‘ହତ୍ୟା ନୁହଁ, ଶ୍ୱାସରୁଦ୍ଧରୁ ମୃତ୍ୟୁ’
ରାଉରକେଲା,୨୨।୧୦(ସଙ୍ଗୀତା ଜେନା)ରାଉରକେଲା ଉଦିତନଗର ଥାନା ଏଏସ୍ଆଇ ଆଲିଶ ନାରମି ଲୁଗୁନଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରୁ ପରଦା ଉଠିଛି। ଆଲିଶଙ୍କୁ ହତ୍ୟା ନୁହେଁ, ବରଂ ତାଙ୍କ ଆଡ୍ରିନାଲରେ ଅଧିକ ହରମୋନ କ୍ଷରଣ ଯୋଗୁ ଶ୍ୱାସରୁଦ୍ଧ ହେବାରୁ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ…
ଅଧାପନ୍ତରିଆ ଆର୍ମି ସିଏସ୍ଡି କ୍ୟାଣ୍ଟିନ କାର୍ଯ୍ୟ
ରାଉରକେଲା,୨୦।୧୦(ଦିନେଶ ମିଶ୍ର): ରାଉରକେଲା ସେକ୍ଟର-୬ ସ୍ଥିତ ଏନ୍ସିସି ନବମ ବାଟାଲିୟନ ପରିସରରେ ଅବସରପ୍ରାପ୍ତ ସେନା କର୍ମଚାରୀମାନଙ୍କ ପାଇଁ ଏକ ଆର୍ମି ସିଏସ୍ଡି କ୍ୟାଣ୍ଟିନ ପ୍ରତିଷ୍ଠା କରିବାକୁ ୨୦୨୧ରେ ନିଷ୍ପତ୍ତି ହୋଇଥିଲା। ଏହି କ୍ରମରେ କ୍ୟାଣ୍ଟିନ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ…
ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ
ସୁନ୍ଦରଗଡ଼,୧୯।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଟାଉନ୍ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍ ତଥା ପ୍ରିଜାଇଡିଂ…
ଘରୁ ଶୁଣ୍ଢରେ ଟେକିନେଇ କଚାଡ଼ି ମାରିଲା ଦନ୍ତା
ବଡ଼ଗାଁ,୧୯ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଫୁଲବାରୀ ପଞ୍ଚାୟତର ଲାଖପଡ଼ା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ହାତୀ ଜଣେ ବ୍ୟକ୍ତିଙ୍କୁ କଚାଡ଼ି ମାରିଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ବିଳମ୍ବିତ ରାତିରେ ଲାଖପଡ଼ା ଗାଁରେ ପଶିଥିଲା। ଲୋକେ ହାତୀ ଆସିଥିବା ଜାଣି…
ହାତୀ ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ
ଲେଫ୍ରିପଡ଼ା,୧୩।୧୦(ଦେଶରଞ୍ଜନ ପଟେଲ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ରେଞ୍ଜ ଅନ୍ତର୍ଗତ ଗୁଣ୍ଡିଆଡ଼ିହି ସେକ୍ସନରେ ହାତୀ ଆକ୍ରମଣରେ ଗୁରୁତର ଥିବା ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ଗୁଣ୍ଡିଆଡ଼ିହି ଗ୍ରାମର ପଦ୍ମିନୀ ବୈଗା(୪୫)। ମହିଳା ଜଣକ ସକାଳୁ ପାଣି…
ଭିନ୍ନମୋଡ଼ ନେଉଛି ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତାଙ୍କ ମୃତ୍ୟୁ ମାମଲା
ରାଉରକେଲା,୧୩ା୧୦(ଦିନେଶ ମିଶ୍ର): ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା ଭିନ୍ନମୋଡ ନେଉଛି। ସୁସ୍ମିତାଙ୍କ ଓକିଲ ବିସ୍ମୟ ଦାସଙ୍କ କହିବା ଅନୁଯାୟୀ, ସୁସ୍ମିତା ୨୦୨୦ ଫେବୃଆରୀ ୧୪ରେ ରାଜଗାଙ୍ଗପୁରରେ ବାସ କରୁଥିବା ଶୁସିଲ ଟୋପ୍ପଙ୍କୁ ଜିଏଲ ଚର୍ଚ୍ଚରେ ବିବାହ କରିଥିଲେ। ବିବାହର…
ମନ୍ଥର ଗତିରେ ଚାଲିଛି ଜଳ ପ୍ରକଳ୍ପ କାର୍ଯ୍ୟ
ରାଉରକେଲା,୧୨।୧୦ (ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରରେ ୨ଟି ବୃହତ୍ତ ଜଳଯୋଗାଣ ପ୍ରକଳ୍ପର କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଫଳରେ ୩ଲକ୍ଷ ଲୋକଙ୍କ ପାଖକୁ ବିଶୁଦ୍ଧ ପାନୀୟଜଳ ପହଞ୍ଚାଇବା ଉଦ୍ଦେଶ୍ୟ ସଫଳ ହୋଇପାରିନାହିଁ। ରାଜ୍ୟ ସରକାର ସହରରୁ ଗ୍ରାମାଞ୍ଚଳ ଯାଏ ପ୍ରତ୍ୟେକ…
ଆତଙ୍କ ସୃଷ୍ଟି କରୁଛି ସ୍କ୍ରବ ଟାଇଫସ
ସୁନ୍ଦରଗଡ଼,୧୦।୧୦: ଆତଙ୍କ ସୃଷ୍ଟି କରୁଛି ସ୍କ୍ରବ ଟାଇଫସ । ୨୪ ଘଣ୍ଟାରେ ପୁଣି ସୁନ୍ଦରଗଡ଼ରେ୧୬ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍କ୍ରବ ଟାଇଫସ ଆକ୍ରାନ୍ତ ସଂଖ୍ୟା ୩୯୦ରେ ପହଞ୍ଚିଛି । ପରୀକ୍ଷା ହୋଇଥିବା ୧୧୪ ରକ୍ତ ନମୁନାରୁ ୧୬…
ଉଲଗ୍ନ ଅବସ୍ଥାରେ ବୁଲୁଥିବା ମା’ଝିଅ ଗଲେ ଘରକୁ
ସୁନ୍ଦରଗଡ଼,୧୦।୧୦ ଉଲଗ୍ନ ଅବସ୍ଥାରେ ଉଦ୍ଧାର ହୋଇଥିବା ମା’ ଓ ଝିଅ ତାଙ୍କ ଘର ଛତିଶଗଡ଼ ଫେରିଛନ୍ତି । ମଙ୍ଗଳବାର ସକାଳେ ଆସ୍ଥା ଗୃହରୁ ବିଧି ବ୍ୟବସ୍ଥା ଅନୁସାରେ ଜିଲା ପ୍ରଶାସନ ପରିବାରକୁ ହସ୍ତାନ୍ତର କରିଛି । ଛତିଶଗଡ଼ ଆସିଥିବା ପରିବାର ଲୋକଙ୍କ…
ଉଦ୍ଧାର ମା’ ଝିଅଙ୍କୁ ଭେଟିଲେ ପରିବାର ଲୋକେ
ସୁନ୍ଦରଗଡ଼,୧୦ା୧୦(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ଇବ୍ ନଦୀ ପୋଲ ଉପରୁ ଶୁକ୍ରବାର ଉଦ୍ଧାର ହୋଇ ସ୍ଥାନୀୟ ଆସ୍ଥା ଗୃହରେ ଥିବା ମା’ ଝିଅଙ୍କ ପରିଚୟ ପାଇଛି ପୋଲିସ। ସେମାନଙ୍କ ଘର ଛତିଶଗଡ଼ ଯଶପୁର ଜିଲା ତୁମଲା ଥାନା ଅନ୍ତର୍ଗତ ଖାରିବାହାଲ ଗ୍ରାମରେ ବୋଲି…
ଆସିଲା ଏଏସଆଇ ଏଲିସ ଲୁଗୁନଙ୍କ ବ୍ୟବଚ୍ଛେଦ ରିପୋଟ: ହେଲେ ହୋଇନି ସାର୍ବଜନୀନ
ରାଉରକେଲା ୯।୧୦: ରାଉରକେଲା ଉଦିତ୍ନଗର ଥାନା ଏଏସଆଇ ଏଲିସ ଲୁଗୁନଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମାତ୍ର ରିପୋର୍ଟରେ କ’ଣ ଉଲ୍ଲେଖ ଅଛି ତାହା ରାଉରକେଲା ପୋଲିସ ସ୍ପଷ୍ଟ କରିନାହିଁ । ରିର୍ପୋଟକୁ ତର୍ଜମା କରିବା ସହ ବରିଷ୍ଠ ଅଧିକାରୀଙ୍କ ସହ…
ଦିଅର ଦେଉଥିଲେ ଅମାନୁଷିକ ନିର୍ଯାତନା
ସୁନ୍ଦରଗଡ଼,୯ା୧୦(ଜୟ ନାରାୟଣ ମେଣ୍ଡୁଳି):ସୁନ୍ଦରଗଡ଼ ସହର ଉପକଣ୍ଠ ଇବ୍ନଦୀ ପୋଲ ଉପରୁ ଶୁକ୍ରବାର ଉଦ୍ଧାର ହୋଇଥିବା ୨ ବିବସ୍ତ୍ର ମହିଳାଙ୍କ ପରିଚୟ ମିଳିଥିବା ବେଳେ ତାଙ୍କ ସହିତ ଘଟିଥିବା ଅମାନୁଷିକ ନିର୍ଯାତନା ଘଟଣା ପଦାକୁ ଆସିଛି। ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ ଖଇରମୁଣ୍ଡାରେ ଉଭୟଙ୍କ…
Archives


