ସୁନ୍ଦରଗଡ଼

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ସୁନ୍ଦରଗଡ଼ ଏସ୍‌ପି ସୂଚନା ଦେଇଛନ୍ତି।…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ ଦୁର୍ବୃତ୍ତ ଝରକା ପଟେ ପେଟ୍ରୋଲ ପକାଇ ନିଆଁ ଲଗାଇ ଦେଇଥିଲେ। ଫଳରେ ଯୁବତୀଙ୍କ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ ମୟାବାହାଲ ଦେହୁରୀପଡ଼ାରେ ଶୁକ୍ରବାର ରାତିରେ ଏଭଳି ଏକ ନିର୍ମମ ହତ୍ୟାକାଣ୍ଡ ଘଟିଯାଇଛି। ସ୍ୱାମୀ-ସ୍ତ୍ରୀଙ୍କ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା/ଲହୁଣିପଡ଼ା, ୨୩।୬ (ସମୀର କୁମାର ପାଢ଼ୀ/ଦାଶରଥି ପଣ୍ଡା): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା ଘଟିଛି। ପୁଅ ଛୁରିରେ ବେକ କାଟି ବାପାଙ୍କୁ ହତ୍ୟା କରିଥିବା ଘଟଣା…

ବହୁଚର୍ଚ୍ଚିତ ତୋଫାନ ବିନ୍ଧାଣୀ ହତ୍ୟାକାଣ୍ଡ: ୨ ଅଭିଯୁକ୍ତଙ୍କୁ ଏନକାଉଣ୍ଟର

ରାଉରକେଲା,୨୦।୬(ସଙ୍ଗୀତା ଜେନା): ରାଉରକେଲାର ବହୁଚର୍ଚ୍ଚିତ ତୋଫାନ ବିନ୍ଧାଣୀ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଶନିବାର ଭୋର ସମୟରେ ଝିରପାଣି ଥାନା ଅଞ୍ଚଳରେ ପୋଲିସ ଓ ଅଭିଯୁକ୍ତଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବାବେଳେ ଦୁଇ ଅଭିଯୁକ୍ତ ଗୁଳିବିଦ୍ଧ ହୋଇ ଗିରଫ ହୋଇଛନ୍ତି।…

କ୍ଷୁଦ୍ର ଜଳସେଚନ ଉପବିଭାଗରେ ନିମ୍ନମାନର କାର୍ଯ୍ୟ ଅଭିଯୋଗ: ଠିକାଦାର ସଂଘର କାର୍ଯ୍ୟାଳୟ ଘେରାଉ, ଭୟରେ ଲୁଚିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

ବଣାଇଁ, ୧୯।୬ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ କ୍ଷୁଦ୍ର ଜଳସେଚନ ଉପବିଭାଗରେ ନିମ୍ନମାନର କାର୍ଯ୍ୟ ହେଉଥିବା ଅଭିଯୋଗକୁ ନେଇ ଠିକାଦାର ମହାସଂଘ ପକ୍ଷରୁ ଶୁକ୍ରବାର କାର୍ଯ୍ୟାଳୟ ଘେରାଉ କରାଯାଇଥିବା ଦେଖାଯାଇଛି। ବଣାଇଁ କ୍ଷୁଦ୍ର ଜଳସେଚନ ଉପବିଭାଗ ଅଧୀନ ଲହୁଣିପଡ଼ା ଅଞ୍ଚଳର…

ରଜ ଖେଳ ବିବାଦରୁ ରକ୍ତାକ୍ତ ସଂଘର୍ଷ

ରାଉରକେଲା,୧୭।୬ (ସଙ୍ଗୀତା ଜେନା): ରଜ ପର୍ବ ଆନନ୍ଦ ଉଲ୍ଲାସରେ ଚାଲିଥିବାବେଳେ ଇସ୍ପାତ ସହର ରାଉରକେଲାରେ ରକ୍ତାକ୍ତ ସଂଘର୍ଷ ହୋଇଛି। ରଜ ଖେଳ ଆୟୋଜନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ଗୋଷ୍ଠୀ ସଂଘର୍ଷ ମଙ୍ଗଳବାର ଚରମ ରୂପ ନେଇଛି। ସେକ୍ଟର-୬ସ୍ଥିତ ସରସ୍ବତୀ ଶିଶୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଟ୍ରକ ଦୁଇଟି ଜଳିଯିବା ସହ ୨ଚାଳକ ଜୀବନ୍ତ ଧଗ୍ଧ ହୋଇଯାଇଛନ୍ତି।…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଦୁମକିଶିହିରିଆ ଗ୍ରାମର ଲୁକାସ ଖାଲଖୋ(୪୫)। ପୋଲିସ ମୃତଦେହ ଜବତ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା କୋଠାରୁ ଡେଇଁ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ଘଟଣାର ପ୍ରକୃତ କାରଣ ବର୍ତ୍ତମାନ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି ଉପରେ ଦେଇ ଯାଇଛି ରାଜରାସ୍ତା, ଆଉ ସେହି ରାସ୍ତାରେ ଦିନରାତି ଚଳାଚଳ କରୁଛି…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ଚାଳକ ଜଣକ ବଣାଇଁ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?