ପାଣି ଛାଡୁନି ମେଗା ପ୍ରକଳ୍ପ, ଚାଷଜମି ଫାଟି ଆଁ
ବଡ଼ଗାଁ,୩୦ା୭( ଅଶୋକ ଷଢ଼ଙ୍ଗୀ)ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକ ଅଞ୍ଚଳର ସର୍ବାଧିକ ପରିବାର କୃଷି ଉପରେ ନିର୍ଭର କରନ୍ତି। ବିଶେଷକରି ବର୍ଷା ଜଳ ଉପରେ ନିର୍ଭର କରୁଥିବା ଚାଷୀ ବିଗତ କିଛିବର୍ଷ ହେଲା ଅନିୟମିତ କିମ୍ବା ସ୍ବଳ୍ପ ବର୍ଷା ଯୋଗୁ କ୍ଷତିଗ୍ରସ୍ତ ହୋଇଆସୁଛନ୍ତି।…
ଓଡ଼ିଶା ସୀମାନ୍ତରେ ଲାଗିଲା ପୋଷ୍ଟର
ରାଉରକେଲା, ୨୯।୭(ସଙ୍ଗୀତା ଜେନା): ଜୁଲାଇ ୨୮ରୁ ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ ମାଓବାଦୀମାନେ ଶହୀଦ ସପ୍ତାହ ପାଳନ ପାଇଁ ଡାକରା ଦେଇଛନ୍ତି। ଏଥିପାଇଁ ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳ ଗୁଡ଼ିକରେ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ହାଇଆଲର୍ଟ ଜାରି କରାଯାଇଛି। ଏଥିଯୋଗୁ…
ନାଳ ପାର ହୋଇ ଅଙ୍ଗନୱାଡି ଯାଉଛନ୍ତି ପିଲା
ଟେନ୍ସା,୨୯ା୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ମାଲଦା ପଞ୍ଚାୟତ ଓରାଘାଟରୁ ଗୋପୀସାହିକୁ ଯିବା ପାଇଁ ଏକ ବର୍ଷରୁ ଊର୍ଦ୍ଧ୍ୱ ହେବ ପୋଲ ନିର୍ମାଣ ହୋଇପାରିଲା ନାହିଁ। ଫଳରେ ବର୍ଷା ଦିନେ ଛୋଟ ପିଲାମାନେ ଜୀବନକୁ ବାଜି ଲଗାଇ ପାଣିଭରା…
ଅଟୋ ଚଳାଇ ପରିବାର ପ୍ରତିପୋଷଣ କରୁଛନ୍ତି ସବିତା
ଲହୁଣୀପଡା,୨୮ା୭(ଦାଶରଥି ପଣ୍ଡା): ଦୃଢ଼ ଇଚ୍ଛାଶକ୍ତି ଏବଂ ମନୋବଳ ଆଗରେ ହାର ମାନିଛି ସବୁ କିଛି। ନିଜ ସ୍ବାମୀ ଆରପାରିକି ଚାଲିଯିବା ପରେ ପରିବାର ପ୍ରତିପୋଷଣ ପାଇଁ ମହିଳା ଜଣକ ଅଟୋ ଚଳାଉଛନ୍ତି। ସଂସାରରେ ବଞ୍ଚିବାକୁ ହେଲେ ସଂଘର୍ଷ କରିବା ଅନିବାର୍ଯ୍ୟ ବୋଲି…
ଖବର ପ୍ରସାରଣ ପରେ ନିର୍ମାଣ ହେଲା ରାସ୍ତା
କୁଆଁରମୁଣ୍ଡା,୨୭ା୭(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ କାଲୋସିହିରିଆ ପଞ୍ଚାୟତ ଯୋଯୋ ବସ୍ତିରେ ନିର୍ମାଣ ହୋଇଥିବା ଢଳେଇ ରାସ୍ତାଟି ସମ୍ପୂର୍ଣ୍ଣ ନିମ୍ନମାନର ହୋଇଥିବା ନେଇ ଗତ ୨୧ ତାରିଖରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ବ୍ଲକ ପ୍ରଶାସନ ଏହାକୁ…
ସୁନ୍ଦରଗଡ଼ରେ ବଢ଼ୁଛି ଅନ୍ଲାଇନ ଠକେଇ, ଛୋଟ ଛୋଟ ଭୁଲ ପାଇଁ…
ସୁନ୍ଦରଗଡ଼,୨୭।୭(ଜୟନାରାୟଣ ମେଣ୍ଡୁଳି): ବିଭିନ୍ନ ଗଣମାଧ୍ୟମ, ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ସଚେତନତା ସୃଷ୍ଟି କରା ଯାଉଥିଲେ ମଧ୍ୟ ମୋବାଇଲ ବ୍ୟବହାରକାରୀଙ୍କ ଛୋଟ ଛୋଟ ଭୁଲ ପାଇଁ ଏବେ ଅନଲାଇନ ଟଙ୍କା ଠକେଇ ଘଟଣା ବଢ଼ିବାରେ ଲାଗିଛି। ସାଇବର ଠକଙ୍କ ଠକେଇର ଶିକାର…
