ସୁନ୍ଦରଗଡ଼

ଜମିବାଡ଼ି ବିବାଦକୁ ନେଇ ଯୁବକଙ୍କୁ ହତ୍ୟା: ୩ ମହିଳାଙ୍କ ସମେତ ୭ ଗିରଫ

ସୁନ୍ଦରଗଡ଼/ନୂଆଗାଁ, ୨୬।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅନ୍ତର୍ଗତ ତାଇନ୍ଦା ଗଞ୍ଜୁବସ୍ତିରେ ବୁଧବାର ଜମିବାଡ଼ି ବିବାଦକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଜଗେଶ୍ୱର ସିଂ (୩୪)। ହତ୍ୟାକାଣ୍ଡରେ ସମ୍ପୃକ୍ତ ୩ମହିଳାଙ୍କ ସମେତ ୭ଜଣଙ୍କୁ ପୋଲିସ…

ବଢୁଛି ଅନ୍‌ଲାଇନ ଜୁଆଖେଳ

ରାଉରକେଲା ଅଫିସ,୨୬।୪:ସ୍ମାର୍ଟସିଟି ରାଉରକେଲାରେ ଅନ୍‌ଲାଇନ ଜୁଆଖେଳ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତରୁଣରୁ ବୃଦ୍ଧ ଯାଏ ସଭିଏଁ ତିନିଗୁଣା ଟଙ୍କା ଜିତିବା ଲୋଭରେ ମୋବାଇଲ ମାଧ୍ୟମରେ ଏହି ଜୁଆଖେଳ ଖେଳୁଛନ୍ତି। ଏଥିରେ ସାଇବର କ୍ରାଇମ ଜଗତର ବଡ଼ ବଡ଼ ମାଷ୍ଟର…

କାଳବୈଶାଖୀ ପ୍ରଭାବ: ଗଛ ପଡ଼ି ଘର ଭାଙ୍ଗିଲା

କୁଆଁରମୁଣ୍ଡା,୨୫।୪(ଡି.ଏନ.ଏ.): ସୋମବାର ଭୋର ସମୟରେ ପ୍ରବଳ ପବନ ସହ ବର୍ଷା ହୋଇଥିଲା। ଏହାର ପ୍ରଭାବରେ କାଲସୋହରିଆ ପଞ୍ଚାୟତର ୪ ନମ୍ବର ୱାର୍ଡରେ ୨ ଜଣଙ୍କ ଘର ଉପରେ ଗଛ ଡାଳ ପଡି ଭାଙ୍ଗିଯାଇଛି। ଟିଫିଲ କିଣ୍ଡୋଙ୍କ ଖପର ଘର ଉପରେ ଶାଳଗଛ…

ପୁଣି କାୟା ମେଲାଉଛି କରୋନା

ସୁନ୍ଦରଗଡ଼,୨୪।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲାରେ ଏବେ ପୁଣି କାୟା ମେଲାଉଛି କରୋନା। ଶନିବାର ରାତିରେ ସୁନ୍ଦରଗଡ଼ କୋଭିଡ୍‌ କେୟାର ହସପିଟାଲରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା ବେଳେ ଗତ ୫ତାରିଖରେ ରାଉରକେଲାରେ ଜଣଙ୍କର ମୃତ୍ୟୁ ଘଟିଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଏନେଇ…

ନଦୀଘାଟ ଅସାମାଜିକଙ୍କ ଆଡ୍ଡାସ୍ଥଳ

ରାଉରକେଲା ଅଫିସ, ୨୩।୪: ରାଉରକେଲା ପାନପୋଷ ହନୁମାନ ମନ୍ଦିର ନିକଟ ବ୍ରାହ୍ମଣୀ ନଦୀଘାଟ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳ ପାଲଟିଛି। ନଦୀଘାଟରେ ଅସାମାଜିକ ତତ୍ତ୍ୱ ଅଳିଆ ଆବର୍ଜନା କରିବା ସହ ମଦ ପିଇ ଖାଲି ବୋତଲ ଫିଙ୍ଗି ଦେଉଛନ୍ତି। ଫଳରେ ଯାତ୍ରୀମାନେ ସେଠାରେ…

କୋଇଲା ଗୁଣ୍ଡ ଉଡ଼ି ପ୍ରଦୂଷଣ ଆସ୍ତରଣ

କୁତ୍ରା, ୨୩।୪: (ଡି.ଏନ.ଏ.) କୋଇଲା ଗୁଣ୍ଡ ଉଡ଼ି ସୁନ୍ଦରଗଡ଼ ଜିଲା କୁତ୍ରା ଅଞ୍ଚଳ ପ୍ରଦୂଷଣର ଆସ୍ତରଣରେ ଛାଇ ହୋଇଛି। ଚାରିପଟେ କେବଳ ପ୍ରଦୂଷଣ ହିଁ ପ୍ରଦୂଷଣ। ଏହି ପ୍ରଦୂଷଣ ଯୋଗୁ ସାଧାରଣ ଲୋକଙ୍କ ଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି। ଶନିବାର ଅପରାହ୍ନରେ ସାମାନ୍ୟ…

ଜଳସେଚନ ପାଇଁ କ୍ଷେତ ପୋଖରୀ, ଗଭୀର କୂଅ

ସୁନ୍ଦରଗଡ଼, ୨୩।୪: (ଡି.ଏନ.ଏ.) ଚାଷଜମିକୁ ଜଳ, ଚାଷୀଙ୍କୁ ବଳ। ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ବିଶେଷ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଜନଜାତି ବର୍ଗର ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଲାଗି କ୍ଷେତ ପୋଖରୀ…

ପ୍ରାଣୀ ଜନ୍ମ ନିୟନ୍ତ୍ରଣ ଯୋଜନା ବାଟବଣା

ରାଉରକେଲା ଅଫିସ୍‌, ୨୨।୪: ବୁଲା କୁକୁର ଜନ୍ମହାର ନିୟନ୍ତ୍ରଣ ପାଇଁ ରାଉରକେଲା ସରକାରୀ ପ୍ରାଣୀ ଚିକିତ୍ସା କେନ୍ଦ୍ର ପକ୍ଷରୁ ସହରରେ ଆନିମଲ ବାର୍ଥ କଣ୍ଟ୍ରୋଲ (ଏବିସି) ଯୋଜନା ଚାଲିଛି। ଏହି ଯୋଜନା ୨୦୧୨ରେ ଆରମ୍ଭ ହୋଇଥିଲେ ମଧ୍ୟ ରାଉରକେଲା ସହରରେ ଆଶାନୁରୂପ…

ଗଛ ଭାଙ୍ଗିଲା, ବିଦ୍ୟୁତ୍‌ ସେବା ପ୍ରଭାବିତ

କୁଆଁରମୁଣ୍ଡା,୨୧।୪: (ଡି.ଏନ.ଏ.) ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତି ପ୍ରାୟ ସାଢେ ୧ଟାରେ ହଠାତ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ବିଦ୍ୟୁତ୍‌ ସେବା ପ୍ରଭାବିତ ହୋଇଛି। ଏଥିଯୋଗୁ ବଡ ବଡ ଗଛ ଉପୁଡିବା ସହ ବିଦ୍ୟୁତ୍‌ ଖୁଣ୍ଟ…

ବିପଦପୂର୍ଣ୍ଣ ଭାବେ ଝୁଲୁଛି ଗଛଡାଳ

ରାଉରକେଲା ଅଫିସ୍‌,୨୧।୪: ରାଉରକେଲା ସହର ମୁଖ୍ୟ ମାର୍ଗ ଡେଲିମାର୍କେଟ ଶୁଦ୍ଧ ଭୋଜନାଳୟ ସମ୍ମୁଖରେ ଏକ ପିପ୍ପଲ ବୃକ୍ଷର ଶୁଖିଲା ଶାଖା ବିପଦପୂର୍ଣ୍ଣ ଭାବେ ଝୁଲି ରହିଛି। ଗତ କିଛିଦିନ ତଳେ ଏହି ବୃକ୍ଷର ଗୋଟିଏ ଶାଖା ପବନ ଯୋଗୁ ତଳେ ପଡି…

ଝାଡ଼ାବାନ୍ତିରେ ୩୪ ଛାତ୍ରୀ ଅସୁସ୍ଥ

ସୁନ୍ଦରଗଡ଼/ଟେନସା/ବଣାଇ,୨୦।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଅଧୀନ ସ୍ବୟମ୍ବା ବାଳିକା ଉଚ୍ଚବିଦ୍ୟାଳୟ ଛାତ୍ରୀ ନିବାସରେ ବାସିଖାଦ୍ୟ ଖାଇ ୩୪ଜଣ ଅନ୍ତେବାସିନୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଅସୁସ୍ଥ ଛାତ୍ରୀମାନଙ୍କୁ କେ. ବଲାଙ୍ଗ ସ୍ବାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଛି। ଚିକିତ୍ସା ପରେ…

ସୁନ୍ଦରଗଡ଼ ଜିଲାରେ ବନ୍ଦ ପାଳନ: ରାସ୍ତା ଅବରୋଧ

ସୁନ୍ଦରଗଡ଼/ରାଜଗାଙ୍ଗପୁର/କୁତ୍ରା/ବଡ଼ଗଁା/ଲହୁଣୀପଡ଼ା,୨୦।୪(ଡି.ଏନ୍‌.ଏ.): ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ଘଟିଥିବା ହିଂସା ଘଟଣାର ପ୍ରତିବାଦରେ ବୁଧବାର ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଥିଲା। ସୁନ୍ଦରଗଡ଼ଠାରେ ବଜରଙ୍ଗ ଦଳ କାର୍ଯ୍ୟକର୍ତ୍ତାମାନେ ୧୦ନଂ. ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri