ସୁନ୍ଦରଗଡ଼

ଲୁଟ୍‌ ଉଦ୍ଦେଶ୍ୟରେ ପେଟ୍ରୋଲ ପମ୍ପ ମାଲିକଙ୍କୁ ଛୁରା ମାଡ଼

ସୁନ୍ଦରଗଡ଼,୨୪ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ତୁମୁଲିଆ ସ୍ଥିତ ଏକ ପେଟ୍ରୋଲ ପମ୍ପରେ ରବିବାର ଲୁଟ୍‌ ଉଦ୍ଦେଶ୍ୟରେ ପେଟ୍ରୋଲ ପମ୍ପ ମାଲିକଙ୍କୁ ହତ୍ୟା ଉଦ୍ୟମ ହୋଇଛି। ମିଳିଥିବା ସୂଚନା ମୁତାବକ, ଓମ ଶ୍ରୀ ମା’ ସନ୍ତୋଷୀ ପେଟ୍ରୋଲ…

ମୌଳିକ ସୁବିଧା ଅପହଞ୍ଚ, ଆନ୍ଦୋଳନ ପାଇଁ ସଜବାଜ

ରାଉରକେଲା,୨୩।୯(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ୧୪ ନମ୍ବର ଓ୍ବାର୍ଡ ଧାମରା ବସ୍ତି ଲୋକଙ୍କୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡିଛି। ବାରମ୍ବାର ଦାବି କରିବା ସତ୍ତ୍ୱେ ସ୍ଥାନୀୟ ପ୍ରଶାସନ ଏ ନେଇ ପଦକ୍ଷେପ ନେଉ ନ ଥିବା…

ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ବିଶ୍ରା,୨୨ା୯( ବଟକୃଷ୍ଣ ସ୍ବାଇଁ): ସୁନ୍ଦରଗଡ଼ ଜିଲା ସୀମାନ୍ତ ବିଶ୍ରା ବ୍ଲକ ଦରେଇକେଲା ପଞ୍ଚାୟତ ଯୋଡ଼ବନ୍ଧ କଚାଟୋଲି ଗ୍ରାମବାସୀ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। ଏକ ବର୍ଷଧରି ସୋଲାର ପ୍ୟାନେଲ ଅଚଳ ହୋଇପଡିବା ସହ ନଳକୂପ ମରାମତି ଅଭାବରୁ ସେଗୁଡିକରୁ ଅନେକ…

ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଟ୍ରାଏଲ ରନ୍‌

ରାଉରକେଲା,୨୧ା୯(ଦିନେଶ ମିଶ୍ର): ପୁରୀ-ରାଉରକେଲା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ର ଟ୍ରାଏଲ୍‌ ରନ୍‌ ବୁଧବାର ସଫଳତା ସହ ସମ୍ପନ୍ନ ହୋଇଛି। ଏହା ସକାଳ ୫ଟାରେ ପୁରୀ ଷ୍ଟେସନ ଛାଡି ମଧ୍ୟାହ୍ନ ୧୨ଟା ୪୫ରେ ରାଉରକେଲା ରେଳ ଷ୍ଟେଶନରେ ପହଞ୍ଚତ୍ବାର ଥିଲା। ମାତ୍ର…

ଗାଁ ଦାଣ୍ଡରେ ନୂଆଁଖାଇଲେ ୧୬୩ ପରିବାର

ସୁନ୍ଦରଗଡ,୨୧ା୯(ଜୟ ନାରାୟଣ ମେଣ୍ଡୁଳି): ଖରା, ବର୍ଷା, ଶୀତ, କାକରରେ ହାଡ଼ଭଙ୍ଗା ପରିଶ୍ରମ କରି ମାଟି ମା’ରୁ ଉତ୍ପାଦିତ ପ୍ରଥମ ଶସ୍ୟକୁ ସମ୍ମାନ ଦେବାର ପର୍ବ ହେଉଛି ନୂଆଁଖାଇ। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ହସ ଉଲ୍ଲାସରେ ଏହି ଗଣପର୍ବକୁ ପାଳନ…

ଜଙ୍ଘାବଡ଼ଦେଓଙ୍କ ପୀଠରେ ସ୍ବତନ୍ତ୍ର ତିଥିରେ ଲାଗିହୁଏ ନବାନ୍ନ

ଜନଜାତି ପରମ୍ପରାର ସମୃଦ୍ଧ ଜିଲା ସୁନ୍ଦରଗଡ଼। ଜିଲାର ସାମାଜିକ ଓ ସାଂସ୍କୃତିକ ଭାବଧାରାରେ ଜନଜାତି ଗୋଷ୍ଠୀଙ୍କ ପରମ୍ପରା,ଐତିହ୍ୟ, ଧର୍ମୀୟ ଭାବନା ଏହି ଅଞ୍ଚଳର ସ୍ବତନ୍ତ୍ର ସଂସ୍କୃତି ଭାବେ ପ୍ରସିଦ୍ଧି ଲାଭ କରିଛି। ପ୍ରକୃତି ଓ ପରମ୍ପରାର ପାର୍ବଣ ନୂଆଁଖାଇରେ ନିଜର ଇଷ୍ଟଦେବଦେବୀଙ୍କୁ…

ଗୋଟିଏ ବର୍ଷାରେ ଧସିଲା ପଥର ପ୍ୟାକିଂ

ସୁନ୍ଦରଗଡ,୧୯।୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହର ମଧ୍ୟଭାଗରେ ଥିବା ବହୁ ପ୍ରତିକ୍ଷୀତ ବିଜୁଳିବନ୍ଧ ପ୍ରକଳ୍ପକୁ ନେଇ ନାନା କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ ନିର୍ମାଣଧୀନ ବନ୍ଧର ଚତୁଃପାର୍ଶ୍ୱରେ ଚାଲିଥିବା ପଥରପ୍ୟାକିଂ କାର୍ଯ୍ୟ ମାତ୍ର ଗୋଟିଏ ବର୍ଷାରେ ଧସିଗଲାଣି। ଅନେକ ସ୍ଥାନରେ ପଥର…

ମରଣଯନ୍ତା ପାଲଟିଛି ମୁଖ୍ୟ ରାସ୍ତା

ବିଶ୍ରା,୧୮ା୯(ବଟକୃଷ୍ଣ ସ୍ବାଇଁ): ସୁନ୍ଦରଗଡ ଜିଲା ବିଶ୍ରା ବ୍ଲକ ଡରେଇକେଲା ପଞ୍ଚାୟତରୁ ସାରୂବହାଲ ରାସ୍ତା ମରଣଯନ୍ତା ପାଲଟିଛି। ରାସ୍ତାଟି ସମ୍ପୂର୍ଣ୍ଣ ଖାଲ ଖମାରେ ଭର୍ତ୍ତି। ଏହା ମୁଖ୍ୟ ରାସ୍ତା ହୋଇଥିବାରୁ ପ୍ରତ୍ୟେକ ଦିନ ଶହ ଶହ ଲୋକେ ଏହି ରାସ୍ତା ଦେଇ ଯାତାୟତ…

ବଳି ପଡ଼ିବ ୧୭୨୩ ଗଛ

ରାଉରକେଲା,୧୬।୯(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ବନ୍ଧମୁଣ୍ଡା-ଜରେଇକେଲା ୨୫ କି.ମି. ରାସ୍ତା ଜାତୀୟ ରାଜପଥ ବିଭାଗ ଅଧୀନକୁ ଯିବା ପରେ ଏହାର ସମ୍ପ୍ରସାରଣ ପାଇଁ ତତ୍ପରତା ପ୍ରକାଶ ପାଇଛି। ପୂର୍ବରୁ ଭୂମି ଅଧିଗ୍ରହଣ, ଗଛକଟା, ହାତୀ ଚଲାପଥ ଆଦିକୁ ନେଇ ରହିଥିବା ସମସ୍ୟା…

ଥଇଥାନ ଧର୍ମକୁ ଆଖିଠାର

ରାଉରକେଲା,୧୬।୯(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ପକ୍ଷରୁ ସ୍ମାର୍ଟସିଟି ଅଭିଯାନରେ ସହରକୁ ଅଧିକରୁ ଅଧିକ ସରସ ସୁନ୍ଦର କରିବା ପାଇଁ ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ମାତ୍ର ସ୍ମାର୍ଟସିଟି ନାଁରେ ହେଉଥିବା ବିପୁଳ ଖର୍ଚ୍ଚ ନା ସହରକୁ…

ରୋଗୀଙ୍କୁ ଶିଡ଼ି ଭରସା

ରାଉରକେଲା,୧୬।୯(ଦିନେଶ ମିଶ୍ର): ରାଉରକେଲା ସରକାରୀ ଡାକ୍ତରଖାନା (ଆର୍‌ଜିଏଚ୍‌) ସହରର ଏକ ପ୍ରମୁଖ ଡାକ୍ତରଖାନା। ଏହି ଡାକ୍ତରଖାନାକୁ ରାତି ପାହିଲେ ହଜାର ହଜାର ରୋଗୀ ଚିକିତ୍ସିତ ହେବାକୁ ଆସିଥାନ୍ତି। ଡାକ୍ତରଖାନା ଉପରେ ଜିଲା ତଥା ପଡୋଶୀ ରାଜ୍ୟ ଝାଡ଼ଖଣ୍ଡ, ଛତିଶଗଡରୁ ରୋଗୀ ନିର୍ଭର…

୩ ଜିଲାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ

ଭୁବନେଶ୍ୱର, (ଅଭିଜିତ ଦାସ)/ବଲାଙ୍ଗୀର (ବୀରେନ୍ଦ୍ର ଝାଙ୍କର) /ବରଗଡ (ପ୍ରେମାନନ୍ଦ ଖମାରୀ) /ସୁନ୍ଦରଗଡ,୧୬।୯ (ଜୟ ନାରାୟଣ ମେଣ୍ଡୁଳି): ରାଜ୍ୟରେ ଏବେ ଡେଙ୍ଗୁ ସହ ଚିନ୍ତା ବଢ଼ାଇଛି ସ୍କ୍ରବ୍‌ ଟାଇଫସ୍‌। ଗତ କିଛିଦିନ ହେବ ଚିଗର ନାମକ ବିଷାକ୍ତ ପୋକ କାମୁଡାରୁ ଏହି ସ୍କ୍ରବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri