ସୁନ୍ଦରଗଡ଼

ଛେଳିପଲ ସହ ଗାଁକୁ ଚାଲିଆସିଥିଲା କୁଟୁରା: ଛେଳି ମାଲିକ ଘରେ ରଖିଥିବା ଖବର ପାଇ…

ବଣାଇଁ, ୯।୬ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ ଅନ୍ତର୍ଗତ ଜାମୁଡ଼ିହି ସେକ୍ସନର ଝିରପାଣି ଗ୍ରାମରୁ ସୋମବାର ଏକ କୁଟୁରା ଛୁଆକୁ ବନ ବିଭାଗ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା କୁଟୁରା ଛୁଆଟି ପ୍ରାୟ ଦୁଇ ମାସ…

ପ୍ରେମିକା ବାହାହେବାକୁ ମନାକରିବାରୁ ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ି ଗଲେ ଯୁବକ: ଆଉ ତା’ପରେ…

କୁତ୍ରା,୯ା୬ (ଦେବାଶିଷ ସାହୁ):ପ୍ରେମିକା ବାହାହେବାକୁ ମନାକରିବାରୁ ଜଣେ ଯୁବକ ଉଚ୍ଚ କ୍ଷମତାସମ୍ପନ୍ନ ବିଦ୍ୟୁତ ଖୁଣ୍ଟରେ ଚଢ଼ି ହଙ୍ଗାମା କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବୁଡାକଟା ଅଞ୍ଚଳରେ। ଘଟଣାକୁ ନେଇ ଅଞ୍ଚଳରେ ଦୀର୍ଘ ସମୟ…

ଜୁଆଡ଼ିଙ୍କ ଘରେ ଚଢ଼ାଉ: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ କୋଟିଏ ଟଙ୍କାର ଗହଣା ଜବତ, ୪ ଅଟକ

ରାଉରକେଲା,୮ା୬(ସଙ୍ଗୀତା ଜେନା): ଦୀର୍ଘଦିନରୁ ଚାଲି ଆସୁଥିବା ଏକ ଜୁଆଆଡ୍ଡାରେ ପୋଲିସ ଚଢ଼ାଉ କରି ୧୦ ଲକ୍ଷରୁ ଅଧିକ ଟଙ୍କା ଓ ପ୍ରାୟ କୋଟିଏ ଟଙ୍କାର ଗହଣା ଜବତ କରିଛି। ସୋମବାର ସକାଳେ ଜୁଆ ମାମଲା ସହିତ ଜଡ଼ିତ ସେକ୍ଟର -୧୫ ପୋଲିସ…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ କିନ୍ତୁ ଗୋଟିଏ ଦନ୍ତା ଫେରି ତାଣ୍ଡବ ରଚିଥିବା ଜଣାପଡିଛି l ଆଜି ସକାଳେ…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ କରି ଅସନ୍ତୋଷ ପ୍ରକାଶ କରିଥିଲେ। ରୋଗୀଙ୍କୁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଥିବା…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର ଚଳିତ ବର୍ଷ ପ୍ରକୃତି ବନ୍ଧୁ ପୁରସ୍କାରରେ ସମ୍ମାନିତ କରାଯାଇଛି। ବିଶ୍ୱ ପରିବେଶ ଦିବସ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ ଛିଡା ହୋଇ ରହିଲେ। ହେଲେ ଆଜି ନିଜ ସୁରକ୍ଷା ପାଇଁ ଅଲୋଡା ସାଜିଲେ…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ ଜାରି ରହିଛି। ଏହି କ୍ରମରେ କୁଆଁରମୁଣ୍ଡା ଅଞ୍ଚଳରେ ଚାଲୁଥିବା ବେଆଇନ ଆଇପିଏଲ ବ୍ୟାଟିଂ…

ଜଙ୍ଗଲରେ ଚାଲିଥିଲା ଜୁଆଆଡ୍ଡା: ଜଣଙ୍କ ପରେ ଜଣଙ୍କୁ ଧରି ୨୬ ଜଣଙ୍କୁ ବାନ୍ଧିଲା ପୋଲିସ, ୧୧ ଲକ୍ଷ ୧୬ ହଜାର ୯୦୦…

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଓଡ଼ିଶା–ଛତିଶଗଡ଼ ରାଜ୍ୟ ସୀମାନ୍ତର ଟପରିଆ-ଜାମଝରିଆ ଜଙ୍ଗଲ ମଧ୍ୟରେ ଚାଲିଥିବା ଏକ ବଡ଼ ଜୁଆଆଡ୍ଡା ଉପରେ ପୋଲିସ ରବିବାର ରାତିରେ ଚଢ଼ାଉ କରି ୨୬ ଜଣ ଜୁଆଡିଙ୍କୁ ଗିରଫ…

ମେଡିକାଲରେ ଭର୍ତ୍ତି ହୋଇଥିବା ମା’ଙ୍କୁ ଦେଖିବାକୁ ଯିବାବେଳେ କାର୍‌ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ

ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ କାର୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ମୃତ ଯୁବକ ହେଉଛନ୍ତି ଲେଫ୍ରିପଡ଼ା ଥାନା ଅଞ୍ଚଳର…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସମାଜର ବିଭିନ୍ନ ଜିଲାର ପଦାଧିକାରୀ ଏବଂ ସଦସ୍ୟମାନେ ଯୋଗଦେଇ ରାଉତିଆ ସମାଜକୁ ଅନୁସୂଚିତ…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ କ୍ରମଶଃ ମୃତ୍ୟୁ ମୁଖକୁ ଚାଲିଯାଉଛି। ୩୦ରୁ ୪୦ ବର୍ଷ ପୂର୍ବେ ଏହି ନଦୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?