ସୁନ୍ଦରଗଡ଼

‘ମିଶନ ଶକ୍ତି କାଫେ’: ଏସ୍‌ଏଚ୍‌ଜି ମହିଳାଙ୍କୁ ଜୀବିକା

ସୁନ୍ଦରଗଡ଼, ୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ବ୍ଲକ ସଦରମହକୁମାଗୁଡ଼ିକୁ ପ୍ରତିଦିନ ବିଭିନ୍ନ କାମରେ ଆସୁଥିବା ଲୋକମାନଙ୍କ ସୁବିଧା ପାଇଁ ସରକାରଙ୍କ ତରଫରୁ ଖୋଲାଯାଇଛି ‘ମିଶନ ଶକ୍ତି କାଫେ’। ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଦ୍ୱାରା ପରିଚାଳିତ ଏହି କାଫେରେ ସ୍ବାସ୍ଥ୍ୟକର ପରିବେଶ…

୪ କିଲୋ କାଟିବା ପାଇଁ ମିଲର୍ସଙ୍କ ଧମକ

କୁତ୍ରା,୧୭।୨(ଡି.ଏନ୍‌.ଏ.): ଧାନମଣ୍ଡିରେ ଏବର୍ଷ କଟ୍‌ନୀଛଟ୍‌ନୀ ସମ୍ପୂର୍ଣ୍ଣ ମାତ୍ରାରେ ବନ୍ଦ କରିବା ପାଇଁ ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ଦୃଢୋକ୍ତି ପ୍ରକାଶ କରିଥିଲେ। କଟ୍‌ନୀ ଛଟ୍‌ନୀ ହେଲେ ମିଲର୍ସଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି…

ପରେଡ୍‌ ଗ୍ରାଉଣ୍ଡ ବନ୍ଦ, ଖେଳକୁଦରେ ସମସ୍ୟା

ରାଉରକେଲା ଅଫିସ,୧୪।୨: ରାଉରକେଲା ଉଦିତନଗର ସ୍ଥିତ ପରେଡ୍‌ ଗ୍ରାଉଣ୍ଡ ଖେଳ ପଡିଆକୁ ବନ୍ଦ ରଖାଯାଇଥିବାରୁ ସ୍ଥାନୀୟ ଶିକ୍ଷାନୁଷ୍ଠାନ ଏବଂ କ୍ରୀଡାବିତ୍‌ଙ୍କ ଖେଳକୁଦରେ ଅସୁବିଧା ହେଉଛି। ଫଳରେ କ୍ରୀଡାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ହକି ବିଶ୍ୱକପ୍‌ ପୂର୍ବରୁ ଉଦିତନଗର ସ୍ଥିତ ପରେଡ୍‌…

ଟାୱାର ଉପରେ ଚଢ଼ି ଯୁବକଙ୍କ ଉନ୍ମତ୍ତକାଣ୍ଡ

କୁଆଁରମୁଣ୍ଡା,୧୩।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ରିଉଁ ଗ୍ରାମ ନିକଟସ୍ଥ ଏକ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍‌ ଟାୱାର ଉପରେ ଚଢ଼ି ଶନିବାର ଜଣେ ଯୁବକ ଉନ୍ମତ୍ତକାଣ୍ଡ ଘଟାଇଥିଲେ। ସେ ଆତ୍ମହତ୍ୟା ପାଇଁ ଚିତ୍କାର କରିଥିଲେ। ପାଟିଶୁଣି ଗାଁ ଲୋକେ ସେଠାରେ…

ମିସ୍‌ କୁଇନ୍‌ ଅଫ୍‌ ଏସିଆ ଟାଇଟଲ ଜିତିଲେ ରାଉରକେଲା ଝିଅ

ରାଉରକେଲା ଅଫିସ,୧୩।୨:ଏସିଆ ସୁନ୍ଦରୀ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସେକ୍ଟର-୪ ଅଞ୍ଚଳର ଡି. ପୂଜା ମିସ୍‌ କୁଇନ ଅଫ୍‌ ଏସିଆ ଟାଇଟଲ ଜିତି ସୁନ୍ଦରଗଡ ଜିଲା ତଥା ରାଉରକେଲା ପାଇଁ ଗୌରବ ଆଣିଛନ୍ତି। ଗତ ୩ତାରିଖରେ ବମ୍ବେ ଅନ୍ଧେରୀ ଇଷ୍ଟରେ ମିସ୍‌…

ଢିଙ୍କିକୁଟା ଚାଉଳର ବଢୁଛି ଚାହିଦା

ସୁନ୍ଦରଗଡ଼, ୯।୨(ଡି.ଏନ.ଏ.): ବର୍ତ୍ତମାନ ସମୟରେ ବଜାରରେ ଢିଙ୍କିକୁଟା ଚାଉଳର ଚାହିଦା ବଢୁଛି। ସୁନ୍ଦରଗଡ଼ ଜିଲାର ଆଦିବାସୀ ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ ଢିଙ୍କିକୁଟା ଚାଉଳ ସ୍ଥାନୀୟ ବଜାର ସହିତ ଓରମାସ ମେଳା ଆଦି ମାଧ୍ୟମରେ ଭଲ ବିକ୍ରି ହେଉଛି। ଫଳରେ ଏହା ସ୍ଥାନୀୟ…

ଆବାସ ଯୋଜନା ଧର୍ମକୁ ଆଖିଠାର

ବଡ଼ଗଁା,୮ା୨(ଡି.ଏନ.ଏ.): ସୁନ୍ଦରଗଡ ଜିଲାର ବଡଗଁା ବ୍ଲକରେ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହି ବ୍ଲକର ବରଙ୍ଗାକଛାର ପଞ୍ଚାୟତର ଅଧିକାଂଶ ଗ୍ରାମରେ ବହୁ ଗରିବ ବ୍ୟକ୍ତି ଆବାସ ଯୋଜନାରେ ଘର ପାଇବାରୁ ବଞ୍ଚିତ ହୋଇ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି।…

ଯମୁନାନାକି ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ମନ୍ଥର

ରାଉରକେଲା ଅଫିସ, ୮।୨: ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ବ୍ଲକ ଯମୁନାନାକି ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଏହି ବ୍ରିଜ୍‌ କାମ ଅସମ୍ପୂର୍ଣ୍ଣ ଯୋଗୁ କୁଆଁରମୁଣ୍ଡା ବ୍ଲକ ଅଧୀନ ୨୦ଟି ଗ୍ରାମପଞ୍ଚାୟତର ପ୍ରାୟ ୮୦ ହଜାର ଲୋକଙ୍କୁ ଯାତାୟାତ ସୁବିଧା…

‘ରାଉରାକେଲା ବିମାନ ବନ୍ଦର ସମ୍ପ୍ରସାରଣ କାର୍ଯ୍ୟ କେନ୍ଦ୍ର ସରକାର କରନ୍ତୁ’

ରାଉରକେଲା ଅଫିସ, ୭।୨: ରାଉରକେଲା ବିମାନ ବନ୍ଦର ସମ୍ପ୍ରସାରଣ ପାଇଁ ଜମି ନାହିଁ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ବକ୍ତବ୍ୟକୁ ସୋମବାର ଏକ ଖବରଦାତା ସମ୍ମିଳନୀରେ ରାଉରକେଲା ବିକାଶ ମଞ୍ଚ ପକ୍ଷରୁ ଦୃଢ ନିନ୍ଦା କରାଯାଇଛି। ମଞ୍ଚ ପକ୍ଷରୁ କୁହାଯାଇଛି,…

ଗୋବରରୁ ତିଆରି ହେଉଛି ଉତ୍କୃଷ୍ଟ କାଠ

କୁତ୍ରା,୬।୨ (ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା କୁତ୍ରା ଅଞ୍ଚଳରେ ଜଣେ ବ୍ୟବସାୟୀ ମେସିନ ସାହାଯ୍ୟରେ ଗୋବରରୁ ଜାଳେଣି କାଠ ତିଆରି କରୁଛନ୍ତି। ଜଙ୍ଗଲ ଏବଂ ପରିବେଶ ସୁରକ୍ଷା ପାଇଁ ଏହା ଅଭିନବ ପ୍ରୟାସ ବୋଲି କୁହାଯାଉଛି। ପୂର୍ବ କାଳରେ କୃଷି ପାଇଁ ବହୁଳ ଭାବରେ…

କାମକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଯୁବକ: ପରିତ୍ୟକ୍ତ ବାଡ଼ିରୁ ମିଳିଲା ରକ୍ତାକ୍ତ ମୃତଦେହ

ରାଉରକେଲା ଅଫିସ,୪ା୨: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ କନଷ୍ଟ୍ରକ୍‌ସନ କଲୋନୀରେ ରକ୍ତାକ୍ତ ଅବସ୍ଥାରେ ପୋଲିସ ଦୁଇ ଯୁବକଙ୍କ ମୃତଦେହକୁ ଶନିବାର ସନ୍ଧ୍ୟାରେ ଜବତ କରିଛି। ମୃତ ଯୁବକଙ୍କ ନାମ ଇନ୍ଦ୍ରଜିତ ସ୍ବାଇଁ(୨୭) ଓ ସଞ୍ଜୟ କୁମାର ଦାଶ (୩୯)। ସୂଚନାଯୋଗ୍ୟ,…

କାମରେ ଲାଗୁନି ଶୌଚାଳୟ

ରାଉରକେଲା ଅଫିସ,୪।୨: ରାଉରକେଲା ମହାନଗର ନିଗମ ଅଧୀନ ପାନପୋଷ ବଜାରରେ ଥିବା ସାର୍ବଜନୀନ ଶୌଚାଳୟ ଏବେ ବ୍ୟବହାର ଅନୁପଯୋଗୀ ହୋଇପଡିଛି। ଫଳରେ ବଜାରକୁ ଆସୁଥିବା ଗ୍ରାହକ ଏବଂ ବ୍ୟବସାୟୀମାନେ ଅସୁବିଧା ଭୋଗୁଛନ୍ତି। ପାନପୋଷ ବଜାର ରାଉରକେଲାର ସର୍ବପୁରାତନ ବଜାର। ୯ଏକର ପରିମିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri