ସୁନ୍ଦରଗଡ଼

କନାକୁଣ୍ଡ ପିକ୍‌ନିକ ସ୍ପଟ୍‌ ସିଲ୍‌ ହେଲା

ସୁନ୍ଦରଗଡ,୮।୧(ଡି.ଏନ.ଏ.): ସୁନ୍ଦରଗଡ ଜିଲା ବାଲିଶଙ୍କରା ବ୍ଲକ ତଳସରା ଥାନା ଅନ୍ତର୍ଗତ ଘୋଘର ଗ୍ରାମ ନିକଟ ଇବ ନଦୀର କନାକୁଣ୍ଡ ଘାଟ ପିକ୍‌ନିକ ସ୍ପଟ କୁ ପରିଶେଷରେ ସିଲ୍‌ କରିଛି ପ୍ରଶାସନ। ଉପଜିଲାପାଳ ଏହି ସ୍ଥାନର ଚାରିପାଖରେ ବ୍ୟାରିକେଟ ଲଗାଇବା ଓ ଦୁଇଜଣ ପୋଲିସ…

ବିର୍ସାମୁଣ୍ଡା ହକି ଷ୍ଟାଡିୟମ ସର୍ବବୃହତ ନୁହଁ: ଶଙ୍କର ଓରାମ

ରାଉରକେଲା ଅଫିସ,୭ା୧: ଷ୍ଟିଲସିଟି ରାଉରକେଲାରେ ଆଉ ୬ ଦିନ ପରେ ପୁରୁଷ ବିଶ୍ୱକପ୍‌ ହକି ମ୍ୟାଚ୍‌ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଉରକେଲା ଗସ୍ତରେ ଆସି ବିଶ୍ୱର ସର୍ବବୃହତ ବିର୍ସାମୁଣ୍ଡା ଷ୍ଟାଡିୟମକୁ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନର ୨୪ ଘଣ୍ଟା…

ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩୦ ବସ୍‌

ରାଉରକେଲା ଅଫିସ,୭।୧: ଷ୍ଟିଲସିଟି ରାଉରକେଲାରେ ଆଉ ମାତ୍ର ୬ ଦିନ ପରେ ଆରମ୍ଭ ହେବ ହକି ବିଶ୍ୱକପ୍‌। ଏହି ପରିପ୍ରେକ୍ଷୀରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହରରେ ମୋ ବସ୍‌ ସେବା ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ଟି ନନ୍‌ ଏସି…

ସୁନ୍ଦରଗଡ଼ର ପର୍ଯ୍ୟଟନ ବିଭବରେ ଯୋଡ଼ି ହେଲା ମନ୍ଦିର

ସୁନ୍ଦରଗଡ଼, ୭।୧(ଡି.ଏନ.ଏ.): ସୁନ୍ଦରଗଡ଼ ସହର ଅଙ୍ଗିରାପାଟ ପାହାଡ ଉପର ସତସଙ୍ଗ ବିହାରଠାରେ ପରମ ପ୍ରେମମୟ ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ନବନିର୍ମିତ ଭବ୍ୟ ଶ୍ରୀମନ୍ଦିର ଶୁଭ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ସମାରୋହରେ ଅନୁଷ୍ଠିତ ହୋଇଛି। ଏଥିପାଇଁ ମନ୍ଦିର ତଥା ଜୟଗୁରୁ ସତସଙ୍ଗୀ କମିଟି…

ଚନ୍ଦଲୀଶକ୍ତିପୀଠରେ ପୁଷ୍‌ପୁନି ଯାତ୍ରା

ଲେଫ୍ରିପଡ଼ା,୭।୧(ଡ଼ି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ରାଏଡିହି ପଞ୍ଚାୟତର ଚନ୍ଦଲୀପାହାଡ଼ରେ ଥିବା ଶକ୍ତିପୀଠରେ ଶୁକ୍ରବାର ପୁଷପୁନି ଯାତ୍ରା ଅନୁଷ୍ଠିତ ହୋଇଛି। ଆୟୋଜିତ ଯାତ୍ରାରେ ପଡ଼ୋଶୀ ଝାରସୁଗୁଡ଼ା ଜିଲା ସହ ଛତିଶଗଡ଼ ରାଜ୍ୟର ବିଭିନ୍ନ ଗ୍ରାମ ସମେତ ଅଞ୍ଚଳର ହଜାର ହଜାର…

