ସୁନ୍ଦରଗଡ଼

ଜଳସେଚନ ପାଇଁ କ୍ଷେତ ପୋଖରୀ, ଗଭୀର କୂଅ

ସୁନ୍ଦରଗଡ଼, ୨୩।୪: (ଡି.ଏନ.ଏ.) ଚାଷଜମିକୁ ଜଳ, ଚାଷୀଙ୍କୁ ବଳ। ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ପକ୍ଷରୁ ବିଶେଷ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଜନଜାତି ବର୍ଗର ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଲାଗି କ୍ଷେତ ପୋଖରୀ…

ପ୍ରାଣୀ ଜନ୍ମ ନିୟନ୍ତ୍ରଣ ଯୋଜନା ବାଟବଣା

ରାଉରକେଲା ଅଫିସ୍‌, ୨୨।୪: ବୁଲା କୁକୁର ଜନ୍ମହାର ନିୟନ୍ତ୍ରଣ ପାଇଁ ରାଉରକେଲା ସରକାରୀ ପ୍ରାଣୀ ଚିକିତ୍ସା କେନ୍ଦ୍ର ପକ୍ଷରୁ ସହରରେ ଆନିମଲ ବାର୍ଥ କଣ୍ଟ୍ରୋଲ (ଏବିସି) ଯୋଜନା ଚାଲିଛି। ଏହି ଯୋଜନା ୨୦୧୨ରେ ଆରମ୍ଭ ହୋଇଥିଲେ ମଧ୍ୟ ରାଉରକେଲା ସହରରେ ଆଶାନୁରୂପ…

ଗଛ ଭାଙ୍ଗିଲା, ବିଦ୍ୟୁତ୍‌ ସେବା ପ୍ରଭାବିତ

କୁଆଁରମୁଣ୍ଡା,୨୧।୪: (ଡି.ଏନ.ଏ.) ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତି ପ୍ରାୟ ସାଢେ ୧ଟାରେ ହଠାତ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ବିଦ୍ୟୁତ୍‌ ସେବା ପ୍ରଭାବିତ ହୋଇଛି। ଏଥିଯୋଗୁ ବଡ ବଡ ଗଛ ଉପୁଡିବା ସହ ବିଦ୍ୟୁତ୍‌ ଖୁଣ୍ଟ…

ବିପଦପୂର୍ଣ୍ଣ ଭାବେ ଝୁଲୁଛି ଗଛଡାଳ

ରାଉରକେଲା ଅଫିସ୍‌,୨୧।୪: ରାଉରକେଲା ସହର ମୁଖ୍ୟ ମାର୍ଗ ଡେଲିମାର୍କେଟ ଶୁଦ୍ଧ ଭୋଜନାଳୟ ସମ୍ମୁଖରେ ଏକ ପିପ୍ପଲ ବୃକ୍ଷର ଶୁଖିଲା ଶାଖା ବିପଦପୂର୍ଣ୍ଣ ଭାବେ ଝୁଲି ରହିଛି। ଗତ କିଛିଦିନ ତଳେ ଏହି ବୃକ୍ଷର ଗୋଟିଏ ଶାଖା ପବନ ଯୋଗୁ ତଳେ ପଡି…

ଝାଡ଼ାବାନ୍ତିରେ ୩୪ ଛାତ୍ରୀ ଅସୁସ୍ଥ

ସୁନ୍ଦରଗଡ଼/ଟେନସା/ବଣାଇ,୨୦।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଅଧୀନ ସ୍ବୟମ୍ବା ବାଳିକା ଉଚ୍ଚବିଦ୍ୟାଳୟ ଛାତ୍ରୀ ନିବାସରେ ବାସିଖାଦ୍ୟ ଖାଇ ୩୪ଜଣ ଅନ୍ତେବାସିନୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଅସୁସ୍ଥ ଛାତ୍ରୀମାନଙ୍କୁ କେ. ବଲାଙ୍ଗ ସ୍ବାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଛି। ଚିକିତ୍ସା ପରେ…

ସୁନ୍ଦରଗଡ଼ ଜିଲାରେ ବନ୍ଦ ପାଳନ: ରାସ୍ତା ଅବରୋଧ

ସୁନ୍ଦରଗଡ଼/ରାଜଗାଙ୍ଗପୁର/କୁତ୍ରା/ବଡ଼ଗଁା/ଲହୁଣୀପଡ଼ା,୨୦।୪(ଡି.ଏନ୍‌.ଏ.): ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ଘଟିଥିବା ହିଂସା ଘଟଣାର ପ୍ରତିବାଦରେ ବୁଧବାର ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଥିଲା। ସୁନ୍ଦରଗଡ଼ଠାରେ ବଜରଙ୍ଗ ଦଳ କାର୍ଯ୍ୟକର୍ତ୍ତାମାନେ ୧୦ନଂ. ରାଜ୍ୟ…

ସମ୍ବଲପୁର ହିଂସା ପ୍ରତିବାଦ: ସୁନ୍ଦରଗଡ଼ରେ ବନ୍ଦ ପାଳନ

ସୁନ୍ଦରଗଡ଼,୧୯ା୪(ଡି.ଏନ୍‌): ହନୁମାନ ଜୟନ୍ତୀରେ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ଘଟିଥିବା ହିଂସା ଘଟଣାର ପ୍ରତିବାଦରେ ବୁଧବାର ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ୧୨ଘଣ୍ଟିଆ ‘ଓଡ଼ିଶା ବନ୍ଦ’ ଡାକରା ଯୋଗୁ ସୁନ୍ଦରଗଡ଼ରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଆଜି ବିଶ୍ୱ ହିନ୍ଦୁ…

ବିପଦସଙ୍କୁଳ ଅବସ୍ଥାରେ ଯାଉଛନ୍ତି ଲୋକେ

ରାଉରକେଲା ଅଫିସ,୧୭।୪: ରାଉରକେଲା ଟିସିଆଇରୁ ଆଇଡିସି ବାଇପାସ ରାସ୍ତାକୁ ଗ୍ୟାସ ପାଇପ୍‌ ବିଛାଇବା ନାଁରେ ଖୋଳି ଦିଆଯାଇଛି। ଉକ୍ତ ରାସ୍ତାକୁ ପୋତାଯାଉ ନ ଥିବାରୁ ଯାତାୟାତରେ ଅସୁବିଧା ହେଉଛି। ଫଳରେ ଉକ୍ତ ରାସ୍ତା ଉପରେ ନିର୍ଭର କରୁଥିବା ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ…

ଚାକିରି ନାଁରେ ଠକେଇ, ୫ ଗିରଫ

ସୁନ୍ଦରଗଡ଼, ୧୭।୪ (ଡି.ଏନ୍‌.ଏ): ସୁନ୍ଦରଗଡ ସରକାରୀ ମେଡିକାଲ କଲେଜରେ ବିଭିନ୍ନ ପଦବୀରେ ଚାକିରି କରାଇଦେବା ନାଁରେ ଠକେଇ ମାମଲାରେ ଟାଉନ ଥାନା ପୋଲିସ ରବିବାର ୫ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସଦର ଥାନା ତସଲାଡିହି ଗ୍ରାମର ମୁଖ୍ୟ ଅଭିଯୁକ୍ତ…

କୁଲର ମରାମତି ବେଳେ କରେଣ୍ଟ ଲାଗି ଚାଲିଗଲା ଜୀବନ

ରାଉରକେଲା ଅଫିସ,୧୪।୪: ବ୍ରାହ୍ମଣୀତରଙ୍ଗ ଥାନା ଅଧୀନ ବୁଚାହଣ୍ଡା ଗ୍ରାମରେ ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଅମ୍ରିତ ଇକା(୨୩)। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୨୭।୨୩) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ…

ମୁକୁଳା ପଡ଼ିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ରାଉରକେଲା ଅଫିସ,୧୪।୪: ରାଉରକେଲା ସହରକୁ ବିଦ୍ୟୁତ୍‌ ଯୋଗାଣକୁ ସୁଗମ କରିବା ପାଇଁ ବିଭିନ୍ନ ସ୍ଥାନରେ ଟ୍ରାନ୍ସଫର୍ମର ଲାଗିଛି। କିନ୍ତୁ ଏହି ଟ୍ରାନ୍ସଫର୍ମର ଗୁଡିକ ମୁକୁଳା ପଡିଥିବାରୁ ବିପଦ ଆଶଙ୍କା ସୃଷ୍ଟି ହୋଇଛି। ସୂଚନା ଅନୁସାରେ, ରାଉରକେଲାର ପିସିଆଇ ଛକ ନିକଟବର୍ତ୍ତୀ ଓଭରବ୍ରିଜ…

ଛେଳି ବେପାରୀଙ୍କୁ ହତ୍ୟା କରି ଲୁଟିନେଲେ ୯ ଲକ୍ଷ ଟଙ୍କା

ସୁନ୍ଦରଗଡ,୧୩।୪(ଡି.ଏନ.ଏ.): ଛେଳି ବେପାରୀଙ୍କୁ ଗୁଳିକରି ହତ୍ୟା କରିବା ପରେ ଲୁଟିନେଲେ ୯ ଲକ୍ଷ ଟଙ୍କା। ଏମସିଏଲ ରାସ୍ତାର ଲେଫ୍ରିପଡା ଥାନା ଅନ୍ତର୍ଗତ ଛଟେନପାଲି ତାରିଣୀ ମନ୍ଦିର ନିକଟରେ ଗୁରୁବାର ସକାଳେ ଏହି ଘଟଣା ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ସୁନ୍ଦରଗଡ ଭଷ୍ମା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?