ଫାଶ ଖୋଲୁଥିଲା ବେଳେ ଅଘଟଣ: ବାର୍ହା ଆକ୍ରମଣରେ ବୃଦ୍ଧଙ୍କ ଚାଲିଗଲା ଜୀବନ
ବଡ଼ଗାଁ,୨୯।୧୦(ଡି.ଏନ୍.ଏ.) ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅଧୀନ ଛାମୁଣ୍ଡା ଗ୍ରାମର ବାର୍ହା ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛାମୁଣ୍ଡା ଗ୍ରାମର ବିଶେଶ୍ୱର ନାଏକ(୬୫)। ଶନିବାର ସକାଳ ପ୍ରାୟ ସାଢ଼େ ୬ଟାରେ ବିଶେଶ୍ୱର ବିଲକୁ ଶୌଚ ହେବା ପାଇଁ…
ସେଲ୍ ଓ ଏଏଆଇ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ
ରାଉରକେଲା ଅଫିସ,୨୯।୧୦: ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡ୍ (ସେଲ୍) ଓ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ (ଏଏଆଇ) ମଧ୍ୟରେ ଶୁକ୍ରବାର ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଫଳରେ ରାଉରକେଲାରେ ବିମାନ ସେବା ଆରମ୍ଭର ପଥ ପରିଷ୍କାର ହୋଇଛି। ସେଲ୍ର କାର୍ମିକ…
ଡାହାଣୀ ସନ୍ଦେହରେ ମହିଳାଙ୍କୁ କରିଥିଲେ ହତ୍ୟା: ୧୧ ଜଣଙ୍କୁ ଆଜୀବନ ଜେଲ୍
ସୁନ୍ଦରଗଡ,୨୮।୧୦(ଡିଏନଏ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ରତାଖଣ୍ଡି ଗ୍ରାମରେ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା କରାଯାଇଥିଲା। ଶୁକ୍ରବାର ଏହି ମାମଲାର ରାୟ ପ୍ରକାଶ ପାଇଛି। କୋର୍ଟ ମାମଲାର ବିଚାର କରି ଘଟଣାରେ ସମ୍ପୃକ୍ତ ୧୧ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…
ସବୁଜିମା ହେଲା କୁର୍ଲାଡୁଙ୍ଗରୀ ଲଣ୍ଡା ପାହାଡ଼
ସୁନ୍ଦରଗଡ,୨୬।୧୦(ଡି.ଏନ.ଏ.): ପ୍ରକୃତିଦତ୍ତ ବହୁମୂଲ୍ୟ ସମ୍ବଳ ହେଉଛି ଆମର ଜଙ୍ଗଲ ସମ୍ପଦ। ଆଦିବାସୀମାନେ ମୁଖ୍ୟତଃ ଏହି ଜଙ୍ଗଲ ସମ୍ପଦ ଉପରେ ନିର୍ଭର କରି ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି ା ତେବେ ଜଗତୀକରଣ, ଜନସଂଖ୍ୟା ବୃଦ୍ଧି, ଶିଳ୍ପାୟନ ଇତ୍ୟାଦି କାରଣ ଯୋଗୁ ଅଧିକାଂଶ ଜଙ୍ଗଲ…
ପୁଅର ଠେଙ୍ଗା ମାଡରେ ଚାଲିଗଲା ବାପାଙ୍କ ଜୀବନ
ଲହଣୀପଡ଼ା,୨୫।୧୦(ଡି.ଏନ.ଏ): ପୁଅର ଠେଙ୍ଗା ମାଡ଼ରେ ବାପର ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ କୁଡେଇକଳା ପଞ୍ଚାୟତ ଘଣିଘଷା ଗ୍ରାମରେ। ମୃତକ ହେଲେ ଭୁବନ ମୁଣ୍ଡା (୪୮)। ସୂଚନାଯୋଗ୍ୟ, ପ୍ରତ୍ୟେକ ଦିନ ଭଳି ଭୁବନ…
ଅଙ୍ଗନଓ୍ବାଡି କେନ୍ଦ୍ର ସମ୍ମୁଖରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
ସୁନ୍ଦରଗଡ,୨୫।୧୦(ଡି.ଏନ.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ଭେଡାବାହାଲ ବଘିଆପଡା ଅଙ୍ଗନଓ୍ବାଡି କେନ୍ଦ୍ର ସମ୍ମୁଖରୁ ମଙ୍ଗଳବାର ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ସ୍ଥାନୀୟ କଲୋନୀ ପଡାର ଦେବୀ ଦାସ(୨୨)। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଯୁବକଙ୍କ ମୁଣ୍ଡରେ…
ଡାକ୍ତର ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ
ଲହୁଣୀପଡ଼ା,୨୪।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇଛି। ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟ ଡାକ୍ତରଖାନାକୁ ଯାଇ ଖର୍ଚ୍ଚାନ୍ତ ହେଉଥିବା ଅଭିଯୋଗ ହେଉଛି। ଲହୁଣୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ କୋଇଡା…
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ୨ ଶିକ୍ଷକଙ୍କ ନାମରେ ମାମଲା
କୁଆଁରମୁଣ୍ଡା,୨୩ା୧୦(ଡି.ଏନ୍.ଏ.): ଆବାସିକ ବିଦ୍ୟାଳୟରେ ରହି ଶିକ୍ଷାଲାଭ କରୁଥିବା ଗରିବ ଆଦିବାସୀ ଛାତ୍ରୀଙ୍କୁ କିଭଳି ଶିକ୍ଷାଦାନ ନାମରେ ନିଜର କାମନା ଚରିତାର୍ଥ କରିବା ପାଇଁ ୨ ଶିକ୍ଷକ ପ୍ରଲୋଭିତ ପୂର୍ବକ ଅସଦାଚରଣ କରିଥିବା ନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ…
ମିଠା ଦୋକାନରେ ଅଗ୍ନିକାଣ୍ଡ: ଜଣେ ମୃତ,୨ ଗୁରୁତର
ରାଉରକେଲା ଅଫିସ, ୨୨।୧୦: ରାଉରକେଲା ପାନପୋଷ ଛକରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ମିଠା ଦୋକାନରେ ନିଆଁ ଲାଗି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେବେ ଦୋକାନରେ କେମିତି ନିଆଁ ଲାଗିଲା ତାହା…
ଜିଲାପାଳଙ୍କ ଅଫିସ ଆଗରେ ଧାରଣା
ସୁନ୍ଦରଗଡ଼, ୨୨।୧୦(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରେ ଥିବା ଏକ ଘରୋଇ କମ୍ପାନୀର ଚୂନପଥର ଖଣି ସମ୍ପ୍ରସାରଣ ସକାଶେ ଆବଶ୍ୟକ ହେଉଥିବା ଜମି ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜମି ଅଧଗ୍ରହଣ ପ୍ରକ୍ରିୟା ଚାଲିଛି। ଏହାକୁ ବିରୋଧ କରି ଶୁକ୍ରବାର ସୁନ୍ଦରଗଡ ଜିଲାପାଳଙ୍କ…
ଅବସରପ୍ରାପ୍ତ କନଷ୍ଟେବଲଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
କୁଆଁରମୁଣ୍ଡା,୨୨।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଏବଗା ଥାନା ଅଧୀନ ଦଲକି ପଞ୍ଚାୟତ କଲୋନୀପଡ଼ା ବସ୍ତିରେ କଲେବର ପ୍ରଧାନ(୬୨) ନାମକ ଜଣେ ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେ କନଷ୍ଟେବଲ ଭାବେ କାର୍ଯ୍ୟ କରୁଥିଲେ। ପୋଲିସ ସୂଚନା ଅନୁଯାୟୀ କଲୋନୀପଡା…
ଜମି ଅଧିଗ୍ରହଣକୁ ବିରୋଧ: ୭୦ କିମି ପଦଯାତ୍ରାରେ ଆସି ଧାରଣା ଦେଲେ ଆଦିବାସୀ
ସୁନ୍ଦରଗଡ଼,୨୧।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରେ ଥିବା ଏକ ଘରୋଇ କମ୍ପାନୀର ଚୂନ ପଥର ଖଣି ସମ୍ପ୍ରସାରଣ ପାଇଁ ଜମି ଅଧଗ୍ରହଣ ପ୍ରକ୍ରିୟାକୁ ବିରୋଧ କରି ଆଦିବାସୀ ଶୁକ୍ରବାର ସୁନ୍ଦରଗଡ଼ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ୧୮ ତାରିଖରୁ ରାଜଗାଙ୍ଗପୁର…
Archives


