ହାତୀ ଆକ୍ରମଣରେ ମହିଳା ମୃତ
ସୁନ୍ଦରଗଡ଼,୨୦।୧୦(ଡି.ଏନ୍.ଏ): ସୁନ୍ଦରଗଡ଼ ବନଖଣ୍ଡର ଉଜ୍ଜଳପୁର ବନାଞ୍ଚଳ ଅନ୍ତର୍ଗତ କୁଳବା ଗ୍ରାମରେ ଗୁରୁବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ସେହି ଗାଁର ରେଣୁକା ସାହୁ (୫୫)। ସେ ଭୋରରୁ ଶୌଚ ପାଇଁ ପାଖ ବିଲକୁ ଯାଉଥିବାବେଳେ…
ସ୍କୁଲ ଗେଟ୍ରେ ତାଲା ପକାଇଲେ ଗ୍ରାମବାସୀ
ବଣାଇ, ୧୯।୧୦(ସ୍ବ.ପ୍ର.): ସ୍କୁଲକୁ ଶିକ୍ଷୟିତ୍ରୀ, ଶିକ୍ଷକ ଅଧିକାଂଶ ସମୟ ବିଳମ୍ବରେ ଆସୁଥିଲେ। ବିଳମ୍ବରେ ନ ଆସିବା ପାଇଁ ବାରମ୍ବାର ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ତାଗିଦ ସତ୍ତ୍ୱେ ମଙ୍ଗଳବାର ପୁଣି ସ୍କୁଲକୁ ବିଳମ୍ବରେ ଆସିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଗ୍ରାମବାସୀ ସ୍କୁଲ ଗେଟରେ…
ସୀମାରେ ଅଟକିଛି ଶତାଧିକ କୋଇଲା ଟ୍ରକ୍
ଝାରସୁଗୁଡ଼ା ଅଫିସ/ସୁନ୍ଦରଗଡ଼/ହେମଗିର,୧୬ା୧୦(ଡି.ଏନ୍.ଏ.): କୋଇଲା ପରିବହନ ଭଡ଼ା ଓ ଲୋଡିଂ କ୍ଷେତ୍ରରେ ଛତିଶଗଡ଼ ରାୟଗଡ଼ ଅଞ୍ଚଳର କୋଇଲା ଟ୍ରକ୍ଗୁଡିକୁ ପାତରଅନ୍ତର କରାଯାଉଥିବା ଅଭିଯୋଗ କରାଯାଇଛି। ଏହି ପରିପ୍ରେକ୍ଷୀରେ ଛତିଶଗଡ଼ ରାୟଗଡ଼ର ଟ୍ରେଲର ଆସୋସିଏଶନ ତରଫରୁ ଗତ ଶୁକ୍ରବାର ମଧ୍ୟାହ୍ନ ୧୨ଟାରୁ ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ…
ଘରେ ଛାଡ଼ି ଦେବା ନାଁରେ ନାବାଳିକାଙ୍କୁ କରିଥିଲେ ବଳାତ୍କାର, ଏବେ ଭୋଗିବେ ୮ ବର୍ଷ ଜେଲ୍ଦଣ୍ଡ
ସୁନ୍ଦରଗଡ଼,୧୫ା୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତର ପ୍ରିଜାଇଡିଂ ଅଫିସର ମହେନ୍ଦ୍ର କୁମାର ସୂତ୍ରଧର ଗତ ୨୦୧୬ରେ ଘଟିଥିବା ଏକ ନାବାଳିକା ବଳାତ୍କାର ମାମଲାର ଶନିବାର ଶୁଣାଣି କରି ବଣାଇ ବାଉଁରକେଲା ଗ୍ରାମର ଅଭିଯୁକ୍ତ ଅଲେଖ ପାତ୍ର(୩୬)ଙ୍କୁ…
ପୋଖରୀ ହୁଡ଼ାରେ ବିଷ ପିଇ ଜୀବନ ହାରିଲେ ମହିଳା, ପୁରୁଷ
ଲହୁଣୀପଡ଼ା,୧୪।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ବଡପୁରୁଣାପାଣି ପଞ୍ଚାୟତ ନୂଆଗାଁରେ ଥିବା ଏକ ପୋଖରୀ ହୁଡ଼ାରୁ ମହିଳା ଓ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ନୂଆଗାଁର ଯୋଗେନ୍ଦ୍ର କିଷାନ(୪୮) ଓ ଗାୟିତ୍ରୀ କିଷାନ(୪୨)। ଯୋଗେନ୍ଦ୍ର ବିବାହିତ।…
ବଣାଇ ବନଖଣ୍ଡରେ ଥମୁନି ହାତୀ ଉପଦ୍ରବ
ବଣାଇ, ୧୪।୧୦ (ସ୍ବ.ପ୍ର.):ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଇ ଦେଇଛନ୍ତି। ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ…
ଘଉଡାଇବା ପାଇଁ ବାଟୁଳି, ଟେକା ପଥର ମାଡ଼: ବିପଦରେ ହାତୀଙ୍କ ଜୀବନ
ବଣାଇ,୧୩।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଅଞ୍ଚଳରେ ଦୀର୍ଘଦିନ ହେବ ଦୁଇଟି ଦନ୍ତା ତାଣ୍ଡବ ରଚି ଅନେକ ଫସଲ ନଷ୍ଟ କରିବା ସହ ବହୁ ଘର ଭାଙ୍ଗି ଆତଙ୍କ ଖେଳାଉଛନ୍ତି। ମୁଖ୍ୟତଃ ହାତୀ ଦୁଇଟି ବଣାଇ ଓ କୁଳିପୋଷ ବନାଞ୍ଚଳରେ ଘୁରି…
ବ୍ରାହ୍ମଣୀ ନଦୀକୁ ଡେଇଁଲେ ନାବାଳିକା
ଲହୁଣୀପଡ଼ା/ବଣାଁଇ,୧୩।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ରଜାମୁଣ୍ଡା ପଞ୍ଚାୟତ ୧୪୩ ନମ୍ବର ଜାତୀୟ ରାଜପଥର ନରେନ୍ଦ୍ର ପୋଲ ଉପରୁ ବ୍ରହ୍ମଣୀ ନଦୀକୁ ଡେଇଁ ଜନୈକା ନାବାଳିକା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଗ୍ନିଶମ କର୍ମଚାରୀ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରି…
ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ଅଫିସ ସମ୍ମୁଖରେ ସିପିଆଇର ଧାରଣା
ସୁନ୍ଦରଗଡ଼,୧୨ା୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାର ସମସ୍ତ ଖଣି ଖାଦାନ ଓ ଶିଳ୍ପାନୁଷ୍ଠାନରେ ସ୍ଥାନୀୟ ବେକାର ଯୁବତୀ ଯୁବକଙ୍କୁ ନିଯୁକ୍ତି, ଜିଲା ଖଣିଜ ପାଣ୍ଠିର ସଦ୍ ବିନିଯୋଗ, ଧାନମଣ୍ଡିରେ କଟ୍ନି ଛଟ୍ନି ବନ୍ଦ ଆଦି ଦାବି ନେଇ ବୁଧବାର ସିପିଆଇ ପକ୍ଷରୁ ସ୍ଥାନୀୟ ଜିଲାପାଳଙ୍କ…
ନଦୀରୁ ମିଳିଲା ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ
ରାଉରକେଲା ଅଫିସ,୧୦।୧୦: ରାଉରକେଲା ଛେଣ୍ଡ୍ ଥାନା ଅଧୀନ ପ୍ରଧାନପାଲି ନିକଟ କୋଏଲ ନଦୀରୁ ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହକୁ ଆରଜିଏଚ୍ ମର୍ଗରେ ରଖି ଘଟଣାର ତଦନ୍ତ କରୁଛି। ସୋମବାର କୋଏଲ ନଦୀରେ ଜଣେ ମହିଳାଙ୍କ ମୃତଦେହ…
ଫୁଟବଲ ଖେଳବେଳେ ପଡ଼ିଆରେ ବଜ୍ରପାତ: ଚାଲିଗଲା ୨ ଖେଳାଳିଙ୍କ ଜୀବନ
ସୁନ୍ଦରଗଡ଼/ନୂଆଗାଁ,୯।୧୦(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅଧୀନ କନ୍ଦରକେଲା ପଞ୍ଚାୟତ ବନେଇଲତା ଗ୍ରାମରେ ରବିବାର ଅପରାହ୍ନରେ ଫୁଟବଲ ଟୁର୍ନାମେଣ୍ଟ ଚାଲିଥିବାବେଳେ ବଜ୍ରପାତ ଘଟି ୨ ଖେଳାଳିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ବେଳେ ଅନ୍ୟଜଣେ ଯୁବକ ଅଛନ୍ତି।…
କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତାଙ୍କ ଗାଡ଼ିକୁ ଅଣ୍ଡାମାଡ଼, କଳାପତାକା ପ୍ରଦର୍ଶନ
ରାଉରକେଲା ଅଫିସ,୯।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅପମାନଜନକ ଶବ୍ଦ ପ୍ରୟୋଗ କରିଥିବାରୁ କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ଡ. ଉଦିତରାଜଙ୍କୁ ବିରୋଧ ବଢିବାରେ ଲାଗିଛି। ଅଣସଙ୍ଗଠିତ ଶ୍ରମିକ ଓ କର୍ମଚାରୀ କଂଗ୍ରେସ ପକ୍ଷରୁ ରାଜ୍ୟସ୍ତରୀୟ କନ୍ଭେନଶନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଡ.…
Archives


