ସୁନ୍ଦରଗଡ଼

ବଜାରରେ ପାଣି, ମୁଖ୍ୟରାସ୍ତାରେ ଦୋକାନୀ

ରାଉରକେଲା,୨୬।୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ମାତାପୂଜା ଦୈନିକ ବଜାରରେ ବର୍ଷା ପାଣି ଯୋଗୁ ବ୍ୟବସାୟୀମାନେ ମୁଖ୍ୟରାସ୍ତାରେ ବିକ୍ରିବଟା କରୁଥିବା ଦେଖିବାକୁ ମିଳିଛି। ଫଳରେ ଯାନବାହନ ଚଳାଚଳରେ ଅସୁବିଧା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେଉଛି। ରେଲଓ୍ବେ କଲୋନୀ ମାତାପୂଜା ଦୈନିକ ବଜାରର…

କର୍ମଚାରୀ ଅଭାବ ଯୋଗୁ ଉପୁଜୁଛି ସମସ୍ୟା

ରାଉରକେଲା,୨୫।୬(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହକାରୀ ଉଦ୍ୟାନ ବିଭାଗରେ ବହୁ ପଦବୀ ଖାଲି ପଡିଛି। ଫଳରେ ସୀମିତ କର୍ମଚାରୀଙ୍କୁ ନେଇ ବିଭାଗୀୟ କାର୍ଯ୍ୟ କରିବାରେ ନାନା ସମସ୍ୟା ଉପୁଜୁଛି। ଅନ୍ୟପକ୍ଷେ କର୍ମଚାରୀ ଅଭାବ ଯୋଗୁ ସ୍ଥାନୀୟ ଉଦ୍ୟାନ ଚାଷୀମାନଙ୍କୁ ଆଧୁନିକ ଜ୍ଞାନକୌଶଳ ମିଳିପାରୁନାହିଁ।…

ନିୟନ୍ତ୍ରଣ ହରାଇଛି ଅଦା ଦର

ରାଉରକେଲା,୨୫।୬(ସଙ୍ଗୀତା ଜେନା)ଖାଦ୍ୟ ପ୍ରସ୍ତୁତିରେ ପ୍ରମୁଖ ମସଲା ଭାବେ ବ୍ୟବହାର କରାଯାଉଥିବା ଅଦାର ବଜାର ଦର ହୁ ହୁ ହୋଇ ବଢିଚାଲିଛି। ଏହି କ୍ରମରେ ରାଉରକେଲାରେ ମଧ୍ୟ ଏହାର ପ୍ରଭାବ ଅନୁଭୂତ ହେଉଛି। ବର୍ତ୍ତମାନ ରାଉରକେଲା ବଜାରରେ ଅଦା ଦର କିଲୋ ପ୍ରତି…

ଝାଉଁଳି ଗଲାଣି ଦାମିକିଆ ଗଛ

ରାଉରକେଲା,୨୪।୬(ବିପ୍ଲବ ରଞ୍ଜନ ଦାଶ): ପୁରୁଷ ହକି ବିଶ୍ୱକପ୍‌ ସମୟରେ ରାଉରକେଲା ସହରର ସୌନ୍ଦଯ୍ୟ ବୃଦ୍ଧି ପାଇଁ ବ୍ୟାପକ ଯୋଜନା କାର୍ଯ୍ୟକାରୀ କରାଯାଇଥିଲା। ଏଥିରେ ବିଭିନ୍ନ ଛକରେ ଦାମିକିଆ ଗଛ ଲଗାଯାଇଥିଲା। ତେବେ ରକ୍ଷଣାବେକ୍ଷର ଅଭାବରୁ ସେହି ଗଛସବୁ ଝାଉଁଳି ଯାଇଥିବା ଦେଖିବାକୁ…

ପାଣି ପାଇଁ ଡହଳବିକଳ

ରାଉରକେଲା,୨୪।୬(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା ଶିଳ୍ପାଞ୍ଚଳ ତଥା ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ଅଧୀନ ସେକ୍ଟର-୧ ଖରିଆବାହାଲ ବସ୍ତିରେ ପାଣି ସମସ୍ୟା ଉତ୍କଟ ହୋଇଛି। ଖରାଦିନ ଆରମ୍ଭ ହେଲେ ପାଣି ପାଇଁ ବସ୍ତିବାସିନ୍ଦା ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ…

ଅସୁବିଧା ଭୋଗୁଛନ୍ତି ବସ୍ତିବାସୀ

ରାଉରକେଲା,୨୩ା୬(ଦିନେଶ ମିଶ୍ର): ରାଉରକେଲା ମନାନଗର ନିଗମ ଅଧୀନ ଶୀତଳପଡା ବସ୍ତି ଅଞ୍ଚଳର ଲୋକମାନଙ୍କୁ ସରକାରଙ୍କ ସର୍ବନିମ୍ନ ସୁବିଧା ମିଳୁ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ବସ୍ତି ଅଞ୍ଚଳ କୌଣସି ପଞ୍ଚାୟତ କି ଆର୍‌ଏମ୍‌ସି ଅଧୀନରେ ଯାଉ ନ ଥିବାରୁ ଫଳରେ…

ମୁଖ୍ୟ ରାସ୍ତା ଚକାଚକ୍‌, ବସ୍ତିରେ ଆବଡ଼ାଖାବଡା

ରାଉରକେଲା,୨୩।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ବିଭିନ୍ନ ବସ୍ତି ଅଞ୍ଚଳ ରାସ୍ତା ଶୋଚନୀୟ ହୋଇପଡିଛି। ସହରର ମୁଖ୍ୟ ରାସ୍ତାଗୁଡିକ ଚକାଚକ୍‌ ହୋଇଥିବା ବେଳେ ଗଳିକନ୍ଦି ରାସ୍ତାକୁ ମରାମତି କରାଯାଉନାହିଁ। ଫଳରେ ବିଭିନ୍ନ ସମୟରେ ଛୋଟବଡ ଦୁର୍ଘଟଣା ଘଟୁଥିବା ଅଭିଯୋଗ…

ଏକ୍ସପ୍ରେସ ଟ୍ରେନ୍‌ ବିଳମ୍ବ, ଯାତ୍ରୀ ହଇରାଣ

ରାଉରକେଲା,୨୩।୬(ସଙ୍ଗୀତା ଜେନା): ରାଉରକେଲା ଦେଇ ଚଳାଚଳ କରୁଥିବା ଅଧିକାଂଶ ଏକ୍ସପ୍ରେସ ଟ୍ରେନ୍‌ ଘଣ୍ଟା ଘଣ୍ଟା ଧରି ବିଳମ୍ବରେ ଚାଲୁଥିବାରୁ ଯାତ୍ରୀ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରାୟ ୬ ମାସରୁ ଅଧିକ ହେଲାଣି ଯାତ୍ରୀବାହୀ ଟ୍ରେନଗୁଡ଼ିକରେ ଏଭଳି ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ଦୂରଗାମୀ…

ଅଢେଇ ବର୍ଷ ପରେ ବି ପୋଲିସ ହାତ ଖାଲି

ରାଉରକେଲା,୨୨ା୬(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଏସ୍‌ଟିଆଇ ଓଭରବ୍ରିଜ ଉପରେ ୨୦୨୦ ମସିହା ଡିସେମ୍ବର ୧୮ ତାରିଖ ରାତି ୯ଟା ୪୫ରେ ଘଟିଥିଲା ଗୁଳିକାଣ୍ଡ। ସରୋଜ ସାହୁ ନାମକ ଜନୈକ ଯୁବକଙ୍କ ଉପରକୁ ଗୁଳିକରି ଦୁର୍ବୃତ୍ତ ବାଇକ୍‌ରେ ଫେରାର ହୋଇଯାଇଥିଲେ। ସରୋଜଙ୍କ ଘର ଓ୍ବାଡ…

ଲାଞ୍ଚ ମାମଲାରେ ପ୍ରଧାନ ଶିକ୍ଷକଙ୍କୁ ୨ ବର୍ଷ ଜେଲ

ସୁନ୍ଦରଗଡ଼,୧୯।୬(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୋମବାର ଏକ ଲାଞ୍ଚ ମାମଲାର ଶୁଣାଣି କରି ବଡ଼ଗାଁ ସ୍କୁଲ ଇନ୍ସପେକ୍ଟରଙ୍କ ଅଫିସରେ କାର୍ଯ୍ୟରତ ତତ୍କାଳୀନ ଶିକ୍ଷକ ମହେଶ୍ବର ତାଣ୍ଡିଆଙ୍କୁ ୨ ବର୍ଷ ଜେଲ ଦଣ୍ଡ ସହ ୨ହଜାର ଟଙ୍କା ଜରିମାନା ଆଦେଶ…

ଭିନ୍ନକ୍ଷମ ନାବାଳକଙ୍କୁ ମିଳୁନି ସରକାରୀ ସହାୟତା

ରାଉରକେଲା,୧୯ା୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ଆର୍‌ଏମ୍‌ସି ଅଧୀନ ୪ ନମ୍ବର ଓ୍ବାର୍ଡ ବାଲୁଘାଟ ତରେକେଲାର ଜଣେ ଆଜନ୍ମ ଭିନ୍ନକ୍ଷମ ନାବାଳକଙ୍କୁ ମିଳୁନି ସରକାରୀ ସହାୟତା। ନାବାଳକ ଜଣଙ୍କ ହେଲେ ଆଲୋକ ମିଞ୍ଜ(୯)। ପରିବାର କହିଲେ ତାଙ୍କ ବାପା ମିନ ମିଞ୍ଜ (୫୦),…

ବେଆଇନ ବାଲି ଚାଲାଣ,ପ୍ରଶାସନ ନୀରବ

ରାଉରକେଲା,୧୯।୬: (ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ତହସିଲ ଅଧୀନ ତୁମକେଲା ଓ ଲଇକେରା ଘାଟରୁ ପ୍ରତିଦିନ ଶହ ଶହ ଗାଡ଼ିରେ ବେଆଇନ ଭାବେ ବାଲି ଉଠାଯାଉଛି। ଫଳରେ ସରକାରଙ୍କ ବିପୁଳ ରାଜସ୍ବ ହାନି ହେଉଛି। ଏ ଦିଗରେ ବିଭାଗ ପକ୍ଷରୁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?