ମିସ୍ କୁଇନ୍ ଅଫ୍ ଏସିଆ ଟାଇଟଲ ଜିତିଲେ ରାଉରକେଲା ଝିଅ
ରାଉରକେଲା ଅଫିସ,୧୩।୨:ଏସିଆ ସୁନ୍ଦରୀ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସେକ୍ଟର-୪ ଅଞ୍ଚଳର ଡି. ପୂଜା ମିସ୍ କୁଇନ ଅଫ୍ ଏସିଆ ଟାଇଟଲ ଜିତି ସୁନ୍ଦରଗଡ ଜିଲା ତଥା ରାଉରକେଲା ପାଇଁ ଗୌରବ ଆଣିଛନ୍ତି। ଗତ ୩ତାରିଖରେ ବମ୍ବେ ଅନ୍ଧେରୀ ଇଷ୍ଟରେ...
ଢିଙ୍କିକୁଟା ଚାଉଳର ବଢୁଛି ଚାହିଦା
ସୁନ୍ଦରଗଡ଼, ୯।୨(ଡି.ଏନ.ଏ.): ବର୍ତ୍ତମାନ ସମୟରେ ବଜାରରେ ଢିଙ୍କିକୁଟା ଚାଉଳର ଚାହିଦା ବଢୁଛି। ସୁନ୍ଦରଗଡ଼ ଜିଲାର ଆଦିବାସୀ ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ ଢିଙ୍କିକୁଟା ଚାଉଳ ସ୍ଥାନୀୟ ବଜାର ସହିତ ଓରମାସ ମେଳା ଆଦି ମାଧ୍ୟମରେ ଭଲ ବିକ୍ରି ହେଉଛି। ଫଳରେ ଏହା...
ଆବାସ ଯୋଜନା ଧର୍ମକୁ ଆଖିଠାର
ବଡ଼ଗଁା,୮ା୨(ଡି.ଏନ.ଏ.): ସୁନ୍ଦରଗଡ ଜିଲାର ବଡଗଁା ବ୍ଲକରେ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହି ବ୍ଲକର ବରଙ୍ଗାକଛାର ପଞ୍ଚାୟତର ଅଧିକାଂଶ ଗ୍ରାମରେ ବହୁ ଗରିବ ବ୍ୟକ୍ତି ଆବାସ ଯୋଜନାରେ ଘର ପାଇବାରୁ ବଞ୍ଚିତ ହୋଇ ଦୁର୍ଦ୍ଦିନରେ ଦିନ...
ଯମୁନାନାକି ବ୍ରିଜ୍ ନିର୍ମାଣ କାର୍ଯ୍ୟ ମନ୍ଥର
ରାଉରକେଲା ଅଫିସ, ୮।୨: ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ବ୍ଲକ ଯମୁନାନାକି ବ୍ରିଜ୍ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଏହି ବ୍ରିଜ୍ କାମ ଅସମ୍ପୂର୍ଣ୍ଣ ଯୋଗୁ କୁଆଁରମୁଣ୍ଡା ବ୍ଲକ ଅଧୀନ ୨୦ଟି ଗ୍ରାମପଞ୍ଚାୟତର ପ୍ରାୟ ୮୦ ହଜାର ଲୋକଙ୍କୁ ଯାତାୟାତ...
‘ରାଉରାକେଲା ବିମାନ ବନ୍ଦର ସମ୍ପ୍ରସାରଣ କାର୍ଯ୍ୟ କେନ୍ଦ୍ର ସରକାର କରନ୍ତୁ’
ରାଉରକେଲା ଅଫିସ, ୭।୨: ରାଉରକେଲା ବିମାନ ବନ୍ଦର ସମ୍ପ୍ରସାରଣ ପାଇଁ ଜମି ନାହିଁ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ବକ୍ତବ୍ୟକୁ ସୋମବାର ଏକ ଖବରଦାତା ସମ୍ମିଳନୀରେ ରାଉରକେଲା ବିକାଶ ମଞ୍ଚ ପକ୍ଷରୁ ଦୃଢ ନିନ୍ଦା କରାଯାଇଛି। ମଞ୍ଚ ପକ୍ଷରୁ...
ଗୋବରରୁ ତିଆରି ହେଉଛି ଉତ୍କୃଷ୍ଟ କାଠ
କୁତ୍ରା,୬।୨ (ଡି.ଏନ୍.ଏ.):ସୁନ୍ଦରଗଡ଼ ଜିଲା କୁତ୍ରା ଅଞ୍ଚଳରେ ଜଣେ ବ୍ୟବସାୟୀ ମେସିନ ସାହାଯ୍ୟରେ ଗୋବରରୁ ଜାଳେଣି କାଠ ତିଆରି କରୁଛନ୍ତି। ଜଙ୍ଗଲ ଏବଂ ପରିବେଶ ସୁରକ୍ଷା ପାଇଁ ଏହା ଅଭିନବ ପ୍ରୟାସ ବୋଲି କୁହାଯାଉଛି। ପୂର୍ବ କାଳରେ କୃଷି ପାଇଁ ବହୁଳ...
କାମକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଯୁବକ: ପରିତ୍ୟକ୍ତ ବାଡ଼ିରୁ ମିଳିଲା ରକ୍ତାକ୍ତ ମୃତଦେହ
ରାଉରକେଲା ଅଫିସ,୪ା୨: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ କନଷ୍ଟ୍ରକ୍ସନ କଲୋନୀରେ ରକ୍ତାକ୍ତ ଅବସ୍ଥାରେ ପୋଲିସ ଦୁଇ ଯୁବକଙ୍କ ମୃତଦେହକୁ ଶନିବାର ସନ୍ଧ୍ୟାରେ ଜବତ କରିଛି। ମୃତ ଯୁବକଙ୍କ ନାମ ଇନ୍ଦ୍ରଜିତ ସ୍ବାଇଁ(୨୭) ଓ ସଞ୍ଜୟ କୁମାର ଦାଶ (୩୯)।...
କାମରେ ଲାଗୁନି ଶୌଚାଳୟ
ରାଉରକେଲା ଅଫିସ,୪।୨: ରାଉରକେଲା ମହାନଗର ନିଗମ ଅଧୀନ ପାନପୋଷ ବଜାରରେ ଥିବା ସାର୍ବଜନୀନ ଶୌଚାଳୟ ଏବେ ବ୍ୟବହାର ଅନୁପଯୋଗୀ ହୋଇପଡିଛି। ଫଳରେ ବଜାରକୁ ଆସୁଥିବା ଗ୍ରାହକ ଏବଂ ବ୍ୟବସାୟୀମାନେ ଅସୁବିଧା ଭୋଗୁଛନ୍ତି। ପାନପୋଷ ବଜାର ରାଉରକେଲାର ସର୍ବପୁରାତନ ବଜାର। ୯ଏକର...
ଆଜି ଏନ୍ଆଇଟିର ୨୦ତମ ସମାବର୍ତ୍ତନ ଉତ୍ସବ
ରାଉରକେଲା ଅଫିସ,୪ା୨: ରାଉରକେଲା ସ୍ଥିତ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି (ଏନ୍ଆଇଟି) ପରିସରରେ ୨୦ତମ ସମାବର୍ତ୍ତନ ଉତ୍ସବ ଶନିବାର ଅନୁଷ୍ଠିତ ହେବ। ଏ ସମ୍ପର୍କରେ ଏନ୍ଆଇଟି ସ୍ଥିତ ସିନେଟ ହଲ ପରିସରରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।...
ଭିତ୍ତିଭୂମି ଅଭାବ, ମିଳୁନି ଚିକିତ୍ସା ସୁବିଧା
ରାଉରକେଲା ଅଫିସ,୩୧।୧: ରାଉରକେଲା ସରକାରୀ ମେଡିକାଲ (ଆର୍ଜିଏଚ୍)ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ୪ଶହ ଶଯ୍ୟା ବିଶିଷ୍ଟ ଏହି ଡାକ୍ତରଖାନାରେ ପ୍ରତିଦିନ ୫ଶହରୁ ଊର୍ଦ୍ଧ୍ୱ ରୋଗୀଙ୍କ ଚିକିତ୍ସା କରାଯାଉଛି। ତେବେ ଆବଶ୍ୟକ ଭିତ୍ତିଭୂମି ଅଭାବରୁ ରୋଗୀସେବାରେ ବାଧା ସୃଷ୍ଟି ହେଉଥିବାରୁ ଜନସାଧାରଣରେ...
ନିଖୋଜ ବ୍ଲକ ଉପାଧ୍ୟକ୍ଷା ସୋନପୁରରୁ ଉଦ୍ଧାର
ବଣାଇ,୨୮।୧(ସ୍ବ.ପ୍ର): ନିଖୋଜ ହୋଇଯାଇଥିବା ସୁନ୍ଦରଗଡ଼ ଜିଲା ବଣାଇ ବ୍ଲକ ଉପାଧ୍ୟକ୍ଷା ବିନତି ବେହେରା ଶୁକ୍ରବାର ସୋନପୁରରୁ ଉଦ୍ଧାର ହୋଇଛନ୍ତି। ଗତ ଜାନୁୟାରୀ ୪ରୁ ନିଖୋଜ ଥିବା ନେଇ ତାଙ୍କ ସ୍ବାମୀ ପ୍ରସନ୍ନ ବେହେରା ଟିକାୟତପାଲି ଥାନାରେ ଅଭିଯୋଗ କରିଥିଲେ। ପରେ...
ହକି ବିଶ୍ୱକପ୍: ୩ କ୍ୱାଟର ସୁଦ୍ଧା ଭାରତ ଆଗୁଆ
ରାଉରକେଲା,୨୬।୧(ଡି.ଏନ୍.ଏ.): ରାଉରକେଲା ବିର୍ଶାମୁଣ୍ଡା ଷ୍ଟାଡିୟମ୍ରେ ଗୁରୁବାର ହକି ବିଶ୍ୱକପ୍ର ୪ଟି ମ୍ୟାଚ୍ ଖେଳାଯାଇଛି। ପ୍ରଥମ ମ୍ୟାଚ୍ ୧୧ଟା ୩୦ରେ ଦକ୍ଷିଣ ଆଫ୍ରିକା ଓ ମାଲେସିଆ ମଧ୍ୟରେ ଖେଳାଯାଇଥିଲା। ଏଥିରେ ଦକ୍ଷିଣ ଆଫ୍ରିକା ୬.୩ ଗୋଲ୍ରେ ବିଜୟ ହାସଲ କରିଛି। ତେବେ...
Archives