ହାତୀ ଆକ୍ରମଣରେ ପୁଣି ଜଣଙ୍କ ଜୀବନଗଲା
ଟେନସା,୨୩।୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ାରେ ୫ ରୁ ୭ ଟିକିଆ ହାତୀ ପଲଙ୍କ ଉପଦ୍ରବ କମିବାର ନାଁ ନେଉନାହିଁ I ଶନିବାର ବିଳମ୍ବିତ ରାତିରେ ହାତୀପଲ କନ୍ତରକୋଇଡ଼ା ରୁଙ୍ଗୁଟା କଲୋନୀ ଗେଟ ସାମ୍ନାରେ ଶାନ୍ତି ମୁଣ୍ଡାଙ୍କ ଘର ଭାଙ୍ଗିବା…
ବିପଦସଙ୍କୁଳ ସ୍କୁଲ, ଶିକ୍ଷାଦାନରେ ସମସ୍ୟା
ରାଉରକେଲା,୨୧।୭(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ କଲୋନୀର ଡିଏଲ ବ୍ଲକରେ ଥିବା ବାସନ୍ତୀ ବିଦ୍ୟାପୀଠ ପ୍ରାଥମିକ ସ୍କୁଲ ଏବେ ନାନା ଅବ୍ୟବସ୍ଥା ଦେଇ ଗତି କରୁଛି। ଏହି ସ୍କୁଲରେ ମୌଳିକ ସୁବିଧା ନ ଥିବାରୁ ପିଲାମାନଙ୍କ ପାଠପଢାରେ ସମସ୍ୟା ହେଉଛି। ଏହାକୁ ନେଇ…
ବନ୍ଧା ହେଲେ ପୁରୁଷ ବନ୍ଧୁ ନୟନ
ସୁନ୍ଦରଗଡ଼,୨୦ା୭(ଜୟନାରାୟଣ ମେଣ୍ଡୁଳି)ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଥାନା ଅନ୍ତର୍ଗତ ତେଲେନଡିହି ସବ୍ ପୋଷ୍ଟ ଅଫିସର ପୋଷ୍ଟ ମାଷ୍ଟର ସ୍ନିଗ୍ଧା ପ୍ରଧାନ(୨୪)ଙ୍କ ହତ୍ୟା ଘଟଣାରେ ପୋଲିସ ତାଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କରି ବୁଧବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ…
ଅସୁରକ୍ଷିତ ଛାତ ତଳେ ଦେଶର ଭବିଷ୍ୟତ
ଟେନସା,୧୭ା୭(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ କାଲଟା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୋଡା ଗୀର୍ଜା ଟୋଲା ରେ ଥିବା ଅଙ୍ଗନବାଡି କେନ୍ଦ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ହୋଇପଡିଛି । ଏହି ଅଙ୍ଗନବାଡି କେନ୍ଦ୍ର ଏବେ ଅସୁରକ୍ଷିତ ହୋଇପଡିଛି।…
ଭାରତରେ ୮ ନୂଆ ଦୀକ୍ଷା କେନ୍ଦ୍ର ଶୁଭାରମ୍ଭ ପାଇଁ ଘୋଷଣା
ରାଜଗାଙ୍ଗପୁର,୧୫ା୭(ଅଶୋକ ପାଣି)ଡାଲମିଆ ଭାରତ ଲିମିଟେଡ (ଡିବିଏଲ୍)ର କର୍ପୋରେଟ ସାମାଜିକ ଦାୟିତ୍ୱ ନିର୍ବାହ ଶାଖା ଡାଲମିଆ ଭାରତ ଫାଉଣ୍ଡେଶନ (ଡିବିଏଫ୍) ଦ୍ୱାରା ‘ଡାଲମିଆ ଇନ୍ଷ୍ଟିଚ୍ୟୁଟ ଅଫ୍ ନଲେଜ ଆଣ୍ଡ ସ୍କିଲ୍ ହାର୍ନେସିଂ (ଦୀକ୍ଷା) ଅଧୀନରେ ୨୦୩୦ ଆର୍ଥିକବର୍ଷ ସୁଦ୍ଧା ୧ ଲକ୍ଷ ଯୁବକଙ୍କୁ…
ଧସି ନାହିଁ, ଧସେଇ ଦିଆଯାଇଛି
କୁତ୍ରା,୧୫ା୭(ଦେବାଶିଷ ସାହୁ)ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ କନ୍ଧେଇମୁଣ୍ଡା ପଞ୍ଚାୟତ କୁରୁଙ୍ଗା ଗ୍ରାମରେ ନିମ୍ନ ମାନର ସୋକ୍ପିଟ ନିର୍ମାଣ ହୋଇଥିବା ନେଇ ଖବର ପ୍ରକାଶିତ ପରେ ବିଡିଓ ରବୀନ୍ଦ୍ର କୁମାର ସେଠୀ ପ୍ରତିକ୍ରିୟାଶୀଳ ହୋଇଛନ୍ତି। ସେ କହିଛନ୍ତି, ଏହା ଧସିନାହିଁ, ଏହାକୁ…
Archives


