ଦ୍ୱିତୀୟ ଦିନରେ ବରଫର ଧଳା ଚାଦର ତଳେ କୋଇଡ଼ା: ପଡିଲା ତୁଷାରପାତ
ବଣାଇଁ, ୮।୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡରେ ଚଳିତ ବର୍ଷ ଗତକାଲି ଠାରୁ ପ୍ରଥମଥର ପାଇଁ ସମଗ୍ର ଅଞ୍ଚଳ ୫ ଡିଗ୍ରୀ ତଳେ ରହିଛି । ସାରା ବଣାଇଁ ବର୍ତ୍ତମାନ ଜାଡରେ ଥରୁଥିବା ବେଳେ କୋଇଡାରେ ଆଜି ମଧ୍ୟ ଦିତୀୟ…
ବଣାଇଁରେ ହାଡ଼ଭଙ୍ଗା ଶୀତ: ପଡିଲା ଚଳିତ ବର୍ଷର ପ୍ରଥମ ତୁଷାରପାତ
ବଣାଇଁ, ୭।୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡରେ ଚଳିତ ବର୍ଷ ପ୍ରଥମଥର ପାଇଁ ତାପମାତ୍ରା ୫ ଡିଗ୍ରୀ ଛୁଇଁଛି। ସାରା ବଣାଇଁ ବର୍ତ୍ତମାନ ଜାଡରେ ଥରୁଥିବା ବେଳେ କୋଇଡାରେ ଚଳିତ ବର୍ଷର ପ୍ରଥମ ତୁଷାରପାତ ଦେଖିବାକୁ ମିଳିଛି । ଅନ୍ୟପଟେ…
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ ଠେଙ୍ଗା ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମାକୁନ ଧନବାରଙ୍କ ସ୍ତ୍ରୀ ପୁଷ୍ପ…
ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର
ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ ଦୁଃଖଦ ଓ ଅଭାବନୀୟ ଘଟଣା ଘଟିଛି । ବିଦ୍ୟାଳୟର ବାର୍ଷିକ କ୍ରିଡା ପ୍ରତିଯୋଗିତା ଦୌଡରେ…
ଜାଲ୍ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ
ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍ର ପର୍ଦ୍ଦାଫାଶ କରିଛି। ଜାଲ୍ କାଗଜପତ୍ର ମାଧ୍ୟମରେ ଅବୈଧ ଅସ୍ତ୍ର ଲାଇସେନ୍ସ ସଂଗ୍ରହ ଏବଂ ଅସ୍ତ୍ର ଚାଲାଣ କରୁଥିବା ଏହି…
୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ
ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଖବର ଅନୁସାରେ, ଆଜି ପ୍ରତ୍ୟୁଷରେ ୫୨୦ ନମ୍ବର ଜାତୀୟ…
ବସ୍ କାଚ ଭାଙ୍ଗି ଜାଳିଦେଲେ …
ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍ର କାଚ ଭାଙ୍ଗି ଜାଳି ଦେଇଥିବା ଅଭିଯୋଗ ହୋଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ ଖାଦ୍ୟ ସମସ୍ୟା, ପରିବାରଙ୍କୁ ଭେଟିବାକୁ ନ ଦେବାକୁ ନେଇ କଏଦୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।…
ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍ ସହ ରହିଛି…
ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସମ୍ପତ୍ତି। ବାଲେଶ୍ବରରେ ଗୋଟିଏ ବଡ଼ ଅଟ୍ଟାଳିକା ରହିଥିବାବେଳେ ମାର୍କେଟ କମ୍ପ୍ଲେକ୍ସ ଓ ଜିମ୍ ଠାବ…
ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ ମୃତ୍ୟୁ ହୋଇଛି । ଖବରପାଇ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ…
ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ
ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ । ସୁନ୍ଦରଗଡ଼ ସିଭିଲ ସପ୍ଲାଏର…
୧୦ମ ଶ୍ରେଣୀ ଛାତ୍ରୀ ହେଲେ ଗର୍ଭବତୀ , ବଳାତ୍କାର କରିବା ସହ…
କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର ପୋଲିସ ଗୁରୁବାର ଗିରଫ କରି ଶୁକ୍ରବାର ସୁନ୍ଦରଗଡ଼ ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଅଭିଯୁକ୍ତ…
Archives


