ଶୌଚାଳୟ ତ ଆଉ କେଉଁଠି ପକ୍କା ରାସ୍ତା ତିଆରି କରାଯାଉଛି। ଏସବୁ ଉନ୍ନତୀକରଣ ସତ୍ତ୍ୱେ ଉଦିତନଗର ସ୍ଥିତ ଶୀତଳପଡା…

ଗ୍ରାମରେ ଆତଙ୍କ ଖେଳାଇଛନ୍ତି ୨ ଦନ୍ତା

ଲହୁଣୀପଡ଼ା,୨୬ା୮(ଦାଶରଥି ପଣ୍ଡା): ଲହୁଣୀପଡ଼ା ବ୍ଲକ କୁଡ଼େଇକଳା ଓ କଲେଇପୋଷ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଗତ କିଛି ଦିନ ହେବ ୨ ଗୋଠଛଡ଼ା ଜଙ୍ଗଲି ହାତୀ ଘରଦ୍ୱାର ଭାଙ୍ଗି ଧାନ ଚାଉଳ ଖାଇବା ସହିତ ଆତଙ୍କ ଖେଳାଇଛନ୍ତି। ରାତରେ ଗ୍ରାମବାସୀ ଏକାଠି ହୋଇ…

ଔଷଧ ପାଇଁ କିଡ୍‌ନୀ ରୋଗୀଙ୍କ ଭିକ୍ଷାବୃତ୍ତି

ରାଉରକେଲା,୨୫।୮(ଦିନେଶ ମିଶ୍ର): ରାଉରକେଲା ଉଦିତନଗର ଚୌଧୁରୀ ପେଟ୍ରୋଲ ପମ୍ପ ନିକଟରେ ରହୁଛନ୍ତି ଅଙ୍କିତ କୁମାର(୨୩)। ସେ ଦୀର୍ଘବର୍ଷ ଧରି କିଡ୍‌ନୀ ରୋଗରେ ପୀଡିତ। ଅର୍ଥାଭାବ ଯୋଗୁ ସେ ଔଷଧ କିଣି ଖାଇପାରୁନାହାନ୍ତି। ଫଳରେ ସେ ୬ ମାସ ହେଲା ଭିକ୍ଷାବୃତ୍ତିକୁ ଆପଣେଇଛନ୍ତି।…

ଦେଢ଼ମାସରେ ପିଆଜ ଦର ୨ଗୁଣ ବୃଦ୍ଧି

ରାଉରକେଲା,୨୪ା୮(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ସହରର ଖୋଲା ବାଜରରେ ପିଆଜ କିଲୋ ପ୍ରତି ୧୫ରୁ୧୬ ଟଙ୍କାରେ ବିକ୍ରି ହେଉଥିବା ବେଳେ ଏବେ ଏହା ୩୦ରୁ ୩୫ ଟଙ୍କାକୁ ବୃଦ୍ଧି ପାଇଛି। ହଠାତ ପିଆଜ ଦର ବୃଦ୍ଧି ସାଧାରଣ ଖାଉଟିଙ୍କୁ କନ୍ଦେଇବା ଆରମ୍ଭ…

ଟ୍ରେଲରରୁ ମିଳିଲା ଡ୍ରାଇଭରଙ୍କ ମୃତଦେହ

କୁତ୍ରା,୨୩ା୮(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ୧୦ ନମ୍ବର ରାଜ୍ୟ ରାଜପଥ ବିଜୁ ଏକ୍ସପ୍ରେସ ଓ୍ବେ ଗଙ୍ଗାଜଳ ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ ଟ୍ରେଲର(ସିଜି୨୨ ଏକ୍ସ ୯୩୫୧)ରୁ ଡ୍ରାଇଭରଙ୍କ ମୃତଦେହ ଜବତ ହୋଇଛି। ମୃତ ଚାଳକଙ୍କ ବାମ ଜଙ୍ଘରେ…

୭ ମାସରେ ମିଲେଟ ଶକ୍ତି କାଫେ ବନ୍ଦ

ରାଉରକେଲା,୨୨।୮(ସଙ୍ଗୀତା ଜେନା): ମିଲେଟକୁ ମିଲେଟକୁ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ଓ ଏହାର ଚାହିଦା ବୃଦ୍ଧି କରିବା ପାଇଁ ସରକାରୀ ସ୍ତରରେ ଜୋରଦାର ପ୍ରୟାସ କରାଯାଉଛି। ମିଲେଟକୁ ଲୋକଙ୍କ ମଧ୍ୟରେ ସଚେତନତା, ଆଦୃତି, ଉପଲବ୍ଧି କରିବା ଆଦି ଉଦ୍ଦେଶ୍ୟ ନେଇ ୨୦୨୩କୁ…

କବି ବିନୋଦ ଚନ୍ଦ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଅନୁମତିରେ ବିଳମ୍ବ

ସୁନ୍ଦରଗଡ,୨୧ା୮(ଜୟ ନାରାୟଣ ମେଣ୍ଡୁଳି): ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରସିଦ୍ଧ କାବ୍ୟ ସ୍ରଷ୍ଟା ତଥା କାଳଜୟୀ ଗ୍ରାମପଥ ଓ ସରୀସୃପ କବିତାର କବି ବିନୋଦ ଚନ୍ଦ୍ର ନାୟକଙ୍କ ପ୍ରତିମୂର୍ତ୍ତି ସ୍ଥାପନ ନେଇ ଶିକ୍ଷା ବିଭାଗର ଅନୁମତି ପ୍ରଦାନରେ ଅହେତୁକ ବିଳମ୍ବ ଯୋଗୁ ସାହିତ୍ୟ…

ସହରାଞ୍ଚଳ ବସ୍ତି ସମସ୍ୟାକୁ ଅଣଦେଖା

ରାଉରକେଲା,୨୧ା୮(ଦିନେଶ ମିଶ୍ର): ସ୍ମାର୍ଟସିଟି ରାଉରକେଲାରେ ଯେପରି ଦିନକୁ ଦିନ ବିକାଶମୂଳକ କାମ ଆଗେଇ ଚାଲିଛି ସେହି ପରିମାଣରେ ସହରାଞ୍ଚଳ ବସ୍ତି ଅଞ୍ଚଳରେ ହେଉନାହିଁ। ରାଉରକେଲା ସହର ଆଖାପାଖରେ ୧୮୦ରୁ ଊର୍ଦ୍ଧ୍ୱ ବସ୍ତି ଗଢ଼ି ଉଠିଥିବାବେଳେ ବାସନ୍ତୀ କଲୋନୀ ଖଟାଲ ବସ୍ତି ସମସ୍ୟାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri