ସୁନ୍ଦରଗଡ଼

ଓଡ଼ିଶା-ଝାଡଖଣ୍ଡ ସୀମାନ୍ତରୁ ମାଓବାଦୀ କ୍ୟାମ୍ପ ଠାବ

ରାଉରକେଲା, ୭ା୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡଖଣ୍ଡ ସୀମାନ୍ତ ଅଞ୍ଚଳରେ ମାଓବାଦୀ ଉପଦ୍ରବ ଜାରି ରହିଛି। ସୁରକ୍ଷାବଳଙ୍କୁ ଆକ୍ରମଣ କରିବା ଓ ବିସ୍ଫୋରକ ବିଛାଇବା ଆଦି ମାଓବାଦୀମାନେ କରୁଥିବା ବେଳେ ଗୁରୁବାର ସକାଳେ ସୀମାନ୍ତରୁ ଏକ ମାଓବାଦୀ କ୍ୟାମ୍ପ ଠାବ କରାଯାଇଛି। ଏଥିରେ ପ୍ରାୟ…

ପ୍ରେମରେ ଫସାଇ ମହିଳାଙ୍କୁ ଘରେ ଆଣି ରଖିଥିଲେ ବୃଦ୍ଧ, ପିଟିପିଟି କଲେ ହତ୍ୟା

କୁଆଁରମୁଣ୍ଡା,୨ା୩(ମହେନ୍ଦ୍ର କୁମାର ସାହୁ): ସ୍ତ୍ରୀଙ୍କ ମୃତ୍ୟୁ ପରେ ଅନ୍ୟ ଜଣେ ବିଧବା ମହିଳାଙ୍କୁ ଭଲ ପାଇ ଗତ ୧ ବର୍ଷ ହେଲା ନିଜ ଘରେ ରଖି ଆସୁଥିବା ଜଣେ ବ୍ୟକ୍ତି ଠେଙ୍ଗାରେ ପିଟି ପିଟି ମାରିଦେଇଛନ୍ତି। ଏହି ଘଟଣା ସୁନ୍ଦରଗଡ଼ ଜିଲା…

ସୁନ୍ଦରଗଡ଼ ସମେତ ରାଜ୍ୟର ୫ଟି ମେଡିକାଲ କଲେଜ ଓ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସୁନ୍ଦରଗଡ଼ ସମେତ ରାଜ୍ୟର ୫ଟି ମେଡିକାଲ କଲେଜ ଓ ହସ୍ପିଟାଲକୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଉଦ୍‌ଘାଟନୀ ସମାରୋହ…

ପଲିଥିନମୁକ୍ତ ସହର ଅଭିଯାନ ବାଟବଣା

ରାଉରକେଲା,୨।୩(ବିପ୍ଲବ ରନ ଦାଶ): ୨୦୦୮ରୁ ପଲିଥିନ ଓ ପ୍ଲାଷ୍ଟିକ ବ୍ୟବହାର ରୋକିବା ପାଇଁ ସରକାର ଆଇନଗତ କଟକଣା ସହ ବ୍ୟାପକ ସଚେତନତା ଅଭିଯାନ କରୁଛନ୍ତି। ୨୦୨୨ରେ ଦେଶରେ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଏବଂ ପଲିଥିନ ସମ୍ପୂର୍ଣ୍ଣ ଭାବେ ବ୍ୟାନ କରାଯାଇଛି। ଏହାସତ୍ତ୍ୱେ…

ଦୀପକଙ୍କ ଘର ସମେତ ବହୁ ସ୍ଥାନରେ ଇଡି ଚଢ଼ାଉ

ବଡ଼ବିଲ(ଦେବପ୍ରିୟ ରଣା)/ ଯୋଡ଼ା (ମାନସ ରଞ୍ଜନ ମହାନ୍ତି)/ ରାଉରକେଲା, (ସଙ୍ଗୀତା ଜେନା)/ ଭୁବନେଶ୍ୱର, ୨।୩(ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ୧୮ଶହ କୋଟିର ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ସକ୍ରିୟ ହୋଇଉଠିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ…

ବ୍ୟବସାୟୀଙ୍କ ଘରେ ଇଡି ଚଢ଼ାଉ

ରାଉରକେଲା,୧ା୩: ରାଉରକେଲାର ଜଣେ ବ୍ୟବସାୟୀଙ୍କ ଘରେ ଶୁକ୍ରବାର ଇଡି ଚଢ଼ାଉ ହୋଇଛି। ବ୍ୟବସାୟୀ ଜଣକ ହେଲେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅଜୟ କଦମଓ୍ବାଲା। ଆଜି ସକାଳେ ଅଜୟଙ୍କ ଘର ସମେତ ୧୦ଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ ହୋଇଛି। ଅଜୟଙ୍କ ଘର, ଅଫିସ,…

୭ ମାଓବାଦୀ ବଙ୍କର ଠାବ

ରାଉରକେଲା,୨୯।୨(ସଙ୍ଗୀତା ଜେନା): ସୀମାନ୍ତ ଟୋଣ୍ଟୋ ଥାନା ବନଗ୍ରାମ ଜିମକି ଇକ୍ରୀ ନିକଟସ୍ଥ ଜଙ୍ଗଲ ଅଞ୍ଚଳରେ ଗୁରୁବାର ୭ଟି ମାଓବାଦୀ ବଙ୍କର ଠାବ କରାଯାଇଛି। ଏଥିରେ ପ୍ରାୟ ୭୦ରୁ ୮୦ ଜଣ ରହିବା ବ୍ୟବସ୍ଥା ରହିଛି। ଉକ୍ତ ବଙ୍କରରୁ ମାଓବାଦୀ ପୋଷାକ, ଫୁଲ…

ବରିଷ୍ଠ କିରାଣିଙ୍କୁ ଧରିଲା ଭିଜିଲାନ୍ସ, ଟଙ୍କା ନେଉଥିବାବେଳେ ରେଡ୍‌ ହ୍ୟାଣ୍ଡେଡ ଗିରଫ

ରାଉରକେଲା,୨୯।୨: ଭିଜିଲାନ୍ସ ଜାଲରେ ଇଏସଆଇ ମେଡିକାଲ ଡିସପେନସରୀ ବରିଷ୍ଠ କିରାଣି ଅଭିରାମ ସାହୁ। ଜେଲ୍‌ ରୋଡ୍‌ କିରାଣି ଧରାପଡିଛନ୍ତି। ବିଲ୍‌ ପାସ୍‌ କରିବାକୁ ୧୦ହଜାର ଟଙ୍କା ନେବାବଳେ ରେଡ୍‌ ହ୍ୟାଣ୍ଡେଡ ଧରା ପଡିଛନ୍ତି କିରାଣୀ ଅଭିରାମ। ସୂଚନାଥାଉ କି, ଗ୍ୟାସ ମେକାନିକ…

ମଝି ରାସ୍ତାରେ ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ ଧକ୍କା ଦେଇ ମୁଣ୍ଡରେ ଚଢ଼ିଗଲା ଟ୍ରକ୍‌

ସୁନ୍ଦରଗଡ଼,୨୭।୨(ଜୟ ନାରାୟଣ ମେଣ୍ଡୁଳି): ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ୍‌। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼- ହେମଗିର ରାସ୍ତା ଚକ୍ରାମାଲ ନିକଟରେ। ବାଇକରେ ଯାଉଥିବା ଜଣେ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ (ଓଡି ୨୩…

ଆଶ୍ରୟ କେନ୍ଦ୍ରରୁ ୩ ଅନ୍ତେବାସୀ ଫେରାର

ରାଉରକେଲା,୨୬।୨(ସଙ୍ଗୀତା ଜେନା): ରାଉରକେଲା ଜେଲ୍‌ ରୋଡ୍‌ସ୍ଥିତ ସୁରକ୍ଷିତ ଆଶ୍ରୟ କେନ୍ଦ୍ରରୁ ସୋମବାର ୩ ଜଣ ଅନ୍ତେବାସୀ ନାବାଳକ ଫେରାର ହୋଇଯାଇଛନ୍ତି। ଏ ନେଇ କେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟ ଉମେଶ ସାବତ ରଘୁନାଥପାଲି ଥାନାରେ ଏତଲା ଦେଇଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି। ସୁପରିଣ୍ଟେଣ୍ଡେଣ୍ଟ…

ଅମୃତ ଭାରତ ଷ୍ଟେଶନ ଯୋଜନାରେ ପାନପୋଷ ସାମିଲ

ରାଉରକେଲା,୨୫।୨(ସଙ୍ଗୀତା ଜେନା): ରେଳବାଇକୁ ଅଧିକ ବିକଶିତ ଓ ଯାତ୍ରୀ ସୁରକ୍ଷା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଅମୃତ ଭାରତ ଷ୍ଟେଶନ ଯୋଜନା ଜରିଆରେ ୫୫୪ଟି ଷ୍ଟେଶନର ରୂପରେଖ ବଦଳିବ। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆଭାସୀ ଜରିଆରେ ଏହି ଯୋଜନା ଅଧୀନ…

ରେଲଓ୍ବେ ଟ୍ରାକରେ ପଡ଼ିଥିଲା ୪ ମୃତଦେହ:  ତେନ୍ତୁଳି ଗଛ ଯୋଗୁ ହୋଇଥିଲା ହତ୍ୟା

ଟେନ୍ସା,୧୯।୨(ସମୀର କୁମାର ପାଢ଼ୀ): ରେଲଓ୍ବେ ଟ୍ରାକରୁ ୪ ମୃତଦେହ ମିଳିବା ଘଟଣାରେ ପୋଲିସ ରହସ୍ୟ ଉପରୁ ପରଦା ଉଠାଇଛି। ଝାଡଖଣ୍ଡ ପୋଲିସ ଦ୍ୱାରା ୫ ଅଭିଯୁକ୍ତ ଗିରଫ କରାଯାଇଛି। ହତ୍ୟା ପଛରେ ଘରୋଇ ବିବାଦ ଏବଂ ଏକ ତେନ୍ତୁଳି ଗଛ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?