ସୁନ୍ଦରଗଡ଼

ଗଛମୂଳ, ରାସ୍ତା କଡ଼ରେ ଚାଲିଛି ଡ୍ୟୁଟି

ରାଉରକେଲା,୧୭ା୬(ଦିନେଶ ମିଶ୍ର) ସ୍ମାର୍ଟସିଟି ରାଉରକେଲାରେ ଦିନକୁ ଦିନ ଜନସଂଖ୍ୟା ସାଙ୍ଗକୁ ଗାଡିମୋଟର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ମାର୍ଟସିଟି ପକ୍ଷରୁ ବହୁ ଉନ୍ନୟନମୂଳକ କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଟ୍ରାଫିକକୁ ଅଣଦେଖା କରାଯାଉଛି। ସହରରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ…

ମଧ୍ୟପ୍ରଦେଶ, ଛତିଶଗଡ, ଉତ୍ତରାଖଣ୍ଡ, ଓଡ଼ିଶା, ମଣିପୁର ବିଜୟୀ

ରାଉରକେଲା,୧୭ା୬(ଦିନେଶ ମିଶ୍ର) ରାଉରକେଲା ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ତ୍ରୟୋଦଶ ଜାତୀୟ ଜୁନିୟର ପୁରୁଷ ହକି ଚାମ୍ପିୟନଶିପ୍‌ର ପଞ୍ଚମ ଦିନରେ ୬ଟି ମ୍ୟାଚ ଖେଳାଯାଇଥିଲା। ସେଥିମଧ୍ୟରୁ ପ୍ରଥମ ମ୍ୟାଚ ମଧ୍ୟପ୍ରଦେଶ ଓ କେରଳ ମଧ୍ୟରେ ହୋଇଥିଲା। ଏଥିରେ ମଧ୍ୟପ୍ରଦେଶ ଦଳ…

ଜାତୀୟ ରାଜପଥରେ ଖାଲଖମା

କୁଆଁରମୁଣ୍ଡା,୧୬ା୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଦେଇ ଝାଡ଼ଖଣ୍ଡକୁ ଯାଇଥିବା ୧୪୩ ନଂ ଜାତୀୟ ରାଜପଥର ଡାଏରୀ ଫାର୍ମ ନିକଟରୁ କୁଆଁରମୁଣ୍ଡା ଫାଣ୍ଡି ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ଖାଲଖମା ସୃଷ୍ଟି ହୋଇଛି। ଫଳରେ ସେହି ରାସ୍ତା ଦେଇ ଯାଉଥିବା…

ଏସି ଅଚଳକୁ ନେଇ ହଙ୍ଗାମା: ୨ଘଣ୍ଟା ଟ୍ରେନ୍‌ ଅଟକ

ରାଉରକେଲା,୧୫।୬(ବିପ୍ଳବ ରଞ୍ଜନ ଦାଶ): କୋଏମ୍ବାଟୁର-ବଡୋନୀ (ନଂ-୦୩୩୫୮) ଟ୍ରେନ୍‌ର ଏ-୧ ବଗିର ଏସି କାମ ଦେଉ ନ ଥିବାରୁ ରାଉରକେଲା ରେଲଓ୍ବେ ଷ୍ଟେଶନରେ ଯାତ୍ରୀମାନେ ଗୁରୁବାର ଅପରାହ୍ନରେ ହଙ୍ଗାମା କରିଛନ୍ତି। ଫଳରେ ୨ଘଣ୍ଟା ଧରି ଟ୍ରେନ ଷ୍ଟେଶନରେ ଅଟକି ରହିବାରୁ ଯାତ୍ରୀମାନେ ଗରମରେ…

ଗଛ ତଳେ ପଲିଥିନ ବାନ୍ଧି କଟୁଛି ଜୀବନ

ରାଉରକେଲା, ୧୫।୬ (ଦିନେଶ ମିଶ୍ର) ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗରିବ ବାସହୀନ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏଥିପାଇଁ ସରକାରୀ ପାଣ୍ଠିରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ ରାଉରକେଲା ସ୍ମାର୍ଟସିଟିରେ ଏଭଳି ଏକ…

କ୍ରିକେଟ ଖେଳ ବେଳେ ଗୁଳିକାଣ୍ଡ

ବିଶ୍ରା,୧୩।୬(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ବିଶ୍ରା ମିନି ଷ୍ଟାଡିୟମରେ କ୍ରିକେଟ ଖେଳକୁ ନେଇ ସୋମବାର ଗୁଳିକାଣ୍ଡ ହୋଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ବିଶ୍ରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତନାଘନା ଚଳାଇଛି। ସୂଚନା ଅନୁସାରେ, ସୋମବାର ସକାଳେ ବିଶ୍ରା ମିନି ଷ୍ଟାଡିୟମରେ…