୬ ବର୍ଷ ଧରି କାର୍ଯ୍ୟରେ ଅନୁପସ୍ଥିତ: ଚାକିରୀରୁ ବିଦା ହେଲେ ୨ ଶିକ୍ଷକ

ସୁନ୍ଦରଗଡ଼,୬।୧(ଡି.ଏନ୍‌.ଏ.): ଦୀର୍ଘ ୬ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କୌଣସି କାରଣ ନ ଦର୍ଶାଇ କାର୍ଯ୍ୟ କ୍ଷେତ୍ରରେ ଅନୁପସ୍ଥିତ ଥିବା ସୁନ୍ଦରଗଡ଼ ଜିଲାର ୨ଜଣ ଶିକ୍ଷକ ଚାକିରିରୁ ବିଦା ହୋଇଛନ୍ତି। ଜିଲାର ବଣାଇ ବ୍ଲକର ଗୋପୀନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ…

ଆଜି ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦ୍‌ଘାଟନ

ରାଉରକେଲା ଅଫିସ୍‌, ୫ା୧:ଷ୍ଟିଲସିଟି ରାଉରକେଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଗସ୍ତ କରୁଛନ୍ତି। ରାଉରକେଲାରେ ପ୍ରଥମ ଥର କରି ପୁରୁଷ ହକି ବିଶ୍ୱକପ୍‌ ମ୍ୟାଚ ଖେଳା ଯାଉଥିବାରୁ ମୁଖ୍ୟମନ୍ତ୍ରୀ ଛେଣ୍ଡ କଳିଙ୍ଗବିହାରସ୍ଥିତ ନବ ନିର୍ମିତ ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମକୁ…

ଇବ୍‌ ଟ୍ରାଜେଡି: ମିଳିଲା ଜଣଙ୍କ ମୃତଦେହ

ସୁନ୍ଦରଗଡ଼,୪ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍‌ ନଦୀର କନାକୁଣ୍ଡ ଘାଟକୁ ବୁଧବାର ପିକ୍‌ନିକ୍‌ କରିବାକୁ ଆସି ଥିବା ୨୫ ଜଣଙ୍କ ମଧ୍ୟରୁ ୩ ଯୁବକ ଗାଧୋଉଥିବା ବେଳେ ଅପରାହ୍ନରେ ନଦୀ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ସ୍ଥାନୀୟ…

ଇବ୍‌ ନଦୀରେ ଭାସିଗଲେ ୩ ଯୁବକ, ଜଣେ ଉଦ୍ଧାର, ୨ ନିଖୋଜ

ସୁନ୍ଦରଗଡ଼,୪ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍‌ ନଦୀର କନାକୁଣ୍ଡ ଘାଟରେ ପୁଣି ଘଟିଛି ଅଘଟଣ। ବୁଧବାର ଏଠାକୁ ଆସି ଥିବା ୩ଜଣ ଯୁବକ ଗାଧୋଉଥିବା ବେଳେ ଅପରାହ୍ନରେ ନଦୀ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣକୁ ସ୍ଥାନୀୟ ଅଗ୍ନିଶମ…

ସେଲ୍‌ଫି ଜୋନ୍‌ ପାଲଟିଛି ହକି ଷ୍ଟାଚ୍ୟୁ

ରାଉରକେଲା ଅଫିସ,୨।୧: ରାଉରକେଲା ସହରରେ ଆଉ ମାତ୍ର ୧୧ ଦିନ ପରେ ଆରମ୍ଭ ହୋଇଯିବ ବିଶ୍ୱକପ୍‌ ହକି ମହାକୁମ୍ଭ। ଏଥିପାଇଁ ରାଉରକେଲା ସହର ହକିମୟ ହୋଇ ପଡିଥିବାବେଳେ ବିଭିନ୍ନ ସମୟରେ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ଅଞ୍ଚଳରେ ଭିଡ ଲାଗି ରହୁଥିବା ପରିଲକ୍ଷିତ…

ସେଲ୍‌ଫି ଜୋନ୍‌ ପାଲଟିଛି ହକି ଷ୍ଟାଚ୍ୟୁ

ରାଉରକେଲା ଅଫିସ,୨।୧: ରାଉରକେଲା ସହରରେ ଆଉ ମାତ୍ର ୧୧ ଦିନ ପରେ ଆରମ୍ଭ ହୋଇଯିବ ବିଶ୍ୱକପ୍‌ ହକି ମହାକୁମ୍ଭ। ଏଥିପାଇଁ ରାଉରକେଲା ସହର ହକିମୟ ହୋଇ ପଡିଥିବାବେଳେ ବିଭିନ୍ନ ସମୟରେ ବିର୍ସାମୁଣ୍ଡା ହକି ଷ୍ଟାଡିୟମ ଅଞ୍ଚଳରେ ଭିଡ ଲାଗି ରହୁଥିବା ପରିଲକ୍ଷିତ…

ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ରାଉରକେଲା ଅଫିସ,୨।୧: ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ଝାଡତରଙ୍ଗ ଗ୍ରାମର ଗାନ୍ଧୁ ଗାନ୍ଧୁ ଟୋପୋ(୪୫)। ତାଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଛି। ଏ ନେଇ ପୋଲିସ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri