ସୁନ୍ଦରଗଡ଼

ରାଉରକେଲାରେ ବିମାନ ଉଡ଼ାଣର ପରୀକ୍ଷଣ

ରାଉରକେଲା ଅଫିସ,୩୧ା୧୨: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଉରକେଲାରେ ବିମାନ ଉଡ଼ାଣର ପରୀକ୍ଷଣ ସଫଳ ହୋଇଛି। ହକି ବିଶ୍ୱକପ୍‌ ପୂର୍ବରୁ ରାଉରକେଲା ବିମାନବନ୍ଦରରେ ୭୨ ସିଟ୍‌ ବିଶିଷ୍ଟ ଯାତ୍ରୀବାହୀ ବିମାନ (ଏଟିଆର-୭୨) ଅବତରଣ କରିଛି। ଏହି ବିମାନ ଶୁକ୍ରବାର ଅପରାହ୍ନ ୩ଟା…

ଖେଳ ଅଭ୍ୟାସ କଲେ ଭାରତ ହକି ଦଳ

ରାଉରକେଲା ଅଫିସ,୩୧।୧୨: ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଭାରତ ଦଳ ଶୁକ୍ରବାର ସକାଳ ଓ ସନ୍ଧ୍ୟାରେ ଅଭ୍ୟାସ କରିବା ପାଇଁ ପଡିଆକୁ ଓହ୍ଲାଇଥିଲେ। ସକାଳ ସାଢେ ୯ଟାରେ ସମସ୍ତ ଖେଳାଳି ବିର୍ସାମୁଣ୍ଡା ଷ୍ଟାଡିୟମରେ ପହଞ୍ଚତ୍ ପ୍ରଥମେ ୱାର୍ମଅପ୍‌ କରିଥିଲେ। ପରେ ନୂତନ…

ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ବଡ଼ଗାଁ,୩୦।୧୨: ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ଜରଙ୍ଗଲୋଇ କୁଟମାମୁଣ୍ଡା ନିକଟ ଝାରମୁଣ୍ଡା ଗ୍ରାମରେ ଏକ ଅଘଟଣ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଜଣେ ବୃଦ୍ଧଙ୍କୁ ଏକ ଦନ୍ତା ହାତୀ ଦଳି ମାରିଦେଇଛି। ମୃତକ ହେଲେ ବିଲିୟମ୍‌ ବିଲୁଙ୍ଗ(୬୩)। ମିଳିଥିବା…

କର୍ମଚାରୀମାନଙ୍କୁ ଅଚାନକ ଛଟେଇ

କୁଆଁରମୁଣ୍ଡା,୩୦।୧୨(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କୁଆଁରମୁଣ୍ଡା ଚଦ୍ରିହରିହରପୁରରେ ଥିବା ଆଧୁନିକ ମେଟାଲିକ୍ସ କାରଖାନା ଦୁର୍ଦ୍ଦିନ ମଧ୍ୟଦେଇ ଗତି କରୁଥିଲାବେଳେ ୨୦୨୦ ମସିହାରେ ଲିବର୍ଟି ନାମକ ଏକ ବହୁ ରାଷ୍ଟ୍ରୀୟ କମ୍ପାନୀ ଏହାକୁ ଅଧିଗ୍ରହଣ କରିଥିଲା। ଲିବର୍ଟି ହାଉସ ଏହି କାରଖାନାକୁ ଅଧିଗ୍ରହଣ କଲା…

୫ରେ ବିର୍ସାମୁଣ୍ଡା ଷ୍ଟାଡିୟମ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା ଅଫିସ,୨୯।୧୨: ଆସନ୍ତା ଜାନୁଆରୀ ୧୩ ତାରିଖରେ ଷ୍ଟିଲସିଟି ରାଉରକେଲାରେ ପ୍ରଥମ କରି ପୁରୁଷ ହକି ବିଶ୍ୱକପ୍‌ ଖେଳାଯିବ। ଏଥିପାଇଁ ବିର୍ସାମୁଣ୍ଡା ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ହେବା ସହ ଏଠାରେ ହକିର ଅଭ୍ୟାସ ମ୍ୟାଚ୍‌ ହେଉଛି। ଷ୍ଟାଡିୟମର ଉଦ୍‌ଘାଟନୀ ଉତ୍ସବ…

୪୫୦ ଲିଟର ନକଲି ମଦ ଜବତ, ୪ ଗିରଫ

ରାଉରକେଲା ଅଫିସ,୨୯।୧୨: ନକଲି ମଦ ଚାଲାଣ ବେଳେ ରାଉରକେଲା ଅବକାରୀ ପୋଲିସ ୪ଜଣଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବେଦବ୍ୟାସ ଅଞ୍ଚଳର ସଞ୍ଜୀପ ସାଓ, ଚତୁର ମଦକ, ଏମ୍‌ଡି ଆଦିଲ ଏବଂ ଏମ୍‌ଡି ତୋହିଡ। ସେମାନଙ୍କ ନିକଟରୁ ୪୫୦…

ଗୁପ୍‌ଚୁପ୍‌ ବିକାଳିଙ୍କୁ ଆକ୍ରମଣ, ୩ ଗିରଫ

ରାଉରକେଲା ଅଫିସ,୨୯।୧୨: ରାଉରକେଲା ରେଳ ଷ୍ଟେଶନ ରୋଡ୍‌ ଅଞ୍ଚଳରେ ଜଣେ ଗୁପ୍‌ଚୁପ୍‌ ବିକାଳିଙ୍କୁ ଆକ୍ରମଣ ଅଭିଯୋଗରେ ପ୍ଲାଣ୍ଟସାଇଟ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାରସୁଗୁଡା ବେଲପାହାଡ ଥାନା ଅନ୍ତର୍ଗତ ବିବେକ ଝା(୨୨),…

ଅଜଣା ଗାଡ଼ି ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୨୯ା୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଅଗ୍ନିଶମ କାର୍ଯ୍ୟାଳୟ ସମ୍ମୁଖସ୍ଥ ୧୪୩ ନମ୍ବର ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ କାରଖାନା ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ରାଜଗାଙ୍ଗପୁର ଥାନା ଗରିଆମାଳ ଅଞ୍ଚଳର…

ଜନଜାତି ସମ୍ପ୍ରଦାୟକୁ ରାଜ୍ୟ ଜନଜାତି ତାଲିକାରେ ଅନ୍ତର୍ଭୁକ୍ତ ଦାବି

ସୁନ୍ଦରଗଡ଼,୨୮ା୧୨(ଡି.ଏନ୍‌.ଏ.): ଓଡ଼ିଶା ୧୬୦ରୁ ଊଦ୍ଧର୍‌ବ ଜନଜାତି ସମ୍ପ୍ରଦାୟଙ୍କୁ ରାଜ୍ୟ ଜନଜାତି ତାଲିକାରେ ଅନ୍ତର୍ଭୁକ୍ତ କରିବାରେ କେନ୍ଦ୍ର ସରକାରଙ୍କ ଅବହେଳା ପ୍ରତିବାଦରେ ବୁଧବାର ସୁନ୍ଦରଗଡ଼ ବିଜୁ ଜନତା ଦଳ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଡିଆର୍‌ଡିଏ ଛକରେ ବିକ୍ଷୋଭ ପ୍ରଦର୍ଶନ ସହ ଗଣଧାରଣା…

ଏଲ୍‌ଇଡି ସ୍କ୍ରିନ୍‌ରେ ହକି ଦେଖିବେ ରାଉରକେଲାବାସୀ

ରାଉରକେଲା ଅଫିସ,୨୭ା୧୨: ପୁରୁଷ ହକି ବିଶ୍ୱକପ୍‌ ଷ୍ଟିଲସିଟି ରାଉରକେଲାରେ ଆଉ ମାତ୍ର ୧୭ ଦିନ ପରେ ଆରମ୍ଭ ହେବ। ଏଥିପାଇଁ ବିର୍ସାମୁଣ୍ଡା ଷ୍ଟାଡିୟମ କାର୍ଯ୍ୟ ଶେଷ ହୋଇ ସେଠାରେ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ରାଉରକେଲାରେ ପ୍ରଥମ ଥର ପାଇଁ ବିଶ୍ୱସ୍ତରୀୟ…

୪୦୦ କେଜି ଗୋ ମାଂସ ଜବତ, ୩ ଅଟକ

ରାଉରକେଲା ଅଫିସ,୨୫।୧୨: ସୁନ୍ଦରଗଡ଼ ଜିଲା ବିଶ୍ରା ଅଞ୍ଚଳରୁ ରାଉରକେଲାକୁ ୨ଟି ଅଟୋରେ ଗୋମାଂସ ଚାଲାଣ ହେଉଥିବା ବେଳେ ବଜରଙ୍ଗ ଦଳ ଏହାକୁ ଜବତ କରି ପୋଲିସକୁ ହସ୍ତାନ୍ତର କରିଛି। ଏହି ଘଟଣାରେ ବନ୍ଧମୁଣ୍ଡା ପୋଲିସ ୩ ଜଣଙ୍କୁ ଅଟକ ରଖିଛି। ମିଳିଥିବା…

ଉପଜିଲାପାଳଙ୍କ ଅଫିସ୍‌ ଆଗରେ ବିକ୍ଷୋଭ ପ୍ରଦର୍ଶନ

ରାଉରକେଲା ଅଫିସ,୨୪।୧୨: ସୁନ୍ଦରଗଡ଼ ଜିଲାକୁ ଭାଗ କରି ରାଉରକେଲା ଓ ବଣେଇ ଜିଲା ଗଠନ ପାଇଁ ଉଠିଥିବା ଦାବିକୁ ବିରୋଧ ତେଜିବାରେ ଲାଗିଛି। ଏହି କ୍ରମରେ ରାଉରକେଲା ଉଦିତନଗର ସ୍ଥିତ ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୁନ୍ଦରଗଡ ଜିଲା ପେସା ଗ୍ରାମସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri