ସୁନ୍ଦରଗଡ଼

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି ଉକ୍ତ ରାସ୍ତାରେ କାରଖାନାର ହାଇୱା ଚଳାଚଳ କରୁଥିବାରୁ ରାସ୍ତା ଅବସ୍ଥା ଆହୁରି ବେହାଲ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଦୀର୍ଘଦିନ ଧରି ସେ ଭାରତର କମ୍ୟୁନିଷ୍ଟ ପାର୍ଟି (ମାଓବାଦୀ)ର କ୍ଷେତ୍ର କମିଟିର…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସବୁଠାରୁ ଅଧିକ ପ୍ରଭାବ ଏକମା ପଞ୍ଚାୟତର ପଦମପୁର ଗ୍ରାମରେ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…

ଲେଫ୍ରିପଡ଼ା ନାବାଳିକା ଗଣଦୁଷ୍କର୍ମ ମାମଲା, ୨ ଦୋଷୀଙ୍କୁ ୨୦ ବର୍ଷ…

ସୁନ୍ଦରଗଡ,୧୫ା୭(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଅତିରିକ୍ତ ଜିଲା ଦୌରାଜଜ ତଥା ପକ୍ସୋ କୋର୍ଟ ର ପ୍ରିଜାଇଡିଂ ଅଫିସର ଜ୍ଞାନ ରଞ୍ଜନ ପଟ୍ଟନାୟକ୨୦୨୩ ମସିହାରେ ଲେଫ୍ରିପଡା ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ଚାଲାଣ ଓ ଗଣବଳତ୍କାର ମାମଲାର ଶୁଣାଣି ବୁଧବାର କରିଛନ୍ତି…

ଗୁରୁଣ୍ଡିଆରେ ବାଘ ଆତଙ୍କ: ପାଦ ଚିହ୍ନ ଦେଖିବା ପରେ ଲୋକଙ୍କ ମନରେ କୋକୁଆ ଭୟ

ସୁନ୍ଦରଗଡ,୧୫।୭ (ଦିଲ୍ଲୀପ କୁମାର ଭାରତୀ): ସୁନ୍ଦରଗଡ ଜିଲା ବଣେଇ ବନଖଣ୍ଡ ଅନ୍ତର୍ଗତ ତାମଡା ରେଞ୍ଜ ଅଧୀନସ୍ଥ ଗୁରୁଣ୍ଡିଆ ଠାରେ ବାଘ ଆତଙ୍କ । ଘଟଣାରୁ ପ୍ରକାଶ ଯେ,ଗୁରୁଣ୍ଡିଆ ତହସିଲ ପଛ ପଟ ଅମଳଚୁଆଁ ବସ୍ତି ପାଖରେ ଥିବା ଚାଷ ଜମିରେ ଏକ…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତ ନାବାଳକ ହେଲେ କେଶବ ବିଲୋରଙ୍କ ପୁଅ…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ କାନ୍ସବାହାଲ ମନ୍ଦିରା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା। ଫଳରେ ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା ନେଇ କୁତ୍ରା ଥାନାରେ ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡିଛି ଯେ, ପଥର ଚିପ୍ସ…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼ ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲାପୋଲିସ ଅଧୀକ୍ଷକ (ଏସ୍‌ପି)…

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି। ଶରୀରର କିଛି ଅଂଶ ରାଇସ ମିଲରୁ ବାହାରି ଥିବା ପୋଡ଼ା କୁଣ୍ଡା ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?