ନବମ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ

କୁଆଁରମୁଣ୍ଡା,୧୨।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ନବମ ଶ୍ରେଣୀରେ ପଢୁଥିବା ଜଣେ ଛାତ୍ରୀ ୬ ମାସର ଗର୍ଭବତୀ ଥିବା ଘଟଣା ସୋମବାର ଲୋକଲୋଚନକୁ ଆସିଛି। ଏଭଳି ଲଜ୍ଜାଜନକ ଘଟଣାର ଅଭିଯୁକ୍ତ ଜଣକ ବିବାହିତ ଯୁବକ ବୋଲି ଜଣାପଡ଼ିଛି। ଅଭିଯୁକ୍ତ ଜଣକ…

ଝଡ଼ପବନରେ ଭାଙ୍ଗିଲା ୩୦ ଫୁଟର ହକି ସ୍ମାରକୀ

ରାଉରକେଲା ଅଫିସ,୧୧ା୬: ସାମାନ୍ୟ ଝଡ଼ ପବନରେ ଟଳି ପଡ଼ିଛି ୩୦ ଫୁଟ ଉଚ୍ଚତାର ବିଶାଳକାୟ ସ୍ମାରକୀ। ମାତ୍ର ୬ ମାସ ତଳେ ବିପୁଳ ଅର୍ଥ ବ୍ୟୟରେ ରାଉରକେଲା ବିମାନବନ୍ଦର ଛକରେ ତିଆରି ହୋଇଥିବା ୩୦ ଫୁଟ ଉଚ୍ଚତାର ହକି ସ୍ମାରକୀ। ରବିବାର…

ସ୍ତ୍ରୀ ଚରିତ୍ରକୁ ସନ୍ଦେହକରି ଶିଶୁପୁତ୍ରକୁ ହତ୍ୟାକଲେ ବାପା

ରାଉରକେଲା ଅଫିସି,୧୧।୬: ରାଉରକେଲା ଉଦିତନଗର ଶୀତଳପଡ଼ା ବସ୍ତି ଅଞ୍ଚଳରେ ଏକ କୋମଳମତି ଶିଶୁକୁ ତାଙ୍କ ବାପା ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ନାବାଳକ ହେଲେ ଆର୍ଯ୍ୟନ ଲାକ୍ରା (୪ବର୍ଷ)। ଏହି ଘଟଣାରେ ପୋଲିସ ମୃତକଙ୍କ ବାପାଙ୍କୁ ଗିରଫ କରିଛି। ଗିରଫ…

ଚିରାଫଟା ହୋର୍ଡିଂ ଯୋଗୁ ଦୁର୍ଘଟଣା

ରାଉରକେଲା ଅଫିସ,୯।୬: ସ୍ମାର୍ଟସିଟି ରାଉରକେଲାର ପ୍ରମୁଖ ସ୍ଥାନମାନଙ୍କରେ ଆର୍‌ଏମ୍‌ସିର ଅନୁମୋଦନ କ୍ରମେ ବିଭିନ୍ନ ନାମୀଦାମୀ କମ୍ପାନୀର ବିଜ୍ଞାପନ ହୋର୍ଡିଂ ଲାଗିଛି। ଏହି ହୋର୍ଡିଂଗୁଡିକ ବିଭିନ୍ନ ସମୟରେ ବର୍ଷା ପବନରେ ଫାଟିଯାଇ ପତାକା ଭଳି ଉଡୁଛି। ପବନ ହେଲେ ଏହି ଚିରାଫଟା ହୋର୍ଡିଂ…

୧୦ ଏକର କାଜୁ ବଗିଚାରେ ଲାଗିଲା ନିଆଁ

କୁତ୍ରା,୯ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ପତ୍ରାପଡ଼ା ନିକଟ ପ୍ରାୟ ୧୦ ଏକର ଜମିରେ ଥିବା କାଜୁ ବଗିଚାରେ ଗୁରୁବାର ମଧ୍ୟାହ୍ନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ହୋଇଛି। ବଡ଼ କାଜୁ ବାଦାମ ଗଛ ବିଶେଷ କ୍ଷତି ହୋଇ ନ ଥିବା ବେଳେ…

ମା’ ବାପାଙ୍କ ପ୍ରତିପୋଷଣ ପାଇଁ ଭିକ୍ଷାବୃତ୍ତି କରୁଛି ପୁଅ

ରାଉରକେଲା ଅଫିସ, ୮ା୬: ରାଉରକେଲା ବେଦବ୍ୟାସର ଗୋପାପାଳୀ ଝରାପଡ଼ାର ଜଣେ ୧୭ବର୍ଷର ବାଳକ ଦୁର୍ବଳ ଅବସ୍ଥାରେ ନିଜ ମା’ ବାପାଙ୍କ ପ୍ରତିପୋଷଣ ପାଇଁ ଭିକ୍ଷାବୃତ୍ତି କରୁଛନ୍ତି। କ୍ରିିଷ୍ଣା ଝରା ଜନ୍ମରୁ ଅଜଣା ରୋଗରେ ଆକ୍ରାନ୍ତ ହୋଇ ମରି ମରି ବଂଚୁଛନ୍ତି। ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?