ସୁନ୍ଦରଗଡ଼

ଗୋରୁ ବୋଝେଇ ଭ୍ୟାନ୍‌ ପୋଡ଼ି ଦେଲେ

ସୁନ୍ଦରଗଡ଼,୭ା୧୨(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିରି ଥାନା ଅଧୀନ ଜୁଲୁମବାହାଲ ଗ୍ରାମ ପଞ୍ଚାୟତର ବେହେରାମୁଣ୍ଡାଠାରେ ଏକ ଗୋରୁ ବୋଝେଇ ଭ୍ୟାନ୍‌କୁ ନିଆଁ ଲଗାଇ ପୋଡି ଦିଆଯାଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଓଡି ୧୬ ବି ୨୩୯୫ ନମ୍ବର ବିଶିଷ୍ଟ…

ଭେଣ୍ଡିଂ ଜୋନ୍‌ରେ ଅସାମାଜିକଙ୍କ ଆଡ୍ଡା

ରାଉରକେଲା,୪।୧୨(ଦିନେଶ ମିଶ୍ର): ରାସ୍ତାକଡ ଉଠା ବ୍ୟବସାୟୀମାନଙ୍କୁ ଥଇଥାନ କରିବା ପାଇଁ ଆରଏମ୍‌ସି ପକ୍ଷରୁ ବିଭିନ୍ନ ସ୍ଥାନରେ ଭେଣ୍ଡିଂ ଜୋନ ନିର୍ମାଣ କରାଯାଇଛି। ଏହି ଭେଣ୍ଡିଂ ଜୋନରେ ବ୍ୟବସାୟ କରି ବ୍ୟବସାୟୀ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ ସରକାରଙ୍କ ପକ୍ଷରୁ ସହାୟତା ଯୋଗାଇ…

ସରକାରୀ ଡାକ୍ତରଖାନାରେ ଅନ୍ଧାରରେ ରୋଗୀ ସେବା

ରାଉରକେଲା,୩।୧୨(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସରକାରୀ ଡାକ୍ତରଖାନା ଅନ୍ତଃବିଭାଗରେ ରବିବାର ପୂର୍ବାହ୍ନରେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ରୋଗୀସେବା ବ୍ୟାହତ ହୋଇଥିଲା। ବିଭାଗରେ କାର୍ଯ୍ୟରତ ନର୍ସ କକ୍ଷ ମଧ୍ୟ ଅନ୍ଧାର ରହିଥିଲା। ଏ ନେଇ ଆରଜିଏଚ୍‌ ନିର୍ଦ୍ଦେଶକ ଡାକ୍ତର…

ପୋଖରୀରେ ଫସିରହିଛି ହାତୀ

ସବଡେଗା,୩ା୧୨(ଅନନ୍ତ ପଟେଲ): ସୁନ୍ଦରଗଡ଼ ଜିଲା ସବଡେଗା ବ୍ଲକର ଡମକୁଡା ପଞ୍ଚାୟତର ଭଦ୍ରାପଡ଼ା ଗାଁମୁଣ୍ଡ ଜଙ୍ଗଲ ପାଖେ ଥିବା ଛୋଟ ପୋଖରୀରେ ଶନିବାର ରାତିରୁ ଏକ ହାତୀ ପଶିଯାଇ ବାହାରକୁ ବାହାରି ନ ପାରି ପୋଖରୀରେ ଫସି ରହିଛି। ଆଜି ସକାଳେ ଲୋକେ…

ସୁଆଁ ଚାଷ କରି ଦୃଷ୍ଟାନ୍ତ ସାଜିଛନ୍ତି ସରିତା

ସୁନ୍ଦରଗଡ,୩ା୧୨(ଜୟ ନାରାୟଣ ମେଣ୍ଡୁଳି)ଆବହମାନ କାଳରୁ ପୁଷ୍ଟିଶସ୍ୟ ବା ମିଲେଟ୍ସ ମଣିଷ ସଭ୍ୟତାର ମୁଖ୍ୟ ଓ ପ୍ରଥମ ଖାଦ୍ୟ ଥିଲା। ପ୍ରାମାଣିକ ତଥ୍ୟ ଅନୁସାରେ ମିଲେଟ୍ସ ଚାଷ ଧାନ ଚାଷଠାରୁ ମଧ୍ୟ ପ୍ରାଚୀନ। ସମୟର ପରିବର୍ତ୍ତନ ସଙ୍ଗେ ସଙ୍ଗେ ପରିବର୍ତ୍ତନ ହେଲା ଲୋକଙ୍କ…

ଧାନ ଜଗିବାକୁ ଯାଉଥିଲେ: ହାତୀ ସାମ୍ନାରେ ପଡ଼ିଗଲେ

ବଡ଼ଗାଁ,୨୮।୧୧(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଳକ୍‌ ଅଧୀନ ଗରଗଡ଼ବାହାଲ ଗାଁରେ ସୋମବାର ଭୋରରେ ଜଣେ ଚାଷୀଙ୍କୁ ଏକ ହାତୀ କଚାଡି ମାରି ଦେଇଛି। ସେ ହେଲେ ଗରଗଡ଼ବାହାଲ ଗ୍ରାମର ହିରାଲାଲ ବେହେରା(୫୫)। ମିଳିଥିବା ସୂଚନା ମୁତାବକ, ପଞ୍ଚରା ଅଞ୍ଚଳରୁ ପ୍ରାୟ…

ଅବ୍ୟବସ୍ଥାରେ ପ୍ଲାଣ୍ଟସାଇଟ୍‌ ଉପଡାକଘର

ରାଉରକେଲା,୨୭।୧୧(ଦିନେଶ ମିଶ୍ର): ଷ୍ଟିଲସିଟି ରାଉରକେଲା ପ୍ଲାଣ୍ଟସାଇଟ ଅଞ୍ଚଳରେ ଥିବା ଉପଡାକଘରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଫଳରେ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଅଭିଯୋଗ କରିବା ପରେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ସୂଚନା ଅନୁସାରେ, ପ୍ଲାଣ୍ଟସାଇଟ ଉପଡାକଘର…

ଗଡ଼ିଲା ରାଉରକେଲା-ବାଦାମପାହାଡ଼ ଏକ୍ସପ୍ରେସ

ରାଉରକେଲା,୨୬ା୧୧(ବିପ୍ଳବରଞ୍ଜନ ଦାଶ): ରାଉରକେଲା ରେଳଷ୍ଟେଶନ ୫ନମ୍ବର ପ୍ଲାଟଫର୍ମରୁ ରବିବାର ରାଉରକେଲା-ବାଦାମପାହାଡ଼ ସାପ୍ତାହିକ ଏକ୍ସପ୍ରେସର ବିଧିବଦ୍ଧ ଚଳାଚଳ ଆରମ୍ଭ ହୋଇଛି। ଗତ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲା ଗସ୍ତ କରି ବାଦାମପାହାଡ ରେଳଷ୍ଟେସନଠାରୁ ୩ଟି ନୂତନ ଟ୍ରେନ ଚଳାଚଳ ଶୁଭାରମ୍ଭ…

ଅନିଶ୍ଚିତତାରେ ପିଲାଙ୍କ ଭବିଷ୍ୟତ

ବିଶ୍ରା,୨୬ା୧୧( ବଟକୃଷ୍ଣ ସ୍ବାଇଁ)ରାଜ୍ୟ ସରକାର ଆଦିବାସୀ ଉନ୍ନୟନ ବିଭାଗ ଅଧୀନରେ ସେବାଶ୍ରମ ଓ ଆଶ୍ରମ ଉଚ୍ଚବିଦ୍ୟାଳୟ ଖୋଲି ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ଶିକ୍ଷାର ସମସ୍ତ ସୁବିଧା କରିଛନ୍ତି। ବିଦ୍ୟାଳୟ ସହ ଛାତ୍ରାବାସ ଓ ଛାତ୍ରୀନିବାସ ମଧ୍ୟ ନିର୍ମାଣ…

ନାମଫଳକରୁ ଅନ୍ତର୍ଜାତୀୟ ଶବ୍ଦ ଗାଏବ

ରାଉରକେଲା,୨୬।୧୧(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ହେଉଛି ଭାରତର ସର୍ବବୃହତ୍‌ ହକି ଷ୍ଟାଡିୟମ। ଏହି ଷ୍ଟାଡିୟମ ଗିନିଜ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ପାଇଛି। ମାତ୍ର ପରିତାପର ବିଷୟ ଏହି ହକି ଷ୍ଟାଡିୟମ ନାମ ଫଳକରୁ…

ପଲିଥିନ୍‌ ବଳୟରେ ରାଉରକେଲା ସହର

ରାଉରକେଲା,୨୧।୧୧(ଦିନେଶ ମିଶ୍ର): ରାଉରକେଲା ସହରର ବିଭିନ୍ନ ସ୍ଥାନରେ ଏବେ ପଲିଥିନ୍‌ ବ୍ୟବହାର ବଢିବାରେ ଲାଗିଛି। ସହରର ବିଭିନ୍ନ ଅଳିଆଗଦା ହେଉ କି ଡଷ୍ଟବିନ ସବୁଠି କୁଢ କୁଢ ପଲିଥିନ ପଡିଥିବା ଦେଖିବାକୁ ମିଳୁଛି। ପ୍ରତିବର୍ଷ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ପଲିଥିନ…

ଗ୍ରାମବାସୀଙ୍କ ଭରସା ମାଟିରାସ୍ତା

କୁତ୍ରା,୧୯ା୧୧(ଦେବାଶିଷ ସାହୁ)ସରକାର ବିଭିନ୍ନ ଯୋଜନା ମାଧ୍ୟମରେ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ରାସ୍ତା ତିଆରି କରୁଛନ୍ତି। ହେଲେ ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ବସ୍‌ଷ୍ଟାଣ୍ଡରୁ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